ଫୁରସତ

ପ୍ରେମରୁ ବିରହ: ପ୍ରେମ ସପ୍ତାହ ପରେ ପାଳିତ ହୋଇଥାଏ ଆଣ୍ଟି ଭାଲେଣ୍ଟାଇନ୍‌ ଓ୍ବିକ୍‌

ଦୁନିଆରେ କୌଣସି ଜିନିଷ ସ୍ଥାୟୀ ନୁହେଁ। ସଭିଙ୍କର ଶେଷ ବା ଅନ୍ତିମ ପର୍ଯ୍ୟାୟ ରହିଛି। ଏହା ପୃଥିବୀର ପ୍ରତିଟି ପ୍ରାକୃତିକ କାର୍ଯ୍ୟରେ ପରିଲକ୍ଷିତ ହୋଇଥାଏ। ଜୁଆର ପରେ ଭଟ୍ଟା ହିଁ ଆସିଥାଏ। ଏହାର ପ୍ରତିଫଳନ ଭାଲେଣ୍ଟାଇନ୍‌ ଓ୍ବିକ୍‌ରେ ମଧ୍ୟ ଦୃଷ୍ଟି...

୨୪ ଘଣ୍ଟା ପର୍ଯ୍ୟନ୍ତ ଶରୀର ବାହାରେ ସୁରକ୍ଷିତ ରହିପାରିବ ମାନବ ହୃଦୟ

ଲଣ୍ଡନ,୧୫।୨: ଏବେ ହାର୍ଟ ଟ୍ରାନ୍ସପ୍ଲାଣ୍ଟ୍‌ କରିବା ସହଜ ହୋଇପାରିବ। ଶରୀର ବାହାରେ ନୂତନ ଜ୍ଞାନକୌଶଳ ଦ୍ୱାର ୨୪ ଘଣ୍ଟା ସୁରକ୍ଷିତ ରଖାଯାଇପାରିବ। କେତେକ କୃତ୍ରିମ ଉପକରଣ ସହାୟତାରେ ଏଭଳି କରାଯାଇପାରିବ। ପରୀକ୍ଷାମୂଳକ ଭାବେ ଘୁଷୁରିର ହୃଦୟକୁ ୨୪ ଘଣ୍ଟା ପର୍ଯ୍ୟନ୍ତ...

ବିଶ୍ୱର ସବୁଠାରୁ ବୟସ୍କ ପୁରୁଷ

ନୂଆଦିଲ୍ଲୀ: ବୟସ ବଢ଼ିବା ସହ ରୋଗ ଏବଂ ଦୁଃଖ ମଧ୍ୟ ବଢ଼ିଚାଲେ। ତେଣୁ ଗୋଡ଼ ହାତ ଚାଲି ସଂସାରରୁ ବିଦାୟ ନେବାକୁ ସମନ୍ତେ ଚାହାନ୍ତି। ହେଲେ ଜୀବନ ଉପରେ କାହାର ବା ଜୋର୍‌। ଯାହାର ଯେତିକି ଦିନ ଆୟୁଷ, ସେ...

୫ ବର୍ଷର ବାଳକ ଜଳନ୍ତା ଘରୁ ଭଉଣୀ, ପୋଷା କୁକୁରକୁ କଲେ ଉଦ୍ଧାର

ଓ୍ବାଶିଂଟନ,୧୫।୨: ଆମେରିକାର ଜଣେ ୫ ବର୍ଷ ବୟସ୍କ ବାଳକ ଜଳନ୍ତା ଘରୁ ତାଙ୍କ ଭଉଣୀ ଏବଂ ପୋଷା କୁକୁରକୁ ଉଦ୍ଧାର କରିଛନ୍ତି। ଜର୍ଜିଆର ବାର୍ଟୋ କାଉଣ୍ଟିରେ ବାସ କରୁଥିବା ନୋଆହ ବୁଇସ୍‌ଙ୍କ ଶୋଇବା ଘରେ ବିଦ୍ୟୁତ୍‌ ଶର୍ଟ ସର୍କିଟ୍‌ ଯୋଗୁ...

ପେଚା ସହିତ ଟିକ୍‌ଟକ୍‌ ଭିଡ଼ିଓ କରିବା ପଡ଼ିଲା ମହଙ୍ଗା: ବନ ବିଭାଗ ପକ୍ଷରୁ ୨୫ ହଜାର ଜରିମାନା ନୋଟିସ୍‌

ଅହମଦାବାଦ୍‌,୧୫।୨: ବନ୍ୟପ୍ରାଣୀଙ୍କ ସହିତ ଟିକ୍‌ ଟିକ୍‌ ଭିଡ଼ିଓ କରିବା ଜଣେ ଯୁବତୀଙ୍କୁ ମହଙ୍ଗା ପଡ଼ିଛି। ଗୁଜରାଟର ସୁରଟରେ ବାସ କରୁଥିବା ଟିକ୍‌ଟକ୍‌ ଷ୍ଟାର କୀର୍ତ୍ତି ପଟେଲ ଏକ ପେଚା ସହିତ ଭିଡ଼ିଓ କରି ଏହାକୁ ସୋସିଆଲ୍‌ ମିଡ଼ିଆରେ ଶେୟାର କରିଥିଲେ।...

ବିନା ପାଣିରେ ଗୋଟିଏ ବର୍ଷ

ଜାକର୍ତ୍ତା,୧୫।୨: ପାଣି ବିନା କିଛି ଘଣ୍ଟା ବଞ୍ଚିବା ସମ୍ଭବ ହୋଇ ନ ଥାଏ। ତେବେ ଇଣ୍ଡୋନେସିଆର ଜଣେ ମହିଳା ଏକ ବର୍ଷ ଧରି ବିନା ପାଣିରେ ବଞ୍ଚି ରହିଛନ୍ତି। ସେ ହେଉଛନ୍ତି ୩୫ ବର୍ଷ ବୟସ୍କା ସୋଫି ପାର୍ତ୍ତିକ। ସ୍ଥାନୀୟ...

୩୦୦ ଫୁଟ ମାଟି ତଳେ ବାସ କରୁଥିବା ବଡ଼ମାଛର ମିଳିଲା ସନ୍ଧାନ

ଶିଂଲ, ୧୫।୨: ଭୂପୃଷ୍ଠର ୩୦୦ଫୁଟ ତଳେ ବାସ କରୁଥିବା ବଡ଼ମାଛର ସନ୍ଧାନ ମିଳିଛି। ମେଘାଳୟର ପାହାଡ଼ିଆ ଅଞ୍ଚଳରେ ଥିବା ଏହି ପ୍ରଜାତିର ମାଛର ଓଜନ ପ୍ରାୟ ଏକ କିଲୋଗ୍ରାମ୍‌ ରହିଛି। ଏଠାରେ ୨୫୦ରୁ ଅଧିକ ପ୍ରଜାତିର ମାଛ ମାଟି ତଳେ...

ଭାଲେଣ୍ଟାଇନ୍ସ ଡେ’ରେ ବିବାହ କଲେ ରାଣୀ-ରାଜା

ବେଙ୍ଗାଲୁରୁ,୧୪।୨: କର୍ନାଟକର କ୍ୟୁବାନ ପାର୍କରେ ଶୁକ୍ରବାର ଭାଲେଣ୍ଟାଇନ୍ସ ଡେ’ ଅବସରରେ ରାଣୀ ଓ ରାଜାଙ୍କର ବିବାହ ଅନୁଷ୍ଠିତ ହୋଇଛି। ସାଧାରଣ ବିବାହ ଭଳି ଉଭୟଙ୍କୁ ପାରମ୍ପରିକ ପୋଷାକରେ ସଜାଯିବା ସହ ବାଜା ବଜାଇ ଏହି ବିବାହ କରାଯାଇଛି। ତେବେ ରାଣୀ...

ଭାଲେଣ୍ଟାଇନ୍ସ ଡେ’ରେ ପିଲାମାନଙ୍କୁ ଶପଥ କରାଇଲେ ଶିକ୍ଷକ: କରିବେ ନାହି ପ୍ରେମ କି ପ୍ରେମ ବିବାହ

ଅମରାବତୀ,୧୪।୨: ମହାରାଷ୍ଟ୍ର ଅମରାବତୀ ଜିଲାରେ ଥିବା ଏକ ଆର୍ଟସ କଲେଜର ଦୃଶ୍ୟ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏଠାରେ ଭାଲେଣ୍ଟାଇନ୍ସ ଡେ’ ଅବସରରେ ପିଲାମାନଙ୍କୁ ଶିକ୍ଷକ ପ୍ରେମ କରିବାକୁ ବାରଣ କରିଥିବା ବେଳେ ପ୍ରେମ ବିବାହ ନ କରିବାକୁ...

୬୧ ହଜାର କିଲୋମିଟର ଯାତ୍ରା କରି, ମଥାରେ ଲଗାଇଲେ ୪୦ ଶହୀଦ ଯବାନଙ୍କ ଘରର ମାଟି

ଶ୍ରୀନଗର,୧୪।୨: ଗତବର୍ଷ ପୁଲଓ୍ବାମାରେ ଶହୀଦ ହୋଇଥିବା ୪୦ ଯବାନଙ୍କୁ ଶୁକ୍ରବାର ଶ୍ରୀନଗରରେ ଥିବା ସିଆର୍‌ପିଏଫ୍‌ର ଲେଥପୋରା ଶହୀଦ ସ୍ମାରକରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ମହାରାଷ୍ଟ୍ରର ଉମେଶ ଗୋପିନାଥ ଯାଦବ ଏହି ଶ୍ରଦ୍ଧାଞ୍ଜଳି ଉତ୍ସବର ବିଶେଷ ଅତିଥି ଥିବା ସୂଚନା ମିଳିଛି।...

ଲାଇଭ୍‌ ବୁଲେଟିନ୍‌ରେ ଭାବବିହ୍ବଳ ହେଲେ ନ୍ୟୁଜ୍‌ ଆଙ୍କର, ଜାଣନ୍ତୁ କାରଣ

ଲାଇଭ୍‌ ବୁଲେଟିନ୍‌ ଚାଲିଥିବା ସମୟରେ ଜଣେ ନ୍ୟୁଜ୍‌ ଆଙ୍କର ଭାବବିହ୍ବଳ ହୋଇପଡ଼ିଛନ୍ତି। କାରଣ ଜାଣିଲେ ଆପଣ ମଧ୍ୟ ସାବାସ୍‌ କହିବେ। ଶ୍ରୀଜା ଶ୍ୟାମ୍‌ ନାମକ ଜଣେ ଆଙ୍କର ବୁଧବାର ଲାଇଭ୍‌ ବୁଲେଟିନ୍‌ରେ ଥିଲେ। ସେହି ସମୟରେ କେରଳ ସରକାରଙ୍କ ପକ୍ଷରୁ...

ନଡ଼ିଆ ଷଢ଼େଇ ଗଛରେ ଟାଙ୍ଗି ପକ୍ଷୀଙ୍କୁ ଖାଦ୍ୟ-ପାନୀୟ ଦେଉଛନ୍ତି ଛାତ୍ରୀଛାତ୍ର

ବେଙ୍ଗାଲୁରୁ,୧୪।୨: ଦକ୍ଷିଣ କନ୍ନଡରେ ଥିବା ଏକ ସରକାରୀ ସ୍କୁଲରେ ପିଲାମାନେ ସ୍କୁଲ ନିକଟରେ ଥିବା ଗଛରେ ନଡିଆ ଷଢ଼େଇ ଟାଙ୍କି ପକ୍ଷୀମାନଙ୍କୁ ଖାଦ୍ୟ ପାନୀୟ ଦେଉଥିବା ଲକ୍ଷ୍ୟ କରାଯାଇଛି। ନଡିଆ ଷଢ଼େଇରେ ପାଣି ଓ ଖାଦ୍ୟ ରଖିବା ଫଳରେ ବିଭିନ୍ନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri