ଫୁରସତ

ଦ୍ୱିତୀୟ ବିଶ୍ୱଯୁଦ୍ଧରେ ବ୍ୟବହାର ହୋଇଥିଲା ବିମାନ, ପରେ ଏହା ଇଞ୍ଜିନ୍‌ରୁ ତିଆରି ହେଲା କାର୍‌, ଦାମ୍‌ ଜାଣିଲେ…

ଯେତେବେଳେ ଜଣେ ବ୍ୟକ୍ତି କିଛି ଅଲଗା କରିବାକୁ ସ୍ଥିର କରନ୍ତି, ସେତେବେଳେ ବିନା ଭୟ ତଥା ଦ୍ୱିଧାରେ ପ୍ରତ୍ୟେକ କଷ୍ଟ କାମକୁ ପାର୍‌ କରି ଦେଇଥାନ୍ତି। ଜନ ଡୋଡ୍‌ ନାମକ ଜଣେ ଇଂରାଜୀ ଇଞ୍ଜିନିୟର ଏହାକୁ ପ୍ରମାଣ କରି ଦେଖାଇଛନ୍ତି।...

ସାମରିକ ବିକାଶ ଦ୍ୱାରା ଆର୍ଥିକ ବିକାଶ

ଦେଶରେ ସାମରିକ ଶକ୍ତିର ବିକାଶରେ ପ୍ରତିରକ୍ଷା ଅସ୍ତ୍ରଶସ୍ତ୍ରର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଏସବୁ ଉତ୍ପାଦନ ଏବଂ ଏହାର ରପ୍ତାନି ଦ୍ୱାରା ରାଜସ୍ବ ବୃଦ୍ଧି ମାର୍ଗ ପ୍ରଶସ୍ତ ହୋଇଥାଏ। ତେଣୁ ପ୍ରତିବର୍ଷ ମାର୍ଚ୍ଚ ୧୮ରେ ଅର୍ଡିନାନ୍ସ କାରଖାନା ଦିବସ ପାଳନ କରାଯାଇଥାଏ।...

ପ୍ରକୃତିପ୍ରେମୀଙ୍କୁ ଆକୃଷ୍ଟ କରୁଛି ମଣ୍ଡାସରୁ ଇକୋ ଟୁରିଜମ୍‌

ରାଇକିଆ,୧୭ା୩: କନ୍ଧମାଳ ଜିଲାର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ମଧ୍ୟରେ ରାଇକିଆର ମଣ୍ଡାସରୁ ପ୍ରକୃତି ପ୍ରେମୀଙ୍କୁ ଆକୃଷ୍ଟ କରୁଛି। ଗତ କିଛିବର୍ଷ ମଧ୍ୟରେ ପ୍ରାକୃତିକ ସୋନ୍ଦର୍ଯ୍ୟ ସାଙ୍ଗକୁ ଏହାର ପୁନରୁଦ୍ଧାର ଯୋଗୁ ପର୍ଯ୍ୟଟକଙ୍କ ଆକର୍ଷଣର କେନ୍ଦ୍ର ବିନ୍ଦୁ ପାଲଟିଛି ଏହି ଇକୋ ଟୁରିଜମ୍‌...

କୁକୁର-ବତକର ଅନାବିଳ ସ୍ନେହ, ଭିଡିଓ ଦେଖିଲେ…

ସୋସିଆଲ ମିଡିଆରେ ବିଭିନ୍ନ ପ୍ରକାରର ଭିଡିଓ ଭାଇରାଲ ହୋଇଥାଏ। ଏଥିମଧ୍ୟରୁ କିଛି ଭିଡିଓକୁ ଲୋକେ ବହୁମାତ୍ରାରେ ପସନ୍ଦ କରିଥାନ୍ତି। ବିଶେଷକରି ଗୃହପାଳିତ ପଶୁମାନଙ୍କର ସୁନ୍ଦର ଭିଡିଓକୁ ସମସ୍ତେ ପସନ୍ଦ କରନ୍ତି। ଯଦି ଦୁଇଟି ପ୍ରାଣୀ ମଧ୍ୟରେ ବନ୍ଧୁତ୍ୱର ଏକ ସୁନ୍ଦର...

ଶୁଆ ମୃତ୍ୟୁକୁ ନେଇ ଥାନାର ଦ୍ୱାରସ୍ଥ ହେଲେ ମାଲିକ

କାନପୁର,୧୭।୩: ୟୁପିର କାନପୁରରେ ଏକ ଅଜବ ମାମଲା ସାମ୍ନାକୁ ଆସିଛି। କାନପୁରର କିଡୱାଇନାଗର ପୋଲିସ ଷ୍ଟେଶନ ଅଞ୍ଚଳରେ ଚିକିତ୍ସା ସମୟରେ ଜଣେ ଅସୁସ୍ଥ ଶୁଆର ମୃତ୍ୟୁ ଘଟିଛି। ଶୁଆର ମାଲିକ ଡାକ୍ତରଙ୍କ ଅବହେଳା ଅଭିଯୋଗରେ ପୋଲିସ ଷ୍ଟେଶନରେ ଅଭିଯୋଗ କରିଥିଲେ।...

ଏହି ଦେଶରେ ଦେଖିବାକୁ ମିଳିଛି ପ୍ଲାଷ୍ଟିକ୍‌ ଚଟାଣ, ଚିନ୍ତାରେ ବୈଜ୍ଞାନିକ

ବ୍ରାସିଲିଆ,୧୬ା୩: ପରାନା ଫେଡେରାଲ ୟୁନିଭର୍ସିଟିର ଅନୁସନ୍ଧାନକାରୀମାନେ ବ୍ରାଜିଲର ଟ୍ରାଇଡେଣ୍ଟ ଦ୍ୱୀପରେ ଏକ ପ୍ଲାଷ୍ଟିକ ଚଟାଣ ଆବିଷ୍କାର କରିଛନ୍ତି। ଯାହା ଦେଖି ସେମାନେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ଭୂବିଜ୍ଞାନୀମାନେ କହିଛନ୍ତି, ଏହାର କାରଣ ହେଉଛି ପ୍ରଦୂଷଣ, ସମୁଦ୍ରରେ ଆବର୍ଜନା ଏବଂ ସମୁଦ୍ରରେ ଭୁଲ୍‌...

୨୦ ବର୍ଷ ବୈଠକ ପରେ ୨୦୦ ଦେଶ ପ୍ରଣୟନ କଲେ ନୂଆ ସମୁଦ୍ର ଆଇନ: ୨୦୩୦ ସୁଦ୍ଧା ୩୦ ପ୍ରତିଶତ ମହାସାଗର ହେବ ସଂରକ୍ଷିତ…

ନ୍ୟୁୟର୍କ,୧୬।୩ : ବିଶ୍ୱ ୨୦୦ ଦେଶ ମଧ୍ୟରେ ଏକ ଚୁକ୍ତିନାମା ହୋଇଛି। ଯାହାର ନାମ ‘ହାଇ ସି ଟ୍ରିଟି’ ରଖାଯାଇଛି। ୨୦ ବର୍ଷର ବିଚାର ବିମର୍ଷ ପରେ ଏହି ଚୁକ୍ତିନାମା ହୋଇଛି। ଏହା କୁହାଯାଉଛି ଯେ ଏହା ସାମୁଦ୍ରିକ ପ୍ରାଣୀଙ୍କ...

ଜାଣନ୍ତି କି ଆଗରୁ କାହିଁକି ତିଆରି ହେଉଥିଲା କାଠ ଟ୍ରାକ୍‌, ଏବେ ହୋଇଛି ବଡ଼ ପରିବର୍ତ୍ତନ

ଭାରତୀୟ ରେଳ ସାଧାରଣ ନାଗରିକଙ୍କ ପାଇଁ ଗୋଟିଏ ସ୍ଥାନକୁ ଆଉ ଗୋଟିଏ ସ୍ଥାନକୁ ଯିବା ଏକ ବଡ଼ ମାଧ୍ୟମ। ଧନୀମାନେ ଏସି ସ୍ଲିପର ବଗିରେ ଯିବା ଆସିବା କରୁଥିବା ବେଳେ ଗରିବମାନେ ସାଧାରଣ ବଗିରେ ଯାଇଥାନ୍ତି। ସମସ୍ତେ ରେଳରେ ଯାତ୍ରା...

ସଚେତନତା ହିଁ ନିଦାନ

ବିଭିନ୍ନ ଶାରୀରିକ ସମସ୍ୟା ନେଇ ସଚେତନ ରହିବା ଉପରେ ଗୁରୁତ୍ୱାରୋପ କରାଯାଇଥାଏ। ତେଣୁ କୁହାଯାଇଥାଏ ସଚେତନତା ହିଁ ପ୍ରକୃତ ନିଦାନ। ସ୍ବାସ୍ଥ୍ୟ ସମସ୍ୟାରୁ ଦୂରେଇ ରହିବା ପାଇଁ ଜାତୀୟ ଟିକାକରଣ ଦିବସ ପ୍ରତିବର୍ଷ ମାର୍ଚ୍ଚ ୧୬ରେ ପାଳନ କରାଯାଇଥାଏ। ଜନସ୍ବାସ୍ଥ୍ୟରେ...

ସୂର୍ଯ୍ୟଠାରୁ ୩୦ ଗୁଣା ବଡ଼ ତାରାର ହେଲା ବିନାଶ…

ଓ୍ବାଶିଂଟନ,୧୫।୩ : ସୂର୍ଯ୍ୟଠାରୁ ୩୦ ଗୁଣା ବଡ ଏକ ତାରା ବିନାଶ ପଥରେ ପହଞ୍ଚିବାର ଫଟୋକୁ ନାସାର ୱେବ ଟେଲିସ୍କୋପ ସୁନ୍ଦର ଭାବେ ଉତ୍ତୋଳନ କରିଛି। ଆମେରିକାର ସ୍ପେସ ଏଜେନ୍ସି ନାସାର ୱେବ ସ୍ପେସ ଟେଲିସ୍କୋପ ଏକ ତାରାର ଏକ...

ଶାଢ଼ି ପିନ୍ଧି ବୁଲେଟରେ ବୁଲିବେ ୪୦ ଦେଶ

ପୁଣେ: ବିଶ୍ୱରେ ମହିଳା ସଶକ୍ତୀକରଣର ବାର୍ତ୍ତା, ଅନ୍ୟମାନଙ୍କଠାରୁ କିଛି ଭିନ୍ନ କରିବାର ପ୍ରୟାସ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଅନୁପ୍ରେରିତ ହୋଇ ପୁଣେର ରାମାବାଇ ଲଟ୍‌ପଟେ ନାମ୍ନୀ ମହିଳା ଶାଢ଼ି ପିନ୍ଧି ଏକାକୀ ୪୦ ଦେଶର ୮୦ହଜାର କିଲୋମିଟର...

୯୦ ବର୍ଷୀୟ ପିନ୍ଧୁଛନ୍ତି ୯୫ ଲକ୍ଷର ସୁନା

ବେଜିଂ: ଆଜିକା ଯୁଗରେ ସୁନାର ମୂଲ୍ୟ ଆକାଶଛୁଅଁ।। ଏଥିସହ ଚୋରି ମଧ୍ୟ ବଢ଼ିଗଲାଣି। ହେଲେ ଅପରି ଅନେକ ଲୋକ ଅଛନ୍ତି, ଯେଉଁମାନେ ସବୁବେଳେ ସୁନା ପିନ୍ଧିବାକୁ ଭଲ ପାଇଥା’ନ୍ତି। ଚାଇନାର ଜଣେ ୯୦ ବର୍ଷୀୟ ବୃଦ୍ଧଙ୍କ ଏପରି ସୁନାପିନ୍ଧା ସଉକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri