କ୍ରିକେଟ ବିଶ୍ୱକପ୍‌

ଇଂଲଣ୍ଡରେ ଧାଓ୍ବନଙ୍କ ହଜାରେ

ଲଣ୍ଡନ,୯ା୬: ଭାରତୀୟ ଓପନର ଶିଖର ଧାଓ୍ବନ ଇଂଲଣ୍ଡରେ ଦିନିକିଆ ଫର୍ମାଟରେ ଏକହଜାର ରନ୍‌ ପୂରଣ କରିଛନ୍ତି। ଏଠାରେ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ରେ କ୍ୟାରିୟରର ୧୭ତମ ଶତକୀୟ…

5 years ago

ତେନ୍ଦୁଲକରଙ୍କୁ ପଛରେ ପକାଇଲେ ରୋହିତ

ଲଣ୍ଡନ,୯ା୬: ଭାରତୀୟ ଦଳର ଓପନର ରୋହିତ ଶର୍ମା ନିର୍ଦ୍ଦିଷ୍ଟ ଦଳ ବିପକ୍ଷରେ ଦୁଇ ହଜାର ରନ୍‌ କରିବାରେ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଛନ୍ତି। ରୋହିତ…

5 years ago

ଓ୍ବାର୍ନରଙ୍କ ବ୍ୟାଟ୍‌ରେ ସେନ୍‌ସର

ଲଣ୍ଡନ,୯ା୬(ପି.ଟି.): ଅଷ୍ଟ୍ରେଲିଆ ଓପନର ଡେଭିଡ୍‌ ଓ୍ବାର୍ନର ବିଶ୍ୱକପ୍‌ରେ ଘାତକ ବୋଲରଙ୍କ ସମ୍ମୁଖୀନ ହେବା ପାଇଁ ବ୍ୟାଟ୍‌ରେ ଏକ ନୂଆ ଯନ୍ତ୍ରର ବ୍ୟବହାର କରିଛନ୍ତି। ସେ ଭାରତ ବିପକ୍ଷ…

5 years ago

ପ୍ରଥମେ ବ୍ୟାଟିଂ କରିବ ଭାରତ

ଲଣ୍ଡନ,୯ା୬: ଏଠାରେ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯିବାକୁ ଥିବା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ପିଚ୍‌ରେ ଘାସ ଥିବାରୁ…

5 years ago

ସୁସ୍ଥ ଅଛନ୍ତି ରସିଦ ଖାଁ

ଟଣ୍ଟନ,୯ା୬: ଆଫଗାନିସ୍ତାନ ଲେଗ୍‌ ସ୍ପିନର ରସିଦ ଖାଁ ଏବେ ଫିଟ୍‌ ଅଛନ୍ତି। ଏଠାରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ରେ ଲୋକି ଫର୍ଗୁସନଙ୍କ ଏକ ଶଟ୍‌ ପିଚ ବଲ…

5 years ago

ଆଇସିସି ବିଶ୍ୱକପ୍‌: ଭାରତର ଅଷ୍ଟ୍ରେଲିଆ ପରୀକ୍ଷା

ଲଣ୍ଡନ,୯।୬(ପି.ଟି.)- ବିଶ୍ୱକପ୍‌ର ଚଳିତ ଦ୍ୱାଦଶ ସଂସ୍କରଣରେ ନୂଆ ଗୌରବ ସନ୍ଧାନରେ ଥିବା ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତ ରବିବାର ଏକ ବଡ଼ ପରୀକ୍ଷାର ସମ୍ମୁଖୀନ ହେବ। ସ୍ଥାନୀୟ…

5 years ago

ଡି’ଭିଲର୍ସଙ୍କ ଉପରେ ଅଖତରଙ୍କ ବଡ଼ ବୟାନ

ଲଣ୍ଡନ, ୮ା୬- ଦକ୍ଷିଣ ଆଫ୍ରିକୀୟ କ୍ରିକେଟର ଏବି ଡି’ଭିଲର୍ସଙ୍କ ସମ୍ପର୍କରେ ପୂର୍ବତନ ପାକିସ୍ତାନ ପେସର ଶୋଏବ ଅଖତର ଶନିବାର ବଡ଼ ବୟାନ ଦେଇଛନ୍ତି। ପୂର୍ବତନ ଦକ୍ଷିଣ ଆଫ୍ରିକା…

5 years ago

୧୯୯୨ ବିଶ୍ୱକପ୍‌ ସଫଳତା ଦୋହରାଇବ ପାକିସ୍ତାନ

ଲଣ୍ଡନ, ୮ା୬- ସର୍ଫରାଜ ଅହମ୍ମଦଙ୍କ ନେତୃତ୍ୱାଧୀନ ପାକିସ୍ତାନ ଦଳ ଚଳିତ ବିଶ୍ୱକପ୍‌ରେ ଆଶାନୁଯାୟୀ ଅଭିଯାନ ଆରମ୍ଭ କରିପାରି ନାହିଁ। ହେଲେ ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ ବର୍ଷା ଯୋଗୁ…

5 years ago

ଏମ୍‌ପି ପଦ ପାଇବା ପରେ ଏବେ କମେଣ୍ଟ୍ରି କରିବେ ଗୌତମ ଗମ୍ଭୀର

ନୂଆଦିଲ୍ଲୀ,୮।୬: କ୍ରିକେଟ ପଡ଼ିଆରୁ ରାଜନୀତିରେ ପାଦ ଦେଇଥିବା କ୍ରିକେଟର ଗୌତମ ଗମ୍ଭୀର ଏବେ କମେଣ୍ଟ୍ରି କରିବେ। ଜୁନ୍‌ ୯ ରବିବାର ଭାରତ-ଅଷ୍ଟ୍ରେଲିଆ ମ୍ୟାଚରେ ସେ ଷ୍ଟାର ସ୍ପୋଟର୍ସ…

5 years ago

ଜାମ୍ପାଙ୍କୁ ଭର୍ତ୍ସନା

ନଟିଂହାମ,୭।୬(ପିଟି)- ଅଷ୍ଟ୍ରେଲିଆନ ଲେଗ୍‌ ସ୍ପିନର ଆଡାମ୍‌ ଜାମ୍ପାଙ୍କୁ ଆଇସିସି ପକ୍ଷରୁ ଭର୍ତ୍ସନା କରାଯାଇଛି। ଏଥିସହ ଖେଳାଳିଙ୍କ ଲାଗି ଉଦ୍ଦିଷ୍ଟ ନିୟମ ଭଙ୍ଗ କରିବା ପାଇଁ ତାଙ୍କୁ ଏକ…

5 years ago