କ୍ରିକେଟ ବିଶ୍ୱକପ୍‌

ବିଶ୍ୱକପ୍‌ରୁ ଶେହଜାଦ ଆଉଟ୍‌

ଲଣ୍ଡନ,୭।୬-ଆଫଗାନିସ୍ତାନର ଉଇକେଟ କିପର ବ୍ୟାଟ୍ସମ୍ୟାନ ମହମ୍ମଦ ଶେହଜାଦ୍‌ ଚଳିତ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଛନ୍ତି। ତାଙ୍କ ଆଣ୍ଠୁରେ ଆଘାତ ଲାଗିଥିବା ସ୍ପଷ୍ଟ ହୋଇଛି। ତାଙ୍କ ବଦଳରେ ବାମହାତୀ ଉଇକେଟ କିପର ଇକ୍ରାମ ଅଲି ଖିଲଙ୍କୁ ଦଳରେ ସାମିଲ କରାଯାଇଛି। ପାକିସ୍ତାନ ବିପକ୍ଷ...

ଧୋନୀଙ୍କୁ ବିସିସିଆଇର ସମର୍ଥନ

ନୂଆଦିଲ୍ଲୀ,୭।୬- ଭାରତୀୟ ଉଇକେଟ କିପର ବ୍ୟାଟ୍ସମ୍ୟାନ ମହେନ୍ଦ୍ର ସିଂ ଧୋନୀ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ବିଶ୍ୱକପ୍‌ ମ୍ୟାଚ୍‌ରେ ବ୍ୟବହାର ଉଇକେଟ କିପିଂ ଗ୍ଲୋଭ୍ସକୁ ନେଇ ଏବେ ବିବାଦ ଦେଖାଦେଇଛି। ଗ୍ଲୋଭ୍ସରେ ଲାଗିଥିବା ଆର୍ମିର ପ୍ରତୀକ ବଳିଦାନ ଚିହ୍ନକୁ ଗ୍ଲୋଭ୍ସରୁ...

ଫ୍ରିହିଟ୍‌ ବଲରେ ବୋଲ୍ଡ ଆଉଟ୍‌ ହେଲେ ଗେଲ୍‌

ଲଣ୍ଡନ,୭।୬- ଓ୍ବେଷ୍ଟଇଣ୍ଡିଜ ଦଳର ବିସ୍ଫୋରକ ଓପନର କ୍ରିସ୍‌ ଗେଲ୍‌ ଅଷ୍ଟ୍ରେଲିଆ ବିପକ୍ଷରେ ଟ୍ରେଣ୍ଟ ବ୍ରିଜ୍‌ଠାରେ ଖେଳାଯାଇଥିବା ବିଶ୍ୱକପ୍‌ ମ୍ୟାଚ୍‌ରେ ଫ୍ରିହିଟ୍‌ ବଲରେ ବୋଲ୍ଡ ଆଉଟ୍‌ ହୋଇଛନ୍ତି। ଏଥିନେଇ କ୍ରିକେଟ ପଣ୍ଡିତ ଓ ପ୍ରଶଂସକମାନେ ଫିଲ୍ଡ ଅମ୍ପାୟର ରୁଚିରା ପାଲିୟାଗୁରୁଗ ଓ...

ବିଶ୍ୱକପ୍‌ରେ ପ୍ରଥମ ମ୍ୟାଚ୍‌ ଜିତିବା ପରେ ଟିମ୍‌ ଇଣ୍ଡିଆ

ଲଣ୍ଡନ,୭।୬- ଚଳିତ ବିଶ୍ୱକପ୍‌ରେ ଭାରତୀୟ ଦଳ ତା’ର ପ୍ରଥମ ମ୍ୟାଚରେ ଦକ୍ଷିଣ ଆଫ୍ରକାକୁ ହରାଇ ଅଭିଯାନ ଆରମ୍ଭ କରିଛି। ଆଗକୁ ଆହୁରି ଶକ୍ତିଶାଳୀ ଦଳକୁ ଭେଟିବାକୁ ଥିବାବେଳେ ଦଳ ଟୁର୍ନାମେଣ୍ଟରେ ଅତିକମ୍‌ରେ ସେମିଫାଇନାଲ ଖେଳିବ ବୋଲି ଆଶା କରାଯାଉଛି। କାରଣ...

ଖୁବ ଶୀଘ୍ର ସ୍ଥିତି ବଦଳିବ- ବାତ୍ରା

ନୂଆଦିଲ୍ଲୀ, ୬।୬(ପି.ଟି.)- ଭାରତୀୟ ଅଲିମ୍ପିକ୍‌ କମିଟି (ଆଇଓଏ) ଉପରେ ଲାଗିଥିବା ବ୍ୟାନ ଯୋଗୁ ଚଳିତ ବର୍ଷ ଫେବୃୟାରୀଠାରୁ ଦେଶରେ କୌଣସି ଅନ୍ତର୍ଜାତୀୟ ଇଭେଣ୍ଟ ଆୟୋଜନ ହୋଇ ପାରୁନାହିଁ। ଏ ସମ୍ପର୍କରେ ଆଇଓଏ ସଭାପତି ନରିନ୍ଦର ବାତ୍ରା ନବନିଯୁକ୍ତ କ୍ରୀଡ଼ାମନ୍ତ୍ରୀ କିରନ...

ବୁମରାଙ୍କୁ କେମିତି ଖେଳିବେ ଡାହାଣହାତୀ ବ୍ୟାଟ୍ସମ୍ୟାନ

ସାଉଥମ୍ପ୍‌ଟନ, ୬।୬(ପି.ଟି.)- ଭାରତୀୟ ପେସର ଯଶପ୍ରୀତ୍‌ ବୁମରାଙ୍କ ସମ୍ମୁଖୀନ ହେବା ଯେକୌଣସି ବ୍ୟାଟ୍ସମ୍ୟାନ୍‌ଙ୍କ ପକ୍ଷେ କଷ୍ଟକର ହେଉଛି। ଏଥିଲାଗି ପୂର୍ବତନ ଇଂଲଣ୍ଡ ବ୍ୟାଟ୍ସମ୍ୟାନ୍‌ କେଭିନ ପିଟରସନ୍‌ କେବଳ ଡାହାଣହାତୀ ବ୍ୟାଟ୍ସମ୍ୟାନ୍‌ଙ୍କ ନିମନ୍ତେ ଉପାୟ ବାହାର କରିଛନ୍ତି। ଡାହାଣହାତୀ ବ୍ୟାଟ୍ସମ୍ୟାନ୍‌ମାନେ ଅଫ୍‌...

ବିଶ୍ୱକପ୍‌ ଖେଳିବା ପ୍ରସ୍ତାବ ଦେଇଥିଲେ ଡି’ଭିଲର୍ସ

ଜୋହାନ୍ସବର୍ଗ, ୬।୬- ପୂର୍ବତନ ଦକ୍ଷିଣ ଆଫ୍ରିକୀୟ ବ୍ୟାଟ୍ସମ୍ୟାନ ଏବି ଡି’ଭିଲର୍ସ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ଚଳିତ ବିଶ୍ୱକପ୍‌ ଖେଳିବା ପାଇଁ ପ୍ରସ୍ତାବ ଦେଇଥିଲେ। ହେଲେ କ୍ରିକେଟ ଦକ୍ଷିଣ ଆଫ୍ରିକା ଏହାକୁ ପ୍ରତ୍ୟାଖ୍ୟାନ କରିଥିଲା। ଇଏସ୍‌ପିଏନ୍‌ କ୍ରିକ୍‌ଇନ୍‌ଫୋ ଅନୁଯାୟୀ...

ଧୋନୀଙ୍କ ଗ୍ଲୋଭ୍ସରେ ସ୍ବତନ୍ତ୍ର ଚିହ୍ନ

ସାଉଥାମ୍ପଟନ, ୬।୬- ଏଠାରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ବୁଧବାର ଖେଳାଯାଇଥିବା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତୀୟ ଉଇକେଟକିପର ବ୍ୟାଟ୍ସମ୍ୟାନ ମହେନ୍ଦ୍ର ସିଂ ଧୋନୀଙ୍କ ଏକ ସ୍ବତନ୍ତ୍ର ଗ୍ଲୋବ୍ସ ବ୍ୟବହାର କରୁଥିବାର ଦେଖିବାକୁ ମିଳିଛି। ତାଙ୍କ ଉଇକେଟକିପିଂ ଗ୍ଲୋବ୍ସରେ ବଳୀଦାନର ଚିହ୍ନ ରହିଥିଲା,...

ଓ୍ବେଷ୍ଟଇଣ୍ଡିଜ୍‌ର ବିପଜ୍ଜନକ ଖେଳ ନେଇ ଫିଞ୍ଚ୍‌ ଚିନ୍ତିତ

ନଟିଂହାମ, ୬।୬ (ଏଏଫ୍‌ପି)- ଚଳିତ ବିଶ୍ୱକପ୍‌ରେ ଗୁରୁବାର ଅଷ୍ଟ୍ରେଲିଆ ଓ ଓ୍ବେଷ୍ଟଇଣ୍ଡିଜ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ସ୍ଥାନୀୟ ଟ୍ରେଣ୍ଟ ବ୍ରିଜ୍‌ରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍‌ ଉଭୟ ଦଳ ପାଇଁ ଗୁରୁତ୍ୱବହନ କରୁଛି। ଓ୍ବେଷ୍ଟଇଣ୍ଡିଜ ଏବେ ବିପଜ୍ଜନକ ଦଳ ଭାବେ...

ଆଇସିସି ବିଶ୍ୱକପ୍‌: ଅଷ୍ଟ୍ରେଲିଆକୁ ଭେଟିବ ଓ୍ବେଷ୍ଟଇଣ୍ଡିଜ

ନଟ୍ଟିଂହାମ, ୬।୬- ଚଳିତ ଆଇସିସି ବିଶ୍ୱକପ୍‌ର ୧୦ମ ମ୍ୟାଚ୍‌ରେ ଗୁରୁବାର ଦୁଇ ଶକ୍ତିଶାଳୀ ଦଳ ଅଷ୍ଟ୍ରେଲିଆ ଓ ଓ୍ବେଷ୍ଟଇଣ୍ଡିଜ ପରସ୍ପରକୁ ଭେଟିବେ। ଉଭୟ ଦଳ ବିଶ୍ୱକପ୍‌ରେ ବିଜୟରୁ ସେମାନଙ୍କ ଅଭିଯାନ ଆରମ୍ଭ କରିଛନ୍ତି। ଡିଫେଣ୍ଡିଂ ଚାମ୍ପିୟନ ଅଷ୍ଟ୍ରେଲିଆ ଦଳ ବ୍ରିଷ୍ଟଲରେ...

ୟୁଜବେନ୍ଦ୍ରଙ୍କୁ ୪, ରୋହିତଙ୍କ ଶତକ: ଭାରତ ବିଜୟୀ

ସାଉଥାମ୍ପଟନ, ୬।୬- ବୋଲରଙ୍କ ଚମତ୍କାର ପ୍ରଦର୍ଶନ ପରେ ରୋହିତ ଶର୍ମାଙ୍କ ଶତକ ବଳରେ ଭାରତ ବୁଧବାର ଅନୁଷ୍ଠିତ ଆଇସିସି ବିଶ୍ୱକପ ମ୍ୟାଚରେ ଦକ୍ଷିଣ ଆଫ୍ରିକାକୁ ୬ ଉଇକେଟରେ ପରାସ୍ତ କରିଛି। ରୋଜବାଉଲର ସ୍ଲୋ ପିଚ୍‌ରେ ବ୍ୟାଟିଂ କଷ୍ଟସାଧ୍ୟ ହେଉଥିବାବେଳେ ରୋହିତ...

ସାକିବଙ୍କ ମାଇଲଷ୍ଟୋନ

ଲଣ୍ଡନ,୫।୬(ଏଏଫ୍‌ପି)- ବାଂଲାଦେଶ ଦଳର ଅଭିଜ୍ଞ ଅଲରାଉଣ୍ଡର ସାକିବ ଅଲ ହାସନଙ୍କ ଲାଗି ବୁଧବାର ଏକ ସ୍ମରଣୀୟ ଦିବସ। ସେ ଏଠାରେ ନ୍ୟୁଜିଲାଣ୍ଡ ବିପକ୍ଷରେ ତାଙ୍କ କ୍ୟାରିୟରର ୨୦୦ତମ ମ୍ୟାଚ୍‌ ଖେଳିଛନ୍ତି। ୩୨ ବର୍ଷୀୟ ଖେଳାଳି ଦେଶର ୩ୟ କ୍ରିକେଟର ଭାବେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri