ଫୁରସତ

ଭଗବାନଙ୍କୁ ଚିଠି ଲେଖି ମନ୍ଦିର ଦାନବାକ୍ସରୁ ଟଙ୍କା ନେଇଗଲେ ଚୋର, ପଢ଼ନ୍ତୁ ଚିଠିରେ କ’ଣ ଲେଖାଥିଲା

ଜଣେ ଚୋର ଅଭିନବ ଉପାୟରେ ଚୋରି କରିଛନ୍ତି। ଯାହା ଶୁଣିଲେ ଆଶ୍ଚର୍ଯ୍ୟ ହେବେ। ଚୋର ଜଣକ ମାନବିକତା ସହକାରେ ଚୋରି କରିଛନ୍ତି। ତାହା ପୁଣି କୌଣସି ବ୍ୟକ୍ତିଙ୍କ ନିକଟକୁ ଯାଇ ନୁହେଁ, ମନ୍ଦିରରେ ଠାକୁରଙ୍କ ମୂର୍ତ୍ତିଙ୍କ ନିକଟକୁ ଯାଇ ନିଜର...

ଏମିତି ଏକ ଏୟାରପୋର୍ଟ, ଦେଖିବାକୁ ଅନ୍ତରୀକ୍ଷ ଯାନ ସଦୃଶ

ବିଶ୍ୱରେ ଏମିତି ଏକ ଏୟାରପୋର୍ଟ ରହିଛି, ଯାହା ଦେଖିବାକୁ ଅନ୍ତରୀକ୍ଷ ଯାନ ସଦୃଶ। ଏପରି ଏୟାରପୋର୍ଟ ରହିଛି ଚାଇନାରେ। ଭିତ୍ତିଭୂମି କ୍ଷେତ୍ରରେ ଚାଇନା ସବୁଠୁ ଆଗରେ। ଏହି ଏୟାରପୋର୍ଟ ବାହାରୁ ଏକ ଅନ୍ତରୀକ୍ଷ ଯାନ ପରି ଦେଖାଯାଉଛି।କିଛିଦିନ ତଳେ ଚାଇନାର...

ରାଜସ୍ଥାନ ଝିଅଙ୍କୁ ଚେଞ୍ଜ୍‌ ମେକର୍‌ ଆଓ୍ବାର୍ଡ

ନୂଆଦିଲ୍ଲୀ: ବିଲ୍‌ ଆଣ୍ଡ୍‌ ମିଲିନ୍ଦା ଗେଟ୍ସ ଫାଉଣ୍ଡେଶନ ପକ୍ଷରୁ କେବଳ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନୁହେଁ ଆଉ ଜଣେ ଭାରତୀୟଙ୍କୁ ମଧ୍ୟ ସମ୍ମାନିତ କରାଯାଇଛି। ସ୍ବଚ୍ଛ ଭାରତ ମିଶନ୍‌ ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଗ୍ଲୋବାଲ୍‌ ଗୋଲ୍‌କିପର୍ସ ଆଓ୍ବାର୍ଡ ଦେଇ ସମ୍ମାନିତ କରିଛି...

ମହାଭାରତ ସମୟରେ ପ୍ରସ୍ତୁତ ହୋଇଥିଲା ଗୁପ୍‌ଚୁପ୍‌

ନୂଆଦିଲ୍ଲୀ: ଗୁପ୍‌ଚୁପ୍‌ ଭାରତର ବିଭିନ୍ନ ଅଞ୍ଚଳରେ ଭିନ୍ନ ଭିନ୍ନ ନାମରେ ପରିଚିତ। ଏହା ପୁଚ୍‌କା, ପାନିପୁରୀ, ବତାଶେ ଭଳି ନାମରେ ଲୋକପ୍ରିୟତା ହାସଲ କରିଛି। ଗୁପ୍‌ଚୁପ୍‌ ମହାଭାରତ ସମୟରେ ପ୍ରଥମେ ପ୍ରସ୍ତୁତ କରାଯାଇଥିଲା ବୋଲି କେତେକ କୁହନ୍ତି। ମଗଧ ସାମ୍ରାଜ୍ୟରେ...

ମାରିଟାଇମ ଜଗତରେ ମହିଳା ସଶକ୍ତୀକରଣ

ଜାତିସଂଘ:୨୦୧୯ସେପ୍ଟେମ୍ବର ୨୬, ଗୁରୁବାର ପାଳନ କରାଯାଉଛି ବିଶ୍ୱ ମାରିିଟାଇମ ଦିବସ। ‘ସାମୁଦ୍ରିକ ଜଗତ ସମ୍ପର୍କରେ ମହିଳାମାନଙ୍କୁ ସଶକ୍ତୀକରଣ କରିବା’ ସ୍ଲୋଗାନ ନେଇ ଏହି ଦିବସ ପାଳନ କରାଯାଉଛି। ଏହା ଜାତିସଂଘ ଦ୍ୱାରା ଇଣ୍ଟରନ୍ୟାଶ୍‌ନାଲ ମାରିଟାଇମ ଅର୍ଗାନାଇଜେଶନ(ଆଇଏମ୍‌ଓ) ବା ଆନ୍ତର୍ଜାତିକ ସାମୁଦ୍ରିକ...

ଆଜିର ଆହ୍ବାନ ଜନସଂଖ୍ୟା ନିୟନ୍ତ୍ରଣ

ଭାରତ ସମେତ ବିଶ୍ୱର ଅନେକ ଦେଶରେ ଗର୍ଭନିରୋଧ ପ୍ରତି ଲୋକମାନଙ୍କୁ ସଚେତନ କରିବା ଲକ୍ଷ୍ୟ ନେଇ ପାଳନ କରାଯାଉଛି ଗର୍ଭ ନିରୋଧକ ଦିବସ। ପ୍ରତିବର୍ଷ ସେପ୍ଟେମ୍ବର ୨୬ରେ ଏହି ଦିବସ ପାଳନ କରାଯାଉଛି। ଯୁବପିଢ଼ିଙ୍କୁ ଗର୍ଭ ନିରୋଧ ସମ୍ପର୍କରେ ଉଚିତ...

ଜଣେ ରୋଗୀ ମୋତେ କନ୍ଦାଇ ଦେଇଥିଲେ

ମାନସିକ ରୋଗ ଚିକିତ୍ସା କ୍ଷେତ୍ରରେ ଯୁବ ବୟସରେ ବେଶ୍‌ ପ୍ରତିଷ୍ଠା ଲାଭ କରିଛନ୍ତି ଡା. ସମ୍ରାଟ କର। ଭାରତର ଆଗଧାଡ଼ିର ଡାକ୍ତରମାନଙ୍କ ମଧ୍ୟରେ ସେ ଅନ୍ୟତମ। କଟକ ନିବାସୀ ଡା. ସମ୍ରାଟ ମଧ୍ୟ ଜଣେ ସ୍ବେଚ୍ଛାସେବୀ। ଏଥର ତାଙ୍କ ଅନୁଭୂତିରୁ...

ଧାନବାଦକୁ ଘାରିଛି କୁକୁର ଭୟ

ଧାନବାଦ: ରାସ୍ତା ସମସ୍ୟା କି ପରିମଳ ସମସ୍ୟାକୁ ନେଇ କୌଣସି ନଗର ନିଗମ ଚିନ୍ତିତ ହେଉଥିବାବେଳେ କୁକୁରଙ୍କୁ ନେଇ ଅସୁବିଧାରେ ପଡିଯାଇଛି ଝାଡ଼ଖଣ୍ଡର ଧାନବାଦ ସହର। ଆତଙ୍କବାଦୀଙ୍କ ଭୟ ସହରକୁ ଯେତିକି ନାହିଁ ତା’ଠାରୁ କୁକୁର ଭୟ ବେଶି ଘାରିଛି।...

୭୦ ବର୍ଷୀୟ ୟୁନିଭର୍ସିଟି ଟପ୍ପର୍‌

ରାଞ୍ଚି:ଜୀବନର ଅପରାହ୍ନରେ ଯେତେବେଳେ ଶରୀର ସାଥିରେ ମନ ରହିବାକୁ ଚାହେଁନି ଠିକ୍‌ ସେତିକିବେଳେ ୭୦ ବର୍ଷୀୟ ଜଣେ ଅବସରପ୍ରାପ୍ତ ଶିକ୍ଷକ ବ୍ରଜକିଶୋର ଠାକୁର ୟୁନିଭର୍ସିଟି ଟପ୍ପର ହୋଇଛନ୍ତି। ୧୯୫୦ରେ ଜନ୍ମିତ ଠାକୁର ଲେଖାପଢା ଓ ଶିଖିବାରେ କୌଣସି ବୟସ ନ...

ହଜିଯାଇଥିବା ପୋଷା କୁକୁରକୁ ଖୋଜିବା ପାଇଁ ଚାକିରି ଛାଡିଲେ ମହିଳା

ଓ୍ବାଶିଂଟନ୍‌: ଆମେରିକାର ଓ୍ବାଶିଂଟନରେ ଜଣେ ମହିଳା ହଜିଯାଇଥିବା ପୋଷା କୁକୁରକୁ ଖୋଜିବା ପାଇଁ ଚାକିରି ଛାଡିଦେଇଛନ୍ତି। ଗତ ଜୁଲାଇ ମାସରେ କ୍ୟାରୋଲ୍‌ ନାମକ ଜଣେ ମହିଳା ନିଜ କୁକୁର କ୍ୟାଟିକୁ ନେଇ ବୁଲିବାକୁ ଯାଇଥିଲେ। ସେ ସ୍ବାମୀଙ୍କ ସହ ହୋଟେଲ...

ଦିଅଁ ନ ଥିବା ମନ୍ଦିର…

ମନ୍ଦିରରେ ସାଧାରଣତଃ ଦିଅଁ ରହିଥାନ୍ତି। ତେବେ ଦିଲ୍ଲୀର ଉଦୟପୁରରେ ଅବସ୍ଥିତ ବାହାଇ ମନ୍ଦିରରେ କୌଣସି ମୂର୍ତ୍ତି ନାହିଁ। ଏହି ମନ୍ଦିର ନିଜର ଅଦ୍ଭୁତ ନିର୍ମାଣଶୈଳୀ ପାଇଁ ପ୍ରସିଦ୍ଧ। ଏହାକୁ ଲୋକେ ଲୋଟସ୍‌ ଟେମ୍ପଲ କୁହନ୍ତି। ଦିନରେ ମୋତି ପରି ଚମକୁଥିବା...

୧୧୮ ବର୍ଷ ଧରି ଜଳୁଛି ବିଦ୍ୟୁତ୍‌ ବଲ୍‌ବ

କାଲିଫର୍ନିଆ : ସାଧାରଣତଃ ଆମେ ଘରେ, କାର୍ଯ୍ୟାଳୟରେ, ବ୍ୟବସାୟ ପ୍ରତିଷ୍ଠାନରେ ଏବଂ ଅନ୍ୟାନ୍ୟ ସ୍ଥାନରେ ଆଲୋକ ପାଇଁ ବିଦ୍ୟୁତ୍‌ ବଲ୍‌ବର ବ୍ୟବହାର କରିଥାଉ। କିଛି ଦିନ ଜଳିବା ପରେ ଏହା ଫ୍ୟୁଜ୍‌ ହୋଇଯାଇଥାଏ ବା ଖରାପ ହୋଇଯାଇଥାଏ। ଅତି ବେଶୀରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri