ଫୁରସତ

ନିଆରା ମଣିଷ, ଟ୍ରାଫିକ୍‌ରେ ଛିଡା ହୋଇ ଜନହିତକର ସନ୍ଦେଶ ବାଣ୍ଟୁଛନ୍ତି କ୍ରିଷ୍ଣା

ଆଜିର ଜଞ୍ଜାଳମୟ ଜୀବନ ଭିତରେ ମଣିଷ ଏବେ ସ୍ବାର୍ଥପର ହୋଇଯାଇଛି। ନିଜ କଥା ବ୍ୟତୀତ ଆଉ କାହା ବିଷୟରେ ଚିନ୍ତା କରିବାକୁ ତା’ପାଖରେ ସମୟ ନାହଁି। କିନ୍ତୁ ଏଭଳି ଭିଡ଼ ଭିତରେ କିଛି ମଣିଷ ଥାନ୍ତି, ଯେଉଁମାନେ ଅନ୍ୟର ସୁଖଦୁଃଖ,...

ଜେଏନୟୁରେ ୫ ବର୍ଷ ଥିଲେ ସିକ୍ୟୁରିଟି ଗାର୍ଡ, ଏବେ ସେଠି ପାଠ ପଢିବାକୁ ଯୋଗ୍ୟ ବିବେଚିତ ହେଲେ

ନୂଆଦିଲ୍ଲୀ, ୧୫।୭: କଥାରେ ଅଛି ଯଦି ଧୈର୍ଯ୍ୟ, ସାହସ, ପରିଶ୍ରମ ଏବଂ ଇଚ୍ଛାଶକ୍ତି ଅଛି ତେବେ ସଫଳତା ପାଇବା ଆଦୌ କଷ୍ଟକର ନୁହେଁ। ଏହି ୪ ସୁଗୁଣ ସମ୍ପନ୍ନ ଯୁବକ ହେଉଛନ୍ତି ରାମଜଳ ମୀନା। ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ(ଜେଏନୟୁ)ରେ ୫...

ରାତିରେ କାହିଁକି ଘର ପୋଛିବାକୁ ମନା କରାଯାଏ

ହିନ୍ଦୁ ଧର୍ମରେ ଥିବା କିଛି ପରମ୍ପରା ଆଜିବି ଅନେକ ଲୋକ ପାଳନ କରି ଆସୁଛନ୍ତି। ହେଲେ କେହି କେହି ଏହାକୁ ଅନ୍ଧ ବିଶ୍ୱାସ କହି ଏଡାଇ ଯାଉଛନ୍ତି। ଏମିତି କିଛି ପରମ୍ପରା ଅଛି ଯାହା ପଛରେ ବୈଜ୍ଞାନିକ କାରଣ ମଧ୍ୟ...

ଏମିତି ଏକ ମନ୍ଦିର, ଯେଉଁଠି ହ୍ବେଲ୍‌ ମାଛର କଣ୍ଟାକୁ କରାଯାଏ ପୂଜା

ଭାରତରେ ଦେବୀଦେବତାଙ୍କର ଅନେକ ମନ୍ଦିର ରହିଛି। କିନ୍ତୁ କିଛି ମନ୍ଦିର ବିଷୟରେ ଶୁଣିଲେ ଆଶ୍ଚର୍ଯ୍ୟ ଲାଗେ। ଏଭଳି ଏକ ମନ୍ଦିର ରହିଛି ଗୁଜରାଟର ମଗୋଦ ଡୁଙ୍ଗରି ଗଁାରେ। ଏଠାରେ ରହିଛି ‘ମତ୍ସ୍ୟ ମାତାଜୀ’ଙ୍କ ମନ୍ଦିର; ଯେଉଁଠାରେ ହ୍ବେଲ୍‌ ମାଛର କଣ୍ଟାକୁ...

୯୫ ଶହ ବର୍ଷ ହେଲା ସମୁଦ୍ରରେ ବୁଡ଼ି ରହିଛି ଏହି ସହର…

ଭାରତର ଗୁଜରାଟ ଆନନ୍ଦ ଜିଲାର ଖମ୍ବାଟ ଉପକୂଳରେ ମାହି ନଦୀ ଉପତ୍ୟକା ଏବଂ ସମୁଦ୍ରର ସଙ୍ଗମ ସ୍ଥଳରେ ୯୫ ଶହ ବର୍ଷ ଧରି ଏକ ପୁରାତନ ସହର ପାଣିରେ ବୁଡ଼ି ରହିଛି। ଏଭଳି ସମୃଦ୍ଧ ସହର କାହିଁକି ସମୁଦ୍ରରେ ବୁଡ଼ିଗଲା...

ବର୍ଷାଦିନେ ଆଗ୍ରା ବୁଲିବାକୁ ଯାଉଛନ୍ତି କି…ତାଜମହଲ ଦୃଶ୍ୟ ସହ ଏସବୁ ଜିନିଷର ମଜା ନିଅନ୍ତୁ..

ଭ୍ରମଣ କାହାକୁ ବା ପସନ୍ଦ ନୁହେଁ। କର୍ମବହୁଳ ଜୀବନରୁ ସମୟ ଟିକିଏ ମିଳିବା ମାତ୍ରେ ଅନେକେ ଦର୍ଶନୀୟ ସ୍ଥାନ ଭ୍ରମଣରେ ବାହାରିଥାନ୍ତି। ଏହିକ୍ରମରେ ରାଜଧାନୀ ଦିଲ୍ଲୀର ତାଜମହଲ ଭ୍ରମଣର ଅନୁଭୂତି ନିଆରା। ପ୍ରେମର ପ୍ରତୀକ ଭାବେ ପରିଚିତ ଏହି ସ୍ମୃତିସ୍ଥଳକୁ...

ଜେସିବି ମେଶିନର ନାଗିନ୍‌ ଡ୍ୟାନ୍ସ, ଦେଖନ୍ତୁ ଭିଡିଓ

ଆଜିକାଲି ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଭାଇରାଲ ହେଉଛି। ସେହିପରି ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି ଯେଉଁଥିରେ ଏକ ଜେସିବି ମେଶିନ୍‌ଟି ନାଗିନ୍‌ ଡ୍ୟାନ୍ସ କରୁଛି। ଏହି ମଜାଦାର ଭିଡିଓକୁ ଲକ୍ଷାଧିକ ଲୋକ...

୭୬ ବର୍ଷୀୟ ବୃଦ୍ଧଙ୍କ ଅଟୋ ଆମ୍ବୁଲାନ୍ସ ସେବା : ୯୦ ଦିନରେ ବଞ୍ଚାଇଛନ୍ତି ୧୦୦ ଜଣଙ୍କ ଜୀବନ

ହରଜିନ୍ଦର ସିଂହ ନାମକ ଜଣେ ୭୬ ବର୍ଷୀୟ ବୃଦ୍ଧ ଦିଲ୍ଲୀ ରାସ୍ତାରେ ଅଟୋ ଆମ୍ବୁଲାନ୍ସ ସେବା ଯୋଗାଉଛନ୍ତି। ସେ କୁହନ୍ତି, ଗତ ୩ ମାସ ଭିତରେ ୧୦୦ ଜଣଙ୍କ ଜୀବନ ବଞ୍ଚାଇଛନ୍ତି। ପ୍ରତିଦିନ ରାସ୍ତାରେ ଘଟୁଥିବା ଦୁର୍ଘଟଣାରେ ଆହତମାନଙ୍କୁ ସେବା...

ମେସେଜ୍‌ରେ ଅପଶବ୍ଦ ବ୍ୟବହାରକାରୀଙ୍କୁ ଚିହ୍ନଟ କରିବ ହ୍ବାଟ୍ସଆପ, ପ୍ରତିମାସରେ ୨୦ ଲକ୍ଷ ୟୁଜରଙ୍କୁ କରାଯିବ ବ୍ଲକ୍‌

ବିଶ୍ୱରେ ପ୍ରାୟ ୧୫୦କୋଟି ଲୋକ ହ୍ବାଟ୍ସଆପ ବ୍ୟବହାର କରୁଛନ୍ତି। ଏଥିରେ ଅପଶବ୍ଦ ବ୍ୟବହାର କରୁଥିବା ଲୋକଙ୍କୁ ଖୁବ୍‌ଶୀଘ୍ର ଚିହ୍ନଟ କରାଯିବ। ୨୦୧୯ ଡିସେମ୍ବର ସୁଦ୍ଧା ଏପରି ପଦକ୍ଷେପ ନେବ ହ୍ବାଟ୍ସଆପ କମ୍ପାନୀ। ପ୍ରତି ମାସରେ ୨୦ ଲକ୍ଷ ୟୁଜରଙ୍କୁ ବାଦ୍‌...

ଯଦି ବାଟରେ ଯିବାବେଳେ ଟଙ୍କା ମିଳେ..

ବେଳେ ବେଳେ ରାସ୍ତାରେ ଗଲାବେଳେ ଟଙ୍କା ବା ନୋଟ୍‌ ପଡିଥିବାର ଦେଖିଥାନ୍ତି । କେତେ ଜଣ ଏହାକୁ ଗୋଟାଇ ନିଜ ପାଖରେ ରଖୁଥିବା ବେଳେ ଅନ୍ୟ କେହି ମନ୍ଦିରକୁ ବା ଭିକାରିଙ୍କୁ ଦାନ କରିଦେଇଥାନ୍ତି । ତେବେ ଏହା ପଛରେ...

ଡିଜାଷ୍ଟର କାଫେ: ଖାଇଲାବେଳେ ଭୂମିକମ୍ପର ଅନୁଭୂତି

ଖାଇଲାବେଳେ ଭୂମିକମ୍ପର ଅନୁଭୂତି ନେବା ପାଇଁ ଚାହାନ୍ତି କି? ତେବେ ଏହି କାଫେ ହେଉଛି ଆପଣଙ୍କ ପାଇଁ ଉପଯୁକ୍ତ ସ୍ଥାନ। ସ୍ପେନ୍‌ର ଗିରୋନାଠାରେ ଥିବା ‘ଡିଜାଷ୍ଟର କାଫେ’ ଏହାର ଗ୍ରାହକମାନଙ୍କୁ ଦେଇଥାଏ ଏକ ନିଆରା ଅନୁଭୂତି । ଗୁମ୍ଫା ଆକୃତିର...

ଏକତାର ନିଦର୍ଶନ ଏଇ ବ୍ରିଜ୍‌

ଭେନିସ୍‌ ସହର ପ୍ରାକୃତିକ ସୌନ୍ଦର୍ଯ୍ୟ ପାଇଁ ବେଶ୍‌ ପ୍ରସିଦ୍ଧ। ଜଳମଗ୍ନ ଏହି ସହର ପର୍ଯ୍ୟଟକଙ୍କୁ ବେଶ୍‌ ଆକୃଷ୍ଟ କରିଥାଏ। ଏଠାକାର ସ୍ଥାପତ୍ୟ ବି ବେଶ୍‌ ଉଚ୍ଚକୋଟୀର। ତେବେ ନିକଟରେ ଏଠି ଆଉ ଏକ ସ୍ଥାପତ୍ୟ ପାଲଟିଛି ଆକର୍ଷଣର କେନ୍ଦ୍ର। ସେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri