ଫୁରସତ

ଚେହେରା ନ ଦେଖାଇ ସୋସିଆଲ ମିଡିଆରେ କୋଟି କୋଟି ଟଙ୍କା ରୋଜଗାର କରୁଛନ୍ତି ଏହି ନର୍ସ, କାରଣ ଜାଣିଲେ…

ଆଜିର ଯୁଗରେ ଟଙ୍କା ରୋଜଗାର କରିବାର ଅନେକ ମାଧ୍ୟମ ରହିଛି। ସମୟ ଥିଲା ଯେତେବେଳେ ଲୋକମାନେ ଅର୍ଥ ରୋଜଗାର କରିବା ପାଇଁ ଦିନରାତି କଠିନ ପରିଶ୍ରମ କରୁଥିଲେ। କିନ୍ତୁ ବର୍ତ୍ତମାନ ସୋସିଆଲ ମିଡିଆରେ ଲୋକପ୍ରିୟତା ସହିତ ଲୋକେ ରାତାରାତି ପ୍ରସିଦ୍ଧ...

ଦୁଇଟି ଗଛକୁ ଜଗିବା ପାଇଁ ୩ ସିକ୍ୟୁରିଟି ଗାର୍ଡ, ୬ କୁକୁର ନିୟୋଜିତ: କାରଣ ଜାଣିଲେ…

ଏବେ ଆମ୍ବ ସିଜିନ୍‌ ଚାଲିଛି। ବଜାରରେ ବିଭିନ୍ନ ପ୍ରକାରର ଆମ୍ବ ବିକ୍ରି ହେଉଛି। ଆମ୍ବ କିଲୋ ଅତିବେଶୀରେ ୧୫୦-୨୦୦ ଭିତରେ ରହିଥାଏ। କିନ୍ତୁ ଭାରତରେ ଏକ ଆମ୍ବ ବିକ୍ରି ହେଉଛି, ଯାହାର ଦାମ୍‌ କିଲୋ ୨.୭୦ ଲକ୍ଷ ଟଙ୍କା। ମଧ୍ୟପ୍ରଦେଶର...

୨୭ ବର୍ଷ ଚାକିରି ଜୀବନରେ ଗୋଟିଏ ଛୁଟି ନେଇନାହାନ୍ତି ଏହି ବ୍ୟକ୍ତି: କମ୍ପାନୀ ଦେଲା ଉପହାର

ସାଧାରଣତଃ ଜଣେ ବ୍ୟକ୍ତି ଯଦି ନିଜ କାମ ପ୍ରତି ବିଶ୍ୱସ୍ତ ଥାନ୍ତି, ତେବେ ସେ ଛୁଟି ନେବା କଥା ଆଦୌ ଭାବନ୍ତି ନାହିଁ। ଯେଉଁ କାମ ପାଇଁ ସେ ଉତ୍ସର୍ଗୀକୃତ, ପ୍ରଥମେ ସେହି କାମ ପ୍ରତି ଧ୍ୟାନ ଦେଇଥାନ୍ତି। ଏମିତି...

ମଣିଷରୁ ହଠାତ୍‌ କାର୍‌ ପାଲଟିଲେ ଜଣେ ବ୍ୟକ୍ତି, ଭିଡିଓ ଦେଖିଲେ…

ଆପଣ ନିଶ୍ଚିତ ଭାବରେ ବିଜ୍ଞାନର ଅନେକ ଫିଲ୍ମ ଦେଖିଥିବେ। ଯେଉଁଥିରେ ଜଣେ ମଣିଷ ରୋବଟ୍‌ ହୋଇଯାଏ। ଟ୍ରାନ୍ସଫର୍ମର୍ସ ଫିଲ୍ମ ଏହି ପ୍ରସଙ୍ଗରେ ବେଶ୍‌ ଜଣାଶୁଣା। ମାତ୍ର ଆପଣ ପ୍ରକୃତରେ ଏପରି ବ୍ୟକ୍ତିଙ୍କୁ ଦେଖିଛନ୍ତି କି, ଯିଏ ହଠାତ୍‌ କାର୍‌ରେ ପରିଣତ...

କାଜୁ ଭଳି ଅଣ୍ଡା ଦେଉଛି କୁକୁଡ଼ା

ଅଣ୍ଡାର ଆକାର କେମିତି ସମସ୍ତେ ଜାଣନ୍ତି। ଏମିତି କି ଅଣ୍ଡାର ଆକାର ଅନୁସାରେ ହିଁ ଅଣ୍ଡାକୃତିର ନାମକରଣ ବି ହୋଇଛି। ହେଲେ ଏଇ କିଛିଦିନ ହେବ ଭିନ୍ନ ଏକ ଆକୃତିର ଅଣ୍ଡା ଦେଉଥିବା ଏକ କୁକୁଡ଼ା ବେଶ୍‌ ଚର୍ଚ୍ଚାରେ ଅଛି।...

ଚିକିତ୍ସା ସୂତ୍ର

ଜଣେ ମହାତ୍ମା କହିଥିଲେ, ଶ୍ରୀଜଗନ୍ନାଥଙ୍କ ଦର୍ଶନ ପାଇ ଲୋକେ କୋଟି ଜନ୍ମର ପାପରୁ ମୁକ୍ତି ପାଆନ୍ତି । ମୁଁ ଗାଲୁଆ ସେବେଠୁଁ ନିଜକୁ ବୁଝେଇଦେଲି ଯେହେତୁ ମୁଁ ପାପୀ ନୁହେଁ ସେଇଥିପାଇଁ ବୋଧେ ଠାକୁର ମୋତେ କେବେ ଭାବଡୋରି ପକେଇ...

