Home

ନେତାନ୍ୟାହୁଙ୍କ ବଡ଼ ବୟାନ, କହିଲେ ରାଜନୀତି ଛାଡ଼ିବି ନାହିଁ

ଜେରୁଜେଲମ,୮।୧୨: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିଛନ୍ତି ଯେ ସେ ଏହି ମାସ ଶେଷରେ ଗାଜା ଶାନ୍ତି ଯୋଜନାର ଦ୍ୱିତୀୟ ପର୍ଯ୍ୟାୟ ଉପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଆଲୋଚନା କରିବେ। ଶାନ୍ତି ଯୋଜନା ଅନୁଯାୟୀ, ଅକ୍ଟୋବର ୧୦ରେ...

ପିକ୍‌ନିକ୍‌ ସ୍ପଟ୍‌ ଶାନ୍ତିବନ: ମନ ଭିତରେ ଆପେ ଆପେ ସୃଷ୍ଟି ହୋଇଯାଏ ଆଧ୍ୟାତ୍ମିକ ଭାବନା

କର୍ଲାମୁଣ୍ଡା,୮ା୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କୁଶୁର୍ଲା ଓ ମ. ରାମପୁର ବ୍ଲକ୍‌ ମସ୍କାଦାଣ୍ଡି ଗ୍ରାମ ସୀମାରେ ରହିଛି ଶାନ୍ତିବନ ଗ୍ରାମ୍ୟ ଜଙ୍ଗଲ। ଶାଳ, ପିଆଶାଳ, ଶାଗୁଆନ ଆଦି ବୃକ୍ଷରାଜିରେ ପରିପୂର୍ଣ୍ଣ ଏହି ବନ। ଶାନ୍ତିବନରେ ପ୍ରବେଶକଲା...

ଟେଷ୍ଟ-ଟି୨୦ କ୍ରିକେଟରୁ ଅବସର ପ୍ରତ୍ୟାହାର କରି ସମସ୍ତଙ୍କୁ ଚମକାଇଦେଲେ ଏହି ପ୍ରସିଦ୍ଧ କ୍ରିକେଟର୍‌

ଢାକା,୮।୧୨: ବାଂଲାଦେଶର ଷ୍ଟାର ଅଲରାଉଣ୍ଡର ସାକିବ ଅଲ ହାସନ ଟେଷ୍ଟ ଏବଂ ଟି-୨୦ କ୍ରିକେଟରୁ ତାଙ୍କର ଅବସର ଘୋଷଣା କରିଛନ୍ତି। ସେ କହିଛନ୍ତି,ସେ ବର୍ତ୍ତମାନ ତିନୋଟି ଫର୍ମାଟରେ ଖେଳିବାକୁ ଚାହାଁନ୍ତି। ସେ ଗତ ବର୍ଷ ଟେଷ୍ଟ ଏବଂ ଟି-୨୦ କ୍ରିକେଟରୁ...

ଇଣ୍ଡିଗୋ ସଙ୍କଟ: ତତକାଳ ଶୁଣାଣି ପାଇଁ ମନା କଲେ ସୁପ୍ରିମକୋର୍ଟ କହିଲେ…

ନୂଆଦିଲ୍ଲୀ,୮।୧୨: କ୍ରମାଗତ ସପ୍ତମ ଦିନ ପାଇଁ ବହୁ ସଂଖ୍ୟାରେ ଇଣ୍ଡିଗୋ ବିମାନ ବାତିଲ କରାଯାଉଛି। ଏହି ମାମଲାରେ ହସ୍ତକ୍ଷେପ କରିବାକୁ ସୁପ୍ରିମକୋର୍ଟରେ ଏକ ଆବେଦନ ଦାଖଲ କରାଯାଇଥିଲା। ତଥାପି, ସୁପ୍ରିମକୋର୍ଟ ତୁରନ୍ତ ଆବେଦନର ଶୁଣାଣି କରିବାକୁ ମନା କରିଦେଇଥିଲେ। କୋର୍ଟ...

ଚାଇନା ଯୁବତୀଙ୍କ ପ୍ରେମରେ ପଡିଲେ ଝାଡ଼ଖଣ୍ଡ ଯୁବକ, ଦେଶୀ ଷ୍ଟାଇଲରେ କଲେ ବିବାହ

ସାହିବଗଞ୍ଜ,୮।୧୨: ଏହି କାହାଣୀଟି କୌଣସି ବଲିଉଡ ଫିଲ୍ମଠାରୁ କମ ନୁହେଁ। ସେମାନେ ପ୍ରଥମେ ଚାଇନାରେ ଭେଟ ହୋଇଥିଲେ, ତା’ପରେ ଲଣ୍ଡନରେ ପାଠପଢ଼ା ସମୟରେ ବନ୍ଧୁତା ଗଢ଼ି ଉଠିଥିଲା ଏବଂ ତା’ପରେ ଧୀରେ ଧୀରେ ପ୍ରେମର ଟ୍ରେନ ପ୍ରଥମ ଗିୟରରୁ ଜୀବନବ୍ୟାପୀ...

ପଲାଶଙ୍କ ସହ ସବୁ ସ୍ମୃତି ଲିଭାଇଦେଲେ ସ୍ମୃତି ମନ୍ଧାନା: କଲେ ଏମିତି କାମ…

ନୂଆଦିଲ୍ଲୀ,୮।୧୨: କ୍ରିକେଟର ସ୍ମୃତି ମନ୍ଧାନା ଏବଂ ଗାୟକ ପଲାଶ ମୁଛଲଙ୍କ ବିବାହ ଭାଙ୍ଗିଯାଇଛି। ଉଭୟ ଆନୁଷ୍ଠାନିକ ଭାବରେ ସେମାନଙ୍କ ବିବାହ ଶେଷ ହେବାର ଘୋଷଣା କରିଛନ୍ତି। ସେମାନେ ଏକ ବିବୃତ୍ତି ଜାରି କରି କହିଛନ୍ତି, ସେମାନଙ୍କର ବିବାହ ଭାଙ୍ଗିଯାଇଛି। ସେମାନେ...

ହ୍ୟୁମାନଙ୍କ ଗୀତ ଶୁଣି ଷ୍ଟେଜ୍‌ରେ କାନ୍ଦି ପକାଇଲେ ମା’-ସ୍ତ୍ରୀ-ଝିଅ

ବଲାଙ୍ଗୀର,୮ା୧୨(ସୁନିଲ କୁମାର ମହାନ୍ତି): ଓଡ଼ିଶାର ସୁନାମଧନ୍ୟ ଗାୟକ ହ୍ୟୁମାନ ସାଗରଙ୍କ ଉଦ୍ଦେଶ୍ୟରେ ଟିଟିଲାଗଡ଼ର ବୟଜ ହାଇସ୍କୁଲ ପଡ଼ିଆରେ ଓଡ଼ିଶା କଳାକାର ଏକତା ମଞ୍ଚ ପକ୍ଷରୁ ରବିବାର ଏକ ଶ୍ରଦ୍ଧାଞ୍ଜଳି ସଭାର ଆୟୋଜନ କରାଯାଇଥିଲା। ଏଥିରେ ଓଡ଼ିଶାର ନାମୀଦାମୀ କଳାକାର ଯୋଗ...

ଏମିତି ଏକ ଦେଶ ଯେଉଁଠି ଲୋକଙ୍କୁ ଦେବାକୁ ପଡେ ନାହିଁ ଇନକମ ଟ୍ୟାକ୍ସ, ଏସବୁ ମିଳେ ମାଗଣାରେ

ବନ୍ଦର ସେରି ବେଗାୱାନ,୮।୧୨: COVID-19 ମହାମାରୀ ପ୍ରାୟ ପ୍ରତ୍ୟେକ ଦେଶର ଅର୍ଥନୀତିକୁ ଏକ ଗମ୍ଭୀର ଆଘାତ ଦେଇଥିଲା। ଅନେକ ଦେଶରେ ସରକାର ଖର୍ଚ୍ଚ ବୃଦ୍ଧି କରିବାକୁ, ଋଣ ନେବାକୁ ଏବଂ ବଜେଟ ବୃଦ୍ଧି କରିବାକୁ ବାଧ୍ୟ ହୋଇଥିଲେ। ତଥାପି, ଏହି...

ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଞ୍ଚଳରେ ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ପୁରୀର ଜଣେ ବ୍ୟକ୍ତିଙ୍କ ଠାରୁ ୪ ଲକ୍ଷ ଟଙ୍କାର ଠକେଇ ହୋଇଛି। ଏହି ଅଭିଯୋଗରେ ୬ ଅଭିଯୁକ୍ତଙ୍କୁ ଗିରଫ କରିଛି ନୀଳଗିରି ପୋଲିସ।...

ଗୌତମ ଗମ୍ଭୀରଙ୍କୁ ନେଇ ଚାଞ୍ଚଲ୍ୟକର କଥା କହିଦେଲେ ରବି ଶାସ୍ତ୍ରୀ: ପରାଜୟ ପାଇଁ କେବଳ…

ନୂଆଦିଲ୍ଲୀ,୮।୧୨: ଟିମ ଇଣ୍ଡିଆର ମୁଖ୍ୟ କୋଚ ଗୌତମ ଗମ୍ଭୀର ଆଜିକାଲି ସମାଲୋଚନାର ଶିକାର ହେଉଛନ୍ତି। ଗତବର୍ଷ ଜୁଲାଇରେ କୋଚ ହେବା ପରେ ସେ ଦଳକୁ ଚାମ୍ପିଅନ୍ସ ଟ୍ରଫି ଏବଂ ଏସିଆ କପ ବିଜୟୀ କରାଇଥିଲେ। କିନ୍ତୁ ଟେଷ୍ଟ କ୍ରିକେଟରେ ଭାରତର...

ଟ୍ରମ୍ପଙ୍କୁ ନେଇ ମୁଖ୍ୟମନ୍ତ୍ରୀ ରେଭନ୍ତ ରେଡ୍ଡୀଙ୍କ ବଡ଼ ଘୋଷଣା

ହାଇଦ୍ରାବାଦ,୮।୧୨: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେଭନ୍ତ ରେଡ୍ଡୀ ହାଇଦ୍ରାବାଦର ଏକ ରାସ୍ତାକୁ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ନାମିତ କରିବାକୁ ପ୍ରସ୍ତାବ ଦେଇଛନ୍ତି। ଏହି ନିଷ୍ପତ୍ତି ତେଲଙ୍ଗାନା ରାଇଜିଂ ଗ୍ଲୋବାଲ ଶିଖର ସମ୍ମିଳନୀ ସମୟରେ ଅନ୍ତର୍ଜାତୀୟ ଦୃଷ୍ଟି ଆକର୍ଷଣ...

କେନାଲ ଭିତରକୁ ପଶିଗଲା କାର୍‌

ପରଜଙ୍ଗ,୮ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନାଠାରୁ ଅଳ୍ପ ଦୂର ପରଜଙ୍ଗ ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ଶାଖା କେନାଲ ଭିତରକୁ ଏକ କାର୍‌ ପଶିଯାଇଥିବା ଦେଖିବାକୁ ମିଳିଛି। ସୂଚନା ମୁତାବକ ସୋମବାର ଭୋର୍‌ ଏକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri