Home Left

ଭୟଙ୍କର ଆକଳନ : ମେ-ଜୁନରେ ଅନ୍ଧାର ହୋଇଯିବ ସାରା ଦେଶ! ବହିବ ଭୟଙ୍କର ଲୁ

ନୂଆଦିଲ୍ଲୀ,୮।୪: ଭାରତରେ ଆସନ୍ତା ଗ୍ରୀଷ୍ମ ଋତୁରେ ବିଦ୍ୟୁତ ସଙ୍କଟ ଦେଖାଦେଇପାରେ ବୋଲି ଏକ ରିପୋର୍ଟରେ ଆଶଙ୍କା ପ୍ରକାଶ କରାଯାଇଛି। ନ୍ୟାଶନାଲ ଲୋଡ ଡିସପାଚ ସେଣ୍ଟର (ଏନଏଲଡିସି) ର ସୂଚନା ଅନୁସାରେ, ମେ ଓ ଜୁନ ମାସରେ ଉଚ୍ଚ ତାପମାତ୍ରା ଯୋଗୁଁ...

ପ୍ରଶଂସକଙ୍କ ସହ ସେଲ୍‌ଫି ନେବାକୁ ମନାକଲେ SRH ଷ୍ଟାର, ଭିଡିଓ ନେଇ ଚର୍ଚ୍ଚା ଆରମ୍ଭ

ନୂଆଦିଲ୍ଲୀ, ୮ା୪: ଅଷ୍ଟ୍ରେଲିଆ ତଥା ସନ୍‌ ରାଇଜର୍ସ ହାଇଦ୍ରାବାଦ (ଏସ୍‌ଆର୍‌ଏଚ୍‌) ଷ୍ଟାର ଟ୍ରାଭିସ ହେଡ୍‌ ଜଣେ ପ୍ରଶଂସକଙ୍କ ସହ ସେଲ୍‌ଫି ନେବାକୁ ମନାକରୁଥିବା ଏକ ଭିଡିଓ ଭାଇରାଲ ହୋଇଛି। ଏହାକୁ ନେଇ ସେଲିବ୍ରିଟିଙ୍କ ବ୍ୟକ୍ତିଗତ ସ୍ଥାନ ଓ ଗୋପନୀୟତା ସମ୍ପର୍କରେ...

ସୁଭଦ୍ରାକୁ ନେଇ ଆସିଲା ବଡ଼ ଅପଡେଟ୍‌, ପରବର୍ତ୍ତୀ କିସ୍ତିରେ ଏମାନଙ୍କୁ ମିଳିବନି ଟଙ୍କା!

ଭୁବନେଶ୍ୱର,୮।୪: ସୁଭଦ୍ରା ଯୋଜନାକୁ ନେଇ ଆସିଛି ବଡ଼ ଅପଡେଟ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଦେଇଛନ୍ତି ବଡ଼ ସୂଚନା । ପରବର୍ତ୍ତୀ କିସ୍ତି ଟଙ୍କା ପାଇଁ ହିତାଧିକାରୀମାନେ ଅପେକ୍ଷା କରିଥିବା ବେଳେ ଆସିିଛି ଜରୁରୀ ସୂଚନା । ଏଭଳି ଏକ ଘୋଷଣା...

କେବେ ୫୬୦୦୦ ଖସିଯିବ ସୁନାଦର? ଜିଏସଟି ଓ ମେକିଂ ଚାର୍ଜ ମିଶିଲେ ଆସିବ ଏତିକି, ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୮।୪: ଭାରତ ସମେତ ସାରା ବିଶ୍ୱରେ ସୁନା ମୂଲ୍ୟ ସର୍ବୋଚ୍ଚ ସ୍ତରରେ ପହଞ୍ଚିଛି। ଏହି ସମୟରେ, ଏକ ଖୁସି ଖବର ମଧ୍ୟ ଆସିଛି ଯେ ଏବେ ସୁନା ମୂଲ୍ୟରେ ଏକ ତୀବ୍ର ହ୍ରାସ ଦେଖାଯାଇପାରେ। ଏପରିକି ସୁନାର ମୂଲ୍ୟ ୫୬୦୦୦...

ବଲାଙ୍ଗୀର ତହସିଲ ଅଫିସ ମହିଳା କିରାଣୀ ଅସୁସ୍ଥ: ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି

ବଲାଙ୍ଗୀର,୮।୪: ବଲାଙ୍ଗୀର ତହସିଲ ଅଫିସର ଜଣେ ମହିଳା କିରାଣି ମଙ୍ଗଳବାର ଅସୁସ୍ଥ ହୋଇ ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଜଣାପଡିଛି। ମହିଳା କର୍ମଚାରୀ ଜଣକ ମଙ୍ଗଳବାର ଅଫିସ ଭିତରେ ଚେତାଶୂନ୍ୟ ହୋଇ ପଡ଼ିଥିଲେ । ତହସିଲଦାର ଲଗ୍ନଜିତ...

ସ୍ବର୍ଗତ ବୃନ୍ଦାବନ ପଲାଇଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କଲେ ବିଧାୟକ

ଗଞ୍ଜାମ,୮ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପ୍ରଥମ ନିର୍ବାଚିତ ନଗରପାଳ ସ୍ବର୍ଗତ ବୃନ୍ଦାବନ ପଲାଇଙ୍କ ମୃତ୍ୟୁର ୪ବର୍ଷ ପରେ ପୁଇଁତୋଳା ଗ୍ରାମ ସ୍ଥିତ ବଡ଼ ବନ୍ଧ ନିକଟରେ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଥିଲା। ମଙ୍ଗଳବାର ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର...

ନିକୋଲାସ ପୁରନଙ୍କୁ ବୋଲିଂ କରିବାକୁ ଡରିଲେଣି ବୋଲର୍‌, ଏକାକି ଚେନ୍ନାଇଠାରୁ ଅଧିକ ଛକା ମାରି ଚର୍ଚ୍ଚାରେ

ନୂଆଦିଲ୍ଲୀ,୮।୪: ଆଇପିଏଲ୍‌ ୨୦୨୫ରେ ଚମତ୍କାର ଫର୍ମରେ ଅଛନ୍ତି ନିକୋଲାସ ପୁରନ। ସେ ଯେବେ ବି ବ୍ୟାଟିଂ କରିବାକୁ ଓହ୍ଲାଉଛନ୍ତି, ଚୌକା, ଛକା ବର୍ଷା ହେଉଛି। ମଙ୍ଗଳବାର ଖେଳାଯାଉଥିବା ୨୧ତମ ମ୍ୟାଚ୍‌ରେ ମଧ ସମାନ ଦୃଶ୍ୟ ଦେଖିବାକୁ ମିଳିଛି। ପୁରନ୍‌ କେକେଆର୍‌...

ଭଞ୍ଜନଗର ଥାନାର ସମୀକ୍ଷା କଲେ ଦକ୍ଷିଣାଞ୍ଚଳ ଆଇଜି

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ ): ବ୍ରହ୍ମପୁରସ୍ଥିତ ଦକ୍ଷିଣାଞ୍ଚଳ ଆରକ୍ଷୀ ମହାନିରିକ୍ଷକ(ଆଇଜି ) ନୀତି ଶେଖର ମଙ୍ଗଳବାର ଭଞ୍ଜନଗର ଥାନା ପରିଦର୍ଶନରେ ଆସି ଥାନାର ବିଭିନ୍ନ କାର୍ଯ୍ୟ ସମୀକ୍ଷା କରିଥିଲେ। ଥାନାରେ ଲୋକଙ୍କୁ ଉଚିତ୍‌ ବ୍ୟବହାର ମିଳୁଛି କି ନାହିଁ, ଅପରାଧ ହାର...

ରାଜନୈତିକ ମଇଦାନରେ ପୂର୍ବତନ କ୍ରିକେଟରଙ୍କ ଏଣ୍ଟ୍ରି, ଭାଜପାରେ ହେଲେ ସାମିଲ 

ନୂଆଦିଲ୍ଲୀ,୮।୪: ଭାରତୀୟ କ୍ରିକେଟ ଟିମ୍‌ର ପୂର୍ବତନ ଖେଳାଳି କେଦାର ଜାଦବ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ସାମିଲ ହୋଇଛନ୍ତି। ସେ ମୁମ୍ବାଇରେ ମହାରାଷ୍ଟ୍ରର ମନ୍ତ୍ରୀ ଏବଂ ରାଜ୍ୟ ଭାଜପା ମୁଖ୍ୟ ଚନ୍ଦ୍ରଶେଖର ବାୱଙ୍କୁଲେ, ଅଶୋକ ଚୌହ୍ବାନ ଏବଂ ଅନ୍ୟାନ୍ୟ...

ଏଣିକି ନିଜ ଲଢ଼େଇ ନିଜର: ରାମଜୀ ଡିଗ୍ରୀ କଲେଜ ଚଳଚଞ୍ଚଳ

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଭିଷ୍ମଗିରୀଗ୍ରାମସ୍ଥିତ ରାମଜୀ ଡିଗ୍ରୀ କଲେଜ ପରିସରରେ ମଙ୍ଗଳବାର ଛାତ୍ରୀ ଆତ୍ମ ସୁରକ୍ଷା ତାଲିମ ଶିବିର ଉଦ୍‌ଘାଟିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ନିହାର ରଞ୍ଜନ କରଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାମଜୀ ଉଚ୍ଚ ମାଧ୍ୟମିକ...

ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ମନ୍ତ୍ରୀ, ବିଧାୟକଙ୍କ ଲାଗି ଖରାରେ ଶିଝିଲେ ଶିଶୁ : ସାଧାରଣରେ ବଢିଲା ଅସନ୍ତୋଷ

ପୁରୁଷୋତ୍ତମପୁର,୮।୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଉଦ୍‌ଯାପିତହୋଇଛି। ମା’ଙ୍କ ଚୈତ୍ରମାସର ଶେଷ ଦର୍ଶନ ଲାଗି ପ୍ରବଳ ଜନ ସମାଗମ ହୋଇଥିବା ବେଳେ ମାନସିକଧାରୀମାନେ ନିଜ ନିଜର ଶିଶୁମାନଙ୍କୁ ମୁଣ୍ଡନ କରାଇ ମା’ଙ୍କ...

ଦୋକାନରୁ ୨.୪୫ ଲକ୍ଷ ଟଙ୍କା ଚୋରି, ଛାଡି ଚାଲିଗଲେ ୩୮,୦୦୦ ଟଙ୍କା: ଚୋରିର ‘ଇମୋଶନାଲ୍‌ କାହାଣୀ’ ଶେୟାର କଲେ ଚୋର

ଭୋପାଳ,୮।୪: ମଧ୍ୟପ୍ରଦେଶର ଖାର୍ଗୋନ ଜିଲାରେ ଜଣେ ବ୍ୟକ୍ତି ଏକ ଦୋକାନରୁ ୨.୪୫ ଲକ୍ଷ ଟଙ୍କା ଚୋରି କରିଥିଲେ। ଆଶ୍ଚର୍ଯ୍ୟଜନକ କଥା ହେଉଛି, ସେ ରାମନବମୀ ଦିନ ହୋଇଥିବା ଏହି ଚୋରି ପାଇଁ ଏକ କ୍ଷମା ପ୍ରାର୍ଥନା ପତ୍ର ମଧ୍ୟ ଛାଡିଯାଇଥିଲେ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image