Home

Video:ସିଂହ ସହ ଫଟୋ ଉଠାଇବାକୁ ଯାଇଥିଲେ ଏହି ବ୍ୟକ୍ତି, ତା’ପରେ ଘଟିଲା ଏମିତି, ଦେଖନ୍ତୁ ଲୋମଟାଙ୍କୁରା ଭିଡିଓ

ଆଜିକାଲି ସୋସିଆଲ ମିଡିଆରେ ଏକ ଲୋମଟାଙ୍କୁରା ଭିଡିଓ ଭାଇରାଲ ହେବାରେ ଲାଗିଛି। ସିଂହ ସହ ଫଟୋ ଉଠାଇବାକୁ ଯାଇଥିବା ଜଣେ ବ୍ୟକ୍ତିଙ୍କ ଜୀବନ କିପରି ବିପଦରେ ପଡ଼ିଯାଇଛି। ତାହା ଏହି ଭିଡିଓରେ ଦେଖିବାକୁ ମିଳିଛି। ଭିଡିଓରେ ବ୍ୟକ୍ତି ଜଣକ ଏକ...

ଚୋକସିଙ୍କ ପ୍ରତ୍ୟର୍ପଣ ଅନୁରୋଧ ଦାଖଲ କରିଛି ଭାରତ: ବେଲଜିୟମ କର୍ତ୍ତୃପକ୍ଷ

ବ୍ରସେଲସ,୧୪।୪: ଭାରତର ପଳାତକ ବ୍ୟବସାୟୀ ମେହୁଲ ଚୋକସିଙ୍କୁ ସୋବାର ବେଲଜିୟମରୁ ଗିରଫ କରାଯାଇଛି। ଚୋକସିଙ୍କ ଗିରଫଦାରୀ ପରେ, ଆଲୋଚନା ହେଉଛି ଯେ ୨୬,୧୧ ଆକ୍ରମଣର ମାଷ୍ଟରମାଇଣ୍ଡ ତହଉର ରାଣା ପରେ ଚୋକସିଙ୍କୁ ମଧ୍ୟ ପ୍ରତ୍ୟର୍ପଣ କରାଯିବ। ଏସବୁ ଭିତରେ ବେଲଜିୟମ...

ବ୍ଲକ ପ୍ରଶାସନର ନିର୍ଦ୍ଦେଶ ପରେ ମଧ୍ୟ ଡିଏସସି ଫେରସ୍ତ କରୁନାହାନ୍ତି ପଦଚ୍ୟୁତ ସରପଞ୍ଚ:ଉନ୍ନୟନ ମୂଳକ କାର୍ଯ୍ୟରେ ବାଧାସୃଷ୍ଟି

ଥୁଆମୂଳ ରାମପୁର,୧୪।୪-(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ବ୍ଳକ ଅନ୍ତର୍ଗତ ପାଡେପଦର ଗ୍ରାମପଞ୍ଚାୟତର ପୂର୍ବତନ ସରପଞ୍ଚ ସମ୍ବାରୀ ମାଝୀ ଅନାସ୍ଥା ଭୋଟରେ ହାରି ଯାଇଥିବା ଯୋଗୁ ତାଙ୍କୁ ଗାଦଚ୍ୟୁତ କରାଯାଇଥିଲେ ମଧ୍ୟ ସେ ଆସନ ଛାଡ଼ିବା ପାଇଁ ଇଚ୍ଛା...

ବାଇକ ଧକ୍କାରେ ଚାଲିଗଲା ମହିଳାଙ୍କ ଜୀବନ

ଭଞ୍ଜନଗର,୧୪।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ଼ ମୁଖ୍ୟ ରାସ୍ତାରେ ବାଇକ ଧକ୍କାରେ ଜଣେ ମହିଳା ମୃତ୍ୟୁବରଣ କରିଛନ୍ତି। ସେ ହେଲେ କୁଲାଡର ସୁଷମା ପାଣ୍ଡ (୫୪) । ପୋଲିସ ମରଶରୀରକୁ ଜବତ କରି ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର...

ଶିମିଳିପାଳ ବଫର ଜୋନ୍‌ରେ ବୁଲୁଛି କଳା ମହାବଳ

ବାରିପଦା,୧୪।୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ବଫର ଜୋନ୍‌ରେ କଳା ମହାବଳ ବାଘ ବୁଲୁଛି। ଯାହାର ଭିଡିଓ ସୋସିଆଲ ମିଡିିଆରେ ଭାଇରାଲ ହେବାରେ ଲାଗିଛି। ଏହି ମହାବଳ ବାଘକୁ ନେଇ ଆଖପାଖ ଅଞ୍ଚଳର ଲୋକେ...

ଓଡ଼ିଆ ନବବର୍ଷରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ମା’ ତାରିଣୀ ମନ୍ଦିର ପାଇଁ ୨୫୦ କୋଟିର DPR

ଭୁବନେଶ୍ୱର,୧୪ା୪: ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କେନ୍ଦୁଝରର ଘଟଗାଁସ୍ଥିତ ଆରାଧ୍ୟା ଦେବୀ ମା’ ତାରିଣୀଙ୍କ ଦର୍ଶନ ଲାଭ କରିବା ସହ ମନ୍ଦିର ପାଇଁ ୨୧୫...

ମହିଳାଙ୍କ ଅନେକ ସମସ୍ୟାର ସମାଧାନ କରେ ଗୁଡ଼ ପାଣି

ସକାଳେ ଗୁଡ଼ପାଣି ପିଇଲେ ପାଚନ କ୍ରିୟା ସ୍ବାଭାବିକ ହୋଇଥାଏ। ଏଥିରେ ପ୍ରଚୁର ପରିମାଣରେ ପୋଟାସିୟମ ଏବଂ ସୋଡିୟମ ରହିଥାଏ। ଫଳରେ ରକ୍ତଚାପ ନିୟନ୍ତ୍ରଣ କରିବାରେ ଗୁଡ଼ପାଣି ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ଅଧାଗ୍ଲାସେ ଗୁଡ଼ପାଣି ନିୟମିତ ପିଇଲେ ଲିଭର ସମସ୍ୟା...

ମା’ ହତ୍ୟାର ପ୍ରତିଶୋଧ ନେଲେ ପୁଅ, ପଥରରେ ଛେଚି ବାପାଙ୍କୁ କଲେ ହତ୍ୟା

ରାଉରକେଲା,୧୪ା୪(ସଙ୍ଗୀତା ଜେନା): ବହୁ ପୂର୍ବରୁ ମାଆଙ୍କୁ ହତ୍ୟା କରିବାର ପ୍ରତିଶୋଧ ନେବା ପାଇଁ ଜଣେ ପୁଅ ବିଷ୍ଣୁ- (୨୨) ତାଙ୍କ ବାପା କ୍ରାନ୍ତି କୁମାର ବର୍ମା (୫୫ ବର୍ଷ)ଙ୍କୁ  ହତ୍ୟା କରିଛନ୍ତି। ଏପରି ଘଟଣା ଘଟିଛି ସୁନ୍ଦରଗଡ଼ ଜିଲା ବ୍ରାହ୍ମଣୀ...

କାର୍ଯ୍ୟଦକ୍ଷତା ବୃଦ୍ଧି କରେ ମନ ପସନ୍ଦର ସଙ୍ଗୀତ

ଯଦି ଜଣେ ବ୍ୟକ୍ତି ପ୍ରତିଦିନ କିଛି ସମୟ ନିଜ ମନ ପସନ୍ଦର ସଙ୍ଗୀତ ଶୁଣନ୍ତି ତେବେ ତାଙ୍କର କାର୍ଯ୍ୟଦକ୍ଷତା ବୃଦ୍ଧି ପାଇପାରେ। ଏପରି ଆକଳନ କରିଛନ୍ତି ଟୋକିଓ ୟୁନିଭର୍ସିଟିର ମନୋବିଜ୍ଞାନୀମାନେ। ଏକ ସର୍ଭେରୁ ସେମାନେ ଏପରି ତଥ୍ୟ ଜାଣିବାକୁ ପାଇଛନ୍ତି।...

ଓଡ଼ିଆ ନୂଆବର୍ଷର ସଂକଳ୍ପ

ଆଜି ପବିତ୍ର ଓଡ଼ିଆ ନୂଆବର୍ଷ। ମହାବିଷୁବ ସଂକ୍ରାନ୍ତି। ମହାବୀର ହନୁମାନ ଜୟନ୍ତୀ। ଆଜି ଦିନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମନ୍ଦିରରୁ ଓଡ଼ିଆ ପାଞ୍ଜିର ହେବ ଶୁଭାରମ୍ଭ। ଆଜି ଭାରତର ସମ୍ବିଧାନ ପ୍ରଣେତା, ଅନୁସୂଚିତ ଜାତି, ଜନଜାତି, ପଛୁଆବର୍ଗ, ଅବହେଳିତ, ଦଳିତଙ୍କ ସ୍ବାର୍ଥ...

ବାବୁଙ୍କୁ ‘ଇ-ପାର୍‌’ ଅଡୁଆ

ଭୁବନେଶ୍ୱର,୧୪ା୪(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ଅଧୀନ ଗ୍ରୁପ୍‌-କ ଏବଂ ଖ ବର୍ଗର ଅଧିକାରୀମାନେ ସେମାନଙ୍କ ପର୍‌ଫର୍ମାନ୍ସ ଆପ୍ରାଇଜାଲ ରିପୋର୍ଟ(ଇ-ପାର୍‌) ତଥ୍ୟ ଏଚ୍‌ଆର୍‌ଏମ୍‌ଏସ୍‌ ପୋର୍ଟାଲରେ ଦେଉନାହାନ୍ତି। ଏପରି କି ମୁଖ୍ୟ ଶାସନ ସଚିବଙ୍କ ଏନେଇ ନିର୍ଦ୍ଦେଶ ରହିଥିଲେ ହେଁ...

ଘରେ ପଶି ହତ୍ୟା କରିବୁ, ବୋମା ପକାଇ କାର୍‌ ଉଡ଼ାଇ ଦେବୁ, ପୁଣି ସଲମାନଙ୍କୁ ମିଳିଲା ଏମିତି ଧମକ

ମୁମ୍ବାଇ: ବଲିଉଡ୍‌ର ସୁପରଷ୍ଟାର୍‌ ସଲମାନ ଖାନଙ୍କୁ ପୁଣି ଥରେ ଧମକ ମିଳିଛି। ମୁମ୍ବାଇର ଓ୍ବର୍ଲି ଟ୍ରାଫିକ ବିଭାଗର ହ୍ବାଟ୍ସଆପ୍‌ ନମ୍ବରକୁ ଏକ ଧମକ ପଠାଯାଇଛି। ଯେଉଁଥିରେ କୁହାଯାଇଛି ଯେ, ଅଭିନେତାଙ୍କ ଘରେ ପ୍ରବେଶ କରି ତାଙ୍କୁ ହତ୍ୟା କରାଯିବ। କେବଳ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image