୬୫ ଲକ୍ଷର ପାଣି ବୋତଲ

ପାଣି ବୋତଲ ସମସ୍ତେ କିଣିଥିବେ। ଏହାର ଦାମ ୧୦ଟଙ୍କାରୁ ଆରମ୍ଭ ହୋଇଥାଏ। ତେବେ ଭାରତରେ ଏମିତି ଏକ ପାଣି ବୋତଲ ଖୁବ୍‌ଶୀଘ୍ର ଉପଲବ୍ଧ ହେବାକୁ ଯାଉଛି, ଯାହାର ମୂଲ୍ୟ ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହୋଇଯିବେ। ଏହି ପାଣି ବୋତଲର...

ଶାସଙ୍ଗ ଜଗନ୍ନାଥ ମନ୍ଦିର

ବାଲେଶ୍ୱର ସହରରୁ ନିମିକି ସଡ଼କରେ ଇଞ୍ଚୁଡ଼ି ଅଭିମୁଖେ ପ୍ରାୟ ୧୦ କି.ମି. ଦୂର ଗଲେ ପଡ଼େ ପାଗନଈ ଛକ। ଆଉ ଏହି ଛକରୁ ଡାହାଣ ପାର୍ଶ୍ୱ ଦେଇ କିଛିବାଟ ଗଲେ ପଡ଼ିଥାଏ ଶାସଙ୍ଗ ଗ୍ରାମପଞ୍ଚାୟତ; ଯେଉଁ ଗ୍ରାମପଞ୍ଚାୟତର ଆରାଧ୍ୟ ଦେବତା...

ସଫଳତାର କାହାଣୀ

ପର୍ଯ୍ୟଟକ ତଥା ଅତିଥିମାନଙ୍କୁ ଆତିଥେୟତା ପ୍ରଦାନ କରିବା ହେଉଛି ହୋଟେଲ ଶିଳ୍ପର ଉଦ୍ଦେଶ୍ୟ। ଯାହା ଯୁବପିଢୀଙ୍କ ପାଇଁ ରୋଜଗାରର ଏକ ମାଧ୍ୟମ ପାଲଟିଛି। ଏଥିରେ ରୋଷେଇ ସହ ଫ୍ରଣ୍ଟ ଅଫିସ ବା ରିସେପ୍‌ସନିଷ୍ଟ, ହାଉସକିପିଂ, ସିକ୍ୟୁରିଟି, ବେକରୀ, ବାର୍‌, ରେଷ୍ଟୁରାଣ୍ଟ...

ପଟଚିତ୍ର ଶିଳ୍ପୀ ରଶ୍ମିରଞ୍ଜନ

ଓଡ଼ିଶାର ପାରମ୍ପରିକ କଳା ଓ ପୁରାଣକଥାକୁ ନେଇ ପଟଚିତ୍ର ତିଆରି କରୁଛନ୍ତି ଯୁବଶିଳ୍ପୀ ରଶ୍ମିରଞ୍ଜନ ମହାପାତ୍ର। ଯେଉଁଥିପାଇଁ ତାଙ୍କୁ ମିଳିଛି ଅନେକ ପୁରସ୍କାର ଓ ସମ୍ମାନ। ରଶ୍ମି ରଞ୍ଜନଙ୍କ ଜନ୍ମ ୧୯୯୩ ମସିହାରେ। ପିତା ଚରଣ ମହାପାତ୍ର। ମା’ ମଞ୍ଜୁଲତା।...

ପ୍ରଭୁ ଶ୍ରୀଜଗନ୍ନାଥ ମୋର ସବୁକିଛି: ଦୀପ୍ତିରେଖା ପାଢ଼ୀ

ଦୀପ୍ତିରେଖା ପାଢ଼ୀ, ଓଡ଼ିଆ ସଙ୍ଗୀତ ଜଗତର ଜଣେ ବହୁ ପରିଚିତ ନାଁ। ଅନେକ ସୁପରହିଟ୍‌ ଗୀତ ଗାଇ ଆଜି ସେ ଘରେ ଘରେ ପରିଚିତ। ତା’ଛଡ଼ା ନିଜ ଅଭିନୟର ଯାଦୁରେ ବି ଦିନେ ସେ ସମସ୍ତଙ୍କ ହୃଦୟରେ ଘର କରିଥିଲେ।...

ସୁନ୍ଦରାଚଳ…

ମହାପ୍ରଭୁଙ୍କ ଶ୍ରୀଗୁଣ୍ଡିଚା ଯାତ୍ରା। ରଥରେ ଚଢ଼ି ଜନ୍ମବେଦିକୁ ଯାଆନ୍ତି ଠାକୁରେ। ଆଗରେ ତାଳଧ୍ୱଜ ରଥରେ ଚାଲନ୍ତି ଦାରୁଦିଅଁଙ୍କ ଶ୍ରବଣଶକ୍ତି ଅଗ୍ରଜ ଶ୍ରୀବଳଭଦ୍ର, ତାଙ୍କ ପଛକୁ ଇଚ୍ଛାଶକ୍ତି ମା’ ସୁଭଦ୍ରା ଓ କାର୍ଯ୍ୟଶକ୍ତି ଶ୍ରୀସୁଦର୍ଶନ ଗୋଟିଏ ରଥ (ଦେବଦଳନ)ରେ ଗତି କରନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri