ଫୁରସତ

ଏକ ମିନିଟ୍‌ରେ ୯୩ ଏୟାରଲାଇନ୍ସ ଚିହ୍ନିପାରୁଛନ୍ତି ୬ବର୍ଷର କୁନି ଝିଅ

ତୁଳସୀ ଦୁଇ ପତ୍ରରୁ ବାସେ। ଅର୍ଥାତ୍‌ ଛୋଟ ବେଳୁ ହିଁ ପିଲାଙ୍କ ଭିତରେ ଥିବା ଅନେକ ଗୁଣ ଓ ପ୍ରତିଭା ବିଷୟରେ ଜଣାପଡ଼ିଥାଏ। ଏହି ଉକ୍ତିଟିକୁ ସାର୍ଥକ କରିଦେଖାଛନ୍ତି ୬ବର୍ଷର ଅର୍ନା ଗୁପ୍ତା ନାମକ ଜଣେ କୁନି ଝିଅ। ମାତ୍ର...

ଆଈ ଦୁଃଖରେ ନ ରହିବା ପାଇଁ ନାତୁଣୀ ନେଲେ ଏମିତି ପଦକ୍ଷେପ, କାରଣ ଜାଣିଲେ….

ଚାଇନାର ଜଣେ ଯୁବତୀ ନିଜ ଆଈଙ୍କ ଭାବନାକୁ ନେଇ ଏତେ ସମ୍ବେଦନଶୀଳ ଯେ, ୧୩ ବର୍ଷ ପର୍ଯ୍ୟନ୍ତ ଜଣେ ମହିଳାଙ୍କୁ ମା’ କରି କିଣି ରଖିଥିଲେ। ସେ ଏଥିପାଇଁ ଏପରି କରିଥିଲେ କି ତାଙ୍କ ଆଈମା’ ନ ଜାଣନ୍ତୁ ଯେ...

ଏମିତି ସହର, ଯେଉଁଠି ଶପିଂମଲ୍‌ଠାରୁ ଆରମ୍ଭ କରି ରେଷ୍ଟୁରାଣ୍ଟରେ ବିନା ପୋଷାକରେ ବୁଲନ୍ତି ଲୋକେ

ପୃଥିବୀର ଅନେକ ଦେଶ ନିଜର ସଂସ୍କୃତି ଏବଂ ବୈଶିଷ୍ଟ୍ୟକୁ ନେଇ ବେଶ୍‌ ପରିଚିତ। ଯାହା ଅନ୍ୟମାନଙ୍କଠାରୁ ସ୍ବତନ୍ତ୍ର ହୋଇଥାଏ। ଏପରି କିଛି ସ୍ଥାନ ଅଛି, ଯାହାର ସଂସ୍କୃତି ବିଷୟରେ ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ। ଯେଉଁଠାରେ କେହି ପୋଷାକ ପିନ୍ଧନ୍ତି ନାହିଁ।...

ପ୍ରେମ ପାଇଁ କ୍ୟାରିୟରକୁ ପଛ କରିଥିଲେ ଅମ୍ବାନୀ ପରିବାରର ଏହି ବୋହୂ; ଶ୍ୱଶୁର ଚାହୁଁ ନ ଥିବା ସତ୍ତ୍ୱେ…

ଅମ୍ବାନୀ ପରିବାରର ବୋହୂ ହୋଇଥିବା ସତ୍ତ୍ୱେ ସେତେଟା ଚର୍ଚ୍ଚାରେ ନ ଥାନ୍ତି ଟିନା ଅମ୍ବାନୀ। ହେଲେ ଏକ ସମୟରେ ଟିନା ଫିଲ୍ମଜଗତର ଚର୍ଚ୍ଚିତ ନାମ ମଧ୍ୟରୁ ଗୋଟିଏ ଥିଲେ। ଏହା ପଛରେ କାରଣ ରହିଛି। ସେଇଟି ହେଲା ଅନିଲ ଅମ୍ବାନୀଙ୍କ...

ମଦ ପିଇ ମାତାଲ୍‌ ହେଲେ ମଇଁଷି, ମାଲିକ ଗିରଫ…

ଅହମଦାବାଦ୍‌,୮।୭: ଗୁହାଳରେ ରଖାଯାଇଥିବା ମଦ ପିଇ ମଇଁଷିମାନେ ମାତାଲ ହୋଇ ସର୍ବସାଧାରଣ ରାସ୍ତାରେ ଭଙ୍ଗାରୁଜା କରିଥିଲେ। ଏଭଳି ଅଭାବନୀୟ ଘଟଣା ଗୁଜରାଟର ଗାନ୍ଧିନଗରରେ ଘଟିଛି। ଖବର ପାଇ ପୋଲିସ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ମଇଁଷିଙ୍କୁ ଆୟତ୍ତ କରିଥିଲେ। ଏହା ପରେ...

ଟ୍ୟାକ୍ସି ଡ୍ରାଇଭରଙ୍କ ଭାଗ୍ୟ ଖୋଲିଲା, ଲଟେରୀରେ ଜିଣିଲେ ୪୦ କୋଟି…

ଦୁବାଇ,୮।୭: ଦୁବାଇରେ ଜଣେ ଭାରତୀୟ ଟ୍ୟାକ୍ସି ଡ୍ରାଇଭରଙ୍କ ଭାଗ୍ୟ ରାତାରାତି ପରିବର୍ତ୍ତନ ହୋଇଛି। ସେ ଲଟେରୀ ଜିଣି ୪୦ କୋଟି ଟଙ୍କା ପାଇଛନ୍ତି। କେରଳର ରଞ୍ଜିତ୍‌ ସୋମରାଜନ ୨୦୦୮ଠାରୁ ଦୁବାଇରେ ଟ୍ୟାକ୍ସି ଚଳାଉଛନ୍ତି। ସେ ଆବୁଧାବି ବିଗ୍‌ ଟିକଟ ଡ୍ରରେ...

ଏହି ମନ୍ଦିରରେ ଶିବଙ୍କ ପୂର୍ବରୁ ପୂଜା ପାଇଥାନ୍ତି ରାବଣ

ଦୁନିଆରେ ଏପରି ଅନେକ ଚମତ୍କାର ମନ୍ଦିର ଅଛି, ଯାହାକୁ ନେଇ ଏକ ଅନନ୍ୟ କାହାଣୀ ଅଛି। ଯଦିଓ ସମଗ୍ର ବିଶ୍ୱରେ ଭଗବାନ ଶିବଙ୍କର ଅନେକ ମନ୍ଦିର ଅଛି, ଯେଉଁଠାରେ ସମ୍ମାନର ସହ ପୂଜା କରାଯାଇଥାଏ। କିନ୍ତୁ ଆଜି ଭଗବାନ ଶିବଙ୍କ...

ଶେଷ ଓଭରରେ ଦରକାର ଥାଏ ୨୩ ରନ୍‌, ବୋଲରଙ୍କ ସାମ୍ନାରେ ଥିଲେ ଧୋନୀ

ପୂର୍ବତନ ଭାରତୀୟ ଅଧିନାୟକ ତଥା ଆଇପିଏଲରେ ସିଏସ୍‌କେର ମଙ୍ଗୁଆଳ ମହେନ୍ଦ୍ର ସିଂ ଧୋନୀ ବୁଧବାର ୪୦ତମ ଜନ୍ମଦିନ ପାଳିଛନ୍ତି। ଏହି ବିସ୍ଫୋରକ ବ୍ୟାଟ୍ସମ୍ୟାନ ତାଙ୍କ ମ୍ୟାଚ୍‌ ଫିନିଶିଂ ଦକ୍ଷତା ପାଇଁ ବେଶ୍‌ ଜଣାଶୁଣା। ୨୦୧୬ ଆଇପିଏଲର କଥା। ସେତେବେଳେ ଚେନ୍ନାଇ...

ବିବାହରେ ପହଞ୍ଚିଲେ ହଜାରେ ଅତିଥି: ଆଉ ତା’ପରେ

ରାୟପୁର,୭।୭: ଛତିଶଗଡ଼ ଅମ୍ବିକାପୁର ସହରରେ ଆୟୋଜିତ ଏକ ବିବାହ କାର୍ଯ୍ୟକ୍ରମରେ କରୋନା ନିୟମ ଉଲ୍ଲଂଘନ ହୋଇଥିବା ଅଭିଯୋଗ ହୋଇଛି। କରୋନା କାଳରେ ବିବାହ କାର୍ଯ୍ୟକ୍ରମରେ କମ୍‌ ସଂଖ୍ୟକ ତଥା ୫୦ ଅତିଥି ସାମିଲ ହେବାକୁ ସରକାର ନିର୍ଦ୍ଦେଶ ଜାରି କରିଛନ୍ତି।...

ଯୁଦ୍ଧ ପାଇଁ ପ୍ରସ୍ତୁତ ଏହି କୁକୁର, ୧୩୦୦୦ ଫୁଟ ଉଚ୍ଚରୁ ଦେଲା ଲମ୍ଫ

ମସ୍କୋ,୭ା୭: ରୁଷିଆ ପ୍ରଶାସନ କେବଳ ସୈନିକ ନୁହନ୍ତି, କୁକୁରମାନଙ୍କୁ ମଧ୍ୟ ଯୁଦ୍ଧ ପାଇଁ ପ୍ରଶିକ୍ଷଣ ଦେଉଛି। ଏବେ କୁକୁରର କିଛି ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଯେଉଁଥିରେ ଏକ କୁକୁର ୧୩ ହଜାର ଫୁଟ ଉଚ୍ଚରୁ ଲମ୍ଫ ଦେଉଛି।...

ସୋସିଆଲ ମିଡିଆରେ ଫଟୋ ଏଡିଟ୍‌ କଲେ ଏହି ଦେଶରେ ମିଳିବ ଜେଲ୍‌ଦଣ୍ଡ

୨୦୧୦ରେ ଲଞ୍ଚ୍‌ ହୋଇଥିବା ଇନ୍‌ଷ୍ଟାଗ୍ରାମ ୧୧ ବର୍ଷ ମଧ୍ୟରେ ଅନେକ ଲୋକଙ୍କୁ ପ୍ରଭାବିତ କରିଛି। ଏହି ପ୍ଲାଟ୍‌ଫର୍ମରେ ୟୁଜରମାନେ ଫିଲ୍‌ଟର ଅପ୍‌ଶନରେ ଫଟୋ ଏଡିଟ୍‌ କରି ଫଟୋକୁ ଆହୁରି ସୁନ୍ଦର ରୂପ ଦେଇଥାନ୍ତି। ଏମିତି ଆକର୍ଷକ ଏବଂ ସୁନ୍ଦର କରିଥାନ୍ତି...

୭୨ ବର୍ଷରେ ଦେଖାଯାଉଛନ୍ତି ଷୋହଳ ବୟସୀ ପରି, ଚେହେରା ଦେଖି ଲୋକେ କହିଲେ…

ସମସ୍ତେ ଚାହାନ୍ତି ଯୁବାବସ୍ଥାରେ ରହିବାକୁ। ବୟସ ବଢ଼ିବା ସହ ଆକ୍ଟିଭ୍‌ ରହିବାକୁ ସମସ୍ତଙ୍କର ଇଚ୍ଛା। ସେ ପାଇଁ କିଏ କେତେ କ’ଣ ଉପାୟ ଆପଣାଇଥାନ୍ତି। କେହି କେହି ଡାକ୍ତରଙ୍କ ପରାମର୍ଶ ମଧ୍ୟ ନେଇଥାନ୍ତି। ମାତ୍ର ଆମେରିକାର ଜଣାଶୁଣା ଫ୍ୟାଶନ ଡିଜାଇନର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri