ଏହି ଦେଶରେ ସୁନା ଦରରେ ବିକ୍ରି ହେଉଛି କଣ୍ଡୋମ, କିଣିବାକୁ ହେଲେ ସରିଯାଉଛି ଅଧା ଦରମା
ସାରା ବିଶ୍ୱରେ କଣ୍ଡୋମ ବ୍ୟବହାର ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଏହା କେବଳ ଅସୁରକ୍ଷିତ ଯୌନ ସମ୍ପର୍କରୁ ରକ୍ଷା କରେ ତାହା ନୁହେଁ ବରଂ ଅନାବଶ୍ୟକ ଗର୍ଭଧାରଣର ଆଶଙ୍କା ମଧ୍ୟ ହ୍ରାସ କରେ। ଅନେକ ଦେଶରେ, ବର୍ଦ୍ଧିତ ଜନସଂଖ୍ୟା ଏବଂ...