ଫୁରସତ

୩ ମାସରେ ୧୨ ଲିଟର କ୍ଷୀରଦାନ କରି ୫ ନବଜାତକଙ୍କ ଜୀବନ ବଞ୍ଚାଇଛନ୍ତି ଶିକ୍ଷୟିତ୍ରୀ

ଅହମ୍ମଦାବାଦ୍‌,୨୯।୧୨: ମା କ୍ଷୀର ଜବଜାତକଙ୍କ ପାଇଁ ଅମୃତ ତୁଲ୍ୟ। ତେବେ କେତେକ କ୍ଷେତ୍ରରେ ନବଜାତକଙ୍କୁ ଏହା ମିଳିପାରେନା। ଗୁଜରାଟରେ ଜଣେ ୨୯ ବର୍ଷ ବୟସ୍କା ଶିକ୍ଷୟିତ୍ରୀ ରୁଶିନା ମାରଫତିୟା ୩ ମାସରେ ନିଜର ୧୨ଲିଟର କ୍ଷୀରଦାନ କରି ୫ ନବଜାତକଙ୍କ...

ଭାରତୀୟ ସେନାଙ୍କୁ ସୁରକ୍ଷା ଦେଇଥାଏ ଏହି ମନ୍ଦିର

ରାଜସ୍ଥାନର ଜୈସଲମେରଠାରୁ ପ୍ରାୟ ୧୨୨ କିଲୋମିଟର ଦୂର ତନୋଟଠାରେ ଏମିତି ଏକ ଦେବୀ ମନ୍ଦିର ରହିଛି ଯାହା ସୀମାରେ ଥିବା ଯବାନଙ୍କର ଜୀବନ ରକ୍ଷା କରିଥାଏ ବୋଲି ବିଶ୍ୱାସ ରହିଛି। କୁହାଯାଏ କି ଏହି ମନ୍ଦିରରେ ଏମିତି ଶକ୍ତି ଅଛି...

ବରକନ୍ୟାଙ୍କୁ ଉପହାର ମିଳିଲା ୫ ହାର୍ଟ, ୩୦ କିଡ୍‌ନୀ, ୧୪୦ ଚକ୍ଷୁ

ରାଜସ୍ଥାନ: ବିବାହ ଉତ୍ସବରେ ବରକନ୍ୟାଙ୍କୁ ଅନେକ ଉପହାର ମିଳିଥାଏ। ଅଳଙ୍କାରଠାରୁ ଆରମ୍ଭ କରି ଘରକରଣା ସାମଗ୍ରୀ ପର୍ଯ୍ୟନ୍ତ। ମାତ୍ର ଏକ ବିବାହ ଉତ୍ସବରେ ଉପହାର ସ୍ବରୂପ ବରକନ୍ୟାଙ୍କୁ ୫ଟି ହାର୍ଟ, ୩୦ କିଡ୍‌ନୀ ଏବଂ ୧୪୦ ଚକ୍ଷୁ ମିଳିବା ଘଟଣା...

ବରିଷ୍ଠ ନାଗରିକଙ୍କୁ ସେବା ଯୋଗାଉଛି ବାଇକ୍‌ ଆମ୍ବୁଲାନ୍ସ୍‌…

ବରିଷ୍ଠ ନାଗରିକଙ୍କ ପାଇଁ ସରକାରଙ୍କ ପକ୍ଷରୁ ବିଭିନ୍ନ ସୁବିଧା ସୁଯୋଗ ଯୋଗାଇ ଦିଆଯାଉଛି। ଏହି ମର୍ମରେ ହାଇଦ୍ରାବାଦ୍‌ରେ ବରିଷ୍ଠ ନାଗରିକଙ୍କ ପାଇଁ ଜରୁରୀକାଳୀନ ସେବା ପ୍ରଦାନ ଲାଗି ସ୍ବେଛାସେବୀ ସଂଗଠନ ହ୍ୟୁମାନ ରାଇଟସ୍‌ ଅର୍ଗାନାଇଜେସନ୍‌ ଅଫ୍‌ ଗୁଡ୍‌ ସମାରିଟାନ୍ସ ଇଣ୍ଡିଆ...

ବିଶ୍ୱର ସବୁଠୁ ଭୋକିଲା, ମାରାତ୍ମକ ଜୀବ

ନୂଆଦିଲ୍ଲୀ: ସାଧାରଣତଃ ସାପ ଭୟଙ୍କର ବୋଲି ସମସ୍ତେ ଜାଣିଛନ୍ତି। ସାପର ବିଷ ନିମିଷକରେ ମଣିଷର ଜୀବନ ନେଇଯାଏ। ମାତ୍ର ସାପଠାରୁ ବି ଭୟଙ୍କର ଜୀବ ଅଛି। ଆଖିକୁ ଏହି ଜୀବଟି ଛୋଟିଆ ଦେଖାଯାଉଥିଲେ ମଧ୍ୟ ଭାରି ମାରାତ୍ମକ। ତା’ ବିଷରେ...

ମାଇନସ୍‌ ୫୨ ଡିଗ୍ରୀରେ ଦୌଡିଲେ ମାରାଥନ ଧାବକ: ଚେହେରାରେ ଜମିଗଲା ବରଫ

ବେଜିଂ,୨୮।୧୨: ଉତ୍ତର ଚାଇନାର ମଙ୍ଗୋଲିଆ ନିକଟରେ ଥିବା ଜେନେ ସହରରେ ୨୦୧୯ର ଚାଇନା ପୋଲ ଅଫ୍‌ କୋଲ୍ଡ ମାରାଥନର ଆୟୋଜନ କରାଯାଇଥିଲା। ଏଥିରେ ପାଖାପାଖି ୧୫ଶହ ପ୍ରତିଯୋଗୀ ଦୌଡିଥିଲେ। ବୁଧବାର ଆୟୋଜିତ ଏହି ପ୍ରତିଯୋଗୀତା ସମୟରେ ସେଠାକାର ତାପମାତ୍ରା ଥିଲା...

ଭାଇରସ୍‌ ଚିହ୍ନିବ ଭାଇରିୟନ

ନ୍ୟୁୟର୍କ: ପ୍ରାଣୀମାନଙ୍କ ଦେହରେ ୧୬.୭ ଲକ୍ଷରୁ ଊର୍ଦ୍ଧ୍ୱ ଅଜଣା ଭାଇରସ୍‌ ରହିଥାନ୍ତି, ଯାହାଦ୍ୱାରା ଅନେକ ସମୟରେ ଲୋକମାନେ ସଂକ୍ରମିତ ହୋଇ ଭୟଙ୍କର ରୋଗର ଶିକାର ହୋଇଥାନ୍ତି। ଏଚ୍‌୫ଏନ୍‌୧, ଜିକା ଓ ଇବୋଲା ଭଳି ଭାଇରସ୍‌ ସଂସ୍ପର୍ଶରେ ଆସି ବହୁ ଲୋକଙ୍କ...

ପୁରୁଷ ଟିଭି ଦେଖିବାରେ ଏବଂ ମହିଳା ଇସ୍ତ୍ରୀ କରିବାରେ ଅଧିକ ବିଦ୍ୟୁତ୍‌ ଶକ୍ତି କରନ୍ତି ଖର୍ଚ୍ଚ …

ଭାରତରେ ଅଧିକ ବିଦ୍ୟୁତ୍‌ ଶକ୍ତି କେଉଁମାନେ ଖର୍ଚ୍ଚ କରିଥାନ୍ତି ତାହାର ଏକ ରିପୋର୍ଟ ପ୍ରକାଶ ପାଇଛି। ପେନସିଲ୍‌ଭାନିଆର ପିଟସ୍‌ବର୍ଗ ସ୍ଥିତ କାନେଗି ମେଲୋନ୍‌ ବିଶ୍ୱବିଦ୍ୟାଳୟର ଗବେଷକ ଦୀର୍ଘଦିନ ଏକ ଅଧ୍ୟୟନ କରି ଏହା ଜାଣିପାରିଛନ୍ତି। ଦେଶର ୭ଟି ରାଜ୍ୟରେ ଏନେଇ...

ବିଦେଶୀ ମହିଳାଙ୍କ ଜୀବନ ବଦଳାଇ ଦେଲା ‘ଦେଶୀ ଚା’

ବିଶ୍ୱର କିଛି ଲୋକପ୍ରିୟ ପାନୀୟ ମଧ୍ୟରେ ଚା’ ଅନ୍ୟତମ। ଦିନର ଆରମ୍ଭ ହୁଏ ଚା’ ସହିତ। ଭାରତରେ ଚା’ର ଲୋକପ୍ରିୟତା ଢେର୍‌ ଅଧିକ। ରାସ୍ତାକଡଠାରୁ ଆରମ୍ଭ କରି ଗାଁ ଗହଳିରେ ଯେଉଁଠି ଦେଖିବେ ଚା’ ଦୋକାନଟିଏ ନିଶ୍ଚିତ ଥିବ। ଭାରତ...

ବାକିରେ ପାନ ଦେବାକୁ ଦୋକାନୀ ମନା କରିବାରୁ ଗ୍ରାହକ କାଟି ଖାଇଲେ ଓଠ, କାନ

ଲକ୍ଷ୍ନୌ: ଉତ୍ତରପ୍ରଦେଶର ଲକ୍ଷ୍ନୌରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଜଣେ ପାନ ଦୋକାନୀ ଗ୍ରାହକଙ୍କୁ ବାକି ବା ମାଗଣାରେ ପାନ ଦେବାକୁ ମନା କରିବାରୁ ଗ୍ରାହକ ଜଣକ ଏମିତି କାଣ୍ଡ ଘଟାଇଛନ୍ତି, ଯାହା ସମସ୍ତଙ୍କୁ ଚକିତ କରିଦେଇଛି। ଆଲମବାଗ୍‌ର...

ଗୋଡ଼ରେ ଥିବା ପ୍ରୋଟିନ୍‌ ସହାୟତାରେ ମଶା କୀଟନାଶକ ସମ୍ପର୍କରେ ଜାଣିପାରନ୍ତି

ଲିବରପୁୁଲ: ମ୍ୟାଲେରିଆରୁ ଦୂରେଇ ରହିବା ପାଇଁ ବହୁ ସମୟରେ କୀଟନାଶକର ବ୍ୟବହାର କରାଯାଇଥାଏ। ତେବେ ଏଥିରେ କେତେକ କ୍ଷେତ୍ରରେ ସଫଳତା ମିଳି ନ ଥାଏ। ମଶାର ଗୋଡ଼ରେ ଥିବା ଏକପ୍ରକାର ପ୍ରୋଟିନ୍‌ କୀଟନାଶକ ସମ୍ପର୍କରେ ସୂଚନା ଦେଇଥାଏ। ଫଳରେ ମଶା...

ସୂର୍ଯ୍ୟ ପରାଗ ସମୟରେ ୩ ପିଲାଙ୍କୁ ମାଟିରେ ବେକ ପର୍ଯ୍ୟନ୍ତ ପୋତାଗଲା

ବେଙ୍ଗାଲୁରୁ,୨୭।୧୨: ଆଧୁନିକ ଦୁନିଆରେ ମଧ୍ୟ ମଣିଷ ମଧ୍ୟରେ ବିଭିନ୍ନ କୁସଂସ୍କାର ଏବଂ ଅନ୍ଧବିଶ୍ୱାସ ରହିଛି। ଏହାଯୋଗୁ ବହୁ ରୋଚକ ଘଟଣାମାନ ଘଟୁଛି। ଗୁରୁବାର ସୂର୍ଯ୍ୟପରାଗ ସମୟରେ କର୍ନାଟକର କଲବୁର୍ଗୀ ଅଞ୍ଚଳର ତାଜ୍‌ ସୁଲତାନପୁର ଗାଁରେ ଏକ ସ୍ବତନ୍ତ୍ର ପୂଜାନୁଷ୍ଠାନ କରାଯାଇ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri