ନବୀନ ନିବାସରେ ଶୁଭିଲା ପାଣ୍ଡିଆନ ଗୋ ବ୍ୟାକ ନାରା: ଗର୍ଜିଲେ ମୁନ୍ନାଙ୍କ ସମର୍ଥକ ଭୁବନେଶ୍ୱର,୭।୪: ୱକ୍ଫ ବିଲ ଭୋଟିଂକୁ ନେଇ ବିଜେଡିରେ ଲାଗି ରହିଛି ତୁମ୍ବିତୋଫାନ । ବିଜେଡି ରାଜ୍ୟ ସଭା ସଦସ୍ୟ ମୁନ୍ନା ଖାନ ଦିଲ୍ଲୀରୁ ଭୁବନେଶ୍ୱରରେ ପହଞ୍ଚିବା ପରେ ଏହି ବିବାଦ ଆହୁରି ତୀବ୍ର ହେବାରେ ଲାଗିଛି। ସସ୍ମିତ ପାତ୍ରଙ୍କ ଭାଜପା...
ବଙ୍ଗୋପସାଗରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଏସବୁ ଜିଲାକୁ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଭୁବନେଶ୍ୱର,୭ା୪: ବଙ୍ଗୋପସାଗର ମଧ୍ୟଭାଗରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ୮ ତାରିଖ ଯାଏ ଉତ୍ତରପଶ୍ଚିମ ଦିଗରେ ଏହା ଗତି କରିବ। ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରୁ ସାମାନ୍ୟ ଉତ୍ତର ଆଡ଼କୁ ଗତିକରିବ। ୪୮ ଘଣ୍ଟା ଯାଏ ସାମାନ୍ୟ ଉତ୍ତର...
ମାନ୍ଦାବସ୍ଥା ଆଡ଼କୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କ ଅନେକ ଅଚାନକ ନିଷ୍ପତ୍ତି ଓ ନିଆଁରେ ଘିଅ ଢାଳିଲା ଭଳି ତାଙ୍କ ବ୍ୟବସାୟିକ ବନ୍ଧୁ ଏଲନ୍ ମସ୍କଙ୍କ ପରାମର୍ଶ କେବଳ ସେହି ଦେଶ ନୁହେଁ, ବିଶ୍ୱବ୍ୟାପୀ ମୁଣ୍ଡବିନ୍ଧା ଆରମ୍ଭ କରିଦେଇଛି। ଅପେକ୍ଷାକୃତ ଦୁର୍ବଳ ଥିବା...
‘ଜୟ ଶ୍ରୀରାମ’ ନାରାରେ କମ୍ପିଲା ରାଜଧାନୀ: ବଜରଙ୍ଗ ଦଳ ପକ୍ଷରୁ ବିରାଟ ଶୋଭାଯାତ୍ରା ଭୁବନେଶ୍ୱର,୬।୪(ସୌମ୍ୟରଞ୍ଜନ ରାଉତ): ବିଶ୍ୱ ହିନ୍ଦୁ ପରିଷଦର ଯୁବ ସଙ୍ଗଠନ ବଜରଙ୍ଗ ଦଳ ପକ୍ଷରୁ ପ୍ରତିବର୍ଷ ପରି ଏବର୍ଷ ମଧ୍ୟ ଶ୍ରୀରାମ ମୋହତ୍ସବ ଶୋଭାଯାତ୍ରା ମହାଆଡ଼ମ୍ବରରେ ପାଳନ ହୋଇଯାଇଛି। ମର୍ଯ୍ୟାଦା ପୁରୁଷୋତ୍ତମ ଶ୍ରୀରାମଚନ୍ଦ୍ର ଅଗଣିତ ହିନ୍ଦୁଙ୍କର ଆରାଧ୍ୟ ଦେବତା ତେଣୁ ପୁର-ପଲ୍ଲୀଠାରୁ...
ଦିଲ୍ଲୀ ଗସ୍ତରେ ଗଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ; ବଡ଼ ଶିଳ୍ପ ପାଇଁ ହେବ ବୁଝାମଣାପତ୍ର ସ୍ୱାକ୍ଷରିତ ଭୁବନେଶ୍ୱର,୬।୪: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଏଠାରେ ରାଜ୍ୟ ସରକାର ଇଣ୍ଡିଆନ ଅଏଲ କର୍ପୋରେସନ ଲିମିଟେଡ (IOCL), ପେଟ୍ରୋନେଟ LNG, ଏବଂ ଇଣ୍ଡିଆନ ଷ୍ଟ୍ରାଟେଜିକ ପେଟ୍ରୋଲିୟମ ରିଜର୍ଭ ଲିମିଟେଡ ସମେତ ପ୍ରମୁଖ ଉଦ୍ୟୋଗ ସହିତ...
ଅବୈଧ ବିବାହରୁ ଜନ୍ମିତ ପିଲାମାନେ ପିତାଙ୍କ ସମ୍ପତ୍ତିର ଉତ୍ତରାଧିକାରୀ ହୋଇପାରିବେ: ଓଡ଼ିଶା ହାଇକୋର୍ଟ କଟକ,୬ା୪: ଦ୍ୱିତୀୟ କିମ୍ବା ଅବୈଧ ବିବାହରୁ ଜନ୍ମିତ ପିଲାମାନେ କେବଳ ସ୍ୱ-ଅର୍ଜିତ ନୁହେଁ ବରଂ ସେମାନଙ୍କ ପିତାଙ୍କ ପୈତୃକ ସମ୍ପତ୍ତିର ମଧ୍ୟ ଉତ୍ତରାଧିକାରୀ ହେବାର ହକଦାର। ଓଡ଼ିଶା ହାଇକୋର୍ଟ କହିଛନ୍ତି ଯେ ହିନ୍ଦୁ ବିବାହ ଆଇନ(HMA) ଯାହା ଅବୈଧ ବିବାହରୁ...
ସୋମବାର ଭୁବନେଶ୍ୱରରେ ଆୟୋଜନ ହେବ ଯୋଗ ମହୋତ୍ସବ-୨୦୨୫; ଜାଣନ୍ତୁ ସ୍ଥାନ, ସମୟ ଭୁବନେଶ୍ୱର,୬ା୪: ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଅବସରରେ ଏପ୍ରିଲ ୭ (ସୋମବାର) ରାଜଧାନୀ ଭୁବନେଶ୍ୱରରେ ଯୋଗ ମହୋତ୍ସବ-୨୦୨୫ ଆୟୋଜନ ହେବ। ଆୟୁଷ ମନ୍ତ୍ରଣାଳୟ ଏବଂ ମୋରାଜୀ ଦେଶାଇ ଜାତୀୟ ଯୋଗ ପ୍ରତିଷ୍ଠାନ ମିଳିତ ଭାବରେ ସକାଳ ୬.୩୦ ରୁ ସକାଳ ୮...
ଅବସର ସମ୍ପର୍କରେ ମୁହଁ ଖୋଲିଲେ ଏମଏସ ଧୋନୀ; କହିଲେ କିଏ ନେବ ଏହି ନିଷ୍ପତ୍ତି ମୁମ୍ବାଇ,୬ା୪: ଭାରତୀୟ ଦଳର ଲିଜେଣ୍ଡ ବ୍ୟାଟର ମହେନ୍ଦ୍ର ସିଂହ ଧୋନୀ ତାଙ୍କର ଅବସର ସମ୍ପର୍କରେ ଚାଲିଥିବା ଗୁଜବ ଉପରେ ନିଜର ମୁହଁ ଖୋଲିଛନ୍ତି। ନିକଟରେ ଏକ ପଡକାଷ୍ଟରେ ଯୋଗଦେଇ ଧୋନୀ ଏହି ବିଷୟରେ ନିଜର ନିଷ୍ପତ୍ତି ଉପରେ ଖୋଲି ଆଲୋଚନା...
୪୮ ଘଣ୍ଟାରେ ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପ, ତାତିରୁ ମିଳିବ ଆଶ୍ବସ୍ତି ଭୁବନେଶ୍ୱର,୬ା୪: ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ଥ କରିଦେଉଥିଲା ବେଳେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଆସିବାକୁ ଯାଉଛି ଲଘୁଚାପ। ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଦକ୍ଷିଣପୂର୍ବ ବଙ୍ଗୋପସାଗର ଓ ପାର୍ଶ୍ଵବର୍ତ୍ତୀ...
ରାମନବମୀରେ ପ୍ରଧାନମନ୍ତ୍ରୀଙ୍କ ବଡ଼ ଭେଟି: ପମ୍ବନ ସେତୁ ଉଦ୍ଘାଟନ କରି କହିଲେ ଦେଶବାସୀଙ୍କ ପାଇଁ ଏହା… ନୂଆଦିଲ୍ଲୀ,୬ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଅର୍ଥାତ୍ ରାମନବମୀର ଅବସରରେ ତାମିଲନାଡୁର ରାମେଶ୍ୱରମରେ ଐତିହାସିକ ନୂତନ ପାମ୍ବନ ସେତୁ ଉଦ୍ଘାଟନ କରିଛନ୍ତି। ଏହି ସେତୁ ହେଉଛି ଭାରତର ପ୍ରଥମ ଭୂଲମ୍ବ ଲିଫ୍ଟ ସମୁଦ୍ର ସେତୁ, ଯାହା ସମୁଦ୍ର ଉପରେ ନିର୍ମିତ।...
Ram Navami: ରାମନବମୀ ଉପଲକ୍ଷେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ PM ମୋଦି, ‘ସଶକ୍ତ, ସମୃଦ୍ଧ ଏବଂ ସମର୍ଥ ଭାରତର ସଂକଳ୍ପକୁ… ନୂଆଦିଲ୍ଲୀ,୬।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଦେଶବାସୀଙ୍କୁ ‘ରାମ ନବମୀ’ର ଶୁଭେଚ୍ଛା ଜଣାଇ ଦେଶବାସୀଙ୍କ ଜୀବନରେ ନୂତନ ଉତ୍ସାହ ପାଇଁ ପ୍ରାର୍ଥନା କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଟୁଇଟ୍ କରି କହିଛନ୍ତି ଯେ, ‘ରାମ ନବମୀ ଅବସରରେ ସମସ୍ତ ଦେଶବାସୀଙ୍କୁ ହାର୍ଦ୍ଦିକ...
Waqf Amendment Bill 2025: ମିଳିଲା ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ଆଇନରେ ପରିଣତ ହେଲା ଓ୍ବକଫ୍ ସଂଶୋଧିତ ବିଲ୍ ନୂଆଦିଲ୍ଲୀ,୬।୪: ଆଇନ୍ରେ ପରିଣତ ହୋଇଛି ଓ୍ବକଫ୍ ସଂଶୋଧିତ ବିଲ୍। ସଂସଦର ଉଭୟ ଗୃହରେ ବିଲ୍ଟି ପାସ ହେବା ପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହାକୁ ମଞ୍ଜୁରୀ ଦେଇଛନ୍ତି। ତେବେ ୧୯୯୫ର ଓ୍ବକ୍ଫ ସମ୍ପତ୍ତି ପରିଚାଳନା ଆଇନରେ ସଂଶୋଧନ ପାଇଁ ଅଣାଯାଇଥିବା...