ଫୁରସତ

କ୍ୱାରାଣ୍ଟାଇନରେ ନ ରହିବାରୁ ଲାଠି ଧରି ଗୋଡାଇଲେ ଡାକ୍ତର

ରାଜସ୍ଥାନ, ୧୦ା୪- ବାହାରୁ ଅାସିଥତ୍ବା ଜଣେ ଯୁବକଙ୍କୁ ହୋମ କ୍ୱାରାଣ୍ଟାଇନରେ ରହିବାକୁ କୁହାଯାଇଥତ୍ଲେ ହେଁ ଏହାକୁ ନ ମାନିବାରୁ ଜଣେ ଡାକ୍ତର ତାଙ୍କୁ ଲାଠି ଧରି ଗୋଡାଇବା ଘଟଣା ରାଜସ୍ଥାନ ମକରାନା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି । ଉକ୍ତ...

ସାମାଜିକ ଦୂରତା ରକ୍ଷା ଲାଗି  ଏହି ବ୍ୟକ୍ତି ଗଛ ଉପରେ ତିଆରି କଲେ ଘର

ହାପୁର,୧୦।୪: ସାରା ବିଶ୍ୱରେ କରୋନା ମହାମାରୀରୁ ବର୍ତ୍ତିବା ପାଇଁ ଏଯାଏ କୌଣସି ଭ୍ୟାକସିନ୍‌ ତିଆରି କରାଯାଇନାହିଁ। ଏଭଳି ସ୍ଥିତିରେ କରୋନାରୁ ନିଜକୁ ବଞ୍ଚାଇବାକୁ ହେଲେ ସାମାଜିକ ଦୂରତା ରକ୍ଷା ଏକମାତ୍ର ବିକଳ୍ପ। ତେଣୁ ବାରମ୍ବାର ସରକାର ଲୋକଙ୍କୁ ସାମାଜିକ ଦୂରତା...

ଏହି ଔଷଧର ମୂଲ୍ୟ ସୁନାଠାରୁ ଅଧିକ

ହିମାଳୟ ଅଞ୍ଚଳରେ ଏକ ବିଶେଷ ପ୍ରକାରର ଔଷଧ ମିଳିଥାଏ। ଅନ୍ତର୍ଜାତୀୟ ବଜାରରେ ଏହା କିଲୋଗ୍ରାମ ପ୍ରତି ୬୦ ଲକ୍ଷ ଟଙ୍କା ମୂଲ୍ୟରେ ବିକ୍ରି ହେଉଛି। ଏହି ଔଷଧ ଭାରତ, ନେପାଳ ଏବଂ ଚାଇନାର କେତେକ ଅଞ୍ଚଳରେ ମିଳିଥାଏ ଏହା ହିମାଳୟରେ...

ଲକ୍‌ଡାଉନ୍‌ରେ ଫସିଲା ପୁଅ: ୧୪୦୦କି.ମି. ସ୍କୁଟି ଚଳାଇ ଘରକୁ ଆଣିଲେ ମା’

ହାଇଦ୍ରାବାଦ,୧୦।୪: ମହାମାରୀ କରୋନା ଭାଇରସ୍‌ର ପ୍ରକୋପ ଜାରି ରହିଥିବା ବେଳେ ଏହାକୁ ରୋକିବା ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଲକ୍‌ଡାଉନ୍‌ ଯୋଗୁ ବହୁ ଲୋକ ଘରକୁ ଫେରି ପାରି ନ ଥିବା ବେଳେ ବିଭିନ୍ନ ସ୍ଥାନରେ ଫସି...

ହସ୍ପିଟାଲରୁ ୪ କରୋନା ପୀଡ଼ିତ ଭୁଲରେ ଡିସ୍‌ଚାର୍ଜ: ଖୋଜୁଛି ପୋଲିସ

ଚେନ୍ନାଇ: ତାମିଲନାଡୁର ଭିଲୁପୁରମ ଜିଲାର ୪ କରୋନା ରୋଗୀଙ୍କୁ ସରକାରୀ ଡାକ୍ତରଖାନାରୁ ମଙ୍ଗଳବାର ଭୁଲ୍‌ରେ ଡିସ୍‌ଚାର୍ଜ କରି ଦିଆଯାଇଛି। ଏହି ରୋଗୀମାନଙ୍କୁ ଖୋଜିବା ପାଇଁ ପୋଲିସ ନାକେଦମ୍‌ ହୋଇପଡ଼ିଥିଲା। ସେମାନଙ୍କ ମଧ୍ୟରୁ ୩ ଜଣଙ୍କୁ ଡୋବୋରା ଡାକ୍ତରଖାନାକୁ ପୁଣି ଅଣାଯାଇଥିବା...

କରୋନା ଭୟ: ଛେଳିକୁ ମାସ୍କ ପିନ୍ଧାଇଲେ ମାଲିକ

ଅମରାବତୀ,୯।୪: କରୋନା ଭାଇରସ ଏବେ ସାରା ବିଶ୍ୱରେ ତା’ର କାୟା ବିସ୍ତାର କରିଛି। କିଛିଦିନ ତଳେ ଦେଖିବାକୁ ମିଳିଥିଲା ଆମେରିକାର ଚିଡିଆଖାନାରେ ଏକ ବାଘ କରୋନାରେ ସଂକ୍ରମିତ ହୋଇଛି। ଏହାକୁ ଦେଖିବା ପରେ ଏବେ ଆନ୍ଧ୍ରପ୍ରଦେଶର କାଲୁର ମଣ୍ଡଳରେ ଜଣେ...

ଲାଇଭ୍‌ ଭିଡିଓ ମାଧ୍ୟମରେ ହେଲା ଅନ୍ତିମ ସଂସ୍କାର

ହରିୟାଣା,୯।୪: ଲକ୍‌ଡାଉନ୍‌ ଶବ୍ଦ କେହି କେହି ଆଗରୁ ଶୁଣି ନ ଥିବା ବେଳେ ଏବେ କିନ୍ତୁ ଏହା ସମସ୍ତଙ୍କ ପାଇଁ ଏକ ପରିଚିତ ଶବ୍ଦ ପାଲଟି ଯାଇଛି। ଏହାର ଅର୍ଥ ମଧ୍ୟ ସମସ୍ତେ ହୁଏତ ଭାଲଭାବେ ବୁଝି ସାରିବେଣି। କରୋନା...

ସ୍ମାର୍ଟ ଟଏଲେଟ୍‌

ଆପଣ ଟଏଲେଟ୍‌ ଯାଇଥିବେ ଆଉ ଟଏଲେଟ୍‌ ସରିବା ପରେ ହିଁ ନିଜ ସ୍ବାସ୍ଥ୍ୟ ସୂଚନା ଜାଣିପାରିବେ। ଏଭଳି ଏକକଥା ଶୁଣିବା ପାଇଁ ଅବଶ୍ୟ ଅଡୁଆ ଲାଗିପାରେ। କିନ୍ତୁ ଏଭଳି ସୂଚନା ଦେବାପାଇଁ ବୈଜ୍ଞାନିକମାନେ ତିଆରି କରିଛନ୍ତି ଏକ ସ୍ମାର୍ଟ ଟଏଲେଟ୍‌।...

ବକେଟ୍‌ ଟ୍ରକ୍‌ରେ ଗଲେ ମା’ ପାଖକୁ

ଓହିଓ: ମା’ର ମମତାରେ ଏତେ ଆକର୍ଷଣ ଅଛି ଯେ, ବେଳେବେଳେ ଅସମ୍ଭବ ମନେ ହେଉଥିବା କାମ ବି ସହଜରେ ହୋଇଯାଏ। ଏହାର ଏକ ନିଛକ ଉଦାହରଣ ଦେଖିବାକୁ ମିଳିଛି ଆମେରିକାର ଓହିଓଠାରେ। ଏଠାରେ ୟଙ୍ଗ୍‌ସଟାଉନରେ ଥିବା ଚାର୍ଲି ଆଡାମ୍‌ସ ତାଙ୍କ...

କାର୍‌ରେ ଜୀବନ ବିତାଉଛନ୍ତି ଏହି ଡାକ୍ତର

ଭୋପାଳ,୮।୪: ସାରା ଦେଶରେ କରୋନା ବିରୋଧରେ ଲଢ଼େଇ ଜାରି ରହିଛି। ଏଭଳି ସ୍ଥିତିରେ ସ୍ବାସ୍ଥ୍ୟ କର୍ମୀ, ପୋଲିସ କର୍ମଚାରୀ ଓ ସଫେଇ କର୍ମୀଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ବର୍ତ୍ତମାନ ସମୟରେ ଏମାନଙ୍କୁ ବଡ଼ ବଡ଼ ଚ୍ୟାଲେଞ୍ଜର ସାମ୍ନା କରିବାକୁ ପଡ଼ୁଛି।...

ସ୍ବାମୀଙ୍କୁ ମୁଖାଗ୍ନି ଦେଲେ ସ୍ତ୍ରୀ: ଲକ୍‌ଡାଉନ୍‌ ଯୋଗୁ ପହଞ୍ଚି ପାରିଲେନି ପୁଅ !

ଚନ୍ଦୌଲି,୮।୪: ଭାରତରେ କରୋନା ସଂକ୍ରମଣ ରୋକିବା ଲାଗି ସରକାରଙ୍କ ପକ୍ଷରୁ ୨୧ ଦିନିଆ ଲକ୍‌ ଡାଉନ୍‌ ଘୋଷଣା କରାଯାଇଛି। ଉତ୍ତରପ୍ରଦେଶର ଚନ୍ଦୌଲିର ବବୁରୀ ଅଞ୍ଚଳରେ ବାସ କରୁଥିବା ସନ୍ତୋଷ ଜୟସ୍ବାଲ୍‌ଙ୍କର ଜିଲା ହସ୍ପିଟାଲରେ ହୃଦ୍‌ଘାତରେ ମୃତ୍ୟୁ ଘଟିଥିଲା। ଲକ୍‌ ଡାଉନ୍‌...

ଲକ୍‌ଡାଉନ୍‌ରେ ମିଳିଲାନି ସିଗାରେଟ୍‌: ସ୍ପେନ୍‌ରୁ ଇଟାଲୀ ଚାଲି ପଳେଇଲେ ଯୁବକ, ଗଣିଲେ ଜରିମାନା

ପ୍ୟାରିସ୍‌,୮ା୪: ସାରା ବିଶ୍ୱରେ ବର୍ତ୍ତମାନ କରୋନା ଭାଇରସ୍‌ ଆତଙ୍କ ଖେଳାଇ ଚାଲିଛି। ଏଥିପାଇଁ ଅଧିକାଂଶ ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହି ସମୟରେ ଲୋକେ ଘରୁ ନ ବାହାରିବା ପାଇଁ କଟକଣା ଲାଗୁ କରାଯାଇଛି। କେବଳ ଅତ୍ୟାବଶ୍ୟକୀୟ ସାମଗ୍ରୀ କିଣିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri