ଫୁରସତ

ମହୁମାଛିଙ୍କ ରେଷ୍ଟୁରାଣ୍ଟ

ବିଭିନ୍ନ ପ୍ରକାର ରେଷ୍ଟୁରାଣ୍ଟ ବିଷୟରେ ତ ସମସ୍ତେ ଜାଣିଥିବେ, କିନ୍ତୁ ମହୁମାଛିଙ୍କ ରେଷ୍ଟୁରାଣ୍ଟ ବିଷୟରେ କେବେ ଶୁଣିଛନ୍ତି କି? ଏହା ଶୁଣିବାକୁ ଆଶ୍ଚଯର୍‌ୟ ଲାଗିଲେ ବି ସତ । ଏବେ ଖାସ୍‌ ମହୁମାଛିଙ୍କ ପାଇଁ ତିଆରି ହୋଇଛି ମାକ୍‌ ଡୋନାଲ୍ଡ...

ଲାଇଭ ରିପୋର୍ଟିଂ ସମୟରେ ମହିଳା ରିପୋର୍ଟରଙ୍କ ପଛରେ ପଡ଼ିଗଲା ବିଲେଇ, ଆଉ ତା’ ପରେ

ଲେବାନାନର ରାଜଧାନୀ ବେରୁଟ ବନ୍ଦରରେ ହୋଇଥିବା ବିସ୍ଫୋରଣର ତଦନ୍ତ ସମ୍ପର୍କରେ ସୂଚନା ଦେଉଥିବା ଜଣେ ମହିଳା ରିପୋର୍ଟରଙ୍କ ସହ ଲାଇଭ ରିପୋର୍ଟିଂ ସମୟରେ ଏହି ହୃଦୟସ୍ପର୍ଶୀ ଘଟଣା ଘଟିଛି। ରିପୋର୍ଟ କରିବା ସମୟରେ ଏକ ବିଲେଇ ରିପୋର୍ଟରଙ୍କ ନିକଟକୁ ଆସି...

ରୋଜଗାର ଟଙ୍କାରେ ମୋ ଆଡମିଶନ ହୋଇଥିଲା: ଡ. ତ୍ରିନାଥ ପଟ୍ଟନାୟକ

ନୟାଗଡ଼ ଜିଲାର ଓଡଗାଁରେ ମୋ ଜନ୍ମ। ସ୍ଥାନୀୟ ରଘୁନାଥ ବିଦ୍ୟାପୀଠରୁ ଏକାଦଶ ପାସ୍‌ କରିବା ପରେ ପୁରୀ ସଂସ୍କୃତ ବିଶ୍ବବିଦ୍ୟାଳୟରେ ପଢ଼ି ସେଠାରୁ ସଂସ୍କୃତରେ ପିଜି ସାରିଥିଲି। ସଂସ୍କୃତ ବ୍ୟତୀତ ହିନ୍ଦୀରେ ବି ମୁଁ ରାଷ୍ଟ୍ରଭାଷା ରତ୍ନ ଏବଂ ସାହିତ୍ୟ...

ଖ୍ରୀଷ୍ଟମାସ ଛୁଟିରେ ବୁଲି ଯାଆନ୍ତୁ ଏସବୁ ସ୍ଥାନ

କରୋନା ମହାମାରୀକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଦେଶର ଅଧିକାଂଶ ପର୍ଯ୍ୟଟନସ୍ଥଳୀରେ ପର୍ଯ୍ୟଟକଙ୍କ ଆଗମନକୁ ନେଇ କିଛିଟା କଟକଣା ଜାରି କରାଯାଇଥିଲା। ହେଲେ ଏବେ ପରିସ୍ଥିତିରେ କିଛିଟା ସୁଧାର ଆସିଥିବାରୁ ପର୍ଯ୍ୟଟକ ବିଭିନ୍ନ ସ୍ଥାନକୁ ବୁଲିଗଲେଣି। ଏପରି କି ଆସନ୍ତା...

ବୋହୂ ବିଦେଶିନୀ ମନ ଓଡ଼ିଆ

ଓଡ଼ିଶାର ସଂସ୍କୃତି, ପରମ୍ପରା ଅନନ୍ୟ। ଯାହାକୁ ଏବେ ଭଲ ପାଇ ବସିଛନ୍ତି କେତେଜଣ ବିଦେଶୀ ଝିଅ। ସେମାନଙ୍କ ଭିତରୁ କେତେକେ ଓଡ଼ିଆ ଯୁବକଙ୍କୁ ପ୍ରେମବିବାହ କରି ଖୁସିରେ ଘର ସଂସାର ବି କଲେଣି। ଆଉ ଓଡ଼ିଆ ଘର ବୋହୂମାନଙ୍କର ଚାଲିଚଳଣ,...

ଚାଇନାରେ ହେଉଥିଲା ସୂର୍ଯ୍ୟ ଦେବଙ୍କ ଉପାସନା

ବେଜିଂ,୨୦।୧୨: ପୁରାତନ ଚାଇନାରେ ସୂର୍ଯ୍ୟ ଦେବଙ୍କ ଉପାସନା କରାଯାଉଥିଲା। ଉତ୍ତର-ପଶ୍ଚିମ ଚାଇନାର ଝିଜିୟାଙ୍ଗ୍‌ ଉଇଗର ଅଞ୍ଚଳରୁ ଏକ ସ୍ମୃତିସୌଧରୁ ଏସମ୍ପର୍କରେ ତଥ୍ୟ ମିଳିଥିବା ପ୍ରତ୍ନତତ୍ତ୍ୱବିତ୍‌ ମାନେ ସୂଚନା ଦେଇଛନ୍ତି। ଏହି ସ୍ମୃତିସୌଧ ପ୍ରାୟ ୩୫୦୦ ବର୍ଷ ପୁରାତନ ବୋଲି କୁହାଯାଉଛି।...

କୁହୁଡ଼ିରୁ ପାଣି ‘ଫଗ୍‌ କ୍ୟାଚିଂ’, ମେଣ୍ଟୁଛି ଶୋଷ

ନୂଆଦିଲ୍ଲୀ: ଉତ୍ତର ଭାରତରେ ହାଡ଼ଭଙ୍ଗା ଶୀତ ପ୍ରକୋପ ସାଙ୍ଗକୁ ଆରମ୍ଭ ହୋଇଛି ଘନ କୁହୁଡ଼ି। ଶୀତଦିନେ ଦୁର୍ଘଟଣା ବୃଦ୍ଧି ପଛର ଅନ୍ୟତମ କାରଣ ‘ଫଗ୍‌’। ତେଣୁ କୁହୁଡ଼ି ଆଶଙ୍କାରେ ପାଣିପାଗ ବିଭାଗ ପକ୍ଷରୁ ଏବେ ଆଗୁଆ ସତର୍କ ସୂଚନା ଜାରି...

ଗୋଡରେ ଚେନ୍‌ ବାନ୍ଧି ୨୫ ମିନିଟ୍‌ରେ ପହଁରିଲେ ୧ କି.ମି.

ବେଙ୍ଗାଲୁରୁ: ଗୋଡ଼ ଚେନ୍‌ରେ ବନ୍ଧାହୋଇଥିବା ଅବସ୍ଥାରେ ପଦ୍ମାସନରେ ସମୁଦ୍ର ମଧ୍ୟରେ ପହଁରି ରେକର୍ଡର ଆଶା ରଖିଛନ୍ତି କର୍ନାଟକର ଜଣେ ଶିକ୍ଷକ। ଉଡୁପି ଜିଲା କୁଣ୍ଡପୁର ଜାତୀୟସ୍ତରୀୟ କାଲ୍‌ମଞ୍ଜା ସରକାରୀ ସ୍କୁଲରେ ଶିକ୍ଷକତା କରୁଥିବା ନାଗରାଜ୍‌ ଖାର୍‌ଭି ଶୁକ୍ରବାର ଏଭଳି ଏକ...

ହୋଟେଲରେ ଖାଇବା ବିଲ୍‌ ୧୫ହଜାର, କିନ୍ତୁ ଓ୍ବେଟରଙ୍କୁ ଟିପ୍ସ‌ ଦେଲେ ୩ ଲକ୍ଷ

ସାଧାରଣତଃ ଆମେ ଖାଇବାକୁ ବାହାର କୌଣସି ହୋଟେଲକୁ ଗଲେ ଭଲ ସେବା ପାଇଁ ଓ୍ବେଟରଙ୍କୁ ଟିପ୍‌ ଦେଇଥାଉ। ହେଲେ ଆମେରିକାରେ କିଛି ସାଙ୍ଗ ହୋଟେଲକୁ ଖାଇବାକୁ ଯାଇ ବିଲ୍‌ଠାରୁ ଅଧିକ ଟିପ୍ସ ଦେଇ ଏବେ ଚର୍ଚ୍ଚାରେ। ଘଟଣାଟି ପେନସିଲଭାନିଆର। ବନ୍ଧୁମାନେ...

ଖ୍ରୀଷ୍ଟ ମାସ ପୂର୍ବରୁ ସାଣ୍ଟା କ୍ଲଜ୍‌ ବେଶରେ ପୋଲିସ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ପେରୁର ଦୁଇ ପୋଲିସ ଅଫିସର ଖ୍ରୀଷ୍ଟ ମାସ ପୂର୍ବରୁ ସାଣ୍ଟା କ୍ଲଜ୍‌ ପୋଷାକରେ ନଜର ଆସିଛନ୍ତି। ଜଣେ ଡ୍ରଗ୍ସ ଡିଲରଙ୍କୁ ଧରିବା ପାଇଁ ଦୁଇ ଅଧିକାରୀ ଏଭଳି ପୋଷାକରେ ତାଙ୍କ ଘରେ ପହଞ୍ଚି ଥିଲେ। ପରେ ତାଙ୍କୁ ଗିରଫ କରିଥିଲେ।...

ଏମିତି ଶପିଂ ମଲ୍‌, ଯେଉଁଠି କେବଳ ବିକ୍ରି ହୋଇଥାଏ ପୁରୁଣା ସାମଗ୍ରୀ

ସାଧାରଣତଃ ଯେକୌଣସି ଶପିଂ ମଲରେ ନୂଆ ପୋଷାକଠାରୁ ଆରମ୍ଭ କରି ଘରକରଣା ସାମଗ୍ରୀ ଆଦି ବିକ୍ରି ହେଉଥିବା ଦେଖିଥିବେ। ମାତ୍ର ଏମିତି ଏକ ମଲ୍‌ ଅଛି ଯେଉଁଠି କେବଳ ପୁରୁଣା ସାମଗ୍ରୀ ବିକ୍ରି ହୋଇଥାଏ। ତେବେ ଏପରି ଏକ ଶପିଂ...

ଛୋଟ କିନ୍ତୁ ବିଷାକ୍ତ

ବିଶ୍ୱରେ ଅନେକ ବିଷାକ୍ତ ପ୍ରାଣୀ ଅଛନ୍ତି । କିନ୍ତୁ ନିକଟ ଅତୀତରେ ବିଶ୍ୱର କ୍ଷୁଦ୍ରତମ ବିଷାକ୍ତ ବେଙ୍ଗ ଚିହ୍ନଟ କରାଯାଇଛି । ଯାହାର ଶରୀର ଏକ ସେଣ୍ଟିମିଟରରୁ ବି କମ୍‌ । ଯାହାକୁ ପେନ୍‌ସିଲ୍‌ର ମୁନ ଅଗରେ ଧରି ହେବ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri