ଫୁରସତ

୪ ଘଣ୍ଟାରେ ଚନ୍ଦ୍ରର ୫୦ ହଜାର ଫଟୋ ଉଠାଇ ଚର୍ଚ୍ଚାରେ ୧୬ ବର୍ଷର ବାଳକ

ପୁନେ,୨୦।୫: ନାସା ଏବଂ ଇସ୍ରୋ ପରି ସ୍ପେସ ଏଜେନ୍ସିଗୁଡ଼ିକ ଚନ୍ଦ୍ରର ଅନେକ ଫଟୋ ଶେୟାର କରନ୍ତି। କିନ୍ତୁ ପୁନେର ଜଣେ ୧୬ ବର୍ଷର ବାଳକ ଚନ୍ଦ୍ରର ଫଟୋ ଉଠାଇ ଏବେ ଚର୍ଚ୍ଚାକୁ ଆସିଛନ୍ତି। ତାଙ୍କ ଫଟୋ ଦେଖିବା ପରେ ସମସ୍ତେ...

ଭୁଶୁଡ଼ିଲା ଡାରଓ୍ବିନ୍‌ ଆର୍କ

କ୍ୱିଟୋ: ବିବର୍ତ୍ତନବାଦର ଜନକ ଚାର୍ଲସ ଡାରଓ୍ବିନଙ୍କ ନାମରେ ନାମିତ ‘ଡାରଓ୍ବିନ ଆର୍କ’ ଏବେ ଇତିହାସ। ସମୁଦ୍ର ଲହଡ଼ି ସହିତ ଦୀର୍ଘଦିନର ସଂଘର୍ଷ ପରେ ଏହି ଐତିହାସିକ ସ୍ମାରକୀ ଭୁଶୁଡ଼ି ପଡ଼ିଛି। ଇକ୍ୱେଡର ପର୍ଯ୍ୟଟନ ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଜାରି...

କଠୋର ନିୟମରେ ହାରିଛି କରୋନା

କରୋନାର ପ୍ରଥମ ଲହରରେ ପ୍ରଥମରୁ କଡ଼ା କଟକଣା ଜାରି କରି ବିଶ୍ୱରେ ପ୍ରଶଂସା ସାଉଁଟିଥିଲା ଭାରତ। ହେଲେ ଦ୍ୱିତୀୟ ଲହର ଦେଶର ବ୍ୟବସ୍ଥାଗତ ଅପାରଗତାକୁ ପଦାରେ ପକାଇ ଦେଇଛି। ସହରାଞ୍ଚଳ ପରେ ଏବେ ଗ୍ରାମାଞ୍ଚଳ କୋଭିଡ୍‌ କବ୍‌ଜାରେ। ଆଗାମୀ ଦିନରେ...

ଡିଏନ୍‌ଏ କହିବ କଲମ୍ବସ୍‌ କାହାଣୀ

ମାଦ୍ରିଦ୍‌, ୨୦ା୫: ସମୁଦ୍ର ପଥରେ ଆମେରିକାକୁ ବାଟ ଖୋଜିଥିବା ଖ୍ରୀଷ୍ଟୋଫର କଲମ୍ବସ୍‌ ୟୁରୋପର ଉପନିବେଶକୁ ସେଠାରେ ପହଞ୍ଚାଇବାରେ ସକ୍ଷମ ହୋଇଥିଲେ। ହେଲେ ବାସ୍ତବରେ ସେ କେଉଁ ଦେଶର ନାଗରିକ ତାହା ଏବେ ବି ରହସ୍ୟ ଘେରରେ। ଏହା ସ୍ପଷ୍ଟ କରିବା...

ବିଶ୍ୱର ସବୁଠୁ ଧନୀ ଜୁଆଡ଼ି, ଥରକେ ଜିତିଥିଲେ ଏତିକି କୋଟି; ଜାଣିଲେ…

କୁହାଯାଏ, ଜୁଆ ଖେଳିଲେ ଲୋକେ ସର୍ବନାଶ ହୁଅନ୍ତି। ଅର୍ଥାତ୍‌ ସବୁ ସମ୍ପତ୍ତି ହରାଇ ବସନ୍ତି। ମାତ୍ର ଏମିତି ଜଣେ ଜୁଆଡ଼ି ଅଛନ୍ତି, ଯେ କି କୋଟିପତି। ଭାରତରେ ଜୁଆଖେଳକୁ ବେଆଇନ କୁହାଯାଇଥାଏ ମାତ୍ର ବିଶ୍ୱରେ ଅନେକ ଦେଶ ଅଛି, ଯେଉଁଠାରେ...

୭୦ ବର୍ଷ ଧରି ଅଦୃଶ୍ୟ ହୋଇଯାଇଥିଲା ଏହି ଗାଁ, ଏବେ ମିଳିଲା ଏମିତି

୭୦ ବର୍ଷ ପୂର୍ବରୁ ଇଟାଲୀ ହ୍ରଦରେ ଏକ ଗାଁ ହଜିଯାଇଥିବା ବେଳେ ବର୍ତ୍ତମାନ ଏହା ମିଳିଛି। ଅର୍ଥାତ୍‌ ଏହି ଗାଁ ୭୦ ବର୍ଷ ତଳେ ଅଦୃଶ୍ୟ ହୋଇଯାଇଥିଲା। ଯାହା ବିଷୟରେ କେହି କିଛି ଜାଣି ନ ଥିଲେ। ବର୍ତ୍ତମାନ ଇଟାଲୀ...

ନିଜ ପରିସ୍ରା ନିଜେ ପିଇ ଓଜନ କମାଇଲେ ଏହି ମହିଳା, କହିଲେ ଦୃଷ୍ଟିଶକ୍ତି ବି ବଢୁଛି

ଓ୍ବାଶିଂଟନ,୧୯।୫: ଆମେରିକାର ଜଣେ ମହିଳା ଏକ ଅଜବ ଦାବି କରିବା ପରେ ଏହା ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେଉଛି। ୩୨ ବର୍ଷୀୟା ଗେସ୍‌ ଜୋନ୍ସ ନାମକ ଏହି ମହିଳା ନିଜ ପରିସ୍ରା ନିଜେ ପିଉଛନ୍ତି। ଏଥିସହିତ ଏହାକୁ ସେ...

କରୋନାର ଚମତ୍କାରୀ ଆୟୁର୍ବେଦ ଔଷଧ ନେବାକୁ ଲମ୍ବା ଲାଇନ୍‌…

ବିଶାଖାପଟ୍ଟନମ୍‌,୧୯।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତେବେ ଆନ୍ଧ୍ରପ୍ରଦେଶର ନେଲୋର ଜିଲାର କୃଷ୍ଣାପଟ୍ଟନମ୍‌ ଗାଁରେ କରୋନାର ଚମତ୍କାରୀ ଆୟୁର୍ବେଦ ଔଷଧ ନେବାକୁ...

ମୋତେ ଶୀଘ୍ର ବାହା କର, ଏମିତି ଜିଦ୍‌ ଧରିଲେ ଯୁବତୀ; ଆଉ ତା’ ପରେ…

ଭୋପାଳ,୧୯।୫: ସମଗ୍ର ଦେଶରେ କରୋନା ମହାମାରୀ ଚାଲିଥିବାରୁ କେତେକ ରାଜ୍ୟରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଫଳରେ ଲୋକଙ୍କୁ କିଛି ଜରୁରୀ କାମରେ ଅସୁବିଧାର ସାମ୍ନା କରିବାକୁ ପଡୁଛି। ମଧ୍ୟପ୍ରଦେଶର ବେତୁଲରେ ଏମିତି ଏକ ଘଟଣା ଦେଖିବାକୁ ମିଳିଛି। ଏଠାରେ ଲକ୍‌ଡାଉନ୍‌...

ଗୋଟିଏ ଜୁଇରେ ଦମ୍ପତିଙ୍କ ଅନ୍ତିମ ସଂସ୍କାର…

ଇନ୍ଦୋର,୧୯।୫: ଗୋଟିଏ ଦିନରେ ଗୋଟେ ଘଣ୍ଟା ବ୍ୟବଧାନରେ ସ୍ବାମୀ-ସ୍ତ୍ରୀଙ୍କ ମୃତ୍ୟୁ ଘଟିବା ଏବଂ ଅନ୍ତିମ ସଂସ୍କାର ଗୋଟିଏ ଜୁଇରେ ହେବା ଘଟଣା ସାଧାରଣତଃ ଫିଲ୍ମରେ ଦେଖିବାକୁ ମିଳିଥାଏ। ତେବେ ବାସ୍ତବ ଜୀବନରେ ଏଭଳି ଏକ ଘଟଣା ମଧ୍ୟପ୍ରଦେଶର ବିଦିଶାରେ ଘଟିଛି।...

୬କେଶର ଦାମ୍‌ ୧୦ଲକ୍ଷ ଟଙ୍କା

ଓ୍ବାଶିଂଟନ୍‌,୧୯।୫: ବିଶ୍ୱର ସବୁଠାରୁ ପ୍ରଭାବଶାଳୀ ରକ୍‌ଷ୍ଟାରଙ୍କ ମଧ୍ୟରେ ଆମେରିକାର ଗାୟକ କୁର୍ଟ କୋବେନ ଅନ୍ୟତମ। କୁର୍ଟ ଜଣେ ଗୀତିକାର ଓ ଗିଟାରିଷ୍ଟ ହେବା ସହ ନିର୍ବାଣା ବ୍ୟାଣ୍ଡର ମୁଖ୍ୟ ସସଦସ୍ୟ ଥିଲେ। ୧୯୯୪ରେ ମାତ୍ର ୨୭ବର୍ଷରେ ସେ ଆତ୍ମହତ୍ୟା କରିଥିଲେ।...

ପୃଥିବୀରେ ୫ ହଜାର କୋଟି ପକ୍ଷୀ

ସିଡ୍‌ନୀ: ପ୍ରାୟ ୫୦ ବିଲିୟନ ବା ୫୦୦୦ କୋଟି ପକ୍ଷୀ ପୃଥିବୀରେ ବାସ କରନ୍ତି। ଏହି ସଂଖ୍ୟା ବିଶ୍ୱର ମୋଟ ଲୋକ ସଂଖ୍ୟାର ୬ ଗୁଣ। ଏ ନେଇ ଅଷ୍ଟ୍ରେଲିଆର ସିଡ୍‌ନୀସ୍ଥିତ ନ୍ୟୁ ସାଉଥ ଓ୍ବେଲ୍‌ସ ୟୁନିଭର୍ସିଟିର ବୈଜ୍ଞାନିକମାନଙ୍କ ଦ୍ୱାରା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri