ଫୁରସତ

ଜାଣନ୍ତୁ ଏହି ସ୍ଥାନରେ କାହିଁକି ଦୋହଲିଥାଏ ପୃଥିବୀ

ବିଶ୍ୱରେ ଏମିତି କିଛି ସ୍ଥାନ ରହିଛି, ଯାହା ସମ୍ପର୍କରେ ଜାଣିଲେ ଅବିଶ୍ୱସନୀୟ ଲାଗିବ। ମାତ୍ର ଏପରି ଏକ ଚମତ୍କାରୀ ସ୍ଥାନ ରହିଛି ଛତିଶଗଡ଼ରେ। ଏଠାରେ ଛତିଶଗଡ଼ର ଏକ ସୂଚନା ବୋର୍ଡ ମଧ୍ୟ ଲଗାଯାଇଛି। ଯେଉଁଥିରେ ଲେଖା ହୋଇଛି, ଏଠାରେ ଧରିତ୍ରୀ...

୩ ଫୁଟ ବରକୁ ୩ ଫୁଟ କନ୍ୟା

ଲକ୍ଷ୍ନୌ: କୁହାଯାଏ, ବିବାହ ସ୍ବର୍ଗରେ ସ୍ଥିର ହୋଇଥାଏ। ଯିଏ ଯାହା ପାଇଁ ତାକୁ ଭଗବାନ ସ୍ଥିର କରିଥାନ୍ତି। ଉତ୍ତରପ୍ରଦେଶର ମିରଟରେ ହୋଇଥିବା ଏକ ବିବାହ ଏବେ ଚର୍ଚ୍ଚାରେ ରହିଛି। କରୋନା ଭାଇରସ୍‌ ସଂକ୍ରମଣ ଯୋଗୁ ଲାକେ ଚିନ୍ତାରେ ପଡ଼ିଥିବା ବେଳେ...

ଫାଦର୍ସ ଡେ’: କୋଟିପତି ବାପାଙ୍କ ସଫଳ ଝିଅ

ବାପା ଏବଂ ଝିଅର ସମ୍ପର୍କ ସବୁଠାରୁ ଭିନ୍ନ। ସବୁ ଝିଅଙ୍କ ପାଇଁ ସେମାନଙ୍କ ବାପା ହେଉଛନ୍ତି ପ୍ରଥମ ହିରୋ। ଜୁନ୍‌ ମାସର ତୃତୀୟ ରବିବାରକୁ ଫାଦର୍ସ ଡେ’ ଭାବେ ପାଳନ କରାଯାଏ। ଏଥର ଜୁନ୍‌ ୨୧ରେ ତାରିଖରେ ଫାଦର୍ଶ ଡେ’...

‘ନାଲି ସୁନା’, ଏହାର ଦାମ୍‌ ଜାଣି ହେବେ ଆଶ୍ଚର୍ଯ୍ୟ

ସୁନା ମୂଲ୍ୟବାନ ଧାତୁ ବୋଲି ସମସ୍ତେ ଜାଣନ୍ତି। ଏହାର ରଙ୍ଗ ହଳଦିଆ। ମାତ୍ର ଏକ ମସଲା ଅଛି, ଯାହାକୁ ‘ନାଲି ସୁନା’ କୁହାଯାଏ। ଏହାକୁ ବିଶ୍ୱର ମହଙ୍ଗା ମସଲା ଭାବେ ଗଣନା କରାଯାଏ। ଏହି ମସଲାର ଗଛକୁ ମଧ୍ୟ ବିଶ୍ୱର...

ଇଣ୍ଟରନେଟ୍‌ର ଚମତ୍କାରିତା: ନିଖୋଜ ହେବାର ୪୦ ବର୍ଷ ପରେ ଘରକୁ ଫେରିଲେ ୯୪ ବର୍ଷୀୟା ବୃଦ୍ଧା

ଭୋପାଳ, ୨୦।୬- ଇଣ୍ଟରନେଟ୍‌ ସହିତ ଆଜିର ଯୁବ ପିଢ଼ି ପୁରା ଜଡ଼ିତ ହୋଇସାରିଛି। ଇଣ୍ଟରନେଟ୍‌ ଦ୍ୱାରା ଆମର କେତେବେଳେ ଉପକାର ହେଉଛିତ ପୁଣି ଅପକାର। କିନ୍ତୁ ବେଳେବେଳେ ଏହି ଇଣ୍ଟନେଟ୍‌ ଆମକୁ ଏଭଳି ସହାୟତା କରିଥାଏ, ଯାହାର ବିଶ୍ୱାସ ମଧ୍ୟ...

ସୂର୍ଯ୍ୟୋପରାଗ ସମୟରେ ଗର୍ଭବତୀ ମହିଳାଙ୍କୁ ଦେବାକୁ ପଡ଼ିବ ବିଶେଷ ଧ୍ୟାନ: ଜାଣନ୍ତୁ କେଉଁଟି କରିବେ କେଉଁଟି ନାହିଁ

ଚଳିତ ବର୍ଷ ପ୍ରଥମ ସୂର୍ଯ୍ୟେପରାଗ ରବିବାରରେ ଅର୍ଥାତ ଜୁନ୍‌ ୨୧ରେ ପଡ଼ୁଛି। ଏହା ସକାଳ ୧୦.୧୪ ରୁ ଆରମ୍ଭ ହୋଇ ଅପରାହ୍ନ ୧.୩୮ରେ ଶେଷ ହେବ। ଏହି ସୂର୍ଯ୍ୟେପରାଗ ଭାରତରେ ମଧ୍ୟ ଦୃଶ୍ୟମାନ ହେବ। ଧାର୍ମିକ ବିଶ୍ୱାସ ଅନୁଯାୟୀ, ସୂର୍ଯ୍ୟେପରାଗ...

ଏହି ୫ କଥା ପ୍ରତି ଗୁରୁତ୍ୱ ଦେଲେ ମିଳିବ ସାଥୀଙ୍କ ଭରପୂର ପ୍ରେମ, ଜୀବନ ହୋଇଉଠିବ ମଧୁମୟ

ସାମାନ୍ୟ କଥାକୁ ନେଇ ମଧ୍ୟ ବେଳେ ବେଳେ ଦାମ୍ପତ୍ୟ ଜୀବନରେ ଝଡ଼ ଆସିଥାଏ। ପରିଶେଷରେ ଏହି ଝଡ଼ ଉଗ୍ର ରୂପ ଧାରଣ କରିଥାଏ। ଏପରିକି ବିଚ୍ଛେଦ ପର୍ଯ୍ୟନ୍ତ ମଧ୍ୟ କଥା ଯାଇଥାଏ। ମାତ୍ର ସମ୍ପର୍କକୁ ସୁଦୃଢ଼ କରିବା କୌଣସି ଯାଦୁଗରି...

୨୯ ମହଲାରୁ ଖସି ଜୀବିତ ଚାଇନାର ୩ ବର୍ଷର ଶିଶୁ

କଥାରେ ଅଛି ରଖେ ହରି, ମାରେ କିଏ। ଏହାକୁ ସତ ବୋଲି ପ୍ରମାଣିତ କରି ଦେଖାଇଛନ୍ତି ଚାଇନାର ଜଣେ ୩ ବର୍ଷର ଶିଶୁ। ଶିଶୁଟି ୨୯ ମହାଳା ବିଶିଷ୍ଟ ଏକ ଆପାର୍ଟମେଣ୍ଟରୁ ତଳକୁ ଖସିପଡ଼ିଥିବା ବେଳେ ଏବେ ସେ ଜୀବିତ...

ମୋଦି-ରାହୁଲଙ୍କ ଉପରେ କ’ଣ ରହିବ ସୂର୍ଯ୍ୟ ପରାଗର ପ୍ରଭାବ

ନୂଆଦିଲ୍ଲୀ: ଜୁନ୍‌ ୨୧ରେ ପଡୁଥିବା ସୂର୍ଯ୍ୟ ପରାଗକୁ ନେଇ ଜ୍ୟୋତିର୍ବିଦମାନେ ନାନା ଗଣନା କରିଛନ୍ତି। ଏହି ସୂର୍ଯ୍ୟ ପରାଗର ପ୍ରଭାବ କିଛି ରାଶି ଉପରେ ଭଲ ଫଳ ଦେଉଥିବା ବେଳେ ଆଉ କିଛି ରାଶି ପାଇଁ ଭଲ ଫଳ ଦେବନାହିଁ...

କରୋନା ଯୋଗୁ ଛଟେଇ: ମାସକୁ ୬ ଲକ୍ଷ ଟଙ୍କା ଆୟ କରୁଥିବା ପାଇଲଟ ଏବେ ଡେଲିଭରି ବୟ

କରୋନା ସଂକ୍ରମଣ ଭୟାବହତାକୁ ଦୃଷ୍ଟିରେ ରଖି ଅଧିକାଂଶ ଦେଶରେ ଲକ୍‌ଡାଉନ୍‌ ଜାରି ରହିଛି। ଏହି କାରଣରୁ ଅଧିକାଂଶ ବ୍ୟବସାୟ ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଛି। ବେରୋଜଗାରୀଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ତେଣୁ ଚାକିରି ହରାଉଥିବା ଅଧିକାଂଶ ଲୋକେ ପେଟ ପୋଷିବା...

ସୂର୍ଯ୍ୟୋପରାଗ ସମୟରେ କ’ଣ କରିବେ, ନକରିବେ; ଜାଣନ୍ତୁ…

ଚଳିତ ବର୍ଷର ପ୍ରଥମ ସୂର୍ଯ୍ୟୋପରାଗ ଜୁନ ୨୧ରେ ପଡ଼ୁଛି। ଏହା ଓଡ଼ିଶା ତଥା ଭାରତର ସର୍ବତ୍ର ଦୃଶ୍ୟ ହେଉଥିବାରୁ ପାଳନୀୟ। ସାମନ୍ତ ଚନ୍ଦ୍ରଶେଖର ପଞ୍ଜିକା ଅନୁସାରେ ପୁରୀକୁ ଭାରତୀୟ ସମୟ ଅନୁସାରେ ଗ୍ରହଣ ସ୍ପର୍ଶ: ଦିବା ଘ୧୦।୩୮।୧୦, ଗ୍ରହଣ ମଧ୍ୟ:...

ମାଲିକ ନୁହେଁ, ବିଶ୍ୱାସରେ ଚାଲେ ଦୋକାନ

ଗୁଆହାଟୀ(ଆସାମ): ଉତ୍ତର-ପୂର୍ବ ଭାରତର ମିଜୋରାମ ଏବଂ ମଣିପୁର ଜାତୀୟ ରାଜପଥ କଡ଼ରେ ଦେଖିବାକୁ ମିଳିଥାଏ ଅନେକ ପାରମ୍ପରିକ ଅସ୍ଥାୟୀ ପରିବା ଦୋକାନ। ଅନେକ ଚାଷୀ ଟଙ୍କା ଅଭାବରୁ ଗାଡ଼ି ଭଡ଼ା ଦେଇ ନିଜ ଉତ୍ପାଦିତ ପରିବା ବଜାରକୁ ପଠାଇବାରେ ଅକ୍ଷମ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri