ଫୁରସତ

ହୋଟେଲରେ ସୋସିଆଲ ଡିଷ୍ଟାନସିଂର ଭିନ୍ନ ଚିତ୍ର

ଓ୍ବାଶିଂଟନ,୧୫।୫: କରୋନା ଭାଇରସ ସଂକ୍ରମଣକୁ ନେଇ ବିଶ୍ୱର ଅଧିକାଂଶ ଦେଶରେ ଏବେ ଲକ୍‌ଡାଉନ ଜାରି ରହିଛି। ଆମେରିକାରେ ସ୍ଥିତି ଅସମ୍ଭାଳ ହୋଇପଡିଥିବା ବେଳେ ଏବେ ଏହି ଶକ୍ତିଶାଳୀ ଦେଶର ଅର୍ଥବ୍ୟବସ୍ଥା ମଧ୍ୟ ଦୋହଲି ଯାଇଛି। ଏପରି ସ୍ଥଳେ ଏବେ ପୁଣିଥରେ...

କାହିଁକି ଚାଇନା ଯୁବତୀଙ୍କୁ ପସନ୍ଦ କରନ୍ତି ଭାରତୀୟ ଯୁବକ

ନୂଆଦିଲ୍ଲୀ,୧୫।୫: ପ୍ରେମ ମାନେନା ବାଧା ବନ୍ଧନ। ତେବେ ଅଧିକାଂଶ ସମୟରେ ଦେଖାଯାଇଥାଏ କେତେଜଣ ଭାରତୀୟ ଯୁବକ ଚାଇନା ଯୁବତୀଙ୍କୁ ବିବାହ କରିବାକୁ ଇଚ୍ଛା ପ୍ରକାଶ କରିଥାଆନ୍ତି। ଏହା ପଛରେ କାରଣ ମଧ୍ୟ ରହିଛି। ଭାରତର ଛାତ୍ରୀଛାତ୍ରମାନେ ପଡୋଶୀ ଦେଶ ଚାଇନାକୁ...

ଅନ୍ତର୍ଜାତୀୟ ପରିବାର ଦିବସ: ବିଶ୍ୱକୁ ନିଜ ପରିବାର ଭାବିବା ଜରୁରୀ

ଜାତିସଂଘ: ପ୍ରତିବର୍ଷ ମେ ମାସ ୧୫ ତାରିଖରେ ଅନ୍ତର୍ଜାତୀୟ ପରିବାର ଦିବସ ପାଳନ କରାଯାଇଥାଏ। ୧୯୯୩ ମସିହାରେ ଜାତିସଂଘ ସାଧାରଣ ପରିଷଦ ଦ୍ୱାରା ଏହି ଦିବସ ପାଳନ କରିବା ଲାଗି ଘୋଷଣା କରାଯାଇଥିଲା। ‘ବସୁଧୈବ କୁଟୁମ୍ବକମ୍‌’କୁ ମାନି ଏକ ପରିବାର...

କିମିଆ କଲା ମୟୂର

ନୂଆଦିଲ୍ଲୀ: ଲକ୍‌ଡାଉନ୍‌ ସମୟରେ ଏବେ ପ୍ରକୃତିର ବିଭିନ୍ନ ରୂପକୁ ଦେଖିବାକୁ ପାଉଛନ୍ତି ଲୋକେ। ରାସ୍ତାଘାଟରେ ଲୋକମାନଙ୍କ କୋଳାହଳ କମ୍‌ଥିବାରୁ ଜୀବଜନ୍ତୁମାନେ ବେଶ୍‌ ସ୍ବଚ୍ଛନ୍ଦରେ ବୁଲାବୁଲି କରିପାରୁଛନ୍ତି। ଏମିତି ଏକ ଦୃଶ୍ୟ ଏବେ ଲୋକଙ୍କୁ ଆଚମ୍ବିତ କରିଛି। ଦିଲ୍ଲୀର ଜଣେ ବ୍ୟକ୍ତିଙ୍କ...

ପିପିଇ କିଟ୍‌ ସିଲେଇ କରୁଛନ୍ତି ୯ ବର୍ଷର ଝିଅ

ସେରେମ୍ବାନ୍‌: କରୋନା ଯୁଦ୍ଧରେ କୋଭିଡ୍‌ ଯୋଦ୍ଧାଙ୍କୁ ଲୋକେ ସମ୍ମାନ ଜଣାଇବାକୁ ସବୁଆଡ଼େ କୁହାଯାଉଛି। ତେବେ ଏହି କୋଭିଡ୍‌ ଯୋଦ୍ଧାଙ୍କ ମଧ୍ୟରେ ଜଣେ ୯ ବର୍ଷର ଝିଅ ଏବେ ସୋସିଆଲ୍‌ ମିଡିଆରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ଝିଅଟିର ନାଁ ହେଉଛି...

ଧାନ ରୋଇଲେ ଏସ୍‌ପି

ଚିତ୍ତୋର(ଆନ୍ଧ୍ରପ୍ରଦେଶ): କରୋନା ସମୟରେ ଅନେକ ଘଟଣା ସାମ୍ନାକୁ ଆସୁଛି, ଯାହା ଅନେକଙ୍କୁ ପ୍ରେରିତ କରୁଛି। ଏହି ସଙ୍କଟ ସମୟରେ ରାଜନେତାଙ୍କଠାରୁ ଅଧିକ ପ୍ରଶାସନିକ ଓ ପୋଲିସ ଅଧିକାରୀମାନେ ଆଗଧାଡ଼ିର ଯୋଦ୍ଧାଭାବେ ସାଧାରଣ ଲୋକଙ୍କ ସହ ଯୋଡ଼ିହୋଇ ରିୟଲ ହିରୋର ପରିଚୟ...

କରୋନାକୁ ଜିତିଲେ ୯୪ ବର୍ଷିୀୟ ମହିଳା

ନୂଆଦିଲ୍ଲୀ, ୧୪ା୫: ମହାରାଷ୍ଟ୍ରର ସାଙ୍ଗ୍‌ଲି ଜିଲାରେ ଜଣେ ୯୪ ବର୍ଷୀୟ ବୃଦ୍ଧା କରୋନାକୁ ପରାସ୍ତ କରିଛନ୍ତି। ସାଙ୍ଗ୍‌ଲିର ମିରାଜ୍‌ ସରକାରୀ ହସ୍ପିଟାଲରେ ସେ ଭୂତାଣୁ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ। ଦୁଇ ସପ୍ତାହ ହେବ ସେ ଆଇସୋଲେଶନ ଓ୍ବାର୍ଡରେ ରହିଆସୁଥିଲେ।...

୪ ଦଶନ୍ଧି ପରେ କମିଛି ଅଙ୍ଗାରକାମ୍ଳ ନିର୍ଗମନ

ନୂଆଦିଲ୍ଲୀ,୧୪ା୫: ଭାରତରେ ଗତ ମାର୍ଚ୍ଚ ୨୫ରୁ ବିଭିନ୍ନ ପର୍ଯ୍ୟାୟରେ ଲକ୍‌ଡାଉନ୍‌ ଜାରି ରହିଛି। ଫଳରେ କଳକାରଖାନା ବନ୍ଦ ହୋଇଯାଇଥିବାବେଳେ ପ୍ରାୟତଃ ଗାଡ଼ିମୋଟର ଚଳାଚଳ କରୁନାହିଁ। ଅର୍ଥନୀତି ଉପରେ ଏହାର ପ୍ରଭାବ ଗୁରୁତର ଭାବେ ପଡ଼ିଛି। କିନ୍ତୁ ଅନ୍ୟ ପ୍ରକାର ଫାଇଦା...

ପୋଲିସକୁ ୫୦ହଜାର ଟଙ୍କା ଦାନ କଲେ ୩ବର୍ଷର ବାଳକ

ମୁମ୍ବାଇ,୧୩।୫: ସାରା ଦେଶରେ କରୋନା ଭାଇରସ୍‌ ପ୍ରକୋପ ଜାରି ରହିଛି। କରୋନା ମୁକାବିଲା ପାଇଁ ସରକାରଙ୍କୁ ସବୁ ବର୍ଗର ଲୋକେ ସହାୟତାର ହାତ ବଢ଼ାଉଛନ୍ତି। ଇତିମଧ୍ୟରେ ଜଣେ ୩ ବର୍ଷର ବାଳକ ନିଜେ ଆୟ କରିଥିବା ୫୦ହଜାର ଟଙ୍କାକୁ ମୁମ୍ବାଇ...

ଚାଷ ପାଇଁ ଛାଡ଼ିଲେ ଚାକିରି

ପିଲାଟି ଦିନରୁ ତାଙ୍କର ଚାଷ ପ୍ରତି ଥିଲା ଅହେତୁକ ଆଗ୍ରହ। ହେଲେ ଇଞ୍ଜିନିୟରିଂ ପାଠ ପଢ଼ି ସେ ଟେଲିକମ୍‌ ବିଭାଗରେ ପାଇଲେ ଚାକିରି। କିନ୍ତୁ କେଜାଣି କାହିଁକି ପୁଣି ଚାଷକୁ ନେଇ ତାଙ୍କର ସ୍ବପ୍ନ ବଢ଼ିଗଲା। ୧୫ ବର୍ଷର ଇଞ୍ଜିନିୟରିଂ...

୨୦୧୬ରେ ଆକାଶରୁ ଅଦୃଶ୍ୟ ହୋଇଥିଲା ଏହି ଯାତ୍ରୀବାହୀ ବିମାନ, ଆଜିପର୍ଯ୍ୟନ୍ତ କୌଣସି ସନ୍ଧାନ ମିଳିନାହିଁ

ବିଶ୍ୱରେ ଅନେକଥର ଏପରି କିଛି ଘଟଣା ଘଟିଛି, ଯାହାକୁ ବିଶ୍ୱାସ କରିବା କେବେ ସହଜ ନୁହେଁ। ୨୦୧୬ ମସିହାରେ ଠିକ୍‌ ଏମିତି ଏକ ଘଟଣା ଘଟିଥିଲା। ପ୍ୟାରିସ୍‌ର ଅତ୍ୟାଧୁନିକ ଏୟାରପୋର୍ଟରୁ ମିଶରର କାଇରୋ ସହରକୁ ଏକ ଏୟାରବସ୍‌-୩୨୦ ପ୍ରାୟ ୬୦...

ଗୋଟିଏ ଦିନରେ ବିବାହ ବାର୍ଷିକୀ ପାଳନ କରନ୍ତି ୫ ଭାଇ

ସିରମୋର,୧୩।୫: ଦମ୍ପତିଙ୍କ ପାଇଁ ବିବାହ ବାର୍ଷିକୀର ସ୍ବତନ୍ତ୍ର ମହତ୍ତ୍ୱ ରହିଥାଏ। ଏହାକୁ ପାଳନ କରିବାଲାଗି ସଭିଏଁ ପ୍ରୟାସ ମଧ୍ୟ କରିଥାନ୍ତି। ତେବେ ୫ ଭାଇଙ୍କ ବିବାହ ବାର୍ଷିକୀ ଗୋଟିଏ ଦିନରେ ପାଳିତ ହେବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri