ଫୁରସତ

ଲକ୍‌ଡାଉନ୍‌ରେ ଘରେ ରହିବାକୁ ଲୋକଙ୍କୁ ବୁଝାଉଛନ୍ତି ଯମରାଜ: ବାହାରେ ବୁଲିଲେ ବାନ୍ଧିନେବ ମୃତ୍ୟୁଦୂତ !

ହାଇଦ୍ରାବାଦ୍‌ ,୨।୪: ଦେଶରେ କରୋନା ସଂକ୍ରମଣକୁ ରୋକିବା ଲାଗି ସରକାରଙ୍କ ପକ୍ଷରୁ ୨୧ ଦିନିଆ ଲକ୍‌ଡାଉନ୍‌ ଜାରି ହୋଇଛି। ସଚେତନତା ଅଭାବରୁ ବହୁ ଲୋକ ଏହାକୁ ଅଣଦେଖା କରି ବାହାରକୁ ବାହାରୁଛନ୍ତି। ଏଭଳି ଲୋକଙ୍କୁ ସଚେତନ କରାଇବା ଲାଗି ଆନ୍ଧ୍ରପ୍ରଦେଶ...

୯୦ ଦିନର ଫୁଡ୍‌ ଚ୍ୟାଲେଞ୍ଜ

କୋଲକାତା: ସାରା ଦେଶରେ ଏବେ ଲକ୍‌ଡାଉନ୍‌ ପାଇଁ ଦେଶର ଆର୍ଥିକ ଅବସ୍ଥା ପ୍ରଭାବିତ ହୋଇଛି। ଆଗକୁ ହୁଏତ ଖାଦ୍ୟ ସଙ୍କଟ ଦେଖା ଦେଇପାରେ। ତେଣୁ ଏବେଠାରୁ ସମସ୍ତେ ସତର୍କ ରହିବା ଏବଂ କେହି ହେଲେ ଖାଦ୍ୟ ନଷ୍ଟ କରିବା ନାହିଁ।...

ଜ୍ୱର ରୋଗୀଙ୍କୁୁ ଛୁଇଁବାକୁ ଡର

ରାଞ୍ଚି: କରୋନା ଏବେ ଲୋକଙ୍କ ମନରେ ଏଭଳି ଭୟ ପୂରାଇ ଦେଇଛି ଯେ, ସାଧାରଣ ଜ୍ୱର ରୋଗୀଙ୍କୁ ବି ଦେଖିଲେ ଭୟରେ ଛୁଇଁବାକୁ ଇଚ୍ଛା କରୁନାହାନ୍ତି ଲୋକେ। ଏମିତି ଏକ ଦୁଃଖଦାୟକ ଘଟଣା ଦେଖିବାକୁ ମିଳିଛି ଝାଡ଼ଖଣ୍ଡର ରାଞ୍ଚିରେ। ଏହି...

ପୁଅର ନାମ ଲକ୍‌ଡାଉନ୍‌

ଲକ୍ଷ୍ନୌ: ସମଗ୍ର ବିଶ୍ୱରେ କରୋନା ଭୟାବହ ପରିସ୍ଥିତି ସୃଷ୍ଟି କରିଛି। ସାରା ଦେଶରୁ କରୋନା କବଳରୁ ଲୋକଙ୍କୁ ରକ୍ଷା କରିବାକୁ ସରକାର ସବୁଆଡେ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏଥିରେ ସମସ୍ତଙ୍କୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ୁଛି। ଏହି କରୋନା ଯୁଦ୍ଧବେଳେ...

କରୋନା ନା ନେଲେ ହେବ ଜେଲଦଣ୍ଡ !

ଆଶଗାବାଟ,୨।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଆତଙ୍କ ସୃଷ୍ଟି ହୋଇଛି। ତେବେ କରୋନା ନା ନେଲେ ଜେଲଦଣ୍ଡ ଘୋଷଣା କରାଯିବା କଥା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ। କିନ୍ତୁ ଏହା ସତ। କେନ୍ଦ୍ରୀୟ ଏସିଆରେ କାସ୍ପିଆନ୍‌ ସାଗରକୂଳରେ...

ମାତ୍ର ୩ ସେକେଣ୍ଡ୍‌ରେ ଲୋକଙ୍କୁ ସାନିଟାଇଜ୍‌ କରୁଛି ସୁଡ଼ଙ୍ଗ

ଚେନ୍ନାଇ,୨।୪: ଭାରତରେ କରୋନା ସଂକ୍ରମଣ ନେଇ ସଙ୍କଟ ସୃଷ୍ଟି ହୋଇଛି। ଏଥିରୁ ଦୂରେଇ ରହିବା ପାଇଁ ସାନିଟାଇଜରର ବ୍ୟବହାର ଏବଂ ହାତ ଧୋଇବା ଉପରେ ଗୁରୁତ୍ୱ ଦିଆଯାଉଛି। ଲୋକଙ୍କ ସମଗ୍ର ଶରୀର ସାନିଟାଇଜ୍‌ କରିବା ପାଇଁ ତାମିଲନାଡୁର ତିରୁପୁର ଜିଲାରେ...

ଲକ୍‌ଡାଉନ୍‌କୁ ମାନିଲେନି ଶ୍ରମିକ, ଘରକୁ ଫେରିବା ଲାଗି ଭଙ୍ଗା ଗୋଡ଼ରୁ ନିଜେ ଖୋଲିଦେଲେ ପ୍ଲାଷ୍ଟର

ଭୋପାଳ,୧ା୪ : କରୋନା ଭାଇରସ୍‌କୁ ନେଇ ସମଗ୍ର ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହି ପରିସ୍ଥିତିରେ ଘରଦ୍ୱାର ଛାଡ଼ି ରୋଜଗାର ଆଶାରେ ବାହାରେ ଯାଇଥିବା କିଛି ଶ୍ରମିକ ଚିନ୍ତାରେ ପଡ଼ିଯାଇଛନ୍ତି। କାରଣ ଘରକୁ ଫେରିବା ପାଇଁ ଗାଡ଼ିମୋଟର ନାହିଁ। ଚାରିଆଡ଼େ...

୧୬ ବର୍ଷରେ ପାଦ ଦେଲା ଜି-ମେଲ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୧।୪: ଜି-ମେଲ୍‌କୁ ବୁଧବାର ୧୬ ବର୍ଷରେ ପାଦ ଦେଇଛି। ୨୦୦୪ ଏପ୍ରିଲ୍‌ ୧ରେ ଏହାର ଶୁଭାରମ୍ଭ ହୋଇଥିଲା। ଏହା ଆମେରିକାର କମ୍ପ୍ୟୁଟର ଇଞ୍ଜିନିୟର ପାଉଲ୍‌ ଟି ବୁଚେଟ୍‌ଙ୍କ ଦ୍ୱାରା ତିଆରି ହୋଇଥିଲା। ପ୍ରଥମେ ଜି-ମେଲ୍‌ ପ୍ରତି ବ୍ୟବହାରକାରୀଙ୍କୁ ଏକ ଗିଗାବାଇଟ୍‌...

କରୋନା ଭୟ: ରାସ୍ତାରେ ଶୋଉଥିବା ଲୋକଙ୍କୁ ୫-ଷ୍ଟାର ହୋଟେଲରେ ରଖିବେ ସରକାର

କାନବେରା,୩୧।୩: ସାରା ବିଶ୍ୱରେ ମହାମାରୀ କରୋନା ଭାଇରସ୍‌ ଆତଙ୍କ ଖେଳିଯାଇଛି। କରୋନାକୁ ବ୍ୟାପିବାରୁ ରୋକିବା ପାଇଁ ସବୁ ଦେଶ ଭିନ୍ନ ଭିନ୍ନ ଉପାୟରେ ଉଦ୍ୟମ ଚଳାଇଛନ୍ତି। ଇତିମଧ୍ୟରେ କରୋନା ଭାଇରସ୍‌ରୁ ବର୍ତ୍ତିବା ପାଇଁ ଅଷ୍ଟ୍ରେଲିଆର ପର୍ଥ ସହର ଏକ ନିଆରା...

ଏଠି ଡାକ୍ତରଙ୍କ ଅବସାଦ ଦୂର କରୁଛି କୁକୁର

ଓ୍ବାଶିଂଟନ,୩୧।୩: କରୋନା ଭାଇରସ ଏବେ ଇଟାଲୀ ଓ ଆମେରିକାରେ ତା’ର କାୟା ବିସ୍ତାର କରିବାରେ ଲାଗିିଛି। ଦିନକୁ ଏଠାରେ ଶହ ଶହ ଲୋକ କରୋନାରେ ସଂକ୍ରମିତ ହେଉଥିବା ବେଳେ ଶହ ଶହ ଲୋକଙ୍କ ଜୀବନ ମଧ୍ୟ ଯାଉଛି। ଇଟାଲୀ ଓ...

୮୦ ବର୍ଷ ବୟସ୍କା ୫୫ ଦିନରେ ଲେଖିଲେ ୪୫ଟି ପ୍ରେମପତ୍ର

କଥାରେ ଅଛି ପ୍ରେମ କି ଜାଣେ ଜାତି ଅଜାତି ପ୍ରେମ କି ଜାଣେ ବାଧାବିଘ୍ନ। ଯେତେ ବଡ଼ ବିପଦ ଆସୁନା କାହିଁକି ସଚ୍ଚୋଟ ପ୍ରେମ ଆଗରେ ସବୁ ହାର ମାନିଥାଏ। ଏହାରି ଭିତରେ କରୋନା ଭାଇରସ୍‌କୁ ମଧ୍ୟ ହରାଇଦେଇଛି ପ୍ରେମ।...

ସାନିଟାଇଜର ସ୍ପ୍ରେ କରିବ ରୋବୋ

ନୂଆଦିଲ୍ଲୀ ,୩୧।୩: ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିଚାଲିଛି। ଏଥିଲାଗି ସାମାଜିକ ଦୂରତା ସହିତ ରାସ୍ତାଘାଟକୁ ବିଶୁଦ୍ଧ କରିବା ଲାଗି ସାନିଟାଇଜର ସ୍ପ୍ରେ କରାଯାଉଛି। ଏଥିରେ ପୋଲିସ, ଦମକଳବାହିନୀ ତଥା ସ୍ବାସ୍ଥ୍ୟକର୍ମୀଙ୍କୁ ନିୟୋଜିତ କରାଯାଉଛି। ତେବେ ଏଣିକି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri