ଫୁରସତ

ଆପଣ ଭୁଲିଯାଉଛନ୍ତି, ହେଲେ ଫିଟ୍‌ ରହିବାକୁ ବାଘ କରୁଛି ପୁଷ୍‌ଅପ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ...

୪୦ ଟଙ୍କାର ଲଟେରି ଟିକେଟ ଏପରି ବଦଳାଇଦେଲା ଏହି ବ୍ୟକ୍ତିଙ୍କ ଭାଗ୍ୟ

ବେଳେବେଳେ ସାଧାରଣ ଜିନିଷଟିଏ ବି ମଣିଷର ଭାଗ୍ୟ ବଦଳାଇ ଦିଏ। ଏମିତି ଏକ ମାମଲା ସାମ୍ନାକୁ ଆସିଛି। ପଶ୍ଚିମବଙ୍ଗର ଜଣେ ବ୍ୟକ୍ତି କେରଳରେ ରହୁଥିବା ବେଳେ ୪୦ ଟଙ୍କାର ଗୋଟିଏ ଲଟେରି ଟିକେଟ କରିଥିଲେ। ଏହି ଲଟେରି ଟିକେଟ ଯୋଗୁ...

ଏହି ଦେଶରେ ରହିଛି ସୁନାର ପାହାଡ଼, ଆଣିବା ପାଇଁ ଲୋକଙ୍କ ଭିଡ଼

ମଧ୍ୟ ଆଫ୍ରିକାର କଙ୍ଗୋରେ ଏକ ନୂଆ ପାହାଡ଼ର ସନ୍ଧାନ ମିଳିଛି। ଯେଉଁଥିରେ ୬୦ରୁ ୯୦ ପ୍ରତିଶତ ଭାଗ ସୁନାରେ ଭରିରହିଛି। ଏକ ରିପୋର୍ଟ ଅନୁଯାୟୀ, ସ୍ଥାନୀୟ ଲୋକେ ଏବେ ପାହାଡ଼ ନିକଟରେ ପହଞ୍ଚି ସୁନା ବାହାର କରିବାରେ ଲାଗିଛି। ପାହାଡ଼ରୁ...

ବ୍ଲାକ ଡାଇମଣ୍ଡ ସେଓ: ସ୍ବାଦ ମହୁଠାରୁ ବି ମିଠା

ବଜାରରେ ଲାଲ, ସବୁଜ ଓ ହାଲ୍‌କା ହଳଦିଆ ରଙ୍ଗର ସେଓ ଦେଖିଥିବେ। ଏହାବାଦ୍‌ ପୃଥିବୀର ୨୦ରୁ ଅଧିକ ଦେଶରେ ଏ ପର୍ଯ୍ୟନ୍ତ ୨୦୦ରୁ ଅଧିକ କିସମର ସେଓ ଉତ୍ପାଦନ ହୋଇସାରିଲାଣି। ଏହା ମଧ୍ୟରେ ଗୋଟିଏ ହେଉଛି କଳା ତଥା ଗାଢ...

ପଥରରେ ଜୀବନ

ଇଟାଲୀୟ କଳାକାର ରୋବେର୍ଟୋ ରିଜୋଙ୍କୁ ଲାଗେ ସତେ ଯେମିତି ପଥରରେ ପ୍ରାଣ ଅଛି। ପ୍ରତି ପଥରରେ ତାଙ୍କୁ ଜୀବଜନ୍ତୁଙ୍କ ଛବି ଦେଖାଯାଏ। ସେଥିପାଇଁ ସେ ସଂଗ୍ରହ କରନ୍ତି ବିଭିନ୍ନ ଆକାରର ପଥର। ଆଉ ତାକୁ ଦିଅନ୍ତି ବିଭିନ୍ନ ଜୀବଜନ୍ତୁ, ପକ୍ଷୀ...

ଜନ୍ମ ପ୍ରମାଣପତ୍ରରେ ଗୋଟିଏ ପିଲାର ୩ ପିତା, ଖର୍ଚ୍ଚ ହୋଇଛି ୮୮ ଲକ୍ଷ

ଓ୍ବାଶିଂଟନ,୭।୩: ଆମେରିକାର ତିନିଜଣ ପୁରୁଷ ‘ପ୍ରଥମ ଥର ପାଇଁ ଗୋଟିଏ ପରିବାରର ପିତା’ ହୋଇ ଇତିହାସ ରଚିଛନ୍ତି। ଏଥିପାଇଁ ଏହି ୩ ପୁରୁଷଙ୍କୁ ଦୀର୍ଘଦିନ ପର୍ଯ୍ୟନ୍ତ ଆଇନ ସହ ଲଢ଼ାଇ କରିବାକୁ ପଡ଼ିଥିଲା। ତିନି ପୁରୁଷ ଦୁଇଜଣ ସରୋଗେଟ୍‌ ମା...

ଚୁଲି ପାଉଁଶ ଏବେ ଅନ୍‌ଲାଇନ୍‌ରେ ବିକ୍ରି

ନୂଆଦିଲ୍ଲୀ,୭।୩: କାଠ ଚୁଲିର ପାଉଁଶ ପୁଣି ଇ-କମର୍ସ ବଜାରରେ ମିଳୁଛି। ଏହା ଶୁଣିଲେ ଯେ କେହି ହୁଏତ ଆଶ୍ଚର୍ଯ୍ୟ ହୋଇ ପାରନ୍ତି। ମାତ୍ର ଏହା ସତ। ତାମିଲନାଡୁର କିଛି ଇ-କମର୍ସ କମ୍ପାନୀ ସେମାନଙ୍କ ଓ୍ବେବସାଇଟ୍‌ରେ ଚୁଲି ପାଉଁଶ ଅନ୍‌ଲାଇନ୍‌ରେ ବିକ୍ରି...

୩୦ ବର୍ଷରେ ୩ ଲକ୍ଷ ଚାରା ଲଗାଇଲେଣି ବସ୍‌ କଣ୍ଡକ୍ଟର, ଛୁଟୁଛି ପ୍ରଶଂସାର ସୁଅ

ଚେନ୍ନାଇ,୭।୩: ସୋସିଆଲ ମିଡିଆରେ ତାମିଲନାଡୁର ଜଣେ ବସ୍‌ କଣ୍ଡକ୍ଟର ଖୁବ୍‌ ଭାଇରାଲ ହେଉଛନ୍ତି। ଏହି କଣ୍ଡକ୍ଟର ଜଣକ ଗତ ୩୦ ବର୍ଷ ଧରି ନିଜେ ଟଙ୍କା ଖର୍ଚ୍ଚ କରି ୩ ଲକ୍ଷ ଚାରା ଲଗାଇଛନ୍ତି। ସୋସିଆଲ ମିଡିଆରେ ଲୋକେ ତାଙ୍କର...

ଲେଖିକା-ନାୟିକା -ନିର୍ଦ୍ଦେଶିକା ଭାସ୍ବତୀ ବସୁ

ମୁହୂର୍ତ୍ତରେ ଜିଅନ୍ତି, କବିତା ତାଙ୍କ କଥା କୁହେ। ହେଲେ ସେ କିନ୍ତୁ ଅଭିନୟ ପ୍ରେମରେ। ଜୀବନକୁ ନିଜ ଭାବରେ ମନଭରି ଜିଇବାରେ ବିଶ୍ୱାସ ରଖୁଥିବା ଏହି ଅଭିନେତ୍ରୀ ନିର୍ଦ୍ଦେଶିକା ହେଲେ ଭାସ୍ବତୀ ବସୁ। ଅନେକେ ତାଙ୍କୁ ଜଣେ ଭଲ ଅଭିନେତ୍ରୀ...

ମା’ ଆଣିଥିଲା ଦାନ୍ତ କାଠି

ମେଡିକାଲର ପାଖ ବେଡ୍‌ । କୁନି ପୁଅଟେ ଶୋଇଥାଏ । କ୍ଷୀଣ ଶରୀର, ହସହସ ମୁହଁ, ପାଖରେ କେହି ନାହଁି । ମଝିରେ ମଝିରେ ଡାକ୍ତର ଆସି ହାଲ୍‌ ପଚାରି କିଛି ଔଷଧ ଦେଇ ଫେରିଯାଉଥାନ୍ତି। ପିଲାଟିକୁ ପଚାରିଲି ବାପରେ...

ପର୍ଯ୍ୟଟନସ୍ଥଳୀ: ନଟରାଜ୍‌ ମନ୍ଦିର

ନଟରାଜ୍‌ ମନ୍ଦିର ଭଗବାନ ଶିବଙ୍କୁ ସମର୍ପିତ ଏକ ହିନ୍ଦୁ ମନ୍ଦିର ଅଟେ; ଯାହା ତାମିଲନାଡୁର ମନ୍ଦିର ନଗରୀ ଭାବେ ଖ୍ୟାତ ଚିଦଂବରମ୍‌ଠାରେ ଅବସ୍ଥିତ। ଏହି ମନ୍ଦିରର ବିଶେଷତା ହେଉଛି ଅନ୍ୟ ଶୈବପୀଠ ଭଳି ଏଠାରେ ଶିବଲିଙ୍ଗଙ୍କୁ ପୂଜା କରା ନ...

ଦରମା ଟଙ୍କାରେ ଘରଲୋକଙ୍କ ପାଇଁ ଗିଫ୍ଟ କିଣିଥିଲି: ଅନ୍ନଦା ପ୍ରଭା ରାୟ

ମୋର ଜନ୍ମ ଭୁବନେଶ୍ୱର ଉପକଣ୍ଠସ୍ଥ ତମାଣ୍ଡୋ ଅଞ୍ଚଳରେ। ତମାଣ୍ଡୋ ଉଚ୍ଚ ବିଦ୍ୟାଳୟରୁ ମାଟ୍ରିକ ପାସ୍‌ କରିବା ପରେ ବିଜେବି କଲେଜରେ ପଢିଥିଲି। ସେଠାରୁ କମ୍ପ୍ୟୁଟର ସାଇନ୍ସରେ ସ୍ନାତକ ସାରି ଏମ୍‌ସିଏ କଲି। ଏହାପରେ ହାଇଦ୍ରାବାଦସ୍ଥିତ ଏକ ସଫ୍ଟୱେର କମ୍ପାନୀରେ ସଫ୍ଟୱେର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri