Home Left

ଖରାଦିନରେ ବାରମ୍ବାର ପରିସ୍ରା ଲାଗୁଛି କି, ହୋଇପାରେ ଏସବୁ ମାରାତ୍ମକ ରୋଗର ଲକ୍ଷଣ…

ସାଧାରଣତଃ ଲୋକମାନେ ଖରାଦିନରେ କମ୍‌ ପରିସ୍ରା କରନ୍ତି। କାରଣ ଶରୀରର ଅଧିକାଂଶ ବିଷାକ୍ତ ଉପାଦାନ ଝାଳ ମାଧ୍ୟମରେ ବାହାରି ଯାଏ। ଯଦି ଆପଣ ଗ୍ରୀଷ୍ମଋତୁରେ ମଧ୍ୟ ବାରମ୍ବାର ପରିସ୍ରା କରିବାକୁ ବାଧ୍ୟ ହେଉଛନ୍ତି, ତେବେ ସତର୍କ ରୁହନ୍ତୁ। କାରଣ ଏହା...

Top 5 most followed personalities on Instagram: ଇନଷ୍ଟାଗ୍ରାମରେ ସବୁଠାରୁ ଅଧିକ ଅନୁସରଣ କରାଯାଇଥିବା ଶୀର୍ଷ ୫ ବ୍ୟକ୍ତିତ୍ୱ, ଜାଣନ୍ତି କି ସେ କିଏ?

ସୋସିଆଲ ମିଡିଆରେ ଆମେ ସେଲିବ୍ରେଟିଙ୍କୁ ବହୁଳ ଭାବରେ ଫଲୋ କରୁ। ତେବେ ଏସବୁ ଭିତରେ କୌଣସି ବ୍ୟକ୍ତିତ୍ୱ କିମ୍ବା ସେଲିବ୍ରେଟିଙ୍କୁ ଅଧିକ ଫଲୋ କରୁ। ତେବେ ଆସନ୍ତୁ ଜାଣିବା ଭାରତରେ ଇନଷ୍ଟାଗ୍ରାମରେ ସବୁଠାରୁ ଅଧିକ ଅନୁସରଣ କରାଯାଇଥିବା ଶୀର୍ଷ ୫...

ଦ୍ୱିତୀୟ ଥର ପାଇଁ ମା’ ହେବାକୁ ଯାଉଛନ୍ତି ଗୌହର ଖାନ୍‌

ମୁମ୍ବାଇ: ପୁଣି ଥରେ ମା’ ହେବାକୁ ଯାଉଛନ୍ତି ଅଭିନେତ୍ରୀ ଗୌହର ଖାନ। ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରି ସେ ଏହି ଖୁସିଖବର ଜଣାଇଛନ୍ତି। ୨୦୨୩ରେ ସେ ପ୍ରଥମ ସନ୍ତାନକୁ ସ୍ବାଗତ କରିଥିଲେ। ଏବେ ସେ ପୁଣି ଖୁସିଖବର ଜଣାଇ...

କପିଲଙ୍କୁ ନେଇ ଚିନ୍ତାରେ ପ୍ରଶଂସକ

ମୁମ୍ବାଇ: ଖ୍ୟାତନାମା କମେଡିଆନ୍‌ ତଥା ଅଭିନେତା କପିଲ ଶର୍ମା ପୁଣି ଚର୍ଚ୍ଚାରେ। ସେ ବି ନିଜର ଚେହେରାକୁ ନେଇ। ତାଙ୍କର ଏକ ଭିଡିଓ ଭାଇରାଲ ହେଉଥିବା ବେଳେ ଯିଏ ବି ଦେଖୁଛି ଚକିତ ହୋଇଯାଉଛି। କାରଣ ସେ ବେଶ ପତଳା...

ଜିଓର ଜବରଦସ୍ତ ପ୍ଲାନ୍‌; ମାତ୍ର ଏତିକି ଟଙ୍କାରେ ମିଳିବ ମାଗଣା ଡାଟା, କଲିଂ, ଲାଇଭ୍‌ ଟିଭି ସହ ୧୧ ଓଟିଟି ସୁବିଧା

ନୂଆଦିଲ୍ଲୀ,୧୦।୪: ମୁକେଶ ଅମ୍ବାନୀଙ୍କ ପାଖରେ କେବଳ ମୋବାଇଲ ବ୍ୟବହାରକାରୀଙ୍କ ପାଇଁ ନୁହେଁ ବରଂ ବ୍ରଡବ୍ୟାଣ୍ଡ ବ୍ୟବହାରକାରୀଙ୍କ ପାଇଁ ମଧ୍ୟ ଅନେକ ରିଚାର୍ଜ ପ୍ଲାନ ଅଛି। ଆଜି ଆମେ ଆପଣଙ୍କ ପାଇଁ ଏପରି ଏକ ଶସ୍ତା Jio AirFiber ପ୍ଲାନ ପାଇଛୁ,...

ଓଡ଼ିଆ ପକ୍ଷ ପାଳନରେ ସମ୍ବର୍ଦ୍ଧିତ ହେଲେ ୧୩ କଳାକାର

ପାଟଣା,୧୦ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସଭା ଗୃହରେ ଗୁରୁବାର ଓଡ଼ିଆ ପକ୍ଷ ଉପଲକ୍ଷେ ଲୋକକଳା ପାଇଁ ଦିନ ଟିଏ କାର୍ଯ୍ୟ କ୍ରମରେ ବ୍ଲକର ଜଣାଶୁଣା ୧୩ଜଣ କଳାକାରଙ୍କୁ ମାନପତ୍ର, ପୁଷ୍ପଗୁଚ୍ଛ,ଅଙ୍ଗ ବସ୍ତ୍ର ଦେଇ ସମ୍ବର୍ଦ୍ଧିତ କରାଯାଇଛି। ଆୟୋଜିତ...

କାଲିଠାରୁ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ନଡ୍ଡା

ଭୁବନେଶ୍ୱର,୧୦।୪: କାଲିଠାରୁ ଅର୍ଥାତ ଏପ୍ରିଲ ୧୧ରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେ.ପି. ନଡ୍ଡା। ଏନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ଅପରାହ୍ନ ୧ଟାରେ ନଡ୍ଡା ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ।...

‘ନୀତୀଶଙ୍କୁ ଉପପ୍ରଧାନମନ୍ତ୍ରୀ କରାଯାଉ’

ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି(ଭାଜପା)ର ପୂର୍ବତନ ଏମ୍‌ପି ଅଶ୍ୱିନୀ ଚୌବେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସମ୍ପର୍କରେ ଏକ ବଡ଼ ବୟାନ ଦେଇଛନ୍ତି। ନୀତୀଶ ଉପପ୍ରଧାନମନ୍ତ୍ରୀ ପଦ ପାଇଁ ଯୋଗ୍ୟ ବୋଲି ସେ କହିଛନ୍ତି। ଅଶ୍ୱିନୀ କହିଛନ୍ତି, ନୀତୀଶ କୁମାର...

ନୀଳାଦ୍ରିପୁରରେ ପାନୀୟ ଜଳ ସଙ୍କଟ, ବିଡିଓଙ୍କୁ ଦାବିପତ୍ର ଦେଲେ ଗ୍ରାମବାସୀ

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ନୀଳାଦ୍ରିପୁର ଗ୍ରାମରେ ପାନୀୟ ଜଳ ସମସ୍ୟା ଉଗ୍ରରୂପ ନେଲାଣି। ପାଣି ଟୋପାଏ ପାଇଁ ଡହଳବିକଳ ହେଉଛନ୍ତି ସମଗ୍ର ଗ୍ରାମବାସୀ। ବାଧ୍ୟ ହୋଇ ନଳକୂପ ପାଣି ବ୍ୟବହାର କରିବାକୁ ବାଧ୍ୟ ହୋଇଛନ୍ତି।...

ବିଜେଡି ପାଇଁ ବୋଝ ନୁହେଁ ଆସେଟ୍‌ ଥିଲେ ପ୍ରଭାତ; ଅମରଙ୍କ ବୟାନଙ୍କୁ ନେଇ…

ଭୁବନେଶ୍ୱର,୧୦।୪: ୱକଫ୍‌ ବିଲ୍‌ରେ ଦ୍ୱିମତକୁ ନେଇ ବିଜେଡିରେ ଅନ୍ତଃକନ୍ଦଳ ସୃଷ୍ଟି ହୋଇଥିବା ବେଳେ ସୁପ୍ରିମ ନବୀନ ପଟ୍ଟନାୟକଙ୍କ ବୟାନ ନିଆଁରେ ଘିଅ ଢ଼ାଳିବା ଭଳି ହୋଇଛି। ଏବେ ଏନେଇ ମୁହଁ ଖୋଲିଛନ୍ତି ବରିଷ୍ଠ ନେତା ଅମର ଶତପଥୀ। ସେ ସମ୍ପୂର୍ଣ୍ଣ...

ଚାଷଜମିରୁ ମିଳିଲା ନିଖୋଜ ଚାଷୀଙ୍କ ମୃତଦେହ

ଦିଗପହଣ୍ଡି,୧୦ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗୀ ପଞ୍ଚାୟତ ଗୁଣସାଗର ଗ୍ରାମ ନିକଟ ଚାଷଜମିରୁ ଗୁରୁବାର ସକାଳେ ଜଣେ ବୃଦ୍ଧ ଚାଷୀଙ୍କ ଗଳିତ ମୃତଦେହ ପାଟପୁର ପୋଲିସ ଉଦ୍ଧାର କରିଛି। ମୃତ ଚାଷୀ ଜଣକ ହେଲେ ଗୁଣସାଗର...

ଶୁଭାରମ୍ଭ ଅପେକ୍ଷାରେ ‘ଆୟୁଷ୍ମାନ ଯୋଜନା’: ଉପକୃତ ହେବେ ହଜାର ହଜାର ହିତାଧିକାରୀ

ଦାରିଙ୍ଗବାଡ଼ି,୧୦ା୪(ଅରୁଣ ସାହୁ): ଆଉ ମାତ୍ର ୨୪ ଘଣ୍ଟାର ଅପେକ୍ଷା। ରାଜ୍ୟ ସରକାରଙ୍କ ପକ୍ଷରୁ ଲୋକାର୍ପଣ ହେବ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା। ଯାହାକି ସ୍ବାସ୍ଥ୍ୟସେବାରେ ଲୋକମାନେ ଅନେକ ଉପକୃତ ହେବେ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image