Home Left

ଢେଙ୍କାନାଳ ଲୋକ ସଭା, ଢେଙ୍କାନାଳ, ହିନ୍ଦୋଳ, କାମାକ୍ଷାନଗର ବିଧାନସଭା ଆସନରେ ବିଜେଡି ଆଗୁଆ

ଢେଙ୍କାନାଳ ଅଫିସ, ୨୩ା୫: ଆରମ୍ଭ ହୋଇଛି ସାଧାରଣ ନିର୍ବାଚନର ଅନ୍ତିମ ପର୍ବ ଭୋଟଗଣତି। ଆଉ ମାତ୍ର କେଇ ଘଣ୍ଟାର ଅପେକ୍ଷା ପରେ ଇଭିଏମ୍‌ରୁ ସ୍ପଷ୍ଟ ହେବ ପ୍ରାର୍ଥୀଙ୍କ ଭାଗ୍ୟ। ଏସବୁ ଭିତରେ ରାଜ୍ୟର ଅନ୍ୟତମ ଚର୍ଚ୍ଚିତ ଢେଙ୍କାନାଳ ଲୋକ ସଭା...

ଏଥର ରାହୁଲ ହେବେ ପ୍ରଧାନମନ୍ତ୍ରୀ: ମାକେନ

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନ ଫଳଫଳକୁ ଦେଖିଲେ ଏବେ ସୁଦ୍ଧା କଂଗ୍ରେସ ଭାଜପାଠାରୁ ଅଧିକାଂଶ ଆସନରେ ପଛୁଆ ଥିବା ବେଳେ ରାହୁଲ ଗାନ୍ଧୀ କିନ୍ତୁ ଏଥର ପ୍ରଧାନମନ୍ତ୍ରୀ ହେବେ ବୋଲି ବରିଷ୍ଠ କଂଗ୍ରେସ ନେତା ଅଜୟ ମାକେନ କହିଛନ୍ତି। ସେ...

ମାନେକା ପଛରେ, ସୋନିଆ, ବରୁଣ ଆଗରେ

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନ ଫଳାଫଳକୁ ନେଇ ସବୁଠି ରାଜନୀତି ସରଗରମ ଥିବା ବେଳେ ଭାଜପା ନେତ୍ରୀ ମାନେକା ଗାନ୍ଧୀ ସୁଲତାନପୁର ଆସନରୁ ପଛରେ ଥିବା ବେଳେ, ଉପା ଅଧ୍ୟକ୍ଷା ସୋନିଆ ଗାନ୍ଧୀ କଂଗ୍ରେସର ରାୟବରେଲି ଆସନରୁ ଆଗୁଆ ରହିଛିନ୍ତି।...

ଆନନ୍ଦପୁର ଓ ଘଷିପୁରା ନିର୍ବାଚନମଣ୍ଡଳୀରେ ଭୋଟ ଗଣତି ଆରମ୍ଭ

ଆନନ୍ଦପୁର(ସ୍ବ.ପ୍ର.)/ହାଟଡିହି(ଡି.ଏନ.ଏ) ୨୩।୫: କେନ୍ଦୁଝର ଜିଲା ଆନନ୍ଦପୁର ଓ ଘଷିପୁରା ନିର୍ବାଚନମଣ୍ଡଳୀର ଭୋଟ ଗଣତି ଆରମ୍ଭ ହୋଇଛି। ଶାଳପଡ଼ା ମହିଳା ମହାବିଦ୍ୟାଳୟ ପରିସରରେ କଡ଼ା ସୁରକ୍ଷା ବ୍ୟବସ୍ଥାରେ ପ୍ରଥମ ରାଉଣ୍ଡ ଭୋଟ ଗଣତି ହୋଇଛି। ଆନନ୍ଦପୁର ଉପଜିଲାପାଳ ରବୀନ୍ଦ୍ର ସାହୁ, ଡିଏସ୍‌ପି...

ପୁରୀ ଭୋଟ ଗଣତିରେ ବିଳମ୍ବ

ପୁରୀ ଅଫିସ.୨୩।୫: ପ୍ରଶାସନିକ ଅବହେଳା ପାଇଁ ପୁରୀରେ ଭୋଟ ଗଣତି ବିଳମ୍ବ ହୋଇଛି। ବାତ୍ୟାରେ ଇଭିଏମ ଏବଂ ଭିଭିପାଟର ସୁରକ୍ଷା ପାଇଁ ଷ୍ଟ୍ରଙ୍ଗ ରୁମରେ ଏକ ଅସ୍ଥାୟୀ କାନ୍ଥ ତିଆରି କରାଯାଇଥିଲା। କିନ୍ତୁ ସେହି କାନ୍ଥ ଭାଙ୍ଗିବା ପାଇଁ ବିଳମ୍ବ...

ଜୟପୁରରେ ଭୋଟ ଗଣତି ଆରମ୍ଭ

ଜୟପୁର,୨୩ା୫(ଡି.ଏନ୍‌.ଏ.): ୨୦୧୯ ସାଧାରଣ ନିର୍ବାଚନର ଫଳାଫଳ ପାଇଁ ଗୁରୁବାର ସମଗ୍ର ରାଜ୍ୟରେ ଭୋଟ ଗଣତି ହେଉଛି। ଏନେଇ ସମସ୍ତ ଷ୍ଟ୍ରଙ୍ଗ୍‌ରୁମ ପାଖରେ ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ପ୍ରଶାସନିକ ଅଧିକାରୀଙ୍କ ଭିଡ଼ ଜମିଥିବାବେଳେ ଏଥିରୁ ପ୍ରାର୍ଥୀ ମଧ୍ୟ ବାଦ୍‌ ପଡ଼ିନାହାନ୍ତି।...

୩ ନିର୍ବାଚନମଣ୍ଡଳୀରେ ବିଜେଡି ଆଗୁଆ,୩ଇଭିଏମ୍‌ ଅଚଳ

ଖୋର୍ଦ୍ଧା ଅଫିସ,୨୩।୫: ଖୋର୍ଦ୍ଧା ଜିଲା ସଦରମହକୁମାରେ ଭୋଟ ଗଣତି କେନ୍ଦ୍ରରେ ପ୍ରଥମ ରାଉଣ୍ଡରେ ଖୋର୍ଦ୍ଧା, ଚିଲିକା ଓ ବେଗୁନିଆ ନିର୍ବାଚନ ମଣ୍ଡଳୀରେ ବିଜେଡି ବିଧାୟକ ପ୍ରାର୍ଥୀମାନେ ଆଗୁଆ ରହିଥିବା ସୂଚନା ମିଳିଛି। ଏଥିରେ ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀରେ ଜ୍ୟୋତିରିନ୍ଦ୍ର ନାଥ...

କେନ୍ଦ୍ରାପଡ଼ାରେ ଭୋଟ ଗଣତି ଆରମ୍ଭ

କେନ୍ଦ୍ରାପଡ଼ା ଅଫିସ,୨୩ା୫ : କେନ୍ଦ୍ରାପଡ଼ା ଲୋକସଭା ଓ ଏହାର ୪ଟି ବିଧାନସଭା (କେନ୍ଦ୍ରାପଡା, ରାଜନଗର, ଆଳି ଓ ମହାକାଳପଡ଼ା) ନିର୍ବାଚନମଣ୍ଡଳୀର ଭୋଟ ଗଣତି ଗୁରୁବାର ସକାଳ ୮ଟାରୁ ଆରମ୍ଭ ହୋଇଛି। ପ୍ରଥମେ ପୋଷ୍ଟାଲ ଭୋଟ ଗଣତି ହେଉଛି। ଏଥିପାଇଁ ଜିଲା...

ମୟୂରଭଞ୍ଜରେ ୯ଟା ସୁଦ୍ଧା ଆରମ୍ଭ ହୋଇନି ଗଣତି : ଜଳଖିଆ ପାଇଁ ଉତ୍ତେଜନା

ବାରିପଦା ଅଫିସ,୨୩ା୫: ମୟୂରଭଞ୍ଜ ଜିଲାର ୪ଟି ଭୋଟ ଗଣତି କେନ୍ଦ୍ରରେ ସକାଳ ୯ ଟା ସୁଦ୍ଧା ଆରମ୍ଭ ହୋଇ ପାରିନି ଭୋଟ ଗଣତି । ସକାଳ ୮ ଟାରେ ଭୋଟ ଗଣତି ପାଇଁ ସମୟ ଧାର୍ଯ୍ୟ କରାଯାଇଥିବାବେଳେ ବାରିପଦା, ରାଇରଙ୍ଗପୁର,...

ଯାଜପୁର ଜିଲାରେ ଭୋଟ ଗଣନା ଆରମ୍ଭ

ଯାଜପୁର ଅଫିସ,୨୩।୫: ଯାଜପୁର ଜିଲାର ୭ ବିଧାନସଭା ଓ ଗୋଟିଏ ଲୋକସଭା ଆସନ ପାଇଁ ଗୁରୁବାର ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହୋଇଛି। ଭୋଟ କେନ୍ଦ୍ରରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥାରେ ଗଣତି ଚାଲିଥିବା ସୂଚନା ରହିଛି।

୪୭ ପ୍ରତିଦ୍ୱନ୍ଦୀଙ୍କ ଭାଗ୍ୟ ପରୀକ୍ଷା

ଭଦ୍ରକ ଅଫିସ,୨୩ା୫: ଗୁରୁବାର ୪୭ ପ୍ରତିଦ୍ୱନ୍ଦୀଙ୍କ ଭାଗ୍ୟ ପରୀକ୍ଷାର ଫଳାଫଳ ନିର୍ଣ୍ଣୟ ହେବ। ୫ ବିଧାନସଭା ଓ ଗୋଟିଏ ଲୋକସଭା ପାଇଁ ପ୍ରାର୍ଥୀ ଚୂଡାନ୍ତ ହେବ। ନିର୍ବାଚନ ମଇଦାନରେ ଓହ୍ଲାଇଥିବା ସମସ୍ତ ୪୭ ପ୍ରତିଦ୍ୱନ୍ଦୀଙ୍କ ହୃଦସ୍ପନ୍ଦନ ବଢିବାରେ ଲାଗିଛି। କାହା...

କଡା ସୁରକ୍ଷା ମଧ୍ୟରେ ଆରମ୍ଭ ହେଲା ଗଣତି

ଭଦ୍ରକ ଅଫିସ,୨୩।୫: ଦୀର୍ଘ ପ୍ରତିକ୍ଷାର ଅନ୍ତ ଘଟିବ। ଲୋକ ସଭା ଓ ବିଧାନସଭା ନିର୍ବାଚନ ପାଇଁ ଭୋଟ ଗଣତି ଭଦ୍ରକରେ ଗୁରୁବାର ସକାଳ ୮ଟାରୁ କଡା ସୁରକ୍ଷା ବଳୟ ମଧ୍ୟରେ ଆରମ୍ଭ ହୋଇଛି। ଜିଲା ସଂସ୍କୃୃତି ଭବନ ପରିସରରେ ପ୍ରଥମେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image