Home Left

ଏହି ଦିନଠୁ ପୁରୀରେ ଶ୍ରୀଜିଉଙ୍କ ଧାଡ଼ି ଦର୍ଶନ

ପୁରୀ,୮।୪: ଚଳିତ ମାସ ଶେଷ ସୁଦ୍ଧା ପୁରୀରେ ଶ୍ରୀଜିଉଙ୍କ ଧାଡ଼ି ଦର୍ଶନ ବ୍ୟବସ୍ଥା କରାଯିବ। ଏ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ବ୍ରହ୍ମପୁରରେ ତାରାତାରିଣୀ ଦର୍ଶନ ବେଳେ ସେ ସୂଚନା ଦେଇଛନ୍ତି। ସପ୍ତାହେ ମଧ୍ୟରେ ଶ୍ରୀମନ୍ଦିର...

ତାରାତାରିଣୀଙ୍କ ଦର୍ଶନ କଲେ ଉପମୁଖ୍ୟମନ୍ତ୍ରୀଙ୍କ ସମେତ ୪ ମନ୍ତ୍ରୀ-ବିଧାୟକ: ରାଜ୍ୟବାସୀଙ୍କ ବିକାଶ ଲାଗି କଲେ ପ୍ରାର୍ଥନା

ପୁରୁଷୋତ୍ତମପୁର,୮।୪(ସିମାଞ୍ଚଳ ମିଶ୍ର) ଗଞ୍ଜାମ ଜିଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦଯାପନ ଘଟିଛି। ମା’ଙ୍କ ଚୈତ୍ରମାସର ଶେଷ ଦର୍ଶନ ଲାଗି ପ୍ରବଳ ଜନସମାଗମ ହୋଇଥିବାବେଳେ ଏଥିରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ଆଇନ ମନ୍ତ୍ରୀ ପୃଥ୍ବୀରାଜ...

୫୦୦,୧୦୦୦ କି ୧୨୦୦ ନୁହେଁ ୨୯୦୦ଟଙ୍କା ଶସ୍ତା ହେଲା ସୁନା, ଜାଣନ୍ତୁ ୧୦ଗ୍ରାମ ସୁନା ଦାମ୍‌ କେତେ ହେଲା…

ନୂଆଦିଲ୍ଲୀ,୮।୪:ସୁନା ଉପର ଲାଗିଛି ନଜର। ଯେବେଠାରୁ ଚାଇନା ଆମେରିକା ଉପରେ ଶୁଳ୍କ ଲାଗୁ କରିଛି। ସେବେଠାରୁ, ସୁନା ମୂଲ୍ୟ କ୍ରମାଗତ ଭାବରେ ହ୍ରାସ ପାଇବାରେ ଲାଗିଛି। ଦେଶର ରାଜଧାନୀ ଦିଲ୍ଲୀରେ ଲଗାତାର ଦ୍ୱିତୀୟ ଦିନ ପାଇଁ ସୁନା ମୂଲ୍ୟରେ ବଡ଼...

ପୁଣି ଟ୍ରେନ୍‌ ଦୁର୍ଘଟଣା: ଦୁଇ ଫାଳ ହୋଇଗଲା ଫାଲକନମା ଏକ୍ସପ୍ରେସ

ବିଶାଖାପାଟଣା,୮।୪: ପୁଣି ଏକ ଟ୍ରେନ୍‌ ଦୁର୍ଘଟଣା ମଙ୍ଗଳବାର ସାମ୍‌ନାକୁ ଆସିଛି। ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ ପାଲାସା ସୁମାଦେବୀ ନିକଟରେ ବିଶାଖାପାଟଣା ଦେଇ ସାଲିମର ଯାଉଥିବା ଫାଲକନମା ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଟ୍ରେନ୍‌ର ଦୁଇଟି ବଗି ଅଲଗା ହୋଇଯାଇଛି। ଫଳରେ ଯାତ୍ରୀମାନେ ଦୁଇ...

ବିଜେଡି ନେତା ସମ୍ବିତ ରାଉତରାୟଙ୍କ ବଡ଼ ବୟାନ: ପାଣ୍ଡିଆନଙ୍କୁ ଅତୀତ କହି…

ଭୁବନେଶ୍ୱର,୪।୮: ୱାକଫ୍‌ ବିଲ ଭୋଟିଂ ନେଇ ରାଜନୀତି ସରଗରମ  ରହିଥିବା ବେଳେ ନବୀନ ନିବାସରେ ହେବିଓ୍ବେଟଙ୍କୁ ନେଇ ଚାଲିଛି ମାନସ ମନ୍ଥନ। ଏପଟେ  ବଡ଼ ବୟାନ ଦେଇଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ ଦେବାଶିଷଙ୍କୁ ସପୋର୍ଟ କରି  କହିଛନ୍ତି,...

ଚାଲିଛି ଓଡ଼ିଆ ପକ୍ଷ: ବିଶ୍ୱବିନାୟକ କଲେଜ ପକ୍ଷରୁ ୩୪ ୟୁନିଟ ରକ୍ତ ସଂଗ୍ରହ

ପାଟଣା,୮।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ଖୀରେଇ ଟାଙ୍ଗିରୀସ୍ଥିତ ବିଶ୍ୱବିନାୟକ ଡିଗ୍ରୀ କଲେଜ ଯୁବ ରେଡକ୍ରସ ଶାଖା ତରଫରୁ ଓଡ଼ିଆ ପକ୍ଷ ଉପଲକ୍ଷେ ମଙ୍ଗଳବାର ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଛି। ଏଥିରେ ମୋଟ ୩୪ ୟୁନିଟ ରକ୍ତ...

ମାନସ ମଙ୍ଗରାଜ ଭାଜପାର ଦଲାଲ: ଅଭିଯୋଗକୁ ଖଣ୍ଡନ କରି ନୀଳମାଧବଙ୍କୁ  ଚିହ୍ନିନି କହିଲେ ….

ଭୁବନେଶ୍ୱର,୮।୪: ମାନସ ମଙ୍ଗରାଜଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆଣିଥିଲେ ବିଜୁ ଯୁବ ଜନତା ଦଳ ନେତା ନୀଳ ମାଧବ ମହାନ୍ତି। ତେବେ ଏହି  ଅଭିଯୋଗକୁ  ଖଣ୍ଡନ କରିଛନ୍ତି  ମାନସ। ମାନସ କହିଛନ୍ତି, ସସ୍ମିତ ପାତ୍ର ତାଙ୍କୁ ଏପରି କହିଥିବା ମୋର...

IPL 2025: ଆପିଏଲ୍‌ରେ ସବୁଠୁ ବିପଜ୍ଜନକ ବୋଲର୍‌ କିଏ? ଗେଲ୍‌ ଦେଲେ ଚମକାଇବା ଭଳି ଜବାବ

ନୂଆଦିଲ୍ଲୀ,୮।୪: IPL 2025 ଚାଳିଥିବା ବେେଳେ ବିଶ୍ୱର ବିସ୍ଫୋରକ ବ୍ୟାଟସମ୍ୟାନ କ୍ରିସ ଗେଲ ଏକ ବିସ୍ଫୋରକ ବୟାନ ଦେଇଛନ୍ତି। ‘ୟୁନିଭର୍ସ ବସ’ ଭାବରେ ଜଣାଶୁଣା ଗେଲ ଭାରତୀୟ ପେସର୍‌ ଜସପ୍ରୀତ ବୁମରାଙ୍କୁ ସବୁଠାରୁ ବିପଦଜନକ ବୋଲର ଭାବରେ ବାଛିଛନ୍ତି। ବୁମରା...

ମଣପୁରମ୍‌ ଡକାୟତି ମାମଲା: ସରିଲା ରିମାଣ୍ଡ, ଜେଲ ଗଲେ ମୁଖ୍ୟ ଅଭିଯୁକ୍ତ

ସମ୍ବଲପୁର,୮ା୪(ପ୍ରମୋଦ ବହିଦାର) ବହୁ ଚର୍ଚ୍ଚିତ ସମ୍ବଲପୁର ବୁଢ଼ାରଜାସ୍ଥିତ ମଣପୁରମ୍‌ ସୁନା ଋଣସଂସ୍ଥା ଡକାୟତି ମାମଲାର ମୁଖ୍ୟ ଅଭିଯୁକ୍ତ ସୁବୋଧ ସିଂ(୨୮)ଙ୍କ ରିମାଣ୍ଡ ଅବଧି ଶେଷ ହେବା ପରେ ଜେଲ ପଠାଇ ଦିଆଯାଇଛି। ୧୦ ଦିନିଆ ରିମାଣ୍ଡ ଶେଷ ହେବା ପରେ...

ଭବ୍ୟ ରାମ ମନ୍ଦିରରେ ପ୍ରାଣ ପ୍ରତିଷ୍ଠା ହେବ ରାମ ଦରବାର

ଅଯୋଧ୍ୟା,୮।୪: ଅଯୋଧ୍ୟାର ଭବ୍ୟ ରାମ ମନ୍ଦିରରେ ଭଗବାନ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବର ପ୍ରାୟ ଦେଢ଼ ବର୍ଷ ପରେ ଏବେ ଆଉ ଏକ ପ୍ରାଣ ପ୍ରତିଷ୍ଠ ହେବାକୁ ଯାଉଛି। ରାମ ମନ୍ଦିରରେ ପ୍ରଭୁ ଶ୍ରୀରାମଙ୍କ ବିଶାଳ ଦରବାର ମଧ୍ୟ ନିର୍ମିତ...

ୟୁପିରେ ଲଜ୍ଜା: କଲେଜ ଛାତ୍ରୀଙ୍କୁ ୭ ଦିନ ଧରି ଗଣବଳାତ୍କାର

ବାରାଣସୀ,୮ା୪: ଉତ୍ତରପ୍ରଦେଶ ବାରାଣସୀରେ ଦ୍ୱାଦଶ ଶ୍ରେଣୀରେ ପଢ଼ୁଥିବା ଜଣେ ଛାତ୍ରୀଙ୍କୁ ୨୩ଜଣ ଯୁବକ ୭ଦିନ ଧରି ଗଣବଳାତ୍କାର କରିଛନ୍ତି। ପୀଡ଼ିତା ଛାତ୍ରୀ ଗତ ୪ତାରିଖରେ ଘରକୁ ଫେରି ମା’ଙ୍କ ନିକଟରେ ସମସ୍ତ କଥା କହିବା ପରେ ପୋଲିସ ନିକଟରେ ଅଭିଯୋଗ...

ପୋଲିସ ବାରାକରୁ ମହିଳା କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବାଲେଶ୍ବର,୮।୪: ବାଲେଶ୍ବର ଜିଲାରେ ଥିବା ରିଜର୍ଭ ପୋଲିସ ବାରାକରେ ଜଣେ ମହିଳା ପୋଲିସ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକଙ୍କ ନାମ ଯଶୋଦା ଦାସ। ରିପୋର୍ଟ ଅନୁଯାୟୀ, ମଙ୍ଗଳାବର ସକାଳେ ମହିଳା କନଷ୍ଟେବଳଙ୍କୁ ବାରାକ ଭିତରେ ଝୁଲନ୍ତା ଅବସ୍ଥାରେ ଉଦ୍ଧାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image