କ୍ରିକେଟ ବିଶ୍ୱକପ୍‌

ଭାରତୀୟ ଦଳର ବୃଦ୍ଧା ଫ୍ୟାନଙ୍କୁ ଟିକେଟ୍‌ ଦେବେ କୋହଲି

ବର୍ମିଂହାମ,୩।୭(ପିଟି)- ବାଂଲାଦେଶ ବିପକ୍ଷରେ ଏଠାରେ ଖେଳାଯାଇଥିବା ମ୍ୟାଚ୍‌ ଦେଖିବା ଲାଗି ଚାରୁଲତା ପଟେଲ ନାମ୍ନୀ ଜଣେ ବୃଦ୍ଧା (୮୭) ଷ୍ଟାଡିୟମରେ ଉପସ୍ଥିତ ରହି ଭାରତୀୟ ଦଳକୁ ଉତ୍ସାହିତ କରିଥିଲେ। ଚାରୁଲତାଙ୍କୁ ଭାରତୀୟ ଦଳର ବଳକା ବିଶ୍ୱକପ୍‌ ମ୍ୟାଚ୍‌ ଲାଗି ବିରାଟ...

ରାୟୁଡୁଙ୍କ ଅବସର: ଚୟନକର୍ତ୍ତାଙ୍କୁ ଗମ୍ଭୀରଙ୍କ ସମାଲୋଚନା

ବର୍ମିଂହାମ,୩।୭(ପିଟି)- ଅମ୍ବାତି ରାୟୁଡୁଙ୍କ ଅବସର ପରେ ପୂର୍ବତନ ଭାରତୀୟ ଓପନର ଗୌତମ ଗମ୍ଭୀର ବୁଧବାର ଏମ୍‌ଏସ୍‌କେ ପ୍ରସାଦଙ୍କ ନେତୃତ୍ୱାଧୀନ ଚୟନ କମିଟିକୁ ସମାଲୋଚନା କରିଛନ୍ତି। କମିଟିର ୫ ଜଣ ସଦସ୍ୟ ମିଳିତ ଭାବେ ସେତିକି ରନ୍‌ କରିନାହାନ୍ତି, ଯେତିକି ରାୟୁଡୁଙ୍କ...

ବିଶ୍ୱକପ୍‌ରୁ ବାଦ୍‌ ପଡ଼ିବା ପରେ ରାୟୁଡୁଙ୍କ ଅବସର

ନୂଆଦିଲ୍ଲୀ,୩।୭(ପି.ଟି.)- ଚଳିତ ବିଶ୍ୱକପ୍‌ରେ ଭାରତୀୟ ଦଳରୁ ବାଦ୍‌ ପଡ଼ିବା ପରେ ମିଡ୍‌ଲ ଅର୍ଡର ବ୍ୟାଟ୍ସମ୍ୟାନ ଅମ୍ବାତି ରାୟୁଡୁ ସମସ୍ତ ପ୍ରକାର କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ଏଥିନେଇ ସେ କୌଣସି କାରଣ ଦର୍ଶାଇ ନ ଥିବା ବିସିସିଆଇ ଅଫିସିଆଲ କହିଛନ୍ତି।...

ରୋହିତଙ୍କ ଛକାରେ ଦର୍ଶକ ଆହତ

ବର୍ମିଂହାମ,୩।୭- ଏଠାରେ ବାଂଲାଦେଶ ବିପକ୍ଷରେ ଖେଳାଯାଇଥିବା ବିଶ୍ୱକପ୍‌ ମ୍ୟାଚ୍‌ରେ ରୋହିତ ଶର୍ମାଙ୍କ ଶତକ ବଳରେ ଭାରତ ୨୮ ରନ୍‌ରେ ବିଜୟୀ ହୋଇଛି। ଏହି ଇନିଂସ ଅବସରରେ ରୋହିତ ୫ ଛକା ଓ ୭ ଚୌକା ଲଗାଇଥିଲେ। ତାଙ୍କର ଗୋଟିଏ ଛକା...

ତୃତୀୟ ସନ୍ତାନର ପିତା ହେଲେ ଓ୍ବାର୍ନର

ଲଣ୍ଡନ, ୨।୭ (ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ ମଝିରେ ବିସ୍ଫୋରକ ଅଷ୍ଟ୍ରେଲୀୟ ଓପନିଂ ବ୍ୟାଟ୍ସମ୍ୟାନ ଡେଭିଡ୍‌ ଓ୍ବାର୍ନରଙ୍କ ପାଇଁ ଖୁସି ଖବର ଆସିଛି। ସେ ତୃତୀୟ ସନ୍ତାନର ପିତା ହୋଇଛନ୍ତି। ଓ୍ବାର୍ନରଙ୍କ ସ୍ତ୍ରୀ କ୍ୟାଣ୍ଡିସ ରବିବାର ରାତିରେ ଏକ କନ୍ୟା...

କମଳା ରଙ୍ଗର ଜର୍ସିକୁ ଦୋଷ ଦେଲେ ମେହବୁବା ମୁଫ୍‌ତି

ଶ୍ରୀନଗର,୧ା୭(ପି.ଟି.)- ପୂର୍ବତନ ଜମ୍ମୁ କଶ୍ମୀର ମୁଖ୍ୟମନ୍ତ୍ରୀ ମେହବୁବା ମୁଫ୍‌ତି ଭାରତୀୟ କ୍ରିକେଟ ଦଳର ପରାଜୟ ଲାଗି କମଳା ରଙ୍ଗର ଜର୍ସିକୁ ଦୋଷାରୋପ କରିଛନ୍ତି। ମୋତେ ଅନ୍ଧବିଶ୍ୱାସୀ କୁହାଯାଇପାରେ। କିନ୍ତୁ ମୋ ମତରେ ନୂଆ ଜର୍ସି ଲାଗି ଚଳିତ ବିଶ୍ୱକପ୍‌ରେ ଭାରତୀୟ...

‘ଉପମହାଦେଶର ସମର୍ଥନ ଭାରତକୁ ସହାୟକ ହୋଇପାରିଲା ନାହିଁ’

ଲଣ୍ଡନ,୧ା୭(ପି.ଟି.)- ଇଂଲଣ୍ଡଠାରୁ ଭାରତୀୟ ଦଳ ପରାସ୍ତ ହେବା ପରେ ପୂର୍ବତନ ପାକିସ୍ତାନ ପେସର ସୋଏବ ଅଖ୍‌ତର ଦୁଃଖ ପ୍ରକାଶ କରିଛନ୍ତି। ଭାରତୀୟ ଦଳର ପରାଜୟ ଦ୍ୱାରା ପାକିସ୍ତାନର ସେମିଫାଇନାଲକୁ ଉନ୍ନୀତ ହେବାର ସମ୍ଭାବନା କମ୍‌ ହୋଇଛି। ନିଶ୍ଚିତ ବିଜୟ ଆବଶ୍ୟକ...

ଧୋନୀଙ୍କ ସପକ୍ଷରେ କୋହଲି

ବର୍ମିଂହାମ,୧ା୭- ଏଠାରେ ଖେଳାଯାଇଥିବା ଇଂଲଣ୍ଡ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଦଳ ୩୧ ରନ୍‌ରେ ପରାଜିତ ହୋଇଛି। ଅନ୍ତିମ ଓଭରଗୁଡ଼ିକରେ ମହେନ୍ଦ୍ର ସିଂ ଧୋନୀଙ୍କ ଧିମା ବ୍ୟାଟିଂ ଏହି ପରାଜୟର ମୁଖ୍ୟ କାରଣ ବୋଲି ପୂର୍ବତନ କ୍ରିକେଟର ଓ ପ୍ରଶଂସକ ସମାଲୋଚନା...

ପ୍ରଥମ ଭାରତୀୟ କୋହଲି

ନୂଆଦିଲ୍ଲୀ,୧।୭-ବିଶ୍ୱର କୌଣସି ବୋଲିଂ ଲାଇନ ଅଫ୍‌ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କୁ ରନ୍‌ କରିବାରୁ ରୋକିପାରିବ ନାହିଁ। ବହୁ ରେକର୍ଡ ଅଧିକାରୀ କୋହଲି ରବିବାର ନିଜ କ୍ୟାରିୟରରେ ସଫଳତାର ଆଉ ଏକ ଫର୍ବ୍ଦ ଯୋଡ଼ିଛନ୍ତି। ଇଂଲଣ୍ଡ ବିପକ୍ଷରେ ବର୍ମିଂହାମଠାରେ ଖେଳାଯାଇଥିବା...

ଭାରତୀୟ ଦଳକୁ ବଡ଼ ଝଟ୍‌କା

ଭାରତୀୟ ଦଳକୁ ବଡ଼ ଝଟକା ବର୍ମିଂହାମ,୧ା୭(ପିଟି)- ଚଳିତ ବିଶ୍ୱକପ୍‌ରେ ପ୍ରଥମ ପରାଜୟବରଣ କରିଥିବା ଭାରତୀୟ ଦଳକୁ ସୋମବାର ବଡ଼ ଝଟକା ଲାଗିଛି। ଆହତ ସମସ୍ୟା ଯୋଗୁ ବିଜୟ ଶଙ୍କର ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଛନ୍ତି। ଗୋଡ଼ ଆଙ୍ଗୁଠିରେ ଲାଗିଥିବା ଆହତ ସମସ୍ୟା...

ଭାରତୀୟ ଦଳର ଖେଳୁଆଡ଼ ମନୋଭାବ ଉପରେ ପ୍ରଶ୍ନ ଉଠାଇଲେ ୟୁନିସ

ଲଣ୍ଡନ,୧।୭(ପି.ଟି.)- ଚଳିତ ବିଶ୍ୱକପ୍‌ରେ ଭାରତୀୟ ଦଳ ୩୧ ରନ୍‌ରେ ଇଂଲଣ୍ଡଠାରୁ ପରାଜୟବରଣ କରିଛି। ଏଥିନେଇ ପୂର୍ବତନ ପାକିସ୍ତାନ ଅଧିନାୟକ ଓ୍ବାକର ୟୁନିସ ଟିମ୍‌ ଇଣ୍ଡିଆର ଖେଳୁଆଡ଼ ମନୋଭାବ ଉପରେ ପ୍ରଶ୍ନ ଉଠାଇଛନ୍ତି। ଚିର ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନ ସେମିଫାଇନାଲରେ ପ୍ରବେଶ କରିବା...

ସ୍ବତନ୍ତ୍ର କ୍ଲବ୍‌ରେ ସାମି

ନୂଆଦିଲ୍ଲୀ,୧।୭-ଭାରତୀୟ ପେସର ମହମ୍ମଦ ସାମି ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ରେ ୫ ଉଇକେଟ ନେଇଛନ୍ତି। ଏଥିସହିତ ସେ ବିଶ୍ୱକପ୍‌ରେ କ୍ରମାଗତ ୩ଥର ୪ କିମ୍ବା ତା’ଠାରୁ ଊର୍ଦ୍ଧ୍ୱ ଉଇକେଟ ନେଇଥିବା ବୋଲରଙ୍କ କ୍ଲବ୍‌ରେ ସ୍ଥାନ ପାଇଛନ୍ତି। ସାମିଙ୍କ ବ୍ୟତୀତ ପାକିସ୍ତାନର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri