ଫୁରସତ

ଏହି ମସିହାରେ ପୃଥିବୀରୁ ଅଦୃଶ୍ୟ ହୋଇଯିବେ ମନୁଷ୍ୟ: ବାବା ଭେଙ୍ଗାଙ୍କ ଲୋମଟାଙ୍କୁରା ଭବିଷ୍ୟବାଣୀ

ନୂଆଦିଲ୍ଲୀ,୩।୫: ବୁଲଗେରିଆରେ ରହୁଥିବା ବିଶ୍ୱର ପ୍ରସିଦ୍ଧ ଭବିଷ୍ୟବକ୍ତାମାନଙ୍କ ମଧ୍ୟରୁ ବାବା ଭେଙ୍ଗା ଅନ୍ୟତମ। ସେ ୧୯୧୧ରେ ଜନ୍ମଗ୍ରହଣ କରିଥିଲେ। ବାବା ଭେଙ୍ଗା ମାତ୍ର ୧୨ ବର୍ଷ ବୟସରେ ଉଭୟ ଆଖିରେ ଦୃଷ୍ଟିଶକ୍ତି ହରାଇଲେ। ବାବା ଭେଙ୍ଗା ଅଗଷ୍ଟ ୧୯୯୬ରେ ମୃତ୍ୟୁବରଣ...

ବିଶ୍ୱର ସବୁଠୁ ଉତ୍ତପ୍ତ ସ୍ଥାନ: ତାପମାତ୍ରା ଜାଣିଲେ ଉଡିଯିବ ହୋଶ୍‌

ଭାରତର ସବୁଠାରୁ ଗରମ ମାସ ହେଉଛି ମେ’ ଏବଂ ଜୁନ। ଦେଶର ଅନେକ ସ୍ଥାନରେ ପ୍ରବଳ ଗରମ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। କିନ୍ତୁ ବିଶ୍ୱରେ ଏମିତି ଏକ ସ୍ଥାନ ଅଛି, ଯେର୍ଉଠି ତାପମାତ୍ରା ୭୦ ଡିଗ୍ରୀରେ ସେଲସିୟସରେ ପହଞ୍ଚିଯାଏ।...

ବିଶ୍ୱ ପ୍ରେସ୍‌ ସ୍ବାଧୀନତା ଦିବସ

ବିଶ୍ୱ ପ୍ରେସ୍‌ ସ୍ବାଧୀନତା ଦିବସ ପ୍ରତିବର୍ଷ ମେ’ ୩ରେ ସମଗ୍ର ବିଶ୍ୱରେ ପାଳନ କରାଯାଏ।  ଏହି ଦିନଟି ଭାରତ ତଥା ସମଗ୍ର ବିଶ୍ୱରେ ଗଣମାଧ୍ୟମର ଅବଦାନକୁ ମନେ ରଖିବା ପାଇଁ ଉତ୍ସର୍ଗୀକୃତ। ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ ଭାବରେ ଗଣମାଧ୍ୟମକୁ ବିବେଚନା...

ଶାଶୁଘରେ ନିର୍ଯାତିତା ଝିଅଙ୍କୁ ଛାଡ଼ପତ୍ର ହେବା ପରେ ବାଜା ବଜାଇ ଘରକୁ ପାଛୋଟି ନେଲେ ବାପା, ଲୋକେ କହୁଛନ୍ତି ‘ବାପା ହେବ ତ ଏମିତି’

କାନପୁର: ଆଜିର ସମାଜରେ ନାରୀଟିଏ ଯେତେ ଆତ୍ମନିର୍ଭରଶୀଳ ହେଲେ ବି ଯୌତୁକ ପ୍ରଥାରୁ ନିଜକୁ ମୁକାଳି ପାରୁନାହିଁ। ଅନେକ କ୍ଷେତ୍ରରେ ଝିଅଟିଏ ମରିମରି ବଞ୍ଚିବା ଲାଗି ବାଧ୍ୟ ହୋଇଥାଏ। କେବେ ଝିଅଙ୍କୁ ନିର୍ଯାତନା ଦିଆଯାଉଥିବା ବେଳେ ଅନେକ ଯୌତୁକ ଜୁଇରେ...

୭୦ ବର୍ଷୀୟଙ୍କ ‘ଜୀବନସାଥୀ’ ବିଜ୍ଞାପନ

ୱାଶିଂଟନ୍‌: ମଣିଷର ବୟସ ବଢିବା ସହ ଏକାନ୍ତପଣ ମଧ୍ୟ ବଢ଼ିଥାଏ। ଏହି ସମୟରେ ଯଦି ନିଜ ପରିବାର ପାଖରେ ନଥାଏ, ତେବେ ଏକାନ୍ତପଣକୁ ସାମ୍‌ନା କରିବା କଷ୍ଟସାଧ୍ୟ ହୋଇପଡ଼ିଥାଏ। ଏପରି ପରିସ୍ଥିତିରେ ମଣିଷ ନିଜ ପାଇଁ ଏକ ନୂତନ ସାଥୀ...

୨୫୧ ଥର ଜେଲ ଯାଇଥିବା ପ୍ରାର୍ଥୀ

ଲକ୍ଷ୍ନୌ: ଲକ୍ଷ୍ନୌ ଲୋକ ସଭା ଆସନରୁ ସମାଜବାଦୀ ପାର୍ଟି(ଏସ୍‌ପି) ରବିଦାସ ମେହରୋତ୍ରାଙ୍କୁ ପ୍ରାର୍ଥୀ କରିଛି। ଚଳିତ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ବହୁ ପୁରାତନ ଛାତ୍ର ନେତାଙ୍କ ମଧ୍ୟରୁ ସେ ଅନ୍ୟତମ। ତେବେ ଏହି ବରିଷ୍ଠ ରାଜନେତାଙ୍କ ନାମରେ...

ଫ୍ଲାଇଟ୍‌ ଆଟେଣ୍ଡାଣ୍ଟରୁ ଏୟାରଲାଇନ୍ସ ସିଇଓ

ଟୋକିଓ: ଜାପାନରେ ଏକ ବୈପ୍ଳବିକ ଘଟଣା ସାମ୍‌ନାକୁ ଆସିଛି, ଯାହା ସମଗ୍ର ବିଶ୍ୱରେ ମହିଳାମାନଙ୍କ ପ୍ରେରଣାଦାୟୀ ହୋଇପାରିଛି। ଜାପାନ ଏୟାରଲାଇନ୍ସର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଭାବରେ ମିସୁକୋ ଟୋଟୋରି ନିଯୁକ୍ତ ହୋଇଛନ୍ତି। ପ୍ରଥମ ମହିଳା ଭାବେ ଟୋଟୋରି ଏହି...

ରାକ୍ଷସଙ୍କ ବଗିଚା, ଏହା ପଛରେ ରହିଛି ଏମିତି କାହାଣୀ

ଯେତେବେଳେ ଆପଣ ଏକ ବଗିଚା କିମ୍ବା ପାର୍କ ବୁଲିବାକୁ ଯାଆନ୍ତି, ସେତେବେଳେ ଆପଣ ପ୍ରାକୃତିକ ସୌନ୍ଦର୍ଯ୍ୟ ଆଶା କରନ୍ତି। କିନ୍ତୁ ଏକ ଅନନ୍ୟ ଉଦ୍ୟାନ ଅଛି, ଯାହା ସୁଚିନ୍ତିତ ଭାବରେ ସୁନ୍ଦର ହୋଇନାହିଁ। ଏହାର ସ୍ବତନ୍ତ୍ରତା ଏହାକୁ ସୁନ୍ଦର କରିଛି।...

କ୍ଲାଉଡ ସିଡିଂ ପ୍ରକୃତରେ କ’ଣ? ଯାହା କୃତ୍ରିମ ବର୍ଷା କରାଏ…

ନିକଟରେ ଦୁବାଇରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ଉପୁଜିଥିଲା। ଦୁଇ ବର୍ଷରେ ଯେତିକି ବର୍ଷା ହେବା କଥା ଗୋଟିଏ ଦିନରେ ସେଠି ସେତିକି ବର୍ଷା ହେଲା। ବୈଜ୍ଞାନିକଙ୍କ ମତରେ କୃତ୍ରିମ ବର୍ଷା କରାଇବା ଲାଗି ସେଠାରେ କରାଯାଇଥିବା କ୍ଳାଉଡ...

ପ୍ରଥମ ରୋଜଗାର ଟଙ୍କାରେ ମା’ଙ୍କ ପାଇଁ ସମ୍ବଲପୁରୀ ଶାଢି କିଣିଥିଲି: ଡ. ଆଲୋକ ସାହୁ

ଜନ୍ମ ମୋର ଯାଜପୁରରେ ହୋଇଥିଲେ ହେଁ ବାପା ଯେହେତୁ କେନ୍ଦୁଝରରେ ଚାକିରି କରୁଥିଲେ ତେଣୁ ମୋ ସ୍କୁଲ ପାଠପଢା ସେଇଠି ହିଁ ହୋଇଥିଲା। ସ୍ଥାନୀୟ ଆନନ୍ଦପୁରସ୍ଥିତ ବି.ଏନ୍‌ ଉଚ୍ଚ ବିଦ୍ୟାଳୟରୁ ମାଟ୍ରିକ୍‌ ପାସ୍‌ କରିବା ପରେ ବି.ଜେ.ବି କଲେଜରେ ଯୁକ୍ତ...

ଭାମା-କାମାଚିଙ୍କ ନିବିଡ଼ ବନ୍ଧୁତ୍ୱର ହୃଦୟସ୍ପର୍ଶୀ କାହାଣୀ, ୫୫ ବର୍ଷ ଧରି…

ଚେନ୍ନାଇ: ତାମିଲନାଡୁ ସରକାରଙ୍କ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସୁପ୍ରିୟା ସାହୁ ନିଜ ଏକ୍ସ’ ଆକାଉଣ୍ଟରେ ୨ ହାତୀଙ୍କ ହୃଦୟସ୍ପର୍ଶୀ କାହାଣୀକୁ ଶେୟାର କରିଛନ୍ତି। ସୁପ୍ରିୟାଙ୍କ ପୋଷ୍ଟରେ ଏହି କାହାଣୀକୁ ଶୁଣିବା ପରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri