ଫୁରସତ

୫୦୦ ଟଙ୍କାରେ ବିବାହ କଲେ ସିଟି ମାଜିଷ୍ଟ୍ରେଟ

ଧର୍‌,୧୫।୭: ସାଧାରଣତଃ ସରକାରୀ କର୍ମଚାରୀମାନେ ଧୁମ୍‌ଧାମ୍‌ରେ ବିବାହ କରନ୍ତି। କିନ୍ତୁ ମଧ୍ୟ ପ୍ରଦେଶର ଧର ଜିଲାର ସିଟି ମାଜିଷ୍ଟ୍ରେଟ ଶିବାଙ୍ଗୀ ଯୋଶୀଙ୍କ ବିବାହ କଥା ଶୁଣିଲେ ଆଶ୍ଚର୍ଯ୍ୟ ଲାଗିପାରେ। ସେ ମାତ୍ର ୫୦୦ ଖର୍ଚ୍ଚ କରି ଆର୍ମି ମେଜର ଅନିକେତ...

ଜାଣନ୍ତି ସିଂହମାନେ କାହିଁକି ଗୋଷ୍ଠୀ ହୋଇ ରୁହନ୍ତି

ସିଂହକୁ ‘ଜଙ୍ଗଲର ରାଜା’ କୁହାଯାଏ। କିନ୍ତୁ ଜାଣନ୍ତି କି ଜଙ୍ଗଲର ରାଜା ହୋଇ ମଧ୍ୟ ସିଂହ ଏକୁଟିଆ ନ ରହି କାହିଁକି ଗୋଷ୍ଠୀ ହୋଇ ରୁହନ୍ତି। ଯଦିଓ ପୃଥିବୀରେ ସିଂହମାନଙ୍କର ଅସ୍ତିତ୍ୱ ବହୁତ ପୁରୁଣା, କିନ୍ତୁ ସେମାନଙ୍କ ଇତିହାସ ବିଷୟରେ...

ରାସ୍ତାରେ କ୍ରିକେଟ୍‌ ଖେଳିଲେ ଗୁଗଲ ସିଇଓ

ସମଗ୍ର ବିଶ୍ୱରେ କ୍ରିକେଟ ଖେଳ ଲୋକପ୍ରିୟ। କିନ୍ତୁ ଭାରତରେ ଏହି ଖେଳ ପାଇଁ କ୍ରେଜ ବୋଶୀ। ଦେଶରେ କୌଣସି ବ୍ୟକ୍ତି ନାହାଁନ୍ତି ଯିଏ କି ପିଲାଦିନରେ କ୍ରିକେଟ ଖେଳି ନାହାଁନ୍ତି। ଗୁଗୁଲର ସିଇଓ ସୁନ୍ଦର ପିଚାଇ ଏହାର ବଳିଷ୍ଠ ଉଦାହରଣ।...

ଏହି ଜେଲ୍‌ରେ ମିଳିବ ମନପସନ୍ଦର ଖାଦ୍ୟ

ମୁମ୍ବାଇ: ସାଧାରଣତଃ ସମସ୍ତେ ଜାଣନ୍ତି ଜେଲ୍‌ରେ ରହିବା ବହୁତ କଷ୍ଟ। ଖାଇବା ପିଇବା ଠିକ୍‌ରେ ମିଳି ନ ଥାଏ। ମାତ୍ର ଏମିତି ଏକ ଜେଲ୍‌, ଯେଉଁଠି ରେଷ୍ଟୁରାଣ୍ଟ ପରି ସୁନ୍ଦର ସୁନ୍ଦର ବ୍ୟଞ୍ଜନ ମିଳିବ। ଚିକେନ ଭାତ ସହ ଅନ୍ୟାନ୍ୟ...

ପାଣିକୁ ଏପରି ଅଟକାଉଛି ହାତୀ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ...

କୂଅରୁ ବାହାରୁଛି ୨ ହଜାର ଟଙ୍କିଆ ନୋଟ୍‌, ଟଙ୍କା ନେବା ପାଇଁ ଭିଡ଼…

ଘାଟମପୁର,୧୪।୭: ଟଙ୍କା ପୁଣି କୂଅରୁ ବାହାରୁଥିବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ। ତେବେ ଏହା ସତ। ଉତ୍ତରପ୍ରଦେଶର ଘାଟମପୁର ଅନ୍ତର୍ଗତ ଭିତରଗାଓ୍ବଁ ଅଞ୍ଚଳର ପସେମା ଗାଁରେ ଏକ ପରିତ୍ୟକ୍ତ ଶୁଖିଲା କୂଅରୁ ଶହେ, ଦୁଇ ଶହ, ପାଞ୍ଚ ଶହ...

ଗାଡ଼ି ଭିତରେ ନୁହେଁ, ବରଂ ଏସ୍‌ୟୁଭିର ବୋନେଟ୍‌ରେ ବସି ବିବାହସ୍ଥଳରେ ପହଞ୍ଚିଲେ କନ୍ୟା: ଭିଡିଓ ଭାଇରାଲ ପରେ…

ପୁଣେ: ଆଧୁନିକତାର ଏହି ଯୁଗରେ ମଣିଷ ନିଜ ଜୀବନର ସମସ୍ତ ଗୁରୁତ୍ୱପୁର୍ଣ୍ଣ ମୁହୂର୍ତ୍ତକୁ ସ୍ମରଣୀୟ କରିବା ପାଇଁ ଟେକ୍ନୋଲୋଜିର ସାହାଯ୍ୟ ନେଉଛି। ହେଲେ କିଛି ଲୋକ ନିଜର ସୁଖ ପାଇଁ ବେଳେବେଳେ ଅନ୍ୟମାନଙ୍କ ଜୀବନକୁ ବିପଦରେ ପକାଇବାକୁ ଦ୍ୱିଧା କରନ୍ତି...

ଦ୍ୱାରକାଧୀଶ ମନ୍ଦିର ଧ୍ୱଜା ଉପରେ ବଜ୍ରପାତ…

ଅହମଦାବାଦ,୧୪।୭: ଗୁଜରାଟର ଦ୍ୱାରକାରେ ଥିବା ଦ୍ୱାରକାଧୀଶ ମନ୍ଦିରର ଧ୍ୱଜା ଉପରେ ବଜ୍ରପାତ ହୋଇଛି। ମଙ୍ଗଳବାର ପ୍ରଚଣ୍ଡ ବଜ୍ରପାତ ଯୋଗୁ ଏଭଳି ଘଟିଛି। ଅପରାହ୍ନ ୨ଟା ୩୦ରେ ହୋଇଥିବା ବଜ୍ରପାତରେ ଏଭଳି ଅଘଟଣ ଘଟିଥିବା କୁହାଯାଉଛି। ମନ୍ଦିରର ୫୨ ଗଜ ଲମ୍ବ...

କେତେଟା ଫୋନ୍‌ ବ୍ୟବହାର କରନ୍ତି ଗୁଗଲ୍‌ ସିଇଓ ସୁନ୍ଦର ପିଚାଇ

ଓ୍ବାଶିଂଟନ,୧୪।୭: ଗୁଗୁଲ ଏବଂ ଆଲଫାବେଟ ସିଇଓ ସୁନ୍ଦର ପିଚାଇ ତାଙ୍କର କିଛି ବୈଷୟିକ ଅଭ୍ୟାସ ବିଷୟରେ ସୂଚନା ଦେଇଛନ୍ତି। ପାସୱାର୍ଡ କେବେ ଏବଂ କେତେ ଶୀଘ୍ର ବଦଳାଯିବ ଏବଂ ସେ କେତେ ମୋବାଇଲ ଫୋନ ବ୍ୟବହାର କରନ୍ତି ସେ ସମସ୍ତ...

ଏ ହେଉଛନ୍ତି ବାସ୍ତବ ଜୀବନର କୁମ୍ଭକର୍ଣ୍ଣ ! ବର୍ଷର ୩୬୫ ଦିନରୁ ଶୋଇଥାନ୍ତି ୩୦୦ ଦିନ…

ନାଗୌର: ରାମାୟଣରେ ରାବଣର ସାନଭାଇ କୁମ୍ଭକର୍ଣ୍ଣଙ୍କ ବିଷୟରେ ଉଲ୍ଲେଖ ରହିଛି। ସେ ବର୍ଷରେ ଛଅମାସ ଖାଉଥିବା ବେଳେ ଛଅମାସ ଶୋଇଥାନ୍ତି। ଏବେ ରାଜସ୍ଥାନର ନାଗୌରରେ ଏଭଳି ଜଣେ ବ୍ୟକ୍ତି ଚର୍ଚ୍ଚାରେ ଅଛନ୍ତି, ଯିଏ ବର୍ଷର ୩୬୫ ଦିନରୁ ୩୦୦ ଦିନ...

ସ୍ତ୍ରୀ ଜାଣିପାରିବେ ନାହିଁ ବୋଲି ପ୍ରେମିକାଙ୍କ ନାଁରେ ଝିଅଙ୍କ ନାମ ରଖିଦେଲେ ବ୍ୟକ୍ତି; ପରେ ଯାହା ହେଲା ଜାଣିଲେ…

ନୂଆଦିଲ୍ଲୀ: ମାତାପିତାମାନେ ବହୁତ ଭାବିଚିନ୍ତି ନିଜ ସନ୍ତାନର ନାମ ସ୍ଥିର କରିଥାନ୍ତି। କିଛି ଲୋକ ସେମାନଙ୍କ ପିଲାମାନଙ୍କ ନାମ ସମସ୍ତଙ୍କଠାରୁ ଅଲଗା ରଖିବାକୁ ଚାହୁଁଥିବା ବେଳେ କିଛି ସେମାନଙ୍କର ଆଦର୍ଶ ଏବଂ ବିଚାରକୁ ନେଇ ନାମ ବାଛନ୍ତି। ତେବେ ଜଣେ...

ଅଜବ ଟେଷ୍ଟ ମ୍ୟାଚ୍‌, ମାତ୍ର ଦୁଇଟି ଇନିଂସରେ ନିର୍ଣ୍ଣୟ ହୋଇଥିଲା ବିଜେତା

ଅନ୍ତର୍ଜାତୀୟ ଟେଷ୍ଟ କ୍ରିକେଟରେ ୪ କିମ୍ବା ୩ଟି ଇନିଂସରେ ଫଳାଫଳ ନିର୍ଣ୍ଣୟ ହୋଇଥାଏ। କିନ୍ତୁ କ୍ରିକେଟ ଇତିହାସରେ ଏଭଳି ଏକ ଟେଷ୍ଟ ଖେଳାଯାଇଥିଲା, ଯେଉଁଥିରେ ମାତ୍ର ଦୁଇଟି ଇନିଂସରେ ନିର୍ଣ୍ଣୟ ହୋଇଥିଲା ବିଜେତା। ୨୦୦୦ ମସିହାର କଥା। ଦକ୍ଷିଣ ଆଫ୍ରିକା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri