ରାହୁଲଙ୍କ ବୈଠକରେ ଥରୁର ଅନୁପସ୍ଥିତ: ଉଠିଲା ପ୍ରଶ୍ନ
ନୂଆଦିଲ୍ଲୀ,୧୨।୧୨: କଂଗ୍ରେସ ଏମ୍ପି ଶଶି ଥରୁର ଶୁକ୍ରବାର ରାହୁଲ ଗାନ୍ଧୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଦଳର ଲୋକ ସଭା ଏମ୍ପି ବୈଠକରେ ଯୋଗ ଦେଇ ନ ଥିଲେ। ଗୁରୁତ୍ୱପୂର୍ଣ୍ଣ ବୈଠକରେ ଥରୁରଙ୍କ ବାରମ୍ବାର ଅନୁପସ୍ଥିତି ଦଳ ଭିତରେ ପ୍ରଶ୍ନ ଉଠାଇଛି। ଯଦିଓ...
‘ଧମକ ସେହିମାନେ ଦିଅନ୍ତି, ଯେଉଁମାନେ…’, SIR ବିରୋଧରେ ମମତାଙ୍କ ବୟାନକୁ ନେଇ ଭାଜପା ଖପ୍ପା!
ନୂଆଦିଲ୍ଲୀ/କୋଲକାତା,୧୨।୧୨: ପଶ୍ଚିମବଙ୍ଗରେ SIR ଉପରେ ଚାଲିଥିବା ବିବାଦ ମଧ୍ୟରେ, ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବିବୃତ୍ତି ଦେଇ ରାଜନୈତିକ ବିବାଦକୁ ଆହୁରି ବଢ଼ାଇ ଦେଇଛନ୍ତି। ଗୁରୁବାର (ଡିସେମ୍ବର ୧୧, ୨୦୨୫) ମମତା ବାନାର୍ଜୀ ମହିଳାମାନଙ୍କୁ ଭୋଟର ତାଲିକାରୁ ସେମାନଙ୍କ ନାମ...
ମୋକିମ୍ଙ୍କୁ ନେଇ ଆସିଲା ବଡ଼ ଅପ୍ଡେଟ୍: ଏଥର ଦିଲ୍ଲୀରେ …
ଭୁବନେଶ୍ୱର,୧୨।୧୨: ମୋକିମଙ୍କ ଚିଠି ପ୍ରସଙ୍ଗରେ କଂଗ୍ରେସ ବିଧାୟକ ଦଳ ନେତା ପ୍ରତିକ୍ରିୟା ରଖିଛନ୍ତି। ଓଡ଼ିଶାରେ ବିବାଦ, ଦିଲ୍ଲୀରେ ସମାଧାନ ହେବ କହିଲେ ରାମଚନ୍ଦ୍ର କାଡାମ। ଓଡ଼ିଶା କଂଗ୍ରେସରେ ବିବାଦ ନେଇ ଦିଲ୍ଲୀ ନେତାଙ୍କ ସହ ଆଲୋଚନା ହେବ। କେନ୍ଦ୍ରୀୟ ନେତା...
ଆସନ୍ତା ୭ ଦିନ ହେବ ବର୍ଷା! ୫୫ କିଲୋମିଟର ବେଗରେ ବହିବ ପବନ
ଚେନ୍ନାଇ,୧୨।୧୨: ତାମିଲନାଡୁରେ ଉତ୍ତର-ପୂର୍ବ ମୌସୁମୀ ବାୟୁ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଅକ୍ଟୋବର ୧୬ରେ ଆରମ୍ଭ ହୋଇଥିବା ଉତ୍ତର-ପୂର୍ବ ମୌସୁମୀ ବାୟୁ ନଭେମ୍ବରରେ ନିରାଶାଜନକ ଥିଲା। ତଥାପି, ଅକ୍ଟୋବର ଆରମ୍ଭରେ ଏହା ପ୍ରବଳ ଥିଲା। ଅନେକ ଜିଲାରେ ପ୍ରବଳ ବର୍ଷା ହୋଇଥିଲା।...
ମାଲକାନଗିରି ହିଂସା ରିପୋର୍ଟ ପ୍ରକାଶ: ଏଥିରେ ହୋଇଛି ଏତିକି କୋଟି ଟଙ୍କା କ୍ଷତି, ଜାଣିଲେ…
ମାଲକାନଗିରି,୧୨ା୧୨: ମାଲକାନଗିରି ହିଂସାରେ ହୋଇଥିବା କ୍ଷୟକ୍ଷତି ରିପୋର୍ଟ ପ୍ରକାଶ ପାଇଛି। ଏହି ହିଂସାରେ ୩ କୋଟି ୪୦ ଲକ୍ଷ ଟଙ୍କାର କ୍ଷୟକ୍ଷତି ଆକଳନ କରାଯାଇଛି। ଏନେଇ ସୂଚନା ଦେଇଛନ୍ତି ଜିଲାପାଳ ସୋମେଶ ଉପାଧ୍ୟାୟ। ତେବେ କ୍ଷୟକ୍ଷତି ଆକଳନରେ ଘରକୁ ସାମିଲ...
GEN-Z ବିଦ୍ରୋହ ପାଇଁ ନେପାଳକୁ ଦେବାକୁ ପଡ଼ିଲା ବହୁମୂଲ୍ୟ, ୪୨ ବିଲିୟନ ଡଲାର ଅର୍ଥନୀତିକୁ ୫୮୬ ନିୟୁତ ଡଲାର କ୍ଷତି
କାଠମାଣ୍ଡୁ,୧୨।୧୨: GEN-Z ଯୁବକମାନଙ୍କ ନେତୃତ୍ୱରେ ସେପ୍ଟେମ୍ବରରେ ହୋଇଥିବା ଦୁର୍ନୀତି ବିରୋଧୀ ଆନ୍ଦୋଳନରେ ନେପାଳକୁ ବହୁ କ୍ଷତି ସହିବାକୁ ପଡିଲା। ଜେନ-ଜେଡ ଆନ୍ଦୋଳନ ଦ୍ୱାରା ହୋଇଥିବା ହିଂସା, ପୋଡ଼ାଜଳା ଏବଂ ଭଙ୍ଗାରୁଜା ଦେଶର ୪୨ ବିଲିୟନ ଡଲାର ଅର୍ଥନୀତିକୁ ପ୍ରାୟ ୫୮୬...
ଲୋକପ୍ରିୟ ଗାୟକ ଜୁବିନ ମୃତ୍ୟୁ ମାମଲା: ଚାର୍ଜସିଟ ଦାଖଲ କଲା STF
ଗୌହାଟି,୧୨।୧୨: ଲୋକପ୍ରିୟ ଗାୟକ ଜୁବିନ ଗର୍ଗ ମୃତ୍ୟୁ ମାମଲାର ଶୁକ୍ରବାର ଚାର୍ଜସିଟ ଦାଖଲ କରାଯାଇଛି। ମୃତ୍ୟୁର ୩ ମାସ ପରେ ଆସାମ ପୋଲିସ STF ଗୌହାଟୀ ସିଜେଏମ କୋର୍ଟରେ ଚାର୍ଜସିଟ ଦାଖଲ କରିଛି। ୩୦୦ଜଣ ସାକ୍ଷୀଙ୍କ ବୟାନକୁ ଆଧାର କରି...
୨୦୨୬ରେ ସାଢେସତିରୁ ଅଧିକ କଷ୍ଟ ପାଇବେ ଏହି ରାଶି, ଭୋଗିବେ ଆର୍ଥିକହାନି!
୨୦୨୫ ଶେଷ ହେବାକୁ ବସିଲାଣି। ଜ୍ୟୋତିଷମାନେ ଗ୍ରହ ଏବଂ ନକ୍ଷତ୍ରଗୁଡ଼ିକର ଗତିବିଧି ନିରୀକ୍ଷଣ କରୁଛନ୍ତି । ବର୍ତ୍ତମାନ ନୂତନ ବର୍ଷ ପାଇଁ ଭବିଷ୍ୟବାଣୀ କରୁଛନ୍ତି। ମୁଖ୍ୟତଃ ଶନିଙ୍କ ଗତି ଉପରେ ଧ୍ୟାନ ଦିଆଯାଇଛି। ତଥାପି, ୨୦୨୬ରେ ଶନି ଗୋଚର କରିବେ...
୨୦ ଛକା, ୩୧ ଚୌକା ବର୍ଷା କରି ଇତିହାସ ରଚିଲା ଭାରତ
ନୂଆଦିଲ୍ଲୀ,୧୨।୧୨: ଆଜିଠାରୁ ଆରମ୍ଭ ହୋଇଛି ୧୯ ବର୍ଷରୁ କମ ଏସିଆ କପ। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ ଭାରତ ଏବଂ ୟୁଏଇ ମଧ୍ୟରେ ଖେଳାଯାଉଛି। ଦୁବାଇରେ ଖେଳାଯାଇଥିବା ଏହି ମ୍ୟାଚ୍ରେ ବୈଭବ ସୂର୍ଯ୍ୟବଂଶୀ ଚୌକା ଏବଂ ଛକାର ଏକ ବଡ଼ ଇନିଂସ...
ଭାରତକୁ ସୁପର ପାଓ୍ବାର ଗ୍ରୁପକୁ ନେଇଯିବେ ଟ୍ରମ୍ପ? ଜାଣନ୍ତୁ ଆମେରିକାର ‘କୋର-୫’ ପ୍ଲାନ
ଓ୍ବାଶିଂଟନ,୧୨।୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆମେରିକା, ଭାରତ, ଚାଇନା, ରୁଷିଆ ଏବଂ ଜାପାନକୁ ନେଇ ଏକ ନୂଆ ‘କୋର୍ ୫’ (କଠିନ-ଶକ୍ତି ଗୋଷ୍ଠୀକରଣ) ଯୋଜନା କରୁଛନ୍ତି। ଏହାର ପ୍ରାଥମିକ ଉଦ୍ଦେଶ୍ୟ ହେଉଛି ପ୍ରମୁଖ ଶକ୍ତିଗୁଡ଼ିକର ଏକ ନୂତନ ସଂଗଠନ...
ଗଞ୍ଜାମର ୪୧ ଡିଗ୍ରୀ କଲେଜକୁ ଅର୍ଥ ଅନୁମୋଦନ
ଭଞ୍ଜନଗର,୧୨ା୧୨(ବାବୁଲା ପ୍ରଧାନ): କଲେଜ ପଢୁଆ ଛାତ୍ରୀମାନଙ୍କ ମଧ୍ୟରେ ଆତ୍ମ ବିଶ୍ୱାସ ବଢ଼ିବା ଲକ୍ଷ୍ୟ ନେଇ ସରକାର ସେମାନଙ୍କୁ ଆତ୍ମ ସୁରକ୍ଷା ତାଲିମ ପ୍ରଦାନ କରୁଛନ୍ତି। ଏହିଭଳି ସରକାର ଚଳିତ ବର୍ଷ ଦ୍ୱିତୀୟ ପର୍ଯ୍ୟାୟରେ ରାଜ୍ୟର ୧୧ ଟି ଜିଲାର ୧୯୫...
ଦାୟିତ୍ୱ ନେଲେ ନବନିର୍ବାଚିତ ଅଧ୍ୟକ୍ଷା, ନୂଆ ରୂପରେଖ ନେଇ କହିଲେ…
କୁନ୍ଦୁରା,୧୨ା୧୨(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ପଞ୍ଚାୟତ ସମିତି ଅଧ୍ୟକ୍ଷା ଉପନିର୍ବାଚନରେ ସ୍ବାଧୀନ ଭାବେ ବିଜୟୀ ହୋଇ ଦାୟିତ୍ୱ ନେଲେ ବନିତା କାନ୍ଦଲିଆ। ବହୁ ବାଦବିବାଦ ପରେ ଅନ୍ତ ଘଟାଇ କୁନ୍ଦୁରା ବ୍ଲକକୁ ମିଳିଛି ନୂତନ ଅଧ୍ୟକ୍ଷା ପଦବୀ। ଗତ...
Archives


