Advertisement

Home

Supreme Courtଙ୍କ ଉପରେ ବୟାନ ଦେଇ ଫସିଗଲେ ଭାଜପା ନେତା? ଆଟର୍ଣ୍ଣି ଜେନରାଲଙ୍କ ପାଖେ ପହଞ୍ଚି ଗଲା ଚିଠିSupreme Courtଙ୍କ ଉପରେ ବୟାନ ଦେଇ ଫସିଗଲେ ଭାଜପା ନେତା? ଆଟର୍ଣ୍ଣି ଜେନରାଲଙ୍କ ପାଖେ ପହଞ୍ଚି ଗଲା ଚିଠି

Supreme Courtଙ୍କ ଉପରେ ବୟାନ ଦେଇ ଫସିଗଲେ ଭାଜପା ନେତା? ଆଟର୍ଣ୍ଣି ଜେନରାଲଙ୍କ ପାଖେ ପହଞ୍ଚି ଗଲା ଚିଠି

ନୂଆଦିଲ୍ଲୀ,୨୦।୪: ସୁପ୍ରିମକୋର୍ଟ ଏବଂ ମୁଖ୍ୟ ବିଚାରପତିଙ୍କ ସମ୍ପର୍କରେ ଏମପି ନିଶିକାନ୍ତ ଦୁବେଙ୍କ ବିବାଦୀୟ ବୟାନକୁ ନେଇ ଅବମାନନା ମାମଲା ରୁଜୁ ପାଇଁ ଦାବି ଆରମ୍ଭ ହୋଇଛି। Supreme…

2 days ago
ବଡ଼ ସଫଳତା, 10G standard ହାଇ-ସ୍ପିଡ ବ୍ରଡବ୍ୟାଣ୍ଡ ନେଟୱାର୍କ ଆରମ୍ଭ କରି ଆଉ ପାଦେ ଆଗେଇ ଗଲା ଚାଇନାବଡ଼ ସଫଳତା, 10G standard ହାଇ-ସ୍ପିଡ ବ୍ରଡବ୍ୟାଣ୍ଡ ନେଟୱାର୍କ ଆରମ୍ଭ କରି ଆଉ ପାଦେ ଆଗେଇ ଗଲା ଚାଇନା

ବଡ଼ ସଫଳତା, 10G standard ହାଇ-ସ୍ପିଡ ବ୍ରଡବ୍ୟାଣ୍ଡ ନେଟୱାର୍କ ଆରମ୍ଭ କରି ଆଉ ପାଦେ ଆଗେଇ ଗଲା ଚାଇନା

ବେଜିଂ,୨୦।୪: Huawei, China Unicom ସହିତ ମିଳିତ ଭାବରେ, Hebei ପ୍ରଦେଶର ଜିଓଙ୍ଗଆନ ନିୟୁ ଏରିଆରେ ଚାଇନାର ପ୍ରଥମ 10G standard ବ୍ରଡବ୍ୟାଣ୍ଡ ନେଟୱାର୍କ ଲଞ୍ଚ କରିଛି।…

2 days ago
Landslide: କୁଆପଥର ମାଡ଼ ସହ ଭୂସ୍ଖଳନ, ୩ ମୃତ, ଉଦ୍ଧାର କାର୍ଯ୍ୟ ଜାରLandslide: କୁଆପଥର ମାଡ଼ ସହ ଭୂସ୍ଖଳନ, ୩ ମୃତ, ଉଦ୍ଧାର କାର୍ଯ୍ୟ ଜାର

Landslide: କୁଆପଥର ମାଡ଼ ସହ ଭୂସ୍ଖଳନ, ୩ ମୃତ, ଉଦ୍ଧାର କାର୍ଯ୍ୟ ଜାର

ଜମ୍ମୁ,୨୦।୪: ଜମ୍ମୁ-କଶ୍ମୀରରେ ପାଗ ପୁଣି ଥରେ ତାଣ୍ଡବ ରଚିଛି। ପ୍ରବଳ ବର୍ଷା, କୁଆପଥର ବର୍ଷା ଏବଂ ପ୍ରବଳ ପବନ ରାଜ୍ୟର ଅନେକ ଅଞ୍ଚଳରେ ସାଧାରଣ ଜୀବନଯାତ୍ରାକୁ ଅସ୍ତବ୍ୟସ୍ତ…

2 days ago
ନିଜକୁ ନିଜେ ଗୁଳି କରି ଫସିଲେ ଜେଲ୍‌ ଫେରନ୍ତାନିଜକୁ ନିଜେ ଗୁଳି କରି ଫସିଲେ ଜେଲ୍‌ ଫେରନ୍ତା

ନିଜକୁ ନିଜେ ଗୁଳି କରି ଫସିଲେ ଜେଲ୍‌ ଫେରନ୍ତା

ଭୁବନେଶ୍ୱର,୨୦ା୪: ଭୁବନେଶ୍ବର ବାଲିପାଟଣା ଗୁଳିକାଣ୍ଡ ଘଟଣାରେ ନୂଆ ଟ୍ବିଷ୍ଟ। ଜେଲ୍‌ ଫେରନ୍ତା ନିଜକୁ ନିଜେ ଗୁଳି କରି ଶେଷରେ ଫସି ଯାଇଛନ୍ତି। ସୂଚନାଯୋଗ୍ୟ, ୨୦୨୪ରେ ଏକ ବଳାତ୍କାର…

2 days ago
ରତ୍ନଭଣ୍ଡାରକୁ ନେଇ ମନ୍ତ୍ରୀଙ୍କ ବଡ଼ ବୟାନ, କହିଲେ ମରାମତି ହୋଇ ନ ଥିଲେ…ରତ୍ନଭଣ୍ଡାରକୁ ନେଇ ମନ୍ତ୍ରୀଙ୍କ ବଡ଼ ବୟାନ, କହିଲେ ମରାମତି ହୋଇ ନ ଥିଲେ…

ରତ୍ନଭଣ୍ଡାରକୁ ନେଇ ମନ୍ତ୍ରୀଙ୍କ ବଡ଼ ବୟାନ, କହିଲେ ମରାମତି ହୋଇ ନ ଥିଲେ…

ଭୁବନେଶ୍ୱର,୨୦ା୪: ରତ୍ନଭଣ୍ଡାର ମରାମତି ନେଇ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ରତ୍ନଭଣ୍ଡାର ଠିକ୍‌ ସମୟରେ ମରାମତି ହୋଇ ନ ଥିଲେ…

2 days ago
ଦୁଇ ଚୋରି ମାମଲାରେ ଅଭିଯୁକ୍ତଙ୍କୁ ଜେଲ୍‌ ଦଣ୍ଡାଦେଶଦୁଇ ଚୋରି ମାମଲାରେ ଅଭିଯୁକ୍ତଙ୍କୁ ଜେଲ୍‌ ଦଣ୍ଡାଦେଶ

ଦୁଇ ଚୋରି ମାମଲାରେ ଅଭିଯୁକ୍ତଙ୍କୁ ଜେଲ୍‌ ଦଣ୍ଡାଦେଶ

ପାରଳାଖେମୁଣ୍ଡି,୨୦ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଆର୍‌. ଉଦୟଗିରି ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍‌ ତରୁଣ କୁମାର ସେଠୀ ପୃଥକ୍‌ ଦୁଇଟି ଚୋରି ମାମଲାର ଚୂଡ଼ାନ୍ତ ରାୟ…

2 days ago
୨ ନାବାଳକଙ୍କୁ ଇଲେକ୍ଟ୍ରି ଖୁଣ୍ଟରେ ବାନ୍ଧି ସିଗାରେଟ୍‌ ଚେଙ୍କ ସହ ପରିସ୍ରା ପିଆଇଲେ ଦୁର୍ବୃତ୍ତ୨ ନାବାଳକଙ୍କୁ ଇଲେକ୍ଟ୍ରି ଖୁଣ୍ଟରେ ବାନ୍ଧି ସିଗାରେଟ୍‌ ଚେଙ୍କ ସହ ପରିସ୍ରା ପିଆଇଲେ ଦୁର୍ବୃତ୍ତ

୨ ନାବାଳକଙ୍କୁ ଇଲେକ୍ଟ୍ରି ଖୁଣ୍ଟରେ ବାନ୍ଧି ସିଗାରେଟ୍‌ ଚେଙ୍କ ସହ ପରିସ୍ରା ପିଆଇଲେ ଦୁର୍ବୃତ୍ତ

ବଳଙ୍ଗା,୨୦ା୪: ପୁରୀ ଜିଲା ବଳଙ୍ଗା ଥାନା କୋଟକୋସାଙ୍ଗରେ ଏକ ଅମାନବୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଦୁଇ ନାବାଳକଙ୍କୁ ଦିଆଯାଇଥିବା ନିର୍ଯାତନା ସୀମା ଟପିଛି। ଦୁର୍ବୃତ୍ତମାନେ ଦୁଇ ନାବାଳକଙ୍କୁ…

2 days ago
ବିବାହିତା ମହିଳାଙ୍କୁ ପ୍ରେମ ପରେ ପ୍ରତାରଣା: କଲେଜ ଅଧ୍ୟକ୍ଷଙ୍କୁ ବାନ୍ଧିଲା ପୋଲିସବିବାହିତା ମହିଳାଙ୍କୁ ପ୍ରେମ ପରେ ପ୍ରତାରଣା: କଲେଜ ଅଧ୍ୟକ୍ଷଙ୍କୁ ବାନ୍ଧିଲା ପୋଲିସ

ବିବାହିତା ମହିଳାଙ୍କୁ ପ୍ରେମ ପରେ ପ୍ରତାରଣା: କଲେଜ ଅଧ୍ୟକ୍ଷଙ୍କୁ ବାନ୍ଧିଲା ପୋଲିସ

କୁଚିଣ୍ଡା,୨୦ା୪(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ମହୁଲପାଲି ଥାନା ଅଞ୍ଚଳର ଜନୈକା ବିବାହିତା ମହିଳାଙ୍କ ସହ ଶାରୀରିକ ସମ୍ପର୍କ ରଖି ଶେଷରେ ତାଙ୍କୁ ପ୍ରତାରଣା କରିବା ଅଭିଯୋଗରେ କୁଚିଣ୍ଡା…

2 days ago
୨ କ୍ୟାବିନ୍‌ ଉପରେ ମାଡ଼ିଗଲା ଯାତ୍ରାପାର୍ଟି ଟ୍ରକ୍‌, ବାଇକ୍‌କୁ ନେଲା ଘୋଷାଡ଼ି୨ କ୍ୟାବିନ୍‌ ଉପରେ ମାଡ଼ିଗଲା ଯାତ୍ରାପାର୍ଟି ଟ୍ରକ୍‌, ବାଇକ୍‌କୁ ନେଲା ଘୋଷାଡ଼ି

୨ କ୍ୟାବିନ୍‌ ଉପରେ ମାଡ଼ିଗଲା ଯାତ୍ରାପାର୍ଟି ଟ୍ରକ୍‌, ବାଇକ୍‌କୁ ନେଲା ଘୋଷାଡ଼ି

କେନ୍ଦ୍ରାପଡ଼ା,୨୦ା୪(ଜଗନ୍ନାଥ ଧଳ): ସଦର ଥାନା ଅନ୍ତର୍ଗତ ଦୁହୁରିଆ ଛକରେ ପଟ୍ଟାମୁଣ୍ଡାଇ ଆଡୁ ଆସୁଥିବା ପୃଥ୍ବୀରାଜ ଯାତ୍ରା ପାର୍ଟିର ଏକ ଟ୍ରକ ଭାରସାମ୍ୟ ହରାଇ ଜିଲା ଶିକ୍ଷାଅଧିକାରୀ୍‌ଙ୍କ କାର୍ଯ୍ୟାଳୟ…

2 days ago
ନାବାଳିକାଙ୍କୁ ଗଣବଳାତ୍କାର: ରକ୍ତାକ୍ତ ଅବସ୍ଥାରେ ଫିଙ୍ଗି ଦେଇ ଫେରାର ହୋଇଗଲେ ନରରୂପୀ ୩ ରାକ୍ଷସନାବାଳିକାଙ୍କୁ ଗଣବଳାତ୍କାର: ରକ୍ତାକ୍ତ ଅବସ୍ଥାରେ ଫିଙ୍ଗି ଦେଇ ଫେରାର ହୋଇଗଲେ ନରରୂପୀ ୩ ରାକ୍ଷସ

ନାବାଳିକାଙ୍କୁ ଗଣବଳାତ୍କାର: ରକ୍ତାକ୍ତ ଅବସ୍ଥାରେ ଫିଙ୍ଗି ଦେଇ ଫେରାର ହୋଇଗଲେ ନରରୂପୀ ୩ ରାକ୍ଷସ

ଢେଙ୍କାନାଳ,୨୦ା୪(ରତନ ନାୟାର): ଢେଙ୍କାନାଳ ଜିଲା ହିନ୍ଦୋଳ ଥାନା ସରସିଙ୍ଗି ଗ୍ରାମରେ ଜଣେ ୭ ବର୍ଷର ଶିଶୁକନ୍ୟାକୁ ୩ ଜଣ ଗଣବଳତ୍କାର କରିଥିବା ଅଭିଯୋଗ ହୋଇଛି। ଘଟଣା ପରେ…

2 days ago