ଦିଲ୍ଲୀରେ ପହଞ୍ଚିଲା ୨୬/୧୧ ଆତଙ୍କବାଦୀ ଆକ୍ରମଣ ମାଷ୍ଟରମାଇଣ୍ଡ୍ ତହଉର ରାଣା ନୂଆଦିଲ୍ଲୀ, ୧୦।୪: ୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ଅଭିଯୁକ୍ତ ତହଉର ହୁସେନ ରାଣା ରାଣାକୁ ଭାରତ ଅଣାଯାଇଛି। ତାଙ୍କୁ ନେଇ ଆସୁଥିବା ସ୍ୱତନ୍ତ୍ର ଗାଡ଼ିଟି ଦିଲ୍ଲୀ ବିମାନବନ୍ଦରରେ ଅବତରଣ କରିଛି। ଖୁବ୍ଶୀଘ୍ର, ତାଙ୍କୁ ବିମାନବନ୍ଦରରୁ ଜାତୀୟ ତଦନ୍ତ ସଂସ୍ଥା (NIA)...
ନବୀନଙ୍କ ବୟାନ, ପୁଣି ପାଣ୍ଡିଆନଙ୍କ ବଢାଇଲା ଚର୍ଚ୍ଚା, ଏବେ ହେବ ବଡ଼ କାର୍ଯ୍ୟାନୁଷ୍ଠାନ ଭୁବନେଶ୍ୱର,୧୦।୪: ଓ୍ବକଫ୍ ପ୍ରସଙ୍ଗ ପରେ ଏବେ ବିଜେଡିକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି। ଓ୍ବକଫ୍ ବିଲ୍କୁ ନେଇ ବିଜେଡି ଏମପିଙ୍କ ମଧ୍ୟରେ ଯେଉଁ ମତଭେଦ ଦେଖାଦେଇଥିଲା ତାହା ଏବେ ଉଗ୍ରରୂପ ନେଇଛି। ପ୍ରଥମେ ସସ୍ମିତଙ୍କୁ ନେଇ ଯେତିକି ଜୋର୍ରେ...
ଭୁବନେଶ୍ୱରରେ ହେବ ୧୦,୦୦୦ ଆସନ ବିଶିଷ୍ଟ ମେଗା କନଭେନସନ୍ ସେଣ୍ଟର, ଏହି ଅଞ୍ଚଳରେ ନିର୍ମାଣ କରିବ OBCC ଭୁବନେଶ୍ୱର,୧୦।୪: ରାଜଧାନୀ ଭୁବନେଶ୍ୱରକୁ ଖୁବଶୀଘ୍ର ୧୦,୦୦୦ ଆସନ ବିଶିଷ୍ଟ ମେଗା କନଭେନସନ ସେଣ୍ଟର ମିଳିବ। ଓଡ଼ିଶା ସେତୁ ନିର୍ମାଣ ନିଗମ(OBCC) ଏହାକୁ ECoR ମୁଖ୍ୟାଳୟ ନିକଟରେ ନିର୍ମାଣ କରିବ। ଭୁବନେଶ୍ୱର ସହରକୁ ବିଶ୍ୱ ବ୍ୟବସାୟ ଏବଂ ପର୍ଯ୍ୟଟନର ଏକ କେନ୍ଦ୍ର...
ପାଣ୍ଡିଆନଙ୍କ ଗୁମର ଖୋଲିଦେଲେ ପ୍ରଭାତ, କହିଲେ ଭୟଙ୍କର ଷଡଯନ୍ତ୍ର ଭୁବନେଶ୍ୱର,୧୦।୪: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ବୟାନ ପରେ ଏବେ ରାଜ୍ୟ ରାଜନୀତି ଉଠୁଛି ପଡୁଛି। ଓ୍ବକଫ ବିଲ ପ୍ରସଙ୍ଗରେ ଭି.କେ. ପାଣ୍ଡିଆନଙ୍କୁ ନେଇ ଆକ୍ଷେପ କରିବା ପୂର୍ବତନ ବିଜେଡି ବିଧାୟକ ପ୍ରଭାତ ତ୍ରିପାଠୀଙ୍କୁ ମହଙ୍ଗା ପଡ଼ିଛି। ବିଜେଡି ସୁପ୍ରିମୋ...
ବିଜେଡି: ବୈଠକ ପରେ ବୈଠକ ଭୁବନେଶ୍ୱର,୧୦ା୪(ରବିନାରାୟଣ ଜେନା): ସଂସଦର ଉଭୟ ସଦନରେ ଓ୍ବକ୍ଫ ବିଲ୍ ପାରିତ ହୋଇ ବିଜ୍ଞପ୍ତି ହୋଇସାରିଲାଣି। ହେଲେ ରାଜ୍ୟ ସଭାରେ ବିଜେଡିର ବିବେକାନୁମୋଦିତ ମତଦାନ ପ୍ରସଙ୍ଗକୁ ନେଇ ସୃଷ୍ଟି ହୋଇଥିବା ଝଡ଼ ଥମିବାର ନାଁ ଧରୁନାହିଁ। ଗତ ୪ ଦିନ ଧରି...
ଆଧାର: ପୁଣି ନୂଆ ଆପ୍ ଡିଜିଟାଲ ସୁବିଧା ଏବଂ ବ୍ୟକ୍ତିଗତ ସୁରକ୍ଷାକୁ ଅଧିକ ସୁନିଶ୍ଚିତ କରିବା ପାଇଁ କେନ୍ଦ୍ର ସରକାର ଆଧାରର ଏକ ନୂଆ ଆପ୍ ଉନ୍ମୋଚନ କରିଛନ୍ତି। ସରକାରୀ ଯୋଜନାଗୁଡ଼ିକର ସୁବିଧା ପାଇବା ଲାଗି ଏବେ ଆଉ ପୂର୍ବଭଳି ପ୍ରତ୍ୟେକ ସ୍ଥାନରେ ଆଧାର କାର୍ଡ...
OISF-OSSF ରେ ଖୁବ୍ଶୀଘ୍ର ୧୨୦୦୦ ପୋଲିସ ପଦବୀ ପୂରଣ କରାଯିବ: ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର,୯।୪: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ପ୍ରାୟ ୧୨,୦୦୦ ଖାଲି ପୋଲିସ ପଦବୀ ପୂରଣ ପାଇଁ ଏକ ଯୋଜନା ଉନ୍ମୋଚନ କରିଛନ୍ତି। ନୂଆଦିଲ୍ଲୀରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ସହ ତାଙ୍କର ସାକ୍ଷାତ ପରେ ଏହି ଘୋଷଣା କରାଯାଇଛି।...
ପୁଣି ପାଣ୍ଡିଆନଙ୍କ ପାଇଁ ଓକିଲାତି କଲେ ନବୀନ, କହିଲେ ‘ତାଙ୍କୁ ବଦନାମ କରିବା ଉଚିତ ନୁହେଁ’ ଭୁବନେଶ୍ୱର,୯।୪: ପୁଣିଥରେ ଭିକେ. ପାଣ୍ଡିଆନଙ୍କ ସପକ୍ଷରେ ବାହାରିଲେ ନବୀନ ପଟ୍ଟନାୟକ। ବୁଧବାର ନବୀନ ଗଣମାଧ୍ୟମ ଆଗରେ ନିଜର ପ୍ରତିକ୍ରୀୟା ରଖି ଘଟଣା ସମ୍ପର୍କରେ ଏବଂ ପାଣ୍ଡିଆନଙ୍କ ସପକ୍ଷରେ ବୟାନ ଦେଇଛନ୍ତି। ନବୀନ କହିଛନ୍ତି, “ମୁଁ ଏଠାରେ କହିବାକୁ ଚାହୁଁଛି ଯେ...
ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଦିଲ୍ଲୀରେ ଭେଟିଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର,୯ା୪: ଦିଲ୍ଲୀରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଭେଟିଛନ୍ତି। ନର୍ଥ ବ୍ଲକ୍ରେ ଥିବା ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ଯାଇ ମୁଖ୍ୟମନ୍ତ୍ରୀ ଶାହାଙ୍କୁ ଭେଟିଛନ୍ତି। ମୁଖ୍ୟ ଶାସନ ସଚିବ, ପୋଲିସ ମହାନିର୍ଦ୍ଦେଶକଙ୍କ ସହ ଯାଇ ମୁଖ୍ୟମନ୍ତ୍ରୀ...
ଏଣିକି ଇପିଏଫଓ UAN କାର୍ଯ୍ୟକାରୀ କରିବା ହେଲା ସହଜ, ଆସିଲା ନୂଆ ଫିଚର ନୂଆଦିଲ୍ଲୀ,୯।୪: ଆଧାର-ଆଧାରିତ ଫେସ୍ ଅଥେଣ୍ଟିକେସନ୍ ଟେକ୍ନୋଲୋଜି (ଏଫଏଟି) ଏହାର ଅତିରିକ୍ତ ସୁରକ୍ଷା ପାଇଁ ପ୍ରତିଷ୍ଠାନଗୁଡ଼ିକ ମଧ୍ୟରେ ଲୋକପ୍ରିୟ ହେବାରେ ଲାଗିଛି। ବର୍ତ୍ତମାନ, କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ (EPFO) କର୍ମଚାରୀମାନଙ୍କ ପାଇଁ କାର୍ଯ୍ୟକୁ ସହଜ କରିବା ପାଇଁ ଏହି ପ୍ରଯୁକ୍ତିବିଦ୍ୟାକୁ...
ଟ୍ରମ୍ପଙ୍କୁ ମୁହଁତୋଡ ଜବାବ ଦେଲା ଚାଇନା, ଲଗାଇଲା ୮୪% ଟାରିଫ୍ ନୂଆଦିଲ୍ଲୀ,୯।୪: ବୁଧବାର କାର୍ଯ୍ୟକାରୀ ହୋଇଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସଦ୍ୟତମ ପାରସ୍ପରିକ ଶୁଳ୍କ ପ୍ରତି ଜବାବରେ ଚାଇନା ୮୪% ଶୁଳ୍କ ଲାଗୁ କରିବାକୁ ଘୋଷଣା କରିଛି। ଆମେରିକା ରାଷ୍ଟ୍ରପତି ଏପ୍ରିଲ ୨ ରେ ନୂତନତମ ଶୁଳ୍କ ଘୋଷଣା କରିଥିଲେ।...
ଟ୍ରମ୍ପଙ୍କ ଟାରିଫ୍କୁ ଡରୁଛନ୍ତି ଚନ୍ଦ୍ରବାବୁ, କେନ୍ଦ୍ର ସରକାରଙ୍କୁ ଲେଖିଲେ ଚିଠି, ଜାଣନ୍ତୁ କାରଣ… ଅମରାବତୀ,୯ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଶୁଳ୍କ ଘୋଷଣା ମଧ୍ୟରେ, ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍ ଚନ୍ଦ୍ରବାବୁ ନାଇଡୁ ରାଜ୍ୟର ମତ୍ସ୍ୟଜାତ ଦ୍ରବ୍ୟ ନିମନ୍ତେ ସହାୟତା ପାଇଁ କେନ୍ଦ୍ରକୁ ଚିଠି ଲେଖିଛନ୍ତି। ଚିଙ୍ଗୁଡ଼ି ଭଳି ଉତ୍ପାଦଗୁଡ଼ିକୁ ଅତିରିକ୍ତ ଶୁଳ୍କରୁ ମୁକ୍ତ...