ଫୁରସତ

ଆଜି ଅନ୍ତର୍ଜାତୀୟ ନର୍ସ ଦିବସ: ଆମ ନର୍ସ ଆମ ଭବିଷ୍ୟତ

ଗତ ଅଢ଼େଇ ବର୍ଷର କରୋନା ମହାମାରୀ ସାରା ବିଶ୍ୱକୁ ପ୍ରଭାବିତ କରିଛି ଏବଂ ସ୍ବାସ୍ଥ୍ୟସେବା ବ୍ୟାପାର ଉପଯୋଗ କରାଯାଇ ଏହାର ଭୟାବହତାରୁ ଅନେକ ମୂଲ୍ୟବାନ୍‌ ଜୀବନ ରକ୍ଷା କରାଯାଇପାରିଛି। ସ୍ବାସ୍ଥ୍ୟସେବା-ଉଭୟ ଚିକିତ୍ସା ଓ ସେବା ଯେ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଏହା...

ଗୋଟିଏ ଗଛରେ ଫଳିଛି ୧୪ ପ୍ରକାରର ଆମ୍ବ

ଆମ୍ବ ଚାଷୀଙ୍କ ସ୍ବତନ୍ତ୍ର ପରୀକ୍ଷଣ ସଫଳ ହୋଇଛି। ଧାରି ତାଲୁକର ଜଣେ କୃଷକ ଗୋଟିଏ ଗଛରେ ୧୪ଟି ପ୍ରକାରର ଆମ୍ବ ଫଳାଇଛନ୍ତି। କେବଳ ଏତିକି ନୁହେଁ, ଏହି ଗଛ ହୋଲିରୁ ଦିଓ୍ବାଲୀ ପର୍ଯ୍ୟନ୍ତ ଫଳ ଦେଇଥାଏ। ଗଛରେ ଥିବା ଆମ୍ବ...

ଯୁବ ମାନସିକତାକୁ ପ୍ରୋତ୍ସାହିତ କରିବା ଆବଶ୍ୟକ

ଭାରତରେ ୧୧ ମେ’ରେ ପାଳନ କରାଯାଉଥିବା ‘ଜାତୀୟ ପ୍ରଯୁକ୍ତିବିଦ୍ୟା ଦିବସ’ ଆମ ଦେଶରେ ବୈଷୟିକ ଜ୍ଞାନକୌଶଳ, ଅନୁସନ୍ଧାନକାରୀ ଏବଂ ଇଞ୍ଜିନିୟରମାନଙ୍କ ସଫଳତାକୁ ସ୍ମରଣ କରିଥାଏ। ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ୧୯୯୯ରେ ପୋଖରାନ୍‌ ଆଣବିକ ପରୀକ୍ଷଣକୁ ସ୍ମରଣୀୟ...

୨୦ ବର୍ଷ ଧରି ଚାଲିଛି ଛାତ୍ରଙ୍କ ଏମବିବିଏସ ପାଠପଢ଼ା, ନା ଡାକ୍ତର ହେଉଛନ୍ତି ଅବା ସିଟ ହେଉଛି ଖାଲି…

କାନପୁର,୧୦।୫ : ଉତ୍ତରପ୍ରଦେଶ ଶାହାଜାହାନପୁରର ବାସିନ୍ଦା ଜିତେନ୍ଦ୍ର ସିଂ ୨୦୦୩ ରେ ଏମବିବିଏସରେ ଆଡମିଶନ କରିଥିଲେ ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ପାସ କରିବାରେ ସକ୍ଷମ ହୋଇ ନାହାନ୍ତି। ବେଳେବେଳେ ସେ ପରୀକ୍ଷା ଦେଉଛନ୍ତି ଏବଂ ତିନି-ଚାରି ବର୍ଷ ପାଇଁ ନିଖୋଜ...

ଆଦିମାନବଙ୍କଠାରୁ ପ୍ରାପ୍ତ ହୋଇଛି ଲମ୍ବା ନାକ

ଆମଷ୍ଟରଡାମ୍‌, ୧୦ା୫: ଲମ୍ବା ନାକ ମୁଖର ସୌନ୍ଦର୍ଯ୍ୟକୁ ବଢ଼ାଇଥାଏ। ମନୁଷ୍ୟ ଶରୀରରେ ଥିବା ବିଶେଷ ପ୍ରକାର ଜିନ୍‌ ବା ଗୁଣସୂତ୍ର ଉପରେ ନାକର ଆକାର ନିର୍ଭର କରେ। ତେବେ ଏହି ଜିନ୍‌ ନିଅନ୍‌ଡେର୍ଥାଲ୍‌ ଆଦିମାନବଙ୍କଠାରୁ ମଣିଷକୁ ପ୍ରାପ୍ତ ହୋଇଥିବା ନିକଟରେ...

ବିନା ପାସ୍‌ପୋର୍ଟରେ ବିଦେଶରେ ପହଞ୍ଚିଲେ

ୱାଶିଂଟନ: ବିଦେଶକୁ ଯାତ୍ରା ସମୟରେ ପାସ୍‌ପୋର୍ଟର ଆବଶ୍ୟକତା ପଡ଼ିଥାଏ। ହେଲେ ନିକଟରେ ଜଣେ ମହିଳା ବିନା ପାସ୍‌ପୋର୍ଟରେ ୧୫୦୦ କି.ମି. ଦୂର ବିଦେଶରେ ପହଞ୍ଚିଯାଇଛନ୍ତି। ଆମେରିକାର ବେଭେର୍ଲି ଏଲିସ ହେବର୍ଡ ନାମକ ମହିଳା ପେନ୍‌ସିଲଭାନିଆର ଫିଲାଡେଲଫିଆ ଏବଂ ଫ୍ଲୋରିଡ଼ାର ଜାକ୍ସନଭିଲେରେ...

ଅଷ୍ଟ୍ରିଚ୍‌ର ପଞ୍ଝା ଭଳି ଭାଡୋମାଙ୍କ ପାଦ

ଡୋଡୋମା: ବିଶ୍ୱରେ ବିଭିନ୍ନ ପ୍ରକାର ଜନଜାତି ବସବାସ କରିଥାନ୍ତି। ବହୁ ଜନଜାତି ଆମମାନଙ୍କଠାରୁ ଦୂରରେ ରୁହନ୍ତି, ସେଥିପାଇଁ ସେମାନେ ଆମମାନଙ୍କଠାରୁ ସବୁ କ୍ଷେତ୍ରରେ ବହୁତ ପଛରେ ଅଛନ୍ତି। ସେମାନଙ୍କ ଜୀବନଶୈଳୀ ଆମମାନଙ୍କଠାରୁ ବହୁତ ଭିନ୍ନ। ବାହାର ଦୁନିଆରେ କ’ଣ ହେଉଛି,...

ଗଜରାଜଙ୍କୁ ସ୍କୁଟି ଗର୍ଲଙ୍କ ପ୍ରତି ଭୟ: ରାସ୍ତାରେ ଠିଆ ହୋଇଥିବା ହାତୀ ସହିତ ଧକ୍କା କଲେ ସ୍କୂଟି, ଭିଡ଼ିଓ ଭାଇରାଲ…

ନୂଆଦିଲ୍ଲୀ,୯।୫ : ପ୍ରାୟତଃ ଡ୍ରାଇଭିଂ ସମ୍ବନ୍ଧୀୟ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥାଏ। ସମ୍ପ୍ରତି, ଏହିପରି ଗୋଟିଏ ଭିଡିଓ ଭାଇରାଲ ହେବାରେ ଲାଗିଛି। ଯାହା ୟୁଜର୍ସ ବେଶ୍‌ ପସନ୍ଦ କରିଛନ୍ତି। ଭିଡିଓରେ ଜଣେ ସ୍କୁଟି ଗର୍ଲଙ୍କର ଡ୍ରାଇଭିଂ ଦେଖି ଭୂମି...

୨୦୦ କିଗ୍ରାର କେକ୍‌ ପ୍ୟାଲେସ

ମହାରାଷ୍ଟ୍ର: ବିଭିନ୍ନ ସ୍ଥାନରେ ଅନେକ ପ୍ୟାଲେସ ରହିଛି, ଯାହା କି ଦେଖିବାକୁ ବହୁତ ସୁନ୍ଦର ହୋଇଥାଏ। ଯେପରିକି ଆଗ୍ରାରେ ଅବସ୍ଥିତ ତାଜମହଲ। ହେଲେ ପ୍ୟାଲେସ ଯାହାକି କେକ୍‌ରେ ପ୍ରସ୍ତୁତ, ତାହା କେବେ ଦେଖିଛନ୍ତି କି? ନିକଟରେ ଜଣେ କେକ୍‌ ଆର୍ଟିଷ୍ଟ...

ଶେହନାଜଙ୍କ ସହ ଡେଟିଂ ଗୁଜବ

ମୁମ୍ବାଇ: ଅଭିନେତା, ଆଙ୍କର ତଥା ଡ୍ୟାନ୍ସର ରାଘବ ଜୁଏଲ ଅଭିନେତ୍ରୀ ଶେହନାଜ ଗିଲଙ୍କ ସହ ଡେଟିଂ କରୁଥିବା ନେଇ କିଛି ସମୟ ଧରି ଚର୍ଚ୍ଚା ଜୋର ଧରିଛି। ଏବେ ଏହାକୁ ନେଇ ରାଘବ ମୁହଁ ଖୋଲିଛନ୍ତି। ସେ ଏହି ଡେଟିଂ...

ପରୀକ୍ଷାରେ ଫେଲ୍‌ ହେବାରୁ ମିଛ ଅପହରଣ ନାଟକ

ୱାଶିଂଟନ: ଅନେକ ସମୟରେ ପରୀକ୍ଷା ରେଜଲ୍ଟ ଖରାପ ହୋଇଥାଏ। ସେତେବେଳେ ପିଲା ମାତା-ପିତାଙ୍କୁ ମିଛ ସତ କହିଥାନ୍ତି। ହେଲେ ନିକଟରେ ଜଣେ ଝିଅ ପରୀକ୍ଷାରେ ଫେଲ ହେବାରୁ ଏପରି କାମ କରିଛନ୍ତି, ଯାହା ଆଶ୍ଚର୍ଯ୍ୟଜନକ। କଲେଜ ପଢୁଥିବା ଏକ ଝିଅଙ୍କ...

ଶାଢ଼ିରେ ମହିଳାଙ୍କ ସ୍କେଟିଂ

ନୂଆଦିଲ୍ଲୀ: ବରଫାବୃତ ଅଞ୍ଚଳକୁ ଗଲେ ସମସ୍ତେ ସ୍କେଟିଂ କରିବାକୁ ବହୁତ ପସନ୍ତ କରନ୍ତି। ସେଠାରେ ଥିବା ବରଫର ମଜା ମଧ୍ୟ ନେଇଥାନ୍ତି। ସ୍କେଟିଂ କରିବାବେଳେ ସେମାନେ ସ୍ବତନ୍ତ୍ର ଧରଣର ପୋଷାକ ପିନ୍ଧିଥାନ୍ତି। ନିକଟରେ ଜଣେ ମହିଳାଙ୍କୁ ଶାଢ଼ିରେ ସ୍କେଟିଂ କରୁଥିବା...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri