ଫୁରସତ

ମେଦବୃଦ୍ଧି ସମସ୍ୟା ଦୂର କରେ ଥଣ୍ଡା କ୍ଷୀର

କ୍ଷୀର ଆମ ଶରୀର ପାଇଁ କେତେ ଉପକାରୀ, ତାହା ସମସ୍ତଙ୍କୁ ଜଣା। ବିଶେଷକରି ଉଷୁମ କ୍ଷୀର ପିଇବାକୁ ସମସ୍ତେ ଭଲପାଆନ୍ତି। ହେଲେ ଶୁଣି ଆଶ୍ଚର୍ଯ୍ୟ ହେବେ ଉଷୁମ…

5 years ago

ଶରୀରର ଓଜନ କମ୍‌ କରିବାର ଅଭିନବ ପ୍ରୟାସ

ଶରୀରର ଓଜନ କମ୍‌ କରିବାକୁ କିଏ କେତେ ପ୍ରକାରର ଉପାୟ ଆପଣାଇ ଥାଆନ୍ତି। ହେଲେ ଲଣ୍ଡନରେ ରହୁଥିବା ଏଲେକ୍ସ ବୋଗାତିରିଓ୍ବ ନିଜ ଶରୀରର ଓଜନ କମ୍‌ କରିବା…

5 years ago

ଏମିତି ଗାଁ ଯେଉଁଠି ଖେଳନା ନୁହେଁ ସାପ ସହିତ ଖେଳନ୍ତି ଛୋଟପିଲା….

ସାଧାରଣତଃ ସାପକୁ ସଭିଏଁ ଭୟ କରିଥାନ୍ତି। ତେବେ ଛୋଟପିଲା ଖେଳନାରେ ନ ଖେଳି ସାପ ସହିତ ଖେଳିବା ଶୁଣିଲେ ଯେ କେହି ନିଶ୍ଚୟ ଆଶ୍ଚର୍ଯ୍ୟ ହେବେ। ଉତ୍ତରପ୍ରଦେଶ…

5 years ago

ରବିବାର ଆପଣାନ୍ତୁ ଏହି ଉପାୟ, ରହିବନି ଧନର ଅଭାବ

ସୁଖଶାନ୍ତିରେ ରହିବା ପାଇଁ ଆମେ କଠିନ ପରିଶ୍ରମ କରି ଅର୍ଥ ରୋଜଗାର କରିଥାଉ। ଏହା ସତ୍ତ୍ୱେ ହାତରେ ଟଙ୍କାଟିଏ ରହେ ନାହିଁ। ତେବେ ରବିବାର ଏମିତି କିଛି…

5 years ago

ଖୋଲିଲା ଦେଶର ପ୍ରଥମ ଡାଏନୋସର ପାର୍କ

ଗୁଜରାଟର ଖେଡ଼ା ଜିଲାରେ ପ୍ରଥମଥର ପାଇଁ ଖୋଲାଯାଇଛି ଦେଶର ପ୍ରଥମ ତଥା ବିଶ୍ୱର ତୃତୀୟ ଡାଏନୋସର ପାର୍କ। ରୟାଲି ଗାଁରେ ଥିବା ଏହି ପାର୍କଟି ୧୨୮ ଏକର…

5 years ago

ଅପରାଧୀଙ୍କୁ ଧରିବ ଡ୍ରଗ୍‌ସ ପରୁଫ୍ୟୁମ୍‌

ଡ୍ରଗ୍‌ସ କାରବାର ରୋକିବା ପାଇଁ ନେଦରଲାଣ୍ଡ ପୋଲିସ ଏକ ଭିନ୍ନ ଅଭିଯାନ ଆରମ୍ଭ କରିବାକୁ ଯାଉଛି। ଖୁବ୍‌ଶୀଘ୍ର ପୋଲିସ ସ୍ଥାନୀୟ ଲୋକଙ୍କୁ ଡ୍ରଗ୍‌ସ ପରଫ୍ୟୁମ୍‌ ଦେବ। ଏମଡିଏମ୍‌…

5 years ago

ନଛିପୁର: ଜାବୁଡି ଧରି ରଖିଛି ଓଡ଼ିଶାର ସଂସ୍କୃତି, ପରମ୍ପରାକୁ; ଗାଁର ବଡ଼ ପର୍ବ ରଜ

ରଜ ଆଗରୁ ଆସୁଥିଲା, ଏବେବି ଆସୁଛି। ହେଲେ ଆଗଭଳି ଆଉ ସେଥିରେ ନାହିଁ ମଉଜ। କାହା ଘରୁ ଆସୁନି ପୋଡ଼ ପିଠାର ମହକ କି ଗାଁ ଦାଣ୍ଡ…

5 years ago

ବ୍ୟକ୍ତିତ୍ୱ: ମ୍ୟାନ୍‌ ବୁକର ଆଓ୍ବାର୍ଡ ବିଜେତା ଅରବିନ୍ଦ ଆଡ଼ିଗା

‘ଦ ହ୍ବାଇଟ୍‌ ଟାଇଗର’ ଉପନ୍ୟାସ ପାଇଁ ଆଡ଼ିଗାଙ୍କୁ ମିଳିଥିଲା ୨୦୦୮ ମସିହାର ସମ୍ମାନଜନକ ମ୍ୟାନ୍‌ ବୁକର ଆଓ୍ବାର୍ଡ। ଏକ ବିଷମ ସନ୍ଧିକ୍ଷଣରେ ଅଟକି ଯାଇଥିବା ଭାରତର ସାମାଜିକ…

5 years ago

ପର୍ଯ୍ୟଟନ: ମହାରାଷ୍ଟ୍ରର’ମାଣିକଗଡ଼ ଦୁର୍ଗ’; କେବେ ଓ କେମିତି ଯିବେ..

ମହାରାଷ୍ଟ୍ରସ୍ଥିତ ମାଣିକଗଡ଼ ଦୁର୍ଗ ଏକ ଆକର୍ଷଣୀୟ ପର୍ଯ୍ୟଟନସ୍ଥଳୀ ଭାବେ ଏବେ ବି ପର୍ଯ୍ୟଟକଙ୍କୁ ଆକର୍ଷିତ କରିଆସୁଛି । ଖାସ୍‌କରି ଏଠାରେ ନୂଆକରି ନିର୍ମିତ ହୋଇଥିବା କାଠର ଦୁଇଟି…

5 years ago

ଗ୍ରୀସ୍‌ରେ ଭିଡିଓଗେମ୍‌ ଖେଳିଲେ ପଡିବ ଜୋରିମାନା

ଆଜିକାଲି ପିଲାଙ୍କ ପାଇଁ ଭିଡିଓଗେମ୍‌ ପାଲଟିଛି ସାଥୀ। ଘଣ୍ଟା ଘଣ୍ଟା ସେମାନେ ଏଇଥିରେ ବିତାଉଛନ୍ତି। କେବଳ ପିଲା ନୁହନ୍ତି ବଡ଼ମାନେ ବି ଏହାର ମାୟାରେ ପଡି ଯାଉଛନ୍ତି।…

5 years ago