ଭାରତରେ ପ୍ରତିବର୍ଷ ୨୪ ଫେବୃୟାରୀରେ କେନ୍ଦ୍ରୀୟ ଉତ୍ପାଦ ଶୁଳ୍କ ଦିବସ ପାଳନ କରାଯାଉଛି। ଏହିି ଦିନରେ କେନ୍ଦ୍ରୀୟ ଉତ୍ପାଦ ଶୁଳ୍କ ତଥା ଲବଣ ଆଇନ, ୧୯୪୪କୁ ମଧ୍ୟ ସ୍ମରଣ କରାଯାଏ। କେନ୍ଦ୍ରୀୟ ଉତ୍ପାଦ ଏବଂ ସୀମା ଶୁଳ୍କ ବିଭାଗ ଦ୍ୱାରା...
ଇନ୍ଦୋର,୨୪।୨: ବିବାହରେ କନ୍ୟା ଘର ପକ୍ଷରୁ ବରଙ୍କୁ ଉପହାର ସୂରୂପ ଯୌତୁକ ଦିଆଯାଇଥାଏ। ତେବେ ମଧ୍ୟପ୍ରଦେଶ ଇନ୍ଦୋରରେ ବାସ କରୁଥିବା ଏକ ପରିବାର ଦୀର୍ଘ ୪୨ ବର୍ଷ ଧରି କନ୍ୟାଘରଙ୍କଠାରୁ କୌଣସି ଯୌତୁକ ଅବା ଅନ୍ୟ ଉପହାର ଗ୍ରହଣ କରି...
ଚେନ୍ନାଇ, ୨୪।୨: ତାମିଲନାଡୁରେ ପୂର୍ବତନ ରାଷ୍ଟ୍ରପତି ଏ.ପି.ଜେ. ଅବ୍ଦୁଲ କାଲାମ୍ଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ପାଇଁ ୨୦୨୦ କିଗ୍ରାର ଏକ ବୃହତ କେକ୍ ପ୍ରସ୍ତୁତ କରାଯାଇଛି। ସ୍ଥାନୀୟ କଟ୍ଟୁପକ୍କମଠାରେ ୩୦ ଜଣ ବେକେରି ବିଶେଷଜ୍ଞ ମିଳିତ ଭାବେ ୨୫ ଫୁଟ ଲମ୍ବ...
Archives
Model This Week
ପିଲାଙ୍କ ଧରିତ୍ରୀ