ଫୁରସତ

ଶୀଘ୍ର ତରଳୁଛି ପାଣି ତଳେ ଥିବା ଗ୍ଲାସିୟର

ଗ୍ରୀନ୍‌ଲାଣ୍ଡ,ଆଲାସ୍କା ଓ ଆଣ୍ଟାର୍କଟିକାରେ ଭାସମାନ ବିରାଟକାୟ ଗ୍ଲାସିୟର ଏବେ ଦ୍ରୁ୍ରୁତ ଗତିରେ ତରଳିବାରେ ଲାଗିଛି । ଏହା ଫଳରେ ସମୁଦ୍ର ପତ୍ତନ ବି ବୃଦ୍ଧି ପାଇବ ବୋଲି ର୍ୟୁଟଗର୍ସ ବିଶ୍ୱବିଦ୍ୟାଳୟର ଗବେଷକମାନେ ଆଶଙ୍କା ପ୍ରକଟ କରିଛନ୍ତି । ଏସମ୍ପର୍କିତ ତଥ୍ୟ...

୧୫୦ ବର୍ଷର ବରଗଛ ତଳେ ତାପମାତ୍ରା ୬ ଡିଗ୍ରୀ କମ୍‌ ରହୁଛି

ଗୋପାଳଗଞ୍ଜ(ବିହାର): ଏହା ଜଙ୍ଗଲ ନୁହେଁ, ୧୫୦ ବର୍ଷର ଏକ ବରଗଛ। ଏହି ଗଛର ୨୦୦ ଶାଖା ରହିଛି ଓ ୨୫୦୦ ବର୍ଗମିଟର ଜମିକୁ ଏହାର ଶାଖା ଢାଙ୍କିରଖିଛି । ବିହାରର ଗୋପାଳଗଞ୍ଜ ମୁଖ୍ୟାଳୟଠାରୁ ୫୨ କିଲୋମିଟର ଦୂର ବୈକୁଣ୍ଠପୁର ବ୍ଲକ୍‌...

ଜୀବନକାଳ ମଧ୍ୟରେ ୨ କିଲୋ ଲିପ୍‌ଷ୍ଟିକ ଲଗାନ୍ତି ମହିଳା

ନାରୀ ସର୍ବଦା ରହସ୍ୟମୟୀ। ଆଉ ନାରୀର ଏହି ରହସ୍ୟ ବିଷୟରେ ଅନେକଙ୍କୁ ହୁଏତ କିଛି କଥା ଜଣା ନ ଥିବ। ଅନେକ ଗୁଣରେ ନାରୀ ପୁରୁଷଙ୍କଠାରୁ ସମ୍ପୂର୍ଣ୍ଣ ଭିନ୍ନ। କିଛି ଗବେଷଣା ଭିତ୍ତିକ ତଥ୍ୟ ମହିଳାମାନଙ୍କ ଉପରେ ଏମିତି କିଛି...

ଏହି ସବୁ କାରଣରୁ ଅଟକି ରହିଥାଏ ଆପଣଙ୍କ ସଫଳତା, ଆଉ ପିଛା ଛାଡିନଥାଏ ଦୁର୍ଭାଗ୍ୟ

ଅଧିକାଂଶ ସମୟରେ ଅନେକ ବ୍ୟକ୍ତିମାନେ ବାରମ୍ବାର ପ୍ରୟାସ ଜାରି କରିବା ସତ୍ତ୍ବେ ମଧ୍ୟ ସଫଳତା ପାଇ ନ ଥାନ୍ତି। କିନ୍ତୁ ଆପଣମାନେ ଜାଣିଛନ୍ତି କି ଘରର ବାସ୍ତୁ ଦୋଷରୁ ମଧ୍ୟ ଏପରି ବାରମ୍ବାର ଅସଫଳତାର ସାମ୍ନା କରିବାକୁ ପଡ଼ିଥାଏ। ଯଦି...

ଆଇନା କହିବ କେତେ ସୁନ୍ଦର

ସୁନ୍ଦର ଦେଖାଯିବାକୁୂ କିଏ ନ ଚାହେଁ। କିନ୍ତୁ ସମସ୍ତେ ନିଜ ସୁନ୍ଦରତାକୁ ନେଇ ସମ୍ପୂର୍ଣ୍ଣ ଭାବେ ଆଶ୍ୱସ୍ତ ନୁହନ୍ତି। ଯଦି ଏଭଳି ଭାବନା ଆପଣଙ୍କର ବି ଥାଏ, ତେବେ ଚିନ୍ତିତ ହେବାର ଆଦୌ ଆବଶ୍ୟକତା ନାହଁି। ଏକ ଆମେରିକା କମ୍ପାନୀ...

କାଉଡି ଯାତ୍ରାରେ ଗୋଲ୍ଡେନ୍‌ ବାବା

ମିରଟ: ଶିବଭକ୍ତମାନେ ଭଗବାନ ଶିକଙ୍କୁୁ ଜଳଲାଗି କରିବା ପାଇଁ କାଉଡି ଯାତ୍ରା ଆରମ୍ଭ କରିଛନ୍ତି। ଏହି ଯାତ୍ରରେ ସାମିଲ ହୋଇଥିବା ଗୋଲ୍ଡେନ ବାବା ଏବେ ଉତ୍ତରପ୍ରଦେଶ କାହଁିକି ସାରା ଭାରତରେ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ସୁଧୀର ମକରରୁ ବାବା ପାଲଟିଥିବା...

ଟିନି ଏୟାରଫ୍ରିଜ୍‌

ସ୍ବିଡେନ୍‌ର ଦୁଇ ଜଣ ଇଞ୍ଜିନିୟର ବିକାଶ କରିଥିବା ଏକ ଛୋଟ ଏୟାରଫ୍ରିଜ୍‌ ଆପଣଙ୍କୁ ଭୀଷଣ ଗରମରୁ ରକ୍ଷା କରିବ। ୨୦୧୯ରେ ବିକାଶ କରାଯାଇଥିବା ଅନେକ ଗେଜେଟ୍‌ ମଧ୍ୟରୁ ଏହାର ଚାହିଦା ଏବେ ଶିଖରରେ। ଏହି ପୋର୍ଟେବଲ ଏୟାର କୁଲିଂ ବକ୍ସ...

ମହିଳା ଓ ପୁରୁଷଙ୍କ ମଧ୍ୟରେ କିଏ ଅଧିକ ସୁସ୍ଥ ଓ ସୁଖୀ…

ନିକଟରେ ହୋଇଥିବା ଏକ ଗବେଷଣାରୁ ଜଣାପଡିଛି ସାଧାରଣତଃ ମହିଳାଙ୍କ ତୁଳନାରେ ପୁରୁଷମାନେ ଅଧିକ ସୁସ୍ଥ ଓ ଖୁସିରେ ରହିଥାଆନ୍ତିା ଟରୋଣ୍ଟୋ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏହି ଗବେଷଣାରେ ୨ ହଜାର ମହିଳା ଏବଂ ପୁରୁଷଙ୍କୁ ସାମିଲ୍‌ କରାଯାଇଥିଲା। ଜଣାପଡିଥିଲା ମହିଳାଙ୍କ ତୁଳନାରେ...

ଉତ୍ତପ୍ତ ଜଳବାୟୁ ଆତ୍ମହତ୍ୟା ବୃଦ୍ଧିର କାରଣ

ନ୍ୟୁୟର୍କ: ଜଳବାୟୁ ପରିବର୍ତ୍ତନର ପ୍ରଭାବ ଯେ କେବଳ ଅର୍ଥନୀତିକୁ ପ୍ରଭାବିତ କରିଛି ତାହା ନୁହେଁ, ଏହା ବି ଆତ୍ମହତ୍ୟା ବୃଦ୍ଧିର ଏକ କାରଣ ବୋଲି ଗବେଷଣାରୁ ଜଣାପଡିଛି। ଏହି ତଥ୍ୟ ନେଚର କ୍ଲାଇମେଟ୍‌ ଚେଞ୍ଜ ଜର୍ନାଲରେ ପ୍ରକାଶ ପାଇଛି। ଏବେ...

୭୭ ବର୍ଷର ମଡେଲ

ଆର୍ଥିକ ପରିସ୍ଥିତି କେବେ କାହାକୁ କେଉଁଠି ପହଞ୍ଚାଇଥାଏ ତାହା କହିବା ମୁସ୍କିଲ। ତେବେ ଦକ୍ଷିଣ କୋରିଆର ୭୭ ବର୍ଷୀୟା ମହିଳା ଚୋଇ ସୁନ ଏବେ ଯୁବବର୍ଗଙ୍କ ପାଇଁ ପ୍ରେରଣା ପାଲଟି ଯାଇଛନ୍ତି। ଦିନେ ହସ୍ପିଟାଲରେ କାମ କରୁଥିବା ଚୋଇ ସମୟକ୍ରମେ...

ହନିମୁନ୍‌ କରିବାକୁ ଯାଇ ୫୦ ଫୁଟ ତଳକୁ ଖସିପଡ଼ିଲେ ସ୍ବାମୀ, ଉଦ୍ଧାର କଲେ ସ୍ତ୍ରୀ

ହନିମୁନ୍‌ କରିବାକୁ ଯାଇ ଆମେରିକାର ନବବିବାହିତ ଦମ୍ପତି ଏକ ବଡ଼ଧରଣର ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଫ୍ଲୋରିଡ଼ାର କ୍ଲେ ଚେଷ୍ଟନ୍‌ ଏବଂ ତାଙ୍କ ସ୍ତ୍ରୀ ଏକ୍‌ମୀ ହନିମୁନ୍‌ ପାଇଁ କ୍ୟାରିବିୟାଇ ସାଗରସ୍ଥିତ ମାଉଣ୍ଟ ଲିୟମାଇଗା ପର୍ବତର ସେଣ୍ଟ କିଟ୍‌ସର ଏକ ଛୋଟ...

ବାର୍ବି କ୍ୟାଫେ

ଗ୍ରାହକଙ୍କୁ ଆକୃଷ୍ଟ କରିବା ଲାଗି ଆଜିକାଲି ଖାଦ୍ୟ ଉଦ୍ୟୋଗ ସଂସ୍ଥା ବିଭିନ୍ନ ଥିମ୍‌କୁ ନେଇ ରେସ୍ତୋଁରା, କ୍ୟାଫେ ଆଦି ନିର୍ମାଣ କରୁଛନ୍ତି। ସେହିଭଳି ପିଲାମାନଙ୍କ ପ୍ରିୟ କଣ୍ଢେଇ ବାର୍ବି ଥିମ୍‌କୁ ନେଇ ତାଇଓ୍ବାନରେ ନିର୍ମାଣ କରାଯାଇଛି ଏକ କ୍ୟାଫେ। ଏହି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri