ଫୁରସତ

କାର୍‌ ଚଳାଇ ଭୁଲରେ ପହଞ୍ଚିଲେ ଆମେରିକା: ଶିଶୁ ସମେତ ପରିବାରର ସମସ୍ତ ସଦସ୍ୟ ଗିରଫ

ନ୍ୟୁୟର୍କ: ପରିବାର ସହ କୁଆଡେ ବୁଲିଯାଉଥିବା ବେଳେ ଅନ୍ୟମାନଙ୍କ ସହ କଥାବର୍ତ୍ତା ହୋଇ ଅନ୍ୟମନସ୍କ ହୋଇଯାଇଥାଉ। ବେଳେବେଳେ ଏଭଳି ହୋଇଥାଏ ଯେ, ଅନ୍ୟମନସ୍କତା ଯୋଗୁ ଭୁଲ ରାସ୍ତାରେ ପଳାଇଥାଉ। ଏଥିପାଇଁ କେତେବେଳେ ଜରିମାନା ଦେବାକୁ ପଡ଼ିଥାଏ ତ କେତେବେଳେ ଅସୁବିଧାର...

କଇଁଛ ପେଟରୁ ବାହାରିଲା ଏପରି ସାମଗ୍ରୀ, ଦେଖିଲେ ହେବେ ଚକିତ

ଆମେରିକାର ଫ୍ଲୋରିଡାସ୍ଥିତ ବୋକାରେଟନ୍‌ରେ ଏକ କଇଁଛ ସମୁଦ୍ର କୂଳକୁ ଚାଲିଆସିଥିଲା। ଗତ ସପ୍ତାହରେ କଇଁଛଟିକୁ ଗୁମ୍ବୋ-ଲିମ୍ବୋ ନେଚର ସେଣ୍ଟରର ସଦସ୍ୟମାନେ ପାଇଥିଲେ। କିନ୍ତୁ କଇଁଛଟି କିଛି ସମୟ ମଧ୍ୟରେ ମରିଗଲା। ତେବେ କଇଁଛଟିର ମୃତ୍ୟୁର କାରଣ ଆଶ୍ଚର୍ଯ୍ୟଜକ। ମେଡିକାଲ ରିପୋର୍ଟରୁ...

ଏମିତି ଦେଶ : ଯେଉଁଠି ନାହିଁ ଏଟିଏମ୍‌, ସିମ୍‌କାର୍ଡ ପାଇଁ ବି ନେବାକୁ ପଡ଼େ ସରକାରଙ୍କ ଅନୁମତି

ଆଜିକାଲି ଗ୍ରାମାଞ୍ଚଳରେ ସମସ୍ତ ସୁବିଧା ଉପଲବ୍ଧ ହେଉଥିବାବେଳେ ଆଫ୍ରିକାର ଇରିଟ୍ରିଆ କିନ୍ତୁ ଆଧୁନିକତାଠାରୁ ବହୁ ଦୂରରେ। ହାତପାହାନ୍ତାରେ ଲୋକେ ସବୁ ସୁବିଧା ପାଉଥିବାବେଳେ ଇରିଟିଆରେ ଏଟିଏମ୍‌ ନାହିଁ। ଖାଲି ଏତିକି ନୁହେଁ, ଏଠାରେ ସରକାରଙ୍କ ନିର୍ଦ୍ଦେଶରେ ସବୁକିଛି କରିବାକୁ ପଡ଼ିଥାଏ।...

କାହିଁକି ଗଣିତରେ ଦିଆଯାଏନି ନୋବେଲ ପୁରସ୍କାର

ଚଳିତ ବର୍ଷ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ନୋବେଲ ପୁରସ୍କାର ଘୋଷଣା କରାଯାଇଛି। ନୋବେଲ ପୁରସ୍କାର ହେଉଛି ବିଶ୍ୱର ସବୁଠୁ ସମ୍ମାନଜନକ ପୁରସ୍କାର। ଆଲଫ୍ରେଡ ନୋବେଲଙ୍କ ନାମ ଅନୁସାରେ ଏହାର ନାମକରଣ କରାଯାଇଛି। ଏହି ପୁରସ୍କାର ୬ଟି କ୍ଷେତ୍ର...

ଦୁଇ ଯୁବକଙ୍କୁ ଗର୍ଭ ପରୀକ୍ଷା ପାଇଁ ପରାମର୍ଶ ଦେଲେ ଡାକ୍ତର, ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରୋଗରେ ପଡ଼ିଲେ ଡାକ୍ତରଙ୍କ ପାଖକୁ ଯିବାକୁ ପଡ଼େ। ଡାକ୍ତର ଔଷଧ ଦେଲେ ଲୋକେ ସୁସ୍ଥ ହୋଇଥା’ନ୍ତି। କିନ୍ତୁ ଯଦି ଡାକ୍ତର ଭୁଲ ପ୍ରେସ୍‌କ୍ରିପ୍‌ସନ୍‌ ଲେଖନ୍ତି ତେବେ ରୋଗୀର ଅବସ୍ଥା ସଂଗୀନ ହୋଇପଡ଼େ। ସେହିପରି ଏକ ଘଟଣା ଘଟିଛି ଦୁଇ ଯୁବକଙ୍କ...

ବିମାନ ବନ୍ଦରରେ ପ୍ରତିଦିନ ହୁଏ ଫାୟାରିଂ

ସୁରଟ : ଆପଣମାନଙ୍କୁ ଆଶ୍ଚର୍ଯ୍ୟ ଲାଗୁଥିବ ନିଶ୍ଚୟ। ବିମାନବନ୍ଦରରେ ପୁଣି ପ୍ରତିଦିନ ଫାୟାରିଂ! ହେଲେ ହଁ। ପ୍ରତିଦିନ ସୁରଟ ବିମାନ ବନ୍ଦରରେ ଟେକ୍‌ଅଫ୍‌ ଏବଂ ଲ୍ୟାଣ୍ଡିଂ ପୂର୍ବରୁ ଉଡୁଥିବା ପକ୍ଷୀଙ୍କୁ ହଟାଇବା ପାଇଁ ୧୫୦ ଥର ଫାୟାରିଂ କରାଯାଇଥାଏ। ଏହି...

ବିଶ୍ୱ ଖାଦ୍ୟ ଦିବସ:ପୃଥିବୀରେ ୮୦ କୋଟି ଭୋକିଲା

ଜେନେଭା: ପ୍ରତିବର୍ଷ ଅକ୍ଟୋବର ୧୬ରେ ବିଶ୍ୱ ଖାଦ୍ୟ ଦିବସ ପାଳନ କରାଯାଇଥାଏ। ସମସ୍ତଙ୍କ ପାଖରେ ଖାଦ୍ୟ ପହଞ୍ଚାଇବା ଏହି ଦିବସର ମୁଖ୍ୟ ଲକ୍ଷ୍ୟ। ଇତିମଧ୍ୟରେ ୟୁନିସେଫ୍‌ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ହେନରିଟା ଫୋରେଙ୍କ ଦ୍ୱାରା ‘ଷ୍ଟେଟ୍‌ ଅଫ୍‌ ଦି ଓ୍ବାଲର୍‌ଡ୍‌ ଚିଲଡ୍ରେନ୍‌’...

ବାୟୁ ପ୍ରଦୂଷଣ କରିଥାନ୍ତି ଏସବୁ ପ୍ରସାଧନ ସାମଗ୍ରୀ…

ବାୟୁ ପ୍ରଦୂଷଣ ପାଇଁ ପରଫ୍ୟୁମ୍‌, ହେୟାର ସ୍ପ୍ରେ ଏବଂ ରିଫ୍ରେସର ଦାୟୀ ବୋଲି ଜାପାନର ଟୋକିଓ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ପ୍ରକାଶ ପାଇଛି। ଗାଡ଼ି ମୋଟର, ଶିଳ୍ପସଂସ୍ଥା ଏବଂ ଘରେ ବ୍ୟବହୃତ ହେଉଥିବା ଇଲୋକ୍ଟ୍ରନିକ୍ସ ଦ୍ରବ୍ୟଠାରୁ ଏସବୁ...

ବିବାହକୁ ସ୍ମରଣୀୟ କରିବା ପାଇଁ ନିଆରା ଢଙ୍ଗ ଆପଣାଇଲେ ନବଦମ୍ପତ୍ତି

ଜୟପୁର,୧୫।୧୦: ରାଜସ୍ଥାନ ଜୟପୁରରେ ଜଣେ ଦମ୍ପତ୍ତି ନିଜ ବିବାହକୁ ସ୍ମରଣୀୟ କରିବା ପାଇଁ ନିଆରା ପଦକ୍ଷେପ ଆପଣାଇଛନ୍ତି। ଜଣେ ନବ ବିବାହିତ ଦମ୍ପତ୍ତି ସହରର ବିଭିନ୍ନ ଛକରେ ଠିଆ ହୋଇ ଟ୍ରାଫିକ୍‌ ନିୟମ ପାଳନ କରିବାକୁ ଲୋକଙ୍କ ଭିତରେ ସଚେତନତା...

ପ୍ରବନ୍ଧ ଲେଖିବାକୁ କହିଲେ ପ୍ରଫେସର: ଖାଲି କାଗଜ ଧରାଇଲେ ଛାତ୍ରୀ ମିଳିଲା ଫୁଲ୍‌ ମାର୍କ

ଜାପାନ ଯୁନୁଭର୍ସିଟିର ଜଣେ ଛାତ୍ରୀ ଏବେ ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେଉଛନ୍ତି। ଗବେଷଣାରତ ଏହି ଛାତ୍ରୀ ଜଣଙ୍କୁ ପ୍ରଫେସର ପ୍ରବନ୍ଧ ଲେଖିବାକୁ କହିଥିଲେ। ହେଲେ ଛାତ୍ରୀ ଜଣଙ୍କ ଶେଷରେ ପ୍ରଫେସରଙ୍କୁ ଖାଲି କାଗଜ ଧରାଇ ଦେଇଥିଲେ। ଯାହାକୁ ଦେଖି...

ଯେଉଁ ବ୍ୟାଙ୍କରେ କେବେ ତାଲା ପଡେ ନାହିଁ

ଦେଶର ପ୍ରାୟ ସବୁ ବ୍ୟାଙ୍କରେ ସିକ୍ୟୁରିଟି ବ୍ୟବସ୍ଥାକୁ କଡାକଡି କରାଯାଇଥାଏ। କାରଣ ଏଠି ପ୍ରତିଦିନ କାରବାର ହୋଇଥାଏ ମୋଟା ଅଙ୍କର ଅର୍ଥ। ହେଲେ ମହାରାଷ୍ଟ୍ରର ମହମ୍ମଦନଗର ଜିଲାରେ ଏମିତି ଏକ ବ୍ୟାଙ୍କ ଅଛି ଯେଉଁଠି କେବେ ବି ତାଲା ପଡେ...

ରେଷ୍ଟୁରାଣ୍ଟର ନାଁ ହାର୍ଟଆଟାକ…

ଆମେରିକା ଏରିଜୋନାରେ ରହିଛି ଏକ ରେଷ୍ଟୁରାଣ୍ଟ। ଏଠାକାର ପରିବେଶ ସମ୍ପୂର୍ଣ୍ଣ ଭାବେ ଚିକିତ୍ସାଳୟ ଭଳି। ରେଷ୍ଟୁରାଣ୍ଟର ନାଁ ହାର୍ଟଆଟାକ। ଏଠି ଗ୍ରାହକଙ୍କୁ ଚିକିତ୍ସାଳୟର ଅନୁଭୁତି ମିଳିଥାଏ। ଏଠାରେ ପ୍ରସ୍ତୁତ ହେଉଥିବା ଖାଦ୍ୟ ସାମଗ୍ରୀର ନାମ ହାର୍ଟଆଟାକ୍‌ ସହିତ ସାମ୍ୟତା ରକ୍ଷା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri