ଫୁରସତ

ପବନରୁ ପ୍ରସ୍ତୁତ ହେଉଛି ପାଣି, ବୋତଲର ଦାମ୍‌ ରହିଛି…

ଆଜିକାଲି ଦୁନିଆରେ କୌଣସି କଥା ଅସମ୍ଭବ ନୁହେଁ। ବୈଜ୍ଞାନିକମାନେ ସବୁ ଅସମ୍ଭବକୁ ସମ୍ଭବ କରିଦେଉଛନ୍ତି। ତେଲେଙ୍ଗାନାର ସିକନ୍ଦରାବାଦ୍‌ ରେଲଓ୍ବେ ଷ୍ଟେଶନକୁ ଦେଖୁନାହାନ୍ତି, ଏଠାରେ କେମିତି ପବନରୁ ପାଣି ପ୍ରସ୍ତୁତ ହୋଇ ବିକ୍ରି ହେଉଛି। ଗୋଟିଏ ବୋତଲର ପାଣି କିଣିଲେ ଦେବାକୁ...

ଯେଉଁ ଖଣିର ହୀରା ନେଇ ପାରିବେ ସାଧାରଣ ଜନତା

ହୀର ଖଣି ସାଧାରଣତଃ କମ୍ପାନୀମାନଙ୍କ ଅଧିନରେ ଥାଏ। ଯେଉଁମାନେ ଏହାକୁ କ୍ରୟ କରିଥାଆନ୍ତି। ହେଲେ ଏମିତି ଏକ ଖଣି ଅଛି ଯେଉଁଠୁ ସାଧାରଣ ଜନତା ମଧ୍ୟ ହୀରା ଆଣିପାରିବେ। ଆମେରିକାର ଆରକାନସସ ରାଜ୍ୟର ପାଇକ କାଉଣ୍ଟିରେ ମରଫ୍ରେସବୋରୋରେ ରହିଛି ଏମିତି...

ଏହି ବ୍ୟକ୍ତିଙ୍କ ପେଟରେ ରହିଛି ଏମିତି ବିଷାକ୍ତ ଗ୍ୟାସ, ଯେଉଁଥିରେ ମରିଯାଉଛନ୍ତି କୀଟପତଙ୍ଗ

ବିଶ୍ୱରେ ଖୁବ୍‌ ବିଚିତ୍ର ଲୋକ ଅଛନ୍ତି। ଏପରି ଜଣେ ବ୍ୟକ୍ତି ହେଉଛନ୍ତି ୟୁଗଣ୍ଡାର କମ୍ପଲାରେ ରହୁଥିବା ଓ୍ବାମିରମା(୪୮)। ଯେ ଦାବି କରନ୍ତି ତାଙ୍କ ପେଟରେ ଏପରି ବିଷାକ୍ତ ଗ୍ୟାସ୍‌ ଅଛି ଯାହାର ପ୍ରଭାବରେ ଆଖପାଖରେ ଥିବା ମଶା ମରିଯାନ୍ତି। ସେ...

ଓ୍ବାଶିଂମେଶିନ୍‌ରେ ଏମିତି କିଛି ଦୃଶ୍ୟ ଦେଖି ଆଶ୍ଚର୍ଯ୍ୟ ହୋଇଗଲେ ବ୍ୟକ୍ତି, ଫଟୋ ଭାଇରାଲ

ଋଷ୍‌: ସାଧାରଣତଃ ଓ୍ବାଶିଂମେଶିନ୍‌ରେ କପଡ଼ା ଧୁଆ ଯାଇଥାଏ। ଯଦି ଏହା ଭିତରେ ଆପଣ ହଠାତ୍‌ କିଛି ଅଦ୍ଭୁତ ଦୃଶ୍ୟ ଦେଖିବେ ତେବେ ଲୋମ ଟାଙ୍କୁରି ଉଠିବା ସ୍ବାଭାବିକ। ଏମିତି ଏକ ଘଟଣା ଘଟିଛି ଋଷ୍‌ର ଜଣେ ବ୍ୟକ୍ତିଙ୍କ କ୍ଷେତ୍ରରେ। ଉକ୍ତ...

ଏମିତି ରେଡିଓ ଷ୍ଟେଶନ, ଯେଉଁଠି ସିଧା ଯୋଗାଯୋଗ ହୋଇଥାଏ ଏଲିଅନ୍‌ଙ୍କ ସହ

ଋଷ୍‌: ଏହି ଦେଶର ସେଣ୍ଟ ପୋର୍ଟସବର୍ଗ ସହରଠାରୁ ଦୂର ଶୂନ୍‌ଶାନ୍‌ ସ୍ଥାନରେ ରହିଛି ଏକ ରେଡିଓ ଷ୍ଟେଶନ। ଏହି ରେଡିଓ ଷ୍ଟେଶନରୁ ଅନ୍ତରାଳରେ କିଛି ପ୍ରସାରଣ ହୋଇଥାଏ। ଯେତେବେଳେ ଅନ୍ୟ ରେଡିଓ ଷ୍ଟେଶନରୁ ପ୍ରସାରଣ ବନ୍ଦ ହୋଇଥାଏ ଠିକ୍‌ ଏହି...

ବିକଳ୍ପ ଶକ୍ତି ଭବିଷ୍ୟତର ଭରସା

ଜାତିସଂଘ: ବିଶ୍ୱରେ ୧୪ ଡିସେମ୍ବରରେ ବିଶ୍ୱ ଶକ୍ତି ସଂରକ୍ଷଣ ଦିବସ ପାଳନ କରାଯାଉଛି। ଶକ୍ତି କ୍ଷୟ ରୋକିବା ଓ ଏହାର ବିନିଯୋଗ ଉପରେ ଗୁରୁତ୍ୱ ପ୍ରଦାନ କରିଥାଏ ଏହି ଦିବସ। ଦୈନନ୍ଦିନ ଜୀବନରେ ଶକ୍ତିର ଉପଯୋଗ ଓ ପରିବେଶ ଉପରେ...

ପ୍ରଥମ ସାମୁଦ୍ରିକ କବରଖାନା

କୋଝିକୋଡ: ସମୁଦ୍ରର ଅଥଳ ଜଳରାଶିଠାରୁ ଆରମ୍ଭ କରି ଏଭେରଷ୍ଟ, ଆମାଜନର ଘଞ୍ଚ ଜଙ୍ଗଲରୁ ସାହାରାର ବିସ୍ତୀର୍ଣ୍ଣ ମରୁପ୍ରାନ୍ତ ଯାଏ ସବୁଠି ମନୁଷ୍ୟକୃତ ଆବର୍ଜନାର ପାହାଡ଼। ଜାଣତ କିମ୍ବା ଅଜାଣତରେ ପ୍ରାକୃତିକ ପରିବେଶରେ ଏପରି ହସ୍ତକ୍ଷେପ ଏବେ ମଣିଷ ଜାତି ପାଇଁ...

ଏହି ଦେଶର ମହାରାଣୀଙ୍କ ପାଖରେ ନାହିଁ ପାସପୋର୍ଟ: ବୁଲି ସାରିଲେଣି ଶହେରୁ ଊର୍ଦ୍ଧ୍ୱ ଦେଶ

ପାସପୋର୍ଟ ବା ଭିଜା ନ ଥିଲେ ଜଣେ ବ୍ୟକ୍ତି ନିଜ ଦେଶ ବ୍ୟତୀତ ବିଦେଶ ଭ୍ରମଣ କରିପାରିବ ନାହିଁ। ହେଲେ ବ୍ରିଟେନର ମହାରାଣୀ ଏଲିଜାବେଥ-୨ ଏକମାତ୍ର ମହିଳା ଯେ କି ବିନା ପାସପାର୍ଟ ବା ଭିଜାରେ ଶହେରୁ ଊର୍ଦ୍ଧ୍ୱ ଦେଶ...

ଏହି ଯୁବକଙ୍କ ପାଟିରୁ ନୁହେଁ, ଛାତିରୁ ଶୁଭୁଛି ସିଟି; କାରଣ ଜାଣି ଡାକ୍ତର ହେଲେ ଆଶ୍ଚର୍ଯ୍ୟ

ହିମାଚଳପ୍ରଦେଶ: ସାଧାରଣତଃ ଲୋକେ ପାଟିରେ ସିଟି ବା ହୁଇସିଲ୍‌ ବଜାଇଥା’ନ୍ତି। ମାତ୍ର ଜଣେ ବ୍ୟକ୍ତିଙ୍କ ଛାତିରୁ ସିଟି ବଜାଇବାର ଶବ୍ଦ ଶୁଭୁଛି। ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ହିମାଚଳପ୍ରଦେଶରେ ରହୁଥିବା ଜଣେ ଯୁବକଙ୍କଠାରେ ଏପରି ଦେଖିବାକୁ ମିଳିଛି। ହିମାଚଳ ସ୍ବାସ୍ଥ୍ୟ...

ଏମିତି ବହି: ଚାହିଁଲେ ମଧ୍ୟ ପଢ଼ିପାରିବେନି, ଜାଣନ୍ତୁ କାରଣ

ବିଶ୍ୱରେ ଅନେକ ଅଜବ ଜିନିଷ ଭରପୂର ହୋଇରହିଛି। ଯାହାର କାରଣ ଆଜି ମଧ୍ୟ ଅସ୍ପଷ୍ଟ। ସେହିପରି ଏକ ଅଜବ ବହି ଦେଖିବାକୁ ମିଳିଛି ଇଂଲଣ୍ଡରେ। ଯାହାକୁ ଆପଣ ଚାହିଁଲେ ମଧ୍ୟ ପଢ଼ିପାରିବେନି। ୨୪୦ ପୃଷ୍ଠାର ଏହି ବହିକୁ ଆଜିପର୍ଯ୍ୟନ୍ତ କେହି...

ସମର୍ପଣର ପ୍ରତୀକ ଆହ୍ଲାଦିନୀ

ଯେତିକି ଧର୍ମପ୍ରାଣା, ସେତିକି ପରୋପକାରୀ ଓ ମିଷ୍ଟଭାଷୀ ଥିଲେ ସ୍ବର୍ଗତା ଆହ୍ଲାଦିନୀ ମିଶ୍ର। ନିଜ କର୍ମମୟ ଜୀବନରେ ସମାଜ ପ୍ରତି ଥିଲା ତାଙ୍କର ଅନେକ ଅବଦାନ। ଏକ ରକ୍ଷଣଶୀଳ ବ୍ରାହ୍ମଣ ପରିବାରର ବୋହୂ ଥିଲେ ବି ଘରୁ ଗୋଡ଼ କାଢ଼ି...

ପୁରୁଷମାନଙ୍କୁ ଘରକୁ ଡାକନ୍ତି ଏହି ମହିଳା: ତାଙ୍କ କଥା ନ ମାନିଲେ କରିଥା’ନ୍ତି ଏପରି କାମ, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବ୍ରିଟେନ୍‌ର ଜଣେ ମହିଳା ପ୍ରଥମେ ପୁରୁଷମାନଙ୍କୁ ପ୍ରେମ ଜାଲରେ ଫସାଇ ନିଜ ଘରକୁ ଡାକିଥା’ନ୍ତି। ପରେ ସେମାନଙ୍କୁ ଏପରି କିଛି ନିର୍ଦ୍ଦେଶ ଦେଇଥା’ନ୍ତି ଯାହା ଜାଣିଲେ ଆଶ୍ଚର୍ଯ୍ୟ ହେବେ। ଘରକୁ ଡାକୁଥିବା ପୁରୁଷମାନଙ୍କୁ ସେ ମହିଳାଙ୍କ ପୋଷାକ ପିନ୍ଧିବାକୁ କହିଥା’ନ୍ତି।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri