ଫୁରସତ

ନିମପତ୍ରରେ ଦେଶୀ ମାସ୍କ

ରାଞ୍ଚି: କରୋନା ଭାଇରସ୍‌ ସଂକ୍ରମଣ ରୋକିବାକୁ ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏଥିପାଇଁ ଲଢ଼େଇ କରିବାକୁ ହେଲେ ମାସ୍କ ପିନ୍ଧିବା ନିହାତି ଆବଶ୍ୟକ। ମାସ୍କ ପିନ୍ଧିବା ହେଉଛି ସୁରକ୍ଷା କବଚ। ସେଥିଲାଗି ପିଲାଠୁ ଆରମ୍ଭ କରି ବୁଢ଼ା ପର୍ଯ୍ୟନ୍ତ...

କରୋନା ଭାଇରସ: ଘରେ ରହିବାକୁ ସମସ୍ତଙ୍କୁ ଅନୁରୋଧ କଲେ ବିଶ୍ୱର ସବୁଠାରୁ ଗେଡା ମହିଳା

ନାଗପୁର,୧୪।୪: କରୋନା ଭାଇରସକୁ ରୋକିବାକୁ ଏବେ ସାରା ଦେଶରେ ମେ’୩ ପର୍ଯ୍ୟନ୍ତ ଲକ୍‌ଡାଉନ ଘୋଷଣା କରାଯାଇଛି। ତେଣୁ ଏହି ସମୟରେ ବାହାରେ ନ ବୁଲି ଘରେ ରହିବାକୁ ସମସ୍ତଙ୍କୁ ଅନୁରୋଧ କରିଛନ୍ତି ବିଶ୍ୱର ସବୁଠାରୁ ଗେଡା ମହିଳା ଜ୍ୟୋତି ଆମଜେ।...

କରୋନା ସହ ଲଢିବାକୁ ବାର୍ତ୍ତା ଦେଉଛି ଶିଶୁ

କୋଲକାତା,୧୩।୪: କରୋନା ଭାଇରସ ଏବେ ସାରା ବିଶ୍ୱକୁ ଡରାଇ ଦେଇଛି। ଆମେରିକା ଭଳି ବିକାଶଶୀଳ ଦେଶ ଏବେ କରୋନା କବଳରେ ପଡି ଛଟପଟ ହେଉଥିବା ବେଳେ ଇଟାଲୀ ମଧ୍ୟ କରୋନା ଆଗରେ ନିଜର ଅସହାୟତା ଦେଖାଇଛି। ହେଲେ ଏମିତି କିଛି...

କରୋନାକୁ ଜିତିଲେ ୯୩ ବର୍ଷର ବୃଦ୍ଧା !

ଇସ୍ତାନବୁଲ,୧୨।୪: ଇରାନ ପରେ ଏବେ ତୁର୍କୀକୁ କରୋନା ସଂକ୍ରମଣର ହଟ୍‌ସ୍ପଟ ବୋଲି କୁହାଯାଉଛି। ପ୍ରତି ସପ୍ତାହରେ ଏଠାରୁ କରୋନାକୁ ନେଇ ଦୁଃଖଦ ଖବର ଆସୁଥିବା ବେଳେ ଏବେ ଏଠାରୁ ଆସିଛି ଏକ ଖୁସି ଖବର। ତୁର୍କୀର ୯୩ ବର୍ଷର ବୃଦ୍ଧା...

୨୨ ଦିନର ଶିଶୁକୁ କୋଳରେ ଧରି ଅଫିସ ଆସିଲେ ଆଇଏଏସ୍‌ ଅଫିସର

ବିଶାଖାପଟନମ,୧୨।୪: କରୋନା ସଙ୍କଟ ସମୟରେ ପୋଲିସ, ଡାକ୍ତର ଓ କେତେଜଣ ଅଧିକାରୀଙ୍କ ମାନବିକତାର ଚିତ୍ର ଗୋଟିଏ ପରେ ଗୋଟିଏ ସାମ୍ନାକୁ ଆସୁଛି। ଏମାନେ ନିଜ ଘର ପରିବାର ଛାଡି ସମାଜର ଚିନ୍ତା କରୁଛନ୍ତି। ଏମିତି ଜଣେ ମହିଳା ଆଇଏଏସ୍‌ ଅଫିସରଙ୍କ...

ଏମାନେ ବି କରୋନା ଯୋଦ୍ଧା

କରୋନା ଲଢେଇରେ କେବଳ ପ୍ରଶାସନ ନୁହେଁ ବ୍ୟକ୍ତିଗତ ସ୍ତରରେ ମଧ୍ୟ ଅଧିକାଂଶ ନିଜର ସାଧ୍ୟମତେ କାମ କରିଚାଲିଛନ୍ତି। ତେବେ ଏହି ମୁକାବିଲା ପାଇଁ ଆଗେଇ ଆସିଥିବା କିଛି ଯୁବପିଢିଙ୍କ ସମ୍ପର୍କରେ… ସାରା ବିଶ୍ୱ ପାଇଁ ଏବେ ବଡ଼ ବିପତ୍ତି ହୋଇଛି...

ଲକ୍‌ଡାଉନ ଉଠିବା ପରେ ରେକର୍ଡ ସଂଖ୍ୟକ ରେଜିଷ୍ଟ୍ରେଶନ ଯୋଗୁ କ୍ରାସ୍‌ ହେଲା ମାଟ୍ରିମୋନିଆଲ୍‌ ସାଇଟ୍‌

ବେଜିଂ,୧୧।୪: କରୋନା ଭାଇରସ ଯୋଗୁ ବେଶି ପ୍ରଭାବିତ ହୋଇଥିବା ଚାଇନାର ଉହାନ ସହରରେ ଦୀର୍ଘ ଅଢେଇ ମାସର ଲକ୍‌ଡାଉନ ଖୋଲିବା ପରେ ଏବେ ସାଧାରଣ ଜୀବନଯାତ୍ରା ସ୍ବାଭାବିକ ହେବାରେ ଲାଗିଛି। ଏବେ ସେଠାକାର ରାସ୍ତାରେ ଜନ ଗହଳି ଦେଖାଯାଇଛି। ହେଲେ...

ଆବେଗ ଉପରେ କରୋନା ଲଗାମ୍‌: ଡ୍ୟୁଟିରୁ ଫେରି ଥିବା ଝିଅଙ୍କୁ ଚାଦରରେ ଗୁଡ଼ାଇ ଆଲିଙ୍ଗନ କଲେ ମା’

ଓ୍ବାଶିଂଟନ,୧୧।୪: ସାରା ପୃଥିବୀରେ କରୋନା ସଙ୍କଟର ମୁକାବିଲା ଲାଗି ପ୍ରସ୍ତୁତି ଜାରି ରହିଛି। ଏପରିସ୍ଥଳେ କରୋନା ମହାମାରୀକୁ ନେଇ ଲୋକଙ୍କ ମଧ୍ୟରେ ସଚେତନତା ବୃଦ୍ଧି ପାଇଛି। ମନର ଆବେଗ ଉପରେ କରୋନା ଏବେ ଲଗାମ ଲଗାଇଛି। ଏହାର ସଦ୍ୟତମ ଉଦାହରଣ...

ଲକ୍‌ଡାଉନରେ କୁଇଜ୍‌ ପ୍ରତିଯୋଗିତା

ପ୍ୟାରିସ୍‌: ସବୁ ଦେଶରେ ଏବେ କରୋନାକୁ ହରାଇବା ପାଇଁ ଏକମାତ୍ର ଉପାୟ ଭାବେ ପାଳନ କରାଯାଉଛି ଲକ୍‌ଡାଉନ୍‌। ସେଥିପାଇଁ ଲୋକେ ଏବେ ଘର ଭିତରେ ସବୁବେଳେ ରହୁଛନ୍ତି। ତେବେ ପୂରାଦିନ ଘରେ ବସି ବସି ଅନେକ ବୋର୍‌ ହୋଇ ଯାଉଛନ୍ତି।...

କ୍ୱାରାଣ୍ଟାଇନ୍‌ ହାଉସ୍‌ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ: କରୋନା ଭାଇରସ୍‌ରୁ ରକ୍ଷାପାଇବା ପାଇଁ ଏବେ ଅନେକେଙ୍କୁ କ୍ୱାରାଣ୍ଟାଇନ୍‌ରେ ରହିବାକୁ କୁହାଯାଉଛି। କିନ୍ତୁ କ୍ୱାରାଣ୍ଟାଇନ୍‌ ହାଉସ୍‌ ନାଁରେ ଏବେ ଏକ ଚ୍ୟାଲେଞ୍ଜ ସୋସିଆଲ୍‌ ମିଡିଆରେ ବେଶ୍‌ ଭାଇରାଲ୍‌ ହେବାରେ ଲାଗିଛି। ଏକଥା ଶୁଣି ଲୋକେ ଅବଶ୍ୟ ହଠାତ୍‌ ଆଶ୍ଚର୍ଯ୍ୟ...

କ୍ୱାରାଣ୍ଟାଇନରେ ନ ରହିବାରୁ ଲାଠି ଧରି ଗୋଡାଇଲେ ଡାକ୍ତର

ରାଜସ୍ଥାନ, ୧୦ା୪- ବାହାରୁ ଅାସିଥତ୍ବା ଜଣେ ଯୁବକଙ୍କୁ ହୋମ କ୍ୱାରାଣ୍ଟାଇନରେ ରହିବାକୁ କୁହାଯାଇଥତ୍ଲେ ହେଁ ଏହାକୁ ନ ମାନିବାରୁ ଜଣେ ଡାକ୍ତର ତାଙ୍କୁ ଲାଠି ଧରି ଗୋଡାଇବା ଘଟଣା ରାଜସ୍ଥାନ ମକରାନା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି । ଉକ୍ତ...

ସାମାଜିକ ଦୂରତା ରକ୍ଷା ଲାଗି  ଏହି ବ୍ୟକ୍ତି ଗଛ ଉପରେ ତିଆରି କଲେ ଘର

ହାପୁର,୧୦।୪: ସାରା ବିଶ୍ୱରେ କରୋନା ମହାମାରୀରୁ ବର୍ତ୍ତିବା ପାଇଁ ଏଯାଏ କୌଣସି ଭ୍ୟାକସିନ୍‌ ତିଆରି କରାଯାଇନାହିଁ। ଏଭଳି ସ୍ଥିତିରେ କରୋନାରୁ ନିଜକୁ ବଞ୍ଚାଇବାକୁ ହେଲେ ସାମାଜିକ ଦୂରତା ରକ୍ଷା ଏକମାତ୍ର ବିକଳ୍ପ। ତେଣୁ ବାରମ୍ବାର ସରକାର ଲୋକଙ୍କୁ ସାମାଜିକ ଦୂରତା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri