Advertisement

ଗଣେଶ ପୂଜା

ଇକୋ ଫ୍ରେଣ୍ଡଲି ଗଣେଶ ମୂର୍ତ୍ତିଇକୋ ଫ୍ରେଣ୍ଡଲି ଗଣେଶ ମୂର୍ତ୍ତି

ଇକୋ ଫ୍ରେଣ୍ଡଲି ଗଣେଶ ମୂର୍ତ୍ତି

ଆସିଯାଇଛି ପାର୍ବଣର ଋତୁ । ବିଗ୍ରହଙ୍କ ଆବାହନଠାରୁ ବିସର୍ଜନ ପର୍ଯ୍ୟନ୍ତ ପୂଜା ମଣ୍ଡପରେ ଜମେ ଉତ୍ସବର ମାହୋଲ । ତେବେ ବିଭିନ୍ନ ରାସାୟନିକ ପଦାର୍ଥ ବ୍ୟବହାର କରି…

6 years ago
ରାଶି ଅନୁଯାୟୀ ଗଣେଶଙ୍କ ପୂଜାରାଶି ଅନୁଯାୟୀ ଗଣେଶଙ୍କ ପୂଜା

ରାଶି ଅନୁଯାୟୀ ଗଣେଶଙ୍କ ପୂଜା

ମେଷ: ଏ ରାଶିର ବ୍ୟକ୍ତିମାନେ ନାଲିରଙ୍ଗର ଗଣେଶ ମୂର୍ତ୍ତି ପୂଜା କରି ଲଡୁ, ଗୁଡ଼ ଭୋଗ ଲଗାନ୍ତୁ। ବୃଷ: ଏ ରାଶିର ବ୍ୟକ୍ତି ଧଳା ରଙ୍ଗର ମୂର୍ତ୍ତି…

6 years ago
ବ୍ରହ୍ମଚାରୀ ରହିବାକୁ ଚାହୁଁଥିବା ଗଣେଶ କାହିଁକି କରିଥିଲେ ବିବାହ ଜାଣନ୍ତୁ…ବ୍ରହ୍ମଚାରୀ ରହିବାକୁ ଚାହୁଁଥିବା ଗଣେଶ କାହିଁକି କରିଥିଲେ ବିବାହ ଜାଣନ୍ତୁ…

ବ୍ରହ୍ମଚାରୀ ରହିବାକୁ ଚାହୁଁଥିବା ଗଣେଶ କାହିଁକି କରିଥିଲେ ବିବାହ ଜାଣନ୍ତୁ…

କୌଣସି ଶୁଭ କାମ ପୂର୍ବରୁ ଗଣେଶଙ୍କୁ ଆରାଧନା କରାଯାଏ। ସମସ୍ତ ଦେବତାଙ୍କଠାରୁ ଗଣେଶଙ୍କ ସ୍ଥାନ ସର୍ବାଗ୍ରେ। ପୌରାଣିକ କଥା ଅନୁସାରେ, ଗଣେଶ ଆଜୀବନ ବ୍ରହ୍ମଚାରୀ ରହିବାକୁ ଚାହୁଁଥିଲେ।…

6 years ago
ସର୍ବ ପ୍ରଥମେ କାହିଁକି ଗଣେଶଙ୍କୁ ପୂଜା କରାଯାଏସର୍ବ ପ୍ରଥମେ କାହିଁକି ଗଣେଶଙ୍କୁ ପୂଜା କରାଯାଏ

ସର୍ବ ପ୍ରଥମେ କାହିଁକି ଗଣେଶଙ୍କୁ ପୂଜା କରାଯାଏ

ହିନ୍ଦୁ ଧର୍ମରେ ଯେ କୌଣସି ଶୁଭ କାର୍ଯ୍ୟରେ ପ୍ରଥମେ ଗଣେଶଙ୍କୁ ପୁଜା କରିବାର ବିଧି ରହିଛି। କାରଣ ଗଣେଶଙ୍କର ଅନ୍ୟନାମ ହେଉଛି ବିଘ୍ନବିନାଶକ। ଅର୍ଥାତ୍‌ କୌଣସି କାମ…

6 years ago
ଚନ୍ଦ୍ରୟାନ-୨ରେ ଲାଲବାଗ ରାଜାଚନ୍ଦ୍ରୟାନ-୨ରେ ଲାଲବାଗ ରାଜା

ଚନ୍ଦ୍ରୟାନ-୨ରେ ଲାଲବାଗ ରାଜା

ମୁମ୍ବାଇ: ଭାଦ୍ରବ ଶୁକ୍ଳପକ୍ଷରେ ଗଣେଶ ଚତୁର୍ଥୀ ପଡ଼ୁଥିବା ବେଳେ ଚଳିତ ବର୍ଷ ସେପ୍ଟେମ୍ବର ୨ରେ ଏହା ପାଳନ କରାଯିବ। ଏନେଇ ପଲ୍ଲୀଠାରୁ ଆରମ୍ଭ କରି ସହର ସବୁ…

6 years ago
ଅଧିକ ଆୟ ସତ୍ତ୍ୱେ ପାଖରେ ରହୁନାହିଁ ଅର୍ଥ, ଏଥିରୁ ମୁକ୍ତି ଲାଗି କରନ୍ତୁ ଏପରି ପୂଜାଅଧିକ ଆୟ ସତ୍ତ୍ୱେ ପାଖରେ ରହୁନାହିଁ ଅର୍ଥ, ଏଥିରୁ ମୁକ୍ତି ଲାଗି କରନ୍ତୁ ଏପରି ପୂଜା

ଅଧିକ ଆୟ ସତ୍ତ୍ୱେ ପାଖରେ ରହୁନାହିଁ ଅର୍ଥ, ଏଥିରୁ ମୁକ୍ତି ଲାଗି କରନ୍ତୁ ଏପରି ପୂଜା

ଚଳିତବର୍ଷ ଗଣେଶ ଚତୁର୍ଥୀ ସେପ୍ଟେମ୍ବର ୨ରେ ପଡୁଥିବାବେଳେ ଏହି ଦିନରେ ଘରେ ପୂଜାର୍ଚ୍ଚନା କରିବା ଫଳରେ ସୁଖଶାନ୍ତି ବଢ଼ିଥାଏ। କିଛି ଲୋକ ଅଛନ୍ତି ଯେଉଁମାନଙ୍କ ଆୟ ଅଧିକ…

6 years ago
ଚଳିତ ବର୍ଷ କପୁର ପରିବାର ପାଳିବେନି ଗଣେଶ ଚତୁର୍ଥୀଚଳିତ ବର୍ଷ କପୁର ପରିବାର ପାଳିବେନି ଗଣେଶ ଚତୁର୍ଥୀ

ଚଳିତ ବର୍ଷ କପୁର ପରିବାର ପାଳିବେନି ଗଣେଶ ଚତୁର୍ଥୀ

ମୁମ୍ବାଇ: ପ୍ରତି ବର୍ଷ କପୁର ପରିବାର ବହୁ ଆଡ଼ମ୍ବରରେ ଗଣେଶ ଚତୁର୍ଥୀ ପାଳନ କରୁଥିବା ବେଳେ ଚଳିତ ବର୍ଷ କିନ୍ତୁ ଏମାନେ ଏହି ପର୍ବ ପାଳନ କରିବେ…

6 years ago
ଏଥର ଇକୋ ଫ୍ରେଣ୍ଡ୍‌ଲୀ ଗଣେଶଏଥର ଇକୋ ଫ୍ରେଣ୍ଡ୍‌ଲୀ ଗଣେଶ

ଏଥର ଇକୋ ଫ୍ରେଣ୍ଡ୍‌ଲୀ ଗଣେଶ

କୋଏମ୍ବାଟୁର,୨୮।୮: ଗଣେଶ ଚତୁର୍ଥୀ ଭାଦ୍ରବ ଶୁକ୍ଳପକ୍ଷରେ ପଡ଼ୁଥିବା ବେଳେ ଚଳିତବର୍ଷ ସେପ୍ଟେମ୍ବର ୨ରେ ଏହା ପାଳନ କରାଯିବ। ବିଘ୍ନବିନାଶନଙ୍କ ପୂଜା ଆଉ କିଛି ଦିନ ବାକି ରହିଲା।…

6 years ago
ପ୍ରଭୁ ଗଣେଶଙ୍କୁ ବେଶି ପସନ୍ଦ ମୋଦକ, ଜାଣନ୍ତୁ କାହିଁକିପ୍ରଭୁ ଗଣେଶଙ୍କୁ ବେଶି ପସନ୍ଦ ମୋଦକ, ଜାଣନ୍ତୁ କାହିଁକି

ପ୍ରଭୁ ଗଣେଶଙ୍କୁ ବେଶି ପସନ୍ଦ ମୋଦକ, ଜାଣନ୍ତୁ କାହିଁକି

ଆସୁଛି ଗଣେଶ ପୂଜା। ଆଉ ମାତ୍ର ଦିନ କେଇଟା ପରେ ବିରାଜମାନ ହେବେ ବିଘ୍ନ ବିନାଶକ ପ୍ରଭୁ ଗଣେଶ। ଏଥିପାଇଁ ଚଳଚଞ୍ଚଳ ହୋଇପଡିଛି ଗାଁଠାରୁ ସହର। ପ୍ରଭୁ…

6 years ago