ଫୁରସତ

ଡାଇବେଟିସରୁ ବଞ୍ଚିବାକୁ ଚାହୁଁଥିଲେ, କରନ୍ତୁ ଏହି କାମ, ନଚେତ୍‌…

ନୂଆଦିଲ୍ଲୀ,୧୩।୧୧: ଡାଇବେଟିସ ସମଗ୍ର ବିଶ୍ୱ ପାଇଁ ମୁଣ୍ଡବିନ୍ଧାର କାରଣ ପାଲଟିଛି। ସବୁ ବୟସର ଲୋକମାନେ ଏହି କ୍ରନିକ ରୋଗର ଶିକାର ହେଉଛନ୍ତି। ବ୍ଲଡ ସୁଗାର ଅଧିକ ହେତୁ ଶରୀର ଅନେକ ଗୁରୁତର ବିପଦର ସମ୍ମୁଖୀନ ହୋଇଥାଏ। ଆଖି, କିଡନୀ, ହାର୍ଟ...

କୁକୁଡ଼ା ଆକୃତିର ସବୁଠୁ ବଡ଼ ହୋଟେଲ

ମାନିଲା: ଫିଲିପାଇନ୍ସର ନେଗ୍ରୋସ୍‌ ଅକ୍ସିଡେଣ୍ଟାଲ୍‌ ଶିଳ୍ପାଞ୍ଚଳରେ କୁକୁଡ଼ା ଆକାରରେ ଏକ ବିଶାଳ ହୋଟେଲ ରହିଛି। ନିଜର ବିଶେଷ ଡିଜାଇନ୍‌ ହେତୁ ଏହି ହୋଟେଲର ନାମ ଗିନିଜ୍‌ ବୁକ୍‌ ଅଫ୍‌ ୱାଲର୍‌ଡ ରେକଡର୍‌ସ(ଜିଡବ୍ଲ୍ୟୁଆର୍‌)ରେ ନାମ ସ୍ଥାନିତ ହୋଇଛି, ଯାହା ସାରା ବିଶ୍ୱର...

ଚାକିରି ସ୍ବିଚ୍‌ କଲେ ସାଲାରୀ ଆକାଉଣ୍ଟ କ’ଣ ହୁଏ? ଜାଣି ନିଅନ୍ତୁ…

ସମସ୍ତେ ଭଲ ସୁଯୋଗ ପାଇଲେ ବା ଅଧିକ ଦରମା ପାଇଲେ ଚାକିରି ପରିବର୍ତ୍ତନ କରିଥା’ନ୍ତି । ତେବେ ଏଭଳି କ୍ଷେତ୍ରରେ ସାଲାରୀ ଆକାଉଣ୍ଟ କ’ଣ ହୁଏ ? ଏହାକୁ ନେଇ ଅନେକ ଚିନ୍ତାରେ ପଡ଼ିଯାଆନ୍ତି । ବେଳେବେଳେ ଲୋକେ ଭାବନ୍ତି...

ସହୃଦୟତା ଶିଖାଏ ବିଶ୍ୱ ଦୟା ଦିବସ

ଦୟା ଏକ ମହାନ୍‌ ଗୁଣ। ଏହାଦ୍ୱାରା ଶାନ୍ତି ଏବଂ ବନ୍ଧୁତ୍ୱ ବାର୍ତ୍ତା ପ୍ରସାରିତ ହୋଇଥାଏ। ସେଥିପାଇଁ ନଭେମ୍ବର ୧୩କୁ ବିଶ୍ୱ ଦୟା ଦିବସ ଭାବରେ ପାଳନ କରାଯାଏ। ୧୯୮୮ରୁ ଏହି ଦିବସ ପାଳନ କରାଯାଉଛି। ଏହାକୁ ବିଶ୍ୱ ଦୟା କିମ୍ବା...

୨.୩୬ ଲକ୍ଷରେ ନିଲାମ ହେଲା କ୍ୱିନ୍‌ ଏଲିଜାବେଥ୍‌-୨ଙ୍କ ବିବାହ କେକ୍‌ ଖଣ୍ଡ

ଲଣ୍ଡନ: ଦୀର୍ଘ ୭୭ ବର୍ଷ ପରେ ବ୍ରିଟେନ୍‌ର ପୂର୍ବତନ ରାଣୀ ଏଲିଜାବେଥ୍‌ ଦ୍ୱିତୀୟ ଏବଂ ପ୍ରିନ୍ସ ଫିଲିପ୍‌ଙ୍କ ବିବାହ କେକ୍‌ର ଏକ ଖଣ୍ଡକୁ ନିଲାମ କରାଯାଇଛି। ୧୯୪୭ ନଭେମ୍ବର ୨୦ରେ କ୍ୱିନ୍‌ ଏଲିଜାବେଥ ଏବଂ ପ୍ରିନ୍ସ ଫିଲିପ୍‌ଙ୍କର ବିବାହ ଅନୁଷ୍ଠିତ ହୋଇଥିଲା।...

୨୦୪୦ ସୁଦ୍ଧା ଲୁନାର ସ୍ପେସ୍‌ ଷ୍ଟେଶନ୍‌ ନିର୍ମାଣ କରିବ ଇସ୍ରୋ

ନୂଆଦିଲ୍ଲୀ: ମହାକାଶ ଗବେଷଣା କ୍ଷେତ୍ରରେ ଭାରତର ପ୍ରତିବଦ୍ଧତାକୁ ସୁଦୃଢ଼ କରିବା ଦିଗରେ ୨୦୪୦ ସୁଦ୍ଧା ଲୁନାର ସ୍ପେସ୍‌ ଷ୍ଟେଶନ୍‌ ନିର୍ମାଣ କରିବାକୁ ଭାରତୀୟ ମହାକାଶ ଗବେଷଣା କେନ୍ଦ୍ର(ଇସ୍ରୋ) ଯୋଜନା ପ୍ରସ୍ତୁତ କରିଛି। ଭାରତର ମହତ୍ତ୍ୱାକାଂକ୍ଷୀ ଚନ୍ଦ୍ର ମିଶନର ତୃତୀୟ ପର୍ଯ୍ୟାୟରେ...

ପେଟ୍ରୋଲ ପମ୍ପରେ ଏସବୁ ଜିନିଷ ଫ୍ରିରେ ବ୍ୟବହାର କରିପାରିବେ ଆପଣ, ଦେଖନ୍ତୁ ଲିଷ୍ଟ

ନୂଆଦିଲ୍ଲୀ,୧୧।୧୧: ଦେଶରେ ପ୍ରତିଦିନ କୋଟି କୋଟି ଯାନବାହାନ ଚଳାଚଳ କରୁଥିବା ଦେଖିବାକୁ ମିଳୁଛି। ଏହି ଯାନଗୁଡ଼ିକରେ ଡିଜେଲ, ପେଟ୍ରୋଲ, ସିଏନଜି ଏବଂ ଇଲେକ୍ଟ୍ରିକ ଯାନ ଅନ୍ତର୍ଭୁକ୍ତ। ଏହି ଯାନଗୁଡିକ ମଧ୍ୟରୁ ଅଧିକାଂଶ ଡିଜେଲ ଏବଂ ପେଟ୍ରୋଲ ଇଞ୍ଜିନ ଉପରେ ଆଧାରିତ।...

ଏହି ଗାଁର ୪୦ କୁମାରୀ ହେଲେ ଗର୍ଭବତୀ! ଲୋକେ ଆଶ୍ଚର୍ଯ୍ୟ

ବାରାଣସୀ,୧୦।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସଂସଦୀୟ କ୍ଷେତ୍ର ବାରାଣସୀରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ସେଠାରେ ଥିବା ମଲହିୟା ଗାଁର ପ୍ରାୟ ୪୦ କୁମାରୀ ଯୁବତୀ ଗର୍ଭବତୀ ଥିବା ଖବର ପ୍ରଚାର ହେବା ପରେ ସମସ୍ତେ ଆଶ୍ଚର୍ଯ୍ୟ ହୋଇ...

ନବଜାତ ଶିଶୁ କାନ୍ଦନ୍ତି କାହିଁକି: କ’ଣ କୁହେ ବିଜ୍ଞାନ, ପୁରାଣ…

ଅସହନୀୟ ପ୍ରସବ ଯନ୍ତ୍ରଣା ପରେ ମା’ ଜନ୍ମଦିଏ ସନ୍ତାନକୁ। ଆଉ ଯେବେ ସେ ଶୁଣେ ଶିଶୁର ପ୍ରଥମ କୁଆଁ କୁଆଁ କାନ୍ଦ ତା’ ମନରେ ଭରିଯାଏ ଅଫୁରନ୍ତ ଆନନ୍ଦ। ଭୁଲିଯାଏ ସେ ସବୁ କଷ୍ଟ ଯନ୍ତ୍ରଣାକୁ। ତେବେ ସବୁ ନବଜାତ...

ପିଲା ମୋବାଇଲ ଛାଡି ବହି ଧରନ୍ତୁ

ଖବରକାଗଜ ଓ ପତ୍ରପତ୍ରିକା ବିନା ଏକ ଆଧୁନିକ ସମାଜର କଥା ଚନ୍ତା କରାଯାଇ ନ ପାରେ। ଯାହାକୁ ଖୁବ୍‌ ଭଲଭାବେ ଅନୁଭବ କରିଛନ୍ତି ଅନେକ ମଣିଷ। ଯେଉଁଥିପାଇଁ ସେମାନେ ବିଭିନ୍ନ ଭାଷାର ଦୈନିକ ଖବରକାଗଜ, ସପ୍ତାହିକ, ପାକ୍ଷିକ, ମାସିକ, ତୈୟମାସିକ,...

ପ୍ରଥମ ଦରମା ଟଙ୍କା ନେଇ ବାପାଙ୍କ ହାତରେ ଦେଇଥିଲି: ସାହିତି୍ୟକ ତଥା ପ୍ରଶାସନିକ ଅଧିକାରୀ ଧନଞ୍ଜୟ ସ୍ବାଇଁ

୧୯୯୦ ମସିହାର କଥା। ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହେଲା ପରେ ଅବିଭକ୍ତ କୋରାପୁଟ ଜିଲାରେ ପ୍ରଶିକ୍ଷଣ ନେବା ପାଇଁ ସଚିବାଳୟରୁ ଡାକରା ଆସିଲା। ମୁଁ ଆଗରୁ କୋରାପୁଟ ଦେଖି ନଥାଏ। ମୋର ଯାହା ମନେ ପଡୁଛି ମେ’...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image