Home

ତାରାତାରିଣୀ ମନ୍ଦିରର ନୂତନ ନିର୍ବାହୀ ଅଧିକାରୀ ଭାବେ ଯୋଗଦେଲେ ତହସିଲଦାର

ପୁରୁଷୋତ୍ତମପୁର,୧୩।୧୨ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରଶିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା’ ତାରାତାରିଣୀ ମନ୍ଦିରର ନୂତନ ନିର୍ବାହୀ ଅଧିକାରୀ ଭାବରେ ପୁରୁଷୋତ୍ତମପୁର ତହସିଲଦାର ବିନୋଦକୁମାର ବେହେରା ଶନିବାର ଦାଇତ୍ବ ଗ୍ରହଣ କରିଛନ୍ତି। ଏହି ଅବସରରେ ସେ ମା’ଙ୍କ ନିକଟରେ ପୂଜାର୍ଚ୍ଚନା...

ମହାନଦୀ ପ୍ରସଙ୍ଗରେ ପ୍ରସନ୍ନ ଆଚାର୍ଯ୍ୟଙ୍କ 5 ପ୍ରଶ୍ନ, କହିଲେ ମହାନଦୀକୁ ହତ୍ୟା ଷଡ଼ଯନ୍ତ୍ର ଚାଲିଛି

ଭୁବନେଶ୍ବର,୧୩।୧୨: ମହାନଦୀ ପ୍ରସଙ୍ଗର ବିରୋଧୀଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ ଆଜି ପ୍ରଶ୍ନ ଉଠାଇଛନ୍ତି । ମହାନଦୀ ସଂକଟର ସମାଧାନ କେବେ ହେବ ବୋଲି ସେ ପ୍ରଶ୍ନ ଉଠାଇଛନ୍ତି ।  ପ୍ରସନ୍ନ ଆଚାର୍ଯ୍ୟ ପ୍ରଶ୍ନ କରିଛନ୍ତି ଯେ, ମଦାନଦୀ ପ୍ରସଙ୍ଗରେ ଆଭିମୁଖ୍ୟ...

ଜାତୀୟ ଲୋକ ଅଦାଲତ: ୫୮ଟି ବିଭିନ୍ନ ମାମଲାର ଫଇସଲା

ପୁରୁଷୋତ୍ତମପୁର,୧୩।୧୨(ସବିତା ମଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଚାରବିଭାଗିୟ ଅଦାଲତ ପରିଷରରେ ତାଲୁକା ଆଇନସେବା ପ୍ରାଧିକରଣ କମିଟି ପକ୍ଷରୁ ଜାତୀୟ ଲୋକ ଅଦାଲତ ଶନିବାର ଅନୁଷ୍ଟିତ ହୋଇଯାଇଛି । ସିନିୟର ସିଭିଲଜଜ ତଥା ଆସିଷ୍ଟାଣ୍ଟ ସେସନଜଜ ଶରତକୁମାର ସାହୁ ଓ ଜେଏମଏଫସି...

ମେସିଙ୍କୁ ଦେଖିବାକୁ ହଙ୍ଗାମା, ଚେୟାର ଭାଙ୍ଗିଲେ.. ବୋତଲ ଫିଙ୍ଗିଲେ

ନୂଆଦିଲ୍ଲୀ,୧୩।୧୨: ଆର୍ଜେଣ୍ଟିନା ଫୁଟବଲ୍ କିମ୍ବଦନ୍ତୀ ଲିଓନେଲ୍ ମେସି ତିନି ଦିନିଆ ଭାରତ ଗସ୍ତରେ ଅଛନ୍ତି। ତାଙ୍କର ଗସ୍ତ କୋଲକାତାରୁ ଆରମ୍ଭ ହୋଇଛି। ମେସି ହେଉଛନ୍ତି ମିଳିତ ଜାତିସଂଘ ଶିଶୁ ପାଣ୍ଠି (ୟୁନିସେଫ୍)ର ବ୍ରାଣ୍ଡ ଆମ୍ବାସାଡର, ଏବଂ “GOAT India” ଗସ୍ତରେ...

ମାତ୍ର ୧ ବର୍ଷ ବୟସରେ ଇତିହାସ ରଚିଲେ ବେଦ ପରେଶ: ୮ ସେକେଣ୍ଡରେ କଲେ…

ନୂଆଦିଲ୍ଲୀ,୧୩।୧୨: ଏକ ବର୍ଷର ବେଦ ପରେଶ କ୍ରୀଡା ଜଗତରେ ଏକ ନୂତନ ରେକର୍ଡ ସ୍ଥାପନ କରିଛନ୍ତି। ମହାରାଷ୍ଟ୍ରର ରତ୍ନଗିରିର ବାସିନ୍ଦା, ବେଦ ଇଣ୍ଡିଆ ବୁକ ଅଫ ରେକର୍ଡସରେ ପ୍ରବେଶ କରିଛନ୍ତି, ୧୦୦ ମିଟର ପହଁରିବାରେ ସବୁଠାରୁ କମ ବୟସ୍କ ସନ୍ତରଣକାରୀ...

କ୍ୟାବିନେଟରେ ମଞ୍ଜୁରୀ ପାଇଥିବା ବିକଶିତ ଭାରତ ଶିକ୍ଷା ଅଧୀକ୍ଷଣ ବିଲ୍ କଣ ଜାଣନ୍ତୁ

ନୂଆଦିଲ୍ଲୀ,୧୩।୧୨: ଭାରତୀୟ ଉଚ୍ଚଶିକ୍ଷାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। କେନ୍ଦ୍ର କ୍ୟାବିନେଟ୍ ଏକ ଐତିହାସିକ ବିଲ୍ ମଞ୍ଜୁର କରିଛି ଯାହା ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC), ଅଖିଳ ଭାରତୀୟ ବୈଷୟିକ ଶିକ୍ଷା ପରିଷଦ (AICTE) ଏବଂ ଜାତୀୟ ଶିକ୍ଷକ...

ରାତ୍ରିଭୋଜନ ବିଳମ୍ବରେ କରୁଥିଲେ, ହୋଇଯାନ୍ତୁ ସାବଧାନ: ନ ହେଲେ ହେବ ଏସବୁ ରୋଗ

ବିଭିନ୍ନ କାର୍ଯ୍ୟବ୍ୟସ୍ତତା ସହ ପରିବାର ସଦସ୍ୟ ଓ ପିଲାଙ୍କ ଖାଇବା ପରେ ଅଧିକାଂଶ ମହିଳା ରାତ୍ରିଭୋଜନ ବିଳମ୍ବରେ କରିଥା’ନ୍ତି। ହେଲେ ନିଜ ଖାଦ୍ୟ ପ୍ରତି ଅବହେଳା କରିବସିବା ଯେ ଅପରପକ୍ଷେ ସେମାନଙ୍କ ସ୍ବାସ୍ଥ୍ୟ ଉପରେ ନକାରାତ୍ମକ ପ୍ରଭାବ ପକାଇଥାଏ ସେ...

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଘୋଷଣା, ପାକିସ୍ତାନ ବିପକ୍ଷ ମ୍ୟାଚ୍ ପୂର୍ବରୁ କହିଲେ…

ନୂଆଦିଲ୍ଲୀ,୧୩।୧୨: ଯୁବ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀ ଅଣ୍ଡର୧୯ ଏସିଆ କପର ପ୍ରଥମ ମ୍ୟାଚରେ ୟୁଏଇ ବିପକ୍ଷରେ ୧୭୧ ରନର ଏକ ଚମତ୍କାର ଇନିଂସ ଖେଳି ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କରିଦେଇଥିଲେ । ସୂର୍ଯ୍ୟବଂଶୀ ତାଙ୍କ ବିସ୍ଫୋରକ ଇନିଂସରେ ୯୫ ବଲର ସାମ୍ନା...

ଆମେରିକାରେ ଅଶାନ୍ତି! ଟ୍ରମ୍ପଙ୍କ ନିଷ୍ପତ୍ତି ବିରୋଧରେ ଅଦାଲତରେ ୨୦ ରାଜ୍ୟ

ନୂଆଦିଲ୍ଲୀ,୧୩।୧୨: ଟ୍ରମ୍ପ ପ୍ରଶାସନର ନୂତନ H-1B ଭିସା ଆବେଦନ ଉପରେ ୧୦୦,୦୦୦ ଶୁଳ୍କ ଲାଗୁ କରିବାର ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ଆମେରିକାର ୨୦ଟି ରାଜ୍ୟ ଏକ ମାମଲା ଦାୟର କରିଛନ୍ତି । ରାଜ୍ୟଗୁଡ଼ିକ ଯୁକ୍ତି ଦେଇଛନ୍ତି ଯେ ଏହି ନୀତି...

ସ୍କୁଲ ଯାଉଥିବାବେଳେ ଅଧାରାସ୍ତାରେ ଟଳିପଡ଼ିଲେ ଛାତ୍ର: ବାହୁନି ବାହୁନି କାନ୍ଦୁଛନ୍ତି ପରିବାର

ଦିଗପହଣ୍ଡି,୧୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ଗ୍ରାମସ୍ଥିତ ରାଧାମୋହନ ନୋଡାଲ ବିଦ୍ୟାପୀଠର ୭ମ ଶ୍ରେଣୀ ଛାତ୍ର ଆକାଶ କୁମାର ଗୌଡ଼(୧୨) ସ୍କୁଲ ଯାଉଥିବାବେଳେ ଅସୁସ୍ଥତା କାରଣରୁ ଅଧାରାସ୍ତାରେ ବହି ବସ୍ତାନି ସହ ଟଳି ପଡ଼ିଥିଲେ। ଖବରପାଇ...

ଗୋଟିଏ ଦିନ ତିଷ୍ଠିଲା ନାହିଁ ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ: ଭାଙ୍ଗିଦେଲେ ପାକିସ୍ତାନୀ କ୍ରିକେଟର୍‌

ନୂଆଦିଲ୍ଲୀ,୧୩।୧୨: ଏସିଆ କପରେ ଗୋଟିଏ ଦିନ ମଧ୍ୟ ତିଷ୍ଠି ପାରି ନାହିଁ ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ। ଜଣେ ପାକିସ୍ତାନୀ ଖେଳାଳି ତାଙ୍କୁ ଅତିକ୍ରମ କରିଛନ୍ତି। ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଇନିଂସ ୧୯ ବର୍ଷରୁ କମ କ୍ରିକେଟ ଏସିଆ କପର ପ୍ରଥମ...

ରାଜଧାନୀ ଆକାଶରେ ବିଷ, ୧୮ଟି ଅଞ୍ଚଳରେ AQI ୪୦୦ ପାର୍

ନୂଆଦିଲ୍ଲୀ,୧୩।୧୨: ଜାତୀୟ ରାଜଧାନୀ ଦିଲ୍ଲୀରେ ପ୍ରଦୂଷଣର ମାତ୍ରା ଦିନକୁ ଦିନ ବଢ଼ିବାରେ ଲାଗିଛି । ଆଜି ସକାଳ ଦିଲ୍ଲୀରେ କୁହୁଡ଼ି ସହିତ ଆରମ୍ଭ ହୋଇଥିଲା। ରାଜଧାନୀର ବାୟୁ ଗୁଣବତ୍ତା ଖରାପ ହେବାରେ ଲାଗି ରହିଥିଲା, ଆଜି ସକାଳେ ଗମ୍ଭୀର ବର୍ଗ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri