Home Left

କଟକ କମିଶନରେଟ ପୋଲିସର ଡବଲ୍‌ ଏନ୍‌କାଉଣ୍ଟର, ୨ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଗୁଳିମାଡ଼

ଚୌଦ୍ୱାର,୧୭।୪(ଆଶୁତୋଷ ଦାସ): କଟକ କମିଶନରେଟ ପୋଲିସର ଡବଲ ଏନ୍‌କାଉଣ୍ଟର। ଗୁଳିମାଡ଼ରେ ୨ ଜଣ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଆହତ ହୋଇଛନ୍ତି। ସେମାନଙ୍କ ଗୋଡ଼ରେ ଗୁଳି ବାଜିଛି। ତେବେ ଅପରାଧୀଦ୍ୱୟ ହେଲେ ସଂଗ୍ରାମ ରାଉତ ଓରଫ କଟାସ ଏବଂ ଶୁଭ୍ରାଂଶୁ ପରିଡ଼ା ଓରଫ...

ରାସ୍ତାକଡ଼ରେ ଥୁଆ ହୋଇଛି ସ୍କୁଟି, ଗଛରେ ଝୁଲୁଛି ପ୍ରେମୀଯୁଗଳଙ୍କ ମୃତଦେହ

ଖୋର୍ଦ୍ଧା,୧୭।୪(ପ୍ରଭାତ ପାଣିଗ୍ରାହୀ): ରାସ୍ତାକଡ଼ରେ ଥୁଆ ହୋଇଛି ସ୍କୁଟି। ଗଛରେ ଝୁଲୁଛନ୍ତି ପ୍ରେମୀଯୁଗଳ। ଖୋର୍ଦ୍ଧା ଜଙ୍କିଆ ଥାନା ସିକୋ ଫାଣ୍ଡି ଅନ୍ତର୍ଗତ ବେଗୁନିଆ ବ୍ଲକର ବୋତଳମା ପଞ୍ଚାୟତ ଗୌଡ଼ପାଟଣା ନିକଟବର୍ତ୍ତୀ ମହୁଳାକୁଦିଆର ଏକ ଗଛରେ ଯୁବତୀଯୁବକଙ୍କ ମୃତଦେହ ଝୁଲୁଛି। ଉଭୟଙ୍କ ଫଟୋ...

ବିଶ୍ୱରେ ପ୍ରଥମ ଥର ହେବାକୁ ଯାଉଛି Sperm Race, LIVE ଟେଲିକାଷ୍ଟବେଳେ ଟଙ୍କା ଲଗାଇବେ ବଡ଼ ବଡ଼ ସେଲିବ୍ରେଟି

ନୂଆଦିଲ୍ଲୀ,୧୭।୪: ଲସ ଆଞ୍ଜେଲସରେ ଏମିତି ଏକ ବିରଳ ଘଟଣା ଘଟିବାକୁ ଯାଉଛି, ଯାହାକୁ ଶୁଣିଲେ ଆପଣ ବି ମୁଣ୍ଡରେ ହାତ ଦେବେ। କିନ୍ତୁ ଏହା ପଛରେ ଥିବା ଉଦ୍ଦେଶ୍ୟ ବହୁତ ଗମ୍ଭୀର। ବିଶ୍ୱରେ ପ୍ରଥମ ଥର ପାଇଁ, ଏକ ‘ଶୁକ୍ରାଣୁ...

DC vs RR: ସୁପର ଓଭରର ରୋମାଞ୍ଚରେ ଜିତିଲା ଦିଲ୍ଲୀ, ଟ୍ରିଷ୍ଟାନ ଷ୍ଟବସ୍ ଛକା ମାରି ଜିତାଇଲେ…

ନୂଆଦିଲ୍ଲୀ,୧୭ା୪: ଚଳିତ ଆଇପିଏଲ୍‌ରେ ବୁଧବାର ଖେଳାଯାଇଥିବା ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଓ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ବ୍ୟାଟିଂ କରିଥିବା ଦିଲ୍ଲୀ ପ୍ରତିପକ୍ଷ ରାଜସ୍ଥାନ ଆଗରେ ୧୮୯ ରନର ଟାର୍ଗେଟ ଧାର୍ଯ୍ୟ କରିଛି। ଏହା...

ବିଶ୍ବ କଳା ଦିବସ: କଳା ବଦଳିଲେ ବି ସତ୍ୟ ଲୁଚିବ ନାହିଁ

ବରଗଡ଼, ୧୭।୪(ପ୍ରେମାନନ୍ଦ ଖମାରୀ): ପ୍ରତିଟି ମଣିଷ ଭିତରେ ଆତ୍ମ ଅଭିବ୍ୟକ୍ତି ଓ ଆତ୍ମପ୍ରତିଷ୍ଠାର ମୋହ ରହିଛି। ଅର୍ଥାତ୍ ମଣିଷ ସର୍ବଦା ଚାହୁଁଥାଏ ଯେ, ଯାହା ଅଛି ସେ ତାହାଠାରୁ ଅଧିକ ହୋଇ ଦୁନିଆରେ ନିଜକୁ ସାବ୍ୟସ୍ତ କରିବ। ତେଣୁ ଅନ୍ୟମାନଙ୍କ...

ଧାନକେଣ୍ଡାରେ ଅଗାଡ଼ି, ଜିଲାପାଳଙ୍କୁ ଫେରାଦ

ବରଗଡ଼,୧୭।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚାଷୀଙ୍କୁ ସମସ୍ୟା ପିଛା ଛାଡୁନାହିଁ। କେତେବେଳେ ଫସଲରେ ରୋଗପୋକ ତ ଆଉକେବେ ଝଡ଼ବର୍ଷା ଯୋଗୁ ଚାଷୀଙ୍କ ଫସଲ ଉଜୁଡି ଯାଉଛି। ବର୍ତ୍ତମାନ ଫସଲର ଧାନକେଣ୍ଡା ଅଗାଡ଼ି ହୋଇଯାଉଥିବା ଚାଷୀମାନଙ୍କୁ ଚିନ୍ତାରେ ପକାଇ ଦେଇଛି। ଏଭଳି...

‘ବସିଥିବା ଡାଳକୁ ହାଣୁଛନ୍ତି ଶାହା’

କୋଲକାତା,୧୭ା୪: ମୁର୍ଶିଦାବାଦରେ ଓ୍ବକ୍‌ଫ ଆଇନ ବିରୋଧୀ ହିଂସା ପାଇଁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କୁ ଦାୟୀ କରିଛନ୍ତି। ମମତା କହିଛନ୍ତି, ସଂଘୀୟ ସଂସ୍ଥାଗୁଡ଼ିକ ଭାଜପା ଏବଂ ଶାହାଙ୍କ ନିୟନ୍ତ୍ରଣରେ ରହିଛି। ସେମାନେ ବାଂଲାଦେଶରୁ...

Naveen Patnaik: ପୁଣି ନିର୍ବାଚନ ଲଢିବେ ନବୀନ

ଭୁବନେଶ୍ୱର,୧୭ା୪(ସୁନିତ୍‌ ମିଶ୍ର): ବିଜେଡି ସଭାପତି ପଦ ଲାଗି ନବୀନ ପଟ୍ଟନାୟକ ଗୁରୁବାର ନାମାଙ୍କନ ପତ୍ର ଦାଖଲ କରିବେ। ଦଳର ରିଟର୍ନିଂ ଅଫିସର ପ୍ରତାପ ଦେବଙ୍କୁ ସେ ତାଙ୍କର ନାମାଙ୍କନପତ୍ର ଦେବେ। ଏହି ଅବସରରେ ନବୀନଙ୍କ ସହ ଦଳର ବହୁ ବରିଷ୍ଠ...

World Haemophilia Day: ଆଜି ବିଶ୍ୱ ହେମୋଫିଲିଆ ଦିବସ: ଜାଣନ୍ତୁ ଏହି ରୋଗର ଚିହ୍ନଟ,ଚିକିତ୍ସା,ନିବାରଣମୂଳକ ବ୍ୟବସ୍ଥା..

ହେମୋଫିଲିଆ ଏକ ଜିନ୍‌ ରୋଗ ଓ ବଂଶାନୁକ୍ରମିକ। ଏହା ଏକ ରକ୍ତଜନିତ ରୋଗ। ପରିବାରର ଏକାଧିକ ବ୍ୟକ୍ତି ଏହି ରୋଗଦ୍ୱାରା ଆକ୍ରାନ୍ତ ହୋଇପାରନ୍ତି। ମହିଳା ବା କନ୍ୟାସନ୍ତାନମାନେ ହେଉଛନ୍ତି ତ୍ରୁଟିଯୁକ୍ତ ଜିନ୍‌ର ବାହକ। ଏମାନଙ୍କଠାରେ ରୋଗଣା ଜିନ୍‌ ଥିଲେ ମଧ୍ୟ...

ଶ୍ରୀକାନ୍ତଙ୍କ ଘରକୁ ଅଖିଳେଶଙ୍କ ଆସିବା ନେଇ ରାଜନୀତି

ଭୁବନେଶ୍ୱର, ୧୭ା୪(ସୁନିତ୍‌ ମିଶ୍ର): ସମାଜବାଦୀ ପାର୍ଟି(ଏସ୍‌ପି) ମୁଖ୍ୟ ଅଖିଳେଶ ଯାଦବଙ୍କ ଓଡ଼ିଶା ଗସ୍ତକୁ ନେଇ ରାଜନୈତିକ ଚର୍ଚ୍ଚା ଜୋର୍‌ ଧରିବା ଆରମ୍ଭ ହୋଇଛି। ଅଖିଳେଶ ଭୁବନେଶ୍ବର ଆସି ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନାଙ୍କ ସହ ସାମାଜିକ ନ୍ୟାୟ ଉପରେ ଖବରଦାତା...

ଆଜି ଓଡ଼ିଶା ଆସୁଛନ୍ତି ଗଡକରୀ, ବହୁ ପ୍ରକଳ୍ପର ଶିଳାନ୍ୟାସ କରିବେ

ଭୁବନେଶ୍ୱର, ୧୭ା୪(ସୁନିତ୍‌ ମିଶ୍ର): ଓଡ଼ିଶାରେ ଏନ୍‌ଏଚ୍‌ଏଆଇର ଅନେକ ପ୍ରକଳ୍ପର ଶିଳାନ୍ୟାସ ଗୁରୁବାର କରାଯିବ। କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଏହି କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ଗୁରୁବାର ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଅବସରରେ ସେ ପ୍ରାୟ...

ଇଣ୍ଡିଆ ମେଣ୍ଟ ସଂକଳ୍ପକୁ ଅଧିକ ସଶକ୍ତ କରିବା ଆବଶ୍ୟକ: ଅଖିଳେଶ

ଭୁବନେଶ୍ୱର,୧୭ା୪(ସୁନିତ୍‌ ମିଶ୍ର): ସମାଜବାଦୀ ପାର୍ଟି (ଏସ୍‌ପି) ମୁଖ୍ୟ ଅଖିଳେଶ ଯାଦବଙ୍କ ଅଚାନକ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମକୁ ନେଇ ଏବେ ଚାରିଆଡ଼େ ଚର୍ଚ୍ଚା ଜୋର୍‌ ଧରିଛି। ଏହି ଗସ୍ତ କାଳରେ ସେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନାଙ୍କ ବାସଭବନକୁ ଯାଇ ତାଙ୍କୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image