କ୍ରିକେଟ ବିଶ୍ୱକପ୍‌

ଚହଲଙ୍କ ଅଲୋଡ଼ା ରେକର୍ଡ

ବର୍ମିଂହାମ, ୧।୭(ପି.ଟି.)- ଆୟୋଜକ ଇଂଲଣ୍ଡ ଓ ଭାରତ ମଧ୍ୟରେ ରବିବାର ଏଠାରେ ଖେଳାଯାଇଥିବା ବିଶ୍ୱକପ୍‌ର ଏକ ଗୁରତ୍ୱପୂର୍ଣ୍ଣ ମୁକାବିଲାରେ ଭାରତୀୟ ସ୍ପିନର ଯୁଜବେନ୍ଦ୍ର ଚହଲ ଏକ ଅଲୋଡ଼ା ରେକର୍ଡର ଅଧିକାରୀ ହୋଇଛନ୍ତି। ଏହି ମ୍ୟାଚ୍‌ରେ ଇଂଲଣ୍ଡ ପ୍ରଥମେ ବ୍ୟାଟିଂ କରି...

ରୋହିତଙ୍କ ଶତକ ସତ୍ତ୍ୱେ ଭାରତ ପରାସ୍ତ

ବର୍ମିଂହାମ, ୧।୭(ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ରେ ଫେଭରାଇଟ୍‌ ବିବେଚିତ ହେଉଥିବା ବିରାଟ କୋହଲିଙ୍କ ଭାରତୀୟ ଦଳ ପ୍ରଥମ ପରାଜୟ ବରଣ କରିଛି। ରବିବାର ଏଜବାଷ୍ଟନ ଗ୍ରାଉଣ୍ଡରେ ଖେଳାଯାଇଥିବା ଟୁର୍ନାମେଣ୍ଟର ୩୮ତମ ମ୍ୟାଚ୍‌ରେ ଇଂଲଣ୍ଡ ୩୧ ରନରେ ଭାରତକୁ ପରାସ୍ତ କରି...

ଦିନିକିଆରେ ଓ୍ବିଲିୟମସନଙ୍କ ୬ ହଜାର ରନ୍‌

ଲଡର୍‌ସ,୩୦।୬- ଏଠାରେ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଇଥିବା ବିଶ୍ୱକପ୍‌ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ପ୍ରଥମ ପରାଜୟ ବରଣ କରିଛି। ଏହି ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ଅଧିନାୟକ କେନ ଓ୍ବିଲିୟମସନ ୫୧ ବଲରୁ ୪୦ ରନ୍‌ କରିଥିଲେ। ଏହି ଅବସରରେ ସେ ଦିନିକିଆ କ୍ରିକେଟରେ ୬...

ଷ୍ଟାର୍କଙ୍କ ସ୍ବତନ୍ତ୍ର ରେକର୍ଡ

ଲଡର୍‌ସ,୩୦।୬- ମିଚେଲ ଷ୍ଟାର୍କଙ୍କ ଘାତକ ବୋଲିଂ ଯୋଗୁ ଅଷ୍ଟ୍ରେଲିଆ ଦଳ ଆଇକନିକ ଗ୍ରାଉଣ୍ଡରେ ଚିରପ୍ରତିଦ୍ୱନ୍ଦ୍ୱୀ ନ୍ୟୁଜିଲାଣ୍ଡକୁ ୮୬ ରନ୍‌ର ବୃହତ୍‌ ବ୍ୟବଧାନରେ ହରାଇ ଦେଇଛି। ମ୍ୟାଚ୍‌ରେ ୫ ଉଇକେଟ ନେବା ସହ ଷ୍ଟାର୍କ ସ୍ବତନ୍ତ୍ର ରେକର୍ଡର ଅଧିକାରୀ ହୋଇଛନ୍ତି। ସେ...

ଶାହିନଙ୍କ ନାମରେ ବିଶ୍ୱକପ୍‌ ରେକର୍ଡ

ଲିଡ୍ସ,୩୦।୬- ଚଳିତ ବିଶ୍ୱକପ୍‌ରେ ଆଫଗାନିସ୍ତାନ ବିପକ୍ଷ ମ୍ୟାଚ୍‌ରେ ପାକିସ୍ତାନ ବୋଲର ଶାହିନ ଆଫ୍ରିଦୀ ୪ ଉଇକେଟ ନେଇ ଏକ ବିଶ୍ୱକପ୍‌ ରେକର୍ଡର ଅଧିକାରୀ ହୋଇଛନ୍ତି। ଏହି ମ୍ୟାଚ୍‌ରେ ୧୦ ଓଭର ବୋଲିଂ କରି ୪୭ ରନ୍‌ ଖର୍ଚ୍ଚକରି ୪ ଉଇକେଟ...

ପ୍ରଥମେ ବୋଲିଂ କରିବ ଭାରତ

ବର୍ମିଂହାମ,୩୦।୬- ଏଠାରେ ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତ ପ୍ରଥମେ ବୋଲିଂ କରିବ। ପିଚ୍‌ରେ ଅଧିକ ବାଉନ୍ସ ଥିବାରୁ ଇଂଲଣ୍ଡ ଅଧିନାୟକ ଇଆନ ମୋର୍ଗାନ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ମୋଏନ...

କୋହଲିଙ୍କ ଉଇକେଟ ଲକ୍ଷ୍ୟରେ ଅଲି

ବର୍ମିଂହାମ,୨୯।୬- ଭାରତ ଓ ଇଂଲଣ୍ଡ ମଧ୍ୟରେ ରବିବାର ଏଠାରେ ଚଳିତ ବିଶ୍ୱକପ୍‌ର ମ୍ୟାଚ୍‌ ଖେଳାଯିବ। ଆୟୋଜକ ଦଳ ଲାଗି ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ଉଇକେଟ ସବୁଠୁ ଗୁରୁତ୍ୱପୂର୍ଣ୍ଣ। ଇଂଲଣ୍ଡ ଦଳର ଅଲରାଉଣ୍ଡର ମୋଏନ ଅଲି ନିଜ ପାଇଁ ଲକ୍ଷ୍ୟ...

ଟିମ୍‌ ଇଣ୍ଡିଆର ନୂଆ ଜର୍ସି: କଂଗ୍ରେସ ସମର୍ଥକ କ୍ଷୁବ୍ଧ

ବର୍ମିଂହାମ,୨୯।୬- ଭାରତୀୟ ଦଳ ତା’ର ପରବର୍ତ୍ତୀ ଇଂଲଣ୍ଡ ବିପକ୍ଷ ଲିଗ୍‌ ପର୍ଯ୍ୟାୟ ମ୍ୟାଚ୍‌ରେ କମଳା ରଙ୍ଗର ଜର୍ସି ପିନ୍ଧିବ। ଜର୍ସିର ନୂଆ ଲୁକ୍‌ ସାମ୍ନାକୁ ଆସିବା ପରେ କେତେଜଣ ପ୍ରଶଂସକ ଏହାକୁ ପସନ୍ଦ କରିଥିବାବେଳେ ଆଉ କିଛି ନା ପସନ୍ଦ...

ନୂଆ ଜର୍ସିରେ ବିରାଟ ବାହିନୀ

ବର୍ମିଂହାମ,୨୯।୬- ଭାରତୀୟ ଅଧିନାୟକ ବିରାଟ କୋହଲି ଓ ଉଇକେଟକିପର ବ୍ୟାଟ୍ସମ୍ୟାନ ମହେନ୍ଦ୍ର ସିଂ ଧୋନୀଙ୍କ ସମେତ ଦଳର ଅନ୍ୟ ସଦସ୍ୟମାନେ ପ୍ରଥମ ଥର ଲାଗି ନୂଆ ଜର୍ସି ପରିଧାନ କରିଛନ୍ତି। ରବିବାର ଏଠାରେ ଖେଳାଯିବାକୁ ଥିବା ଇଂଲଣ୍ଡ ବିପକ୍ଷ ମ୍ୟାଚ୍‌ରେ...

ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ନଟ୍‌ ଆଉଟ୍‌ ଥିଲେ ରୋହିତ

ମାଞ୍ଚେଷ୍ଟର,୨୮।୬(ପିଟି)- ଏଠାରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ରେ ଭାରତୀୟ ଓପନର ରୋହିତ ଶର୍ମା ବିବାଦୀୟ ଢଙ୍ଗରେ ଉଇକେଟ ପଛରେ କ୍ୟାଚ୍‌ ଆଉଟ୍‌ ହୋଇଥିଲେ। କିନ୍ତୁ ସେ ନଟ୍‌ଆଉଟ୍‌ ଥିଲେ ବୋଲି ଟୁଇଟର ଜରିଆରେ ସୂଚନା ଦେଇଛନ୍ତି। ଆଉଟ୍‌ ହେବା ବେଳର...

କଟ୍ଟ୍ରେଲଙ୍କୁ ପରିହାସ କଲେ ସାମି

ମାଞ୍ଚେଷ୍ଟର,୨୮।୬(ପିଟି)- ଉଇକେଟ ନେବା ପରେ ଓ୍ବେଷ୍ଟଇଣ୍ଡିଆନ ପେସର ଶେଲଡନ କଟ୍ଟ୍ରେଲ ସର୍ବଦା ସାଲ୍ୟୁଟ କରନ୍ତି, ଯାହାକି ଚଳିତ ବିଶ୍ୱକପ୍‌ରେ ଏକ ଟ୍ରେଣ୍ଡ ପାଲଟିଯାଇଛି। ଏହାଦ୍ୱାରା ସେ ଜାମାଇକାନ ଡିଫେନ୍ସ ଫୋର୍ସ (ଜେଡିଏଫ୍‌) ପ୍ରତି ଶ୍ରଦ୍ଧାଞ୍ଜଳି ଜଣାନ୍ତି। କିନ୍ତୁ ଚଳିତ ବିଶ୍ୱକପ୍‌ରୁ...

‘ଶ୍ରୀଲଙ୍କା, ବାଂଲାଦେଶଠାରୁ ଜାଣିଶୁଣି ହାରିବ ଭାରତ’

କରାଚୀ,୨୮।୬(ପିଟି)- ପାକିସ୍ତାନ ଦଳକୁ ବିଶ୍ୱକପ୍‌ର ସେମିଫାଇନାଲ ଦୌଡ଼ରୁ ବିଦା କରିବା ଲାଗି ଭାରତୀୟ ଦଳ ଜାଣିଶୁଣି ତା’ର ପରବର୍ତ୍ତୀ ମ୍ୟାଚ୍‌ରେ ବାଂଲାଦେଶ ଓ ଶ୍ରୀଲଙ୍କାଠାରୁ ପରାସ୍ତ ହେବ। ଏଭଳି ଅପମାନଜ୍ଜନକ ମନ୍ତବ୍ୟ ଦେଇଛନ୍ତି ପୂର୍ବତନ ପାକିସ୍ତାନ ବ୍ୟାଟ୍ସମ୍ୟାନ ବାସିତ୍‌ ଅଲି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri