ଫୁରସତ

ବିବାହ ଭୋଜିରେ ଖାଦ୍ୟ ପରିବେଷଣକାରୀଙ୍କୁ ଦେଖି ଆଶ୍ଚର୍ଯ୍ୟ ହେଲେ ଲୋକେ

ଦେଶରେ ବର୍ତ୍ତମାନ କରୋନା ମହାମାରୀ କାୟା ବିସ୍ତାର କରିଥିବା ବେଳେ ଆନ୍ଧ୍ରପ୍ରଦେଶରେ ଏକ ବିବାହ ଭୋଜିରେ ଏପରି ଏକ ଘଟଣା ଦେଖିବାକୁ ମିଳିଥିଲା ଯାହା ଦେଖି ଲୋକେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ଆନ୍ଧ୍ରପ୍ରଦେଶରେ ଏକ ଅନନ୍ୟ ବିବାହର ଭିଡିଓ ସୋସିଆଲ ମିଡିଆରେ...

ଲକ୍‌ଡାଉନ୍‌ରେ ପରିବା ବିକ୍ରି କଲେ ବୃଦ୍ଧା: ଜିଲାପାଳ ନେଲେ ଏଭଳି ପଦକ୍ଷେପ, ଜାଣିଲେ କରିବେ ପ୍ରଶଂସା

କରୋନା ଯୋଗୁ ଅଧିକାଂଶ ସ୍ଥାନରେ ଜାରି ରହିଛି ଲକ୍‌ଡାଉନ୍‌। ଏହି ସମୟରେ କରୋନା ଯୋଦ୍ଧା ନିଜର କର୍ତ୍ତବ୍ୟ କରିବା ସାଙ୍ଗକୁ ମାନବିକତା ଦେଖାଉଥିବାର ଅନେକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଛତିଶଗଡ଼ ଦୁର୍ଗ ସହରର ଏମିତି ଏକ ଭିଡିଓ...

ଘଞ୍ଚଜଙ୍ଗଲ ପାର କରି ଲୋକଙ୍କୁ ମାଗଣାରେ ଔଷଧ ପହଞ୍ଚାଉଛନ୍ତି ଏହି ମହିଳା

ରାୟପୁର,୨୭।୭: ମହାମାରୀ କରୋନା କାଳରେ ଯେଉଁଠାରେ ଲୋକମାନେ ନିଜ ସମ୍ପର୍କୀୟଙ୍କଠାରୁ ଦୂରେଇ ରହୁଛନ୍ତି। ସେଠାରେ କରୋନା ସହ ଲଢ଼ିବା ପାଇଁ ସବୁଠାରୁ ଆଗରେ ଛିଡ଼ା ହୋଇଥିବା ଡାକ୍ତର, ନର୍ସ ଓ ସ୍ବାସ୍ଥ୍ୟ କର୍ମଚାରୀମାନେ ନିଃସ୍ବାର୍ଥପର ଭାବେ ସେବା ପ୍ରଦାନ କରୁଛନ୍ତି।...

ବିନା ମାସ୍କରେ ବିମାନରେ ଯାତ୍ରା କରୁଥିଲେ ମହିଳା, ଆଉ ତା’ପରେ

କରୋନା ସଂକ୍ରମଣଠାରୁ ଦୂରେଇ ରହିବା ପାଇଁ ସମଗ୍ର ବିଶ୍ୱରେ ଲକ୍‌ଡାଉନ୍‌ ଜାରି କରାଯାଇଛି। ଏଥିସହ ସାମାଜିକ ଦୂରତ୍ୱ ଏବଂ ମାସ୍କ ବ୍ୟବହାରକୁ ଗୁରୁତ୍ୱ ଦିଆଯାଉଛି। ମାତ୍ର ମାସ୍କ ନ ପିନ୍ଧି ବିମାନରେ ଯାତ୍ରା କରିବା ଜଣେ ମହିଳାଙ୍କୁ ଭାରି ପଡ଼ିଛି।...

୪୪୬ ବର୍ଷ ପୁରାତନ ଅଯୋଧ୍ୟା କାଣ୍ଡ ଏବେ ବି ସୁରକ୍ଷିତ

ଲକ୍ଷ୍ନୌ, ୨୭।୭: ସୋମବାର ସନ୍ଥ ତୁଳସୀଦାସଙ୍କ ଜୟନ୍ତୀ ପାଳନ କରାଯାଉଛି। ସେ ୧୫୫୪ ଜୁଲାଇ ୨୭ରେ ଉତ୍ତରପ୍ରଦେଶ ଚିତ୍ରକୂଟ ଜିଲାର ରାଜପୁର ଗାଁରେ ଜନ୍ମଗ୍ରହଣ କରିଥିଲେ। ୪୪୬ ବର୍ଷ ତଳେ ତାଙ୍କ ଦ୍ୱାରା ରଚିତ ଅଯୋଧ୍ୟାକାଣ୍ଡ ଏବେ ବି ସୁରକ୍ଷିତ...

ସାମାଜିକ ଦୂରତ୍ୱ ରକ୍ଷା କରିବାକୁ ଯାଇ ଗଛ ଉପରେ ବସିଲେ ବ୍ୟକ୍ତି: ଭିଡ଼ିଓ ଭାଇରାଲ

କରୋନା ମହାମାରୀରୁ ରକ୍ଷା ପାଇବା ପାଇଁ ସରକାରଙ୍କ ପକ୍ଷରୁ କିଛି ଗାଇଡଲାଇନ୍ସ ଜାରି କରାଯାଇଛି। ଯେପର୍ଯ୍ୟନ୍ତ ଭ୍ୟାକସିନ୍‌ ନ ଆସିଛି ସେପର୍ଯ୍ୟନ୍ତ ବାହାରକୁ ବାହାରିଲେ ମୁହଁରେ ମାସ୍କ ପିନ୍ଧିବା, ସାନିଟାଇଜର ବ୍ୟବହାର କରିବା ଓ ସାମାଜିକ ଦୂରତ୍ୱ ରକ୍ଷା କରିବାକୁ...

ଏହି ଦେଶରେ ଚିହ୍ନଟ ହେଲେ ପ୍ରଥମ କରୋନା ପଜିଟିଭ: ମାସ୍କ ନ ପିନ୍ଧିଲେ ମିଳୁଛି ଏପରି ଦଣ୍ଡ…

ସିଓଲ, ୨୭।୭: ସମଗ୍ର ଦେଶରେ ମହାମାରୀ କରୋନା ସଂକ୍ରମଣ ବଢ଼ିଚାଲିଛି। ଆମେରିକା ଭଳି ଏକ ଶକ୍ତିଶାଳୀ ଦେଶଠାରୁ ଆରମ୍ଭ କରି ଆଫ୍ରିକା ପର୍ଯ୍ୟନ୍ତ ଏହା ବିପଦ ସୃଷ୍ଟି କରିସାରିଛି। ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ଏଥିରେ ଆକ୍ରାନ୍ତ ହେଉଥିବା ବେଳେ...

ରାଜ୍ୟର ୬୧ ପ୍ରତିଶତ ଅଞ୍ଚଳରେ ନାହାଁନ୍ତି ପୋଲିସ: ରାଜସ୍ବ ବିଭାଗ କର୍ମଚାରୀଙ୍କ ହାତରେ ସୁରକ୍ଷା ଦାୟିତ୍ୱ

ଡେରାଡୁନ୍‌, ୨୭।୭: ସୁରକ୍ଷା ଦାୟିତ୍ୱ ଏବଂ ଆଇନ ଶୃଙ୍ଖଳା ପରିସ୍ଥିତି କାର୍ଯ୍ୟ ପୋଲିସ ବିଭାଗ ଉପରେ ନ୍ୟସ୍ତ ରହିଥାଏ। ତେବେ ଭାରତରେ ଏଭଳି ଏକ ରାଜ୍ୟ ରହିଛି ଯାହାର ୬୧ ପ୍ରତିଶତ ଦୁର୍ଗମ ଅଞ୍ଚଳରେ ପୋଲିସ ନାହାଁନ୍ତି। ସେମାନଙ୍କ ସ୍ଥାନରେ...

ଶଗଡ ଚଢିଲେ ଶିକ୍ଷକ, ଜାଣନ୍ତୁ କାହିଁକି

ମଧ୍ୟ ପ୍ରଦେଶର ଜଣେ ଶିକ୍ଷକ ଶଗଡ ଚଢି ଚର୍ଚ୍ଚାକୁ ଆସିଛନ୍ତି। ରାୟସେନ ଜିଲାର ସାଲେଗଡ ଗ୍ରାମର ପ୍ରାଥମିକ ସ୍କୁଲରେ ଶିକ୍ଷକ ଥିବା ନୀରଜ ସକ୍ସେନା ଶଗଡରେ ବହି ବୋହି ସ୍କୁଲକୁ ନେଉଥିବାର ଦୃଶ୍ୟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଇଣ୍ଟଖେଡି...

ଡ୍ୟୁଟି ସରିବା ପରେ ଏମିତି କାମ କରି ଚର୍ଚ୍ଚାରେ ପୋଲିସ କର୍ମଚାରୀ

ପୋଲିସ ଡ୍ୟୁଟି ସହଜ ନୁହେଁ। ଅନ୍ୟର ଜୀବନ ସୁରକ୍ଷିତ କରିବା ପାଇଁ ନିଜ ଜୀବନକୁ ବାଜି ଲଗାଇ ଦେଇଥାନ୍ତି ପୋଲିସ କର୍ମଚାରୀ। କରୋନା ଯୋଗୁ ମଧ୍ୟ ସେମାନଙ୍କ କାର୍ଯ୍ୟ ଆହୁରି ବଢିଯାଇଛି। ଘରଠାରୁ ଦୂରରେ ରହି ପୋଲିସ କର୍ମଚାରୀ ଅନ୍ୟର...

୧୬୫ କୋଟି ଟଙ୍କା ଲଟେରୀ ଜିତିବା ପରେ ଏହି ନିଷ୍ପତ୍ତି ନେଇ ଆଶ୍ଚର୍ଯ୍ୟ କଲେ ବ୍ୟକ୍ତି

ଜୀବନରେ ଟଙ୍କା ନା ବନ୍ଧୁତ୍ୱ ବଡ। ଦୁଇ ବୃଦ୍ଧ ସାଙ୍ଗକୁ ଦେଖିଲେ ଆପଣ ଟଙ୍କ କଥା କିଛି ସମୟ ପାଇଁ ଭୁଲି ଯିବେ। ବନ୍ଧୁତାର ଏକ ମିଶାଲ ପ୍ରସ୍ତୁତ କରିଛନ୍ତି ଏହି ଦୁଇ ବୃଦ୍ଧ। ଆମେରିକାର ଓ୍ବିସ୍କୋସିନ୍ସରେ ରହୁଥିବା ଦୁଇ...

ଏମିତି ଗାଁ ଯେଉଁଠି ଶୋଇବା, ରୋଷେଇ ଘରେ ରୁହନ୍ତି ସାପ

ମଧ୍ୟପ୍ରଦେଶର ଏକ ଗାଁରେ ଏତେ ସଂଖ୍ୟକ ସାପ ଅଛି ଯେ ସେମାନଙ୍କୁ ଗୋଟିଏ ଗୋଟିଏ କରି ଧରାଯାଉଛି। ଏହି ଗାଁ ଖଣ୍ଡବା ସହରର ନିକଟବର୍ତ୍ତୀ। ବହୁ ସଂଖ୍ୟକ ସାପ ଯୋଗୁ ଏହି ଗାଁକୁ ନାଗଚୁନ କୁହାଯାଉଥିଲା। ନାଗଚୁନ ଗାଁର ସବୁଠାରୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri