ଫୁରସତ

ଗୁମ୍ଫାରେ ରହିଛି ସୁନା ଭଣ୍ଡାର: ଇଂରେଜଙ୍କ ତୋପ ବି ଖୋଲି ପାରି ନ ଥିଲା ପଥର ଫାଟକ

ପାଟନା,୨୩।୨: ଭାରତର କେତେକ ସ୍ଥାନରେ କିଛି ରହସ୍ୟ ରହିଛି ତାହାର ସମାଧାନ ବର୍ତ୍ତମାନ ସୁଦ୍ଧା ଆଧୁନିକ ବିଜ୍ଞାନ ଦ୍ୱାରା ବି ସମ୍ଭବ ହୋଇ ପାରିନି। ଏଭଳି ଏକ ରହସ୍ୟ ବିହାରର ରାଜଗିରିରେ ଥିବା ସୋନ ଭଣ୍ଡାର ଗୁମ୍ଫାରେ ରହିଛି। ସ୍ଥାନୀୟ...

ଫାଶୀଖୁଣ୍ଟରେ ଝୁଲିଥିଲେ ଏହି ପ୍ରଧାନମନ୍ତ୍ରୀ

ରାଷ୍ଟ୍ରପତି ରାଷ୍ଟ୍ର ଶାସନର ମୁଖ୍ୟ ହୋଇଥିବା ବେଳେ ପ୍ରଧାନମନ୍ତ୍ରୀ ଦେଶର ମୁଖ୍ୟ ଅଟନ୍ତି। ଏମାନଙ୍କ ନିର୍ଦ୍ଦେଶରେ ଶାସନ ଚାଲେ। ତେଣୁ ଏମାନଙ୍କ ଉପରେ ସାମାନ୍ୟ ଦୋଷଟିଏ ଲଦିବା ପୂର୍ବରୁ ମଧ୍ୟ ହଜାର ବାର ଭାବିବାକୁ ପଡ଼େ। ଫାଶୀ ତ ଦୂର...

ବେନାମୀ ରେଳଷ୍ଟେଶନ

ଭାରତୀୟ ରେଳ ଏସିଆ ମହାଦେଶର ଦ୍ୱିତୀୟ ନେଟ୍‌ଓ୍ବାର୍କ ହୋଇଥିବା ବେଳେ ଏଠାରେ ପ୍ରାୟ ୮୦୦୦ ରେଳଷ୍ଟେଶନ ରହିଛି। କେତେକ ରେଳଷ୍ଟେଶନ ସ୍ବତନ୍ତ୍ରତା ଦୃଷ୍ଟିରୁ ବେଶ୍‌ ଜଣାଶୁଣା। ପ୍ରାୟ ସମସ୍ତ ରେଳଷ୍ଟେଶନର ନାଁ ରହିଥିବାରୁ ଯାତ୍ରୀମାନେ ନିଜ ନିଜର ଗନ୍ତବ୍ୟସ୍ଥଳରେ ଓହ୍ଲାଇବା...

ମଦ୍ରାସାରେ ବିବାହ କଲେ ୭୬ ମୁସଲମାନ, ୨୫ ହିନ୍ଦୁ ଯୋଡି

ବେଲାଗଭି,୨୨।୨: ସାମ୍ପ୍ରଦାୟିକ ସଦ୍‌ଭାବର ଏକ ବଡ ଉଦାହରଣ ଦେଖିବାକୁ ମିଳିଛି କର୍ନାଟକ ବେଲାଗଭିରେ ଥିବା ଏକ ମଦ୍ରାସାରେ। ଶୁକ୍ରବାର ଏହି ମଦ୍ରାସା ପରିସରରେ ଏକ ସାମୁହିକ ବିବାହ ଅନୁଷ୍ଠିତ ହୋଇଥିଲା। ଯେଉଁଥିରେ ୭୬ ମୁସଲମାନ ଓ ୨୫ ହିନ୍ଦୁ ଯୋଡି...

ଆଇସ୍‌ ଏଜ୍‌ ସମୟର ୪୬ ହଜାର ବର୍ଷ ତଳର ପକ୍ଷୀ ଅବଶେଷର ମିଳିଲା ସନ୍ଧାନ

ସାଇବେରିଆ,୨୨।୨: ସମ୍ପ୍ରତି ସାଇବେରିଆରୁ ଆଇସ୍‌ ଏଜ୍‌ ସମୟର ପକ୍ଷୀ ଅବଶେଷର ସନ୍ଧାନ ମିଳିଛି। ଏହା ୪୬ ହଜାର ବର୍ଷ ତଳର ବୋଲି ଗବେଷକ କହିଛନ୍ତି। ଏହା ଏକ ହୋର୍ଣ୍ଡ ଲାର୍କ ପକ୍ଷୀର ଅବଶେଷ ବୋଲି କୁହାଯାଉଛି। ଏନେଇ କମ୍ୟୁନିକେଶନ ବାୟୋଲୋଜି...

ରହସ୍ୟମୟ ପଥର ହାଣ୍ଡି

ଭେଣ୍ଟିଆନେ,୨୨।୨: ପୃଥିବୀରେ ଏଭଳି ବହୁ ରହସ୍ୟ ରହିଛି ଯାହାର ସତ୍ୟ ଉନ୍ମୋଚନ କରିବାକୁ ବୈଜ୍ଞାନିକ ମଧ୍ୟ ଅସମର୍ଥ ରହିଛନ୍ତି। ଏଭଳି ଏକ ରହସ୍ୟ ଲାଓସ୍‌ରେ ରହିଛି। ଏଠାରେ ‘ପ୍ଲେନ୍‌ ଅଫ୍‌ ଜାର୍‌’ ବା ଜାର୍‌ ସମତଳ ଭୂମିରେ ହଜାର ହଜାର...

ବିଶ୍ୱ ସ୍କାଉଟ ଦିବସ: ଚିନ୍ତା ଓ ପ୍ରତିଜ୍ଞାର ସମୟ

ବିଶ୍ୱବ୍ୟାପୀ ଫେବୃୟାରୀ ୨୨କୁ ସ୍କାଉଟ ଦିବସ ଭାବେ ପାଳନ କରାଯାଇଥାଏ। କୋଟି କୋଟି ସ୍କାଉଟ ଏହି ଦିନଟିକୁ ବିଭିନ୍ନ ସ୍ଥାନରେ ପାଳନ କରିଥାନ୍ତି। ଏହି ଦିନ ବ୍ରିଟେନର ଲ୍ୟୁଟନାଣ୍ଟ ଜେନେରାଲ ବଡେନ୍‌ ପାଓ୍ବେଲ ଜନ୍ମଗ୍ରହଣ କରିଥିଲେ। ଜଣେ ସେନା ଅଧିକାରୀ,...

ଗ୍ରେଟାଙ୍କ ନାମରେ ନୂଆ ପ୍ରଜାତି ଗେଣ୍ଡାର ହେଲା ନାମକରଣ

ବନ୍ଦର ସେରି ବେଗାଓ୍ବନ,୨୨।୨: ବ୍ରୁନେଇରେ ଗବେଷକ ଗେଣ୍ଡାର ଏକ ନୂଆ ପ୍ରଜାତି ସମ୍ପର୍କରେ ସନ୍ଧାନ ପାଇଛନ୍ତି। ଏହି ଗେଣ୍ଡା ପ୍ରଜାତିର ନାମକରଣ ପରିବେଶବିତ୍‌ ଗ୍ରେଟା ଥନବର୍ଗଙ୍କ ନାମ ଅନୁସାରେ କରାଯାଇଛି। ଗବେଷକ ଏହି ପ୍ରଜାତିକୁ କାସ୍ପେଡୋଟ୍ରୋପିସ୍‌ ଗ୍ରେଟା ଥନବର୍ଗ ଭାବେ...

ମହିଳାଙ୍କ ପାଇଁ ଆରମ୍ଭ ହେଲା ଓ୍ବାଶ୍‌ରୁମ୍‌ ଅନ୍‌ ହ୍ବିଲ୍‌ ଅଭିଯାନ

ପୁଣେ,୨୨।୨: ମହାରାଷ୍ଟ୍ରରେ ପ୍ରଥମ କରି ମହିଳାଙ୍କ ସୁବିଧା ପାଇଁ ଓ୍ବାଶ୍‌ରୁମ୍‌ ଅନ୍‌ ହ୍ବିଲ୍‌ ଅଭିଯାନ ଆରମ୍ଭ ହୋଇଛି। ସ୍ଥାନୀୟ ପୁଣେ ପ୍ରଶାସନ ପକ୍ଷରୁ ୧୨ଟି ବସ୍‌କୁ ଶୌଚାଳୟରେ ପରିବର୍ତ୍ତନ କରିଛନ୍ତି। ୫ ଟଙ୍କା ଶୁଳ୍କ ଦେଇ ମହିଳା ଏଠାରେ ଶୌଚ...

୧୮ ଶତାବ୍ଦୀର ସୁନା ମୁକୁଟ ଫେରି ପାଇଲା ଇଥୋପିଆ

ଆମଷ୍ଟରଡାମ୍‌,୨୨।୨: ନେଦରଲାଣ୍ଡ ସରକାର ଇଥୋପିଆକୁ ୧୮ ଶତାବ୍ଦୀର ଏକ ସେରିମୋନିଆଲ୍‌ କ୍ରାଉନ୍‌ ଫେରାଇଛନ୍ତି। ସୁନାରେ ତିଆରି ଏହି ମୁକୁଟ ୨୧ ବର୍ଷ ତଳେ ୧୯୯୯ରେ ଏକ ଚର୍ଚ୍ଚରୁ ଚୋରି ହୋଇଯାଇଥିଲା। ଏହାକୁ ଧାର୍ମିକ ଉତ୍ସବରେ ପାଦ୍ରୀଙ୍କ ଦ୍ୱାରା ବ୍ୟବହୃତ କରାଯାଇଥାଏ।...

ଆଣ୍ଟି କରୋନା ଟେଣ୍ଟ୍‌ ତିଆରି କଲେ ମହିଳା

ଉହାନ, ୨୨।୨: ଚାଇନାରେ କରୋନା ଆତଙ୍କ ସୃଷ୍ଟି କରିଛି। ଲୋକଙ୍କୁ ଘରୁ ବାହାରକୁ ନ ବାହାରିକୁ ସରକାର କଟକଣା ଜାରି କରିଛନ୍ତି। ଫଳରେ ପିଲାମାନଙ୍କ ସ୍କୁଲ ଯିବା ମଧ୍ୟ ବନ୍ଦ ହୋଇଯାଇଛି। ଏପରିସ୍ଥଳେ ହୁବେଇ ପ୍ରଦେଶର ଜଣେ ମହିଳା ତାଙ୍କ...

କାହିଁକି କ୍ଷୀରରେ କରାଯାଏ ଭଗବାନ ଶିବଙ୍କ ଅଭିଷେକ

ଆଜି ପବିତ୍ର ମହାଶିବରାତ୍ରି। ଏହିଦିନ ଭଗବାନ ଶିବ ଓ ମା’ ପାର୍ବତୀଙ୍କ ବିବାହ ହୋଇଥିଲା। ଶିବଙ୍କୁ ଆରାଧନା କଲେ ସମସ୍ତ ମନସ୍କାମନା ପୂର୍ଣ୍ଣ ହେବାର ବିଶ୍ୱାସ ରହିଛି। ଦିନଟି ଅତ୍ୟନ୍ତ ଶୁଭ ହୋଇଥିବାରୁ ଉପବାସ କରି ଶିବଙ୍କ ଉଦ୍ଦେଶ୍ୟରେ ଜାଗର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri