କ୍ରିକେଟ ବିଶ୍ୱକପ୍‌

ବିଶ୍ୱକପ ଶୁଭାରମ୍ଭ କଲେ ପ୍ରୀନ୍ସ ହ୍ୟାରି

ଲଣ୍ଡନ,୩୧।୫(ପି.ଟି.)- ଆନ୍ତର୍ଜାତିକ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍‌ର ଦ୍ୱାଦଶ ସଂସ୍କରଣ ଗୁରୁବାର ଆରମ୍ଭ ହୋଇଛି। ବ୍ରିଟେନ ପ୍ରିନ୍ସ ହ୍ୟାରୀ ଆନୁଷ୍ଠାନିକ ଭାବେ ଟୁର୍ନାମେଣ୍ଟ ଶୁଭାରମ୍ଭ ହେଲା ବୋଲି ଘୋଷଣା କରିବା ପରେ ଉଦ୍‌ଘାଟନୀ ମ୍ୟାଚ୍‌ରେ ଆୟୋଜକ ଇଂଲଣ୍ଡ ଓ ଦକ୍ଷିଣ...

ବୃହତ୍‌ ବିଜୟ ସହ ଇଂଲଣ୍ଡର ଅଭିଯାନ

ଲଣ୍ଡନ, ୩୧।୫(ପି.ଟି.)- ଆୟୋଜକ ତଥା ଫେଭରାଇଟ ଇଂଲଣ୍ଡ ବୃହତ୍‌ ବିଜୟ ସହ ଆନ୍ତର୍ଜାତିକ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍‌ରେ ଅଭିଯାନ ଆରମ୍ଭ କରିଛି। ଇଅନ ମୋର୍ଗାନଙ୍କ ନେତୃତ୍ୱରେ ଇଂଲଣ୍ଡ ଉଦ୍‌ଘାଟନୀ ମ୍ୟାଚ୍‌ରେ ଶକ୍ତିଶାଳୀ ଦକ୍ଷିଣ ଆଫ୍ରିକାକୁ ବୃହତ୍‌ ୧୦୪ ରନରେ...

ବିଶ୍ୱସ୍ତରୀୟ ଟୁର୍ନାମେଣ୍ଟର ପୁରସ୍କାର ରାଶି

ବହୁଦିନର ପ୍ରତୀକ୍ଷା ପରେ କ୍ରିକେଟର ମହାକୁମ୍ଭ ଆଇସିସି ବିଶ୍ୱକପ୍‌ ଗୁରୁବାରଠାରୁ ଆରମ୍ଭ ହୋଇଯାଇଛି। ପ୍ରତି ୪ ବର୍ଷରେ ଥରେ ଅନୁଷ୍ଠିତ ହେଉଥିବା ଏହି ମେଗା ଇଭେଣ୍ଟ ବିଶ୍ୱର ଲୋକପ୍ରିୟ କ୍ରୀଡ଼ା ମଧ୍ୟରୁ ଅନ୍ୟତମ। ତେବେ ବିଶ୍ୱକପ୍‌ର ମୋଟ୍‌ ପୁରସ୍କାର ରାଶି...

ଆରମ୍ଭ ହେଲା ବିଶ୍ୱକପ୍‌: ଟସ୍‌ ଜିତି ଦକ୍ଷିଣ ଆଫ୍ରିକାର ବୋଲିଂ ନିଷ୍ପତ୍ତି

ଲଣ୍ଡନ, ୩୦।୫- ଆଇସିସି ବିଶ୍ୱକପ୍‌ର ଦ୍ୱାଦଶ ସଂସ୍କରଣ ଗୁରୁବାରଠାରୁ ସ୍ଥାନୀୟ କେନିଙ୍ଗଟନ୍‌ ଓଭାଲ ଗ୍ରାଉଣ୍ଡରେ ଆରମ୍ଭ ହୋଇଯାଇଛି। ଉଦ୍‌ଘାଟନୀ ମୁକାବିଲାରେ ଦକ୍ଷିଣ ଆଫ୍ରିକା ଅଧିନାୟକ ଫାଫ୍‌ ଡୁ ପ୍ଲେସି ଟସ୍‌ ଜିତି ପ୍ରଥମେ ଘରୋଇ ଇଂଲଣ୍ଡକୁ ବ୍ୟାଟିଂ ପାଇଁ ଆମନ୍ତ୍ରଣ...

ପଦାର୍ପଣ ପାଇଁ ସଚିନ ପ୍ରସ୍ତୁତ

ମୁମ୍ବାଇ, ୩୦।୫(ପି.ଟି.)- ଗୁରୁବାରଠାରୁ ଆଇସିସି ବିଶ୍ୱକପ୍‌ର ଦ୍ୱାଦଶ ସଂସ୍କରଣ ଆରମ୍ଭ ହେବାକୁ ଯାଉଛି। ଆୟୋଜକ ଇଂଲଣ୍ଡ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଉଦ୍‌ଘାଟନୀ ମ୍ୟାଚ୍‌ ଖେଳାଯିବ। ଲଣ୍ଡନର ଦି ଓଭାଲ ଗ୍ରାଉଣ୍ଡରେ ହେବାକୁ ଥିବା ଏହି ମ୍ୟାଚ୍‌ରେ କିମ୍ବଦନ୍ତୀ ଭାରତୀୟ...

ଲର୍ଡସରେ କୋହଲିଙ୍କ ମହମ ପ୍ରତିମୂର୍ତ୍ତି ଉନ୍ମୋଚିତ

ଲଣ୍ଡନ,୩୦।୫(ପି.ଟି.)- ଆଇସିସି ବିଶ୍ୱକପ୍‌ ଶୁଭାରମ୍ଭ ଅବସରରେ ଐତିହାସିକ ଲର୍ଡସ ଗ୍ରାଉଣ୍ଡରେ ଭାରତୀୟ ଅଧିନାୟକ ତଥା ବ୍ୟାଟିଂ ସୁପରଷ୍ଟାର ବିରାଟ୍‌ କୋହଲିଙ୍କ ମହମ ପ୍ରତିମୂର୍ତ୍ତୀ ଉନ୍ମୋଚନ କରାଯାଇଛି। ଜଣାଶୁଣା ଓ୍ବାକ୍ସ ମ୍ୟୁଜିୟମ ମ୍ୟାଡମ ତୁସାଦ ଏହାର ଉନ୍ମୋଚନ କରିଛି। ଗୁରୁବାରଠାରୁ ଜୁଲାଇ...

ଦୂର ହେଲା ଭାରତୀୟ ଦଳର ବ୍ୟାଟିଂ ଅର୍ଡର ସମସ୍ୟା

କାର୍ଡିଫ,୨୯ା୫- ଦୀର୍ଘ ଦିନ ହେଲା ଭାରତୀୟ ଦଳର ବ୍ୟାଟିଂ ଅର୍ଡରର ୪ର୍ଥ ସ୍ଥାନରେ କେଉଁ ବ୍ୟାଟ୍ସମ୍ୟାନ ଖେଳିବା ନେଇ ଚାଲିଥିବା ସମସ୍ୟା ଦୂର ହୋଇଛି। ଏଠାରେ ବାଂଲାଦେଶ ବିପକ୍ଷରେ ଖେଳାଯାଇଥିବା ଓ୍ବାର୍ମଅପ୍‌ ମ୍ୟାଚ୍‌ରେ ଲୋକେଶ ରାହୁଲ ଶତକୀୟ ଇନିଂସ ଖେଳି...

ବ୍ୟାଟିଂ ବେଳେ ଫିଲ୍ଡ ସେଟ୍‌ କଲେ ଧୋନୀ

କାର୍ଡିଫ,୨୯ା୫- କ୍ରିକେଟରେ ଏମିତି କିଛି ନାହିଁ, ଯାହା ମହେନ୍ଦ୍ର ସିଂ ଧୋନୀ କରିପାରିବେ ନାହିଁ। ଭେଟେରାନ ଭାରତୀୟ କ୍ରିକେଟର ବିଶ୍ୱର ଶ୍ରେଷ୍ଠ ଉଇକେଟକିପର ନିଜର ଫିନିଶିଂ ଦକ୍ଷତା ଓ ନେତୃତ୍ୱ ଶ୍ରେଳୀ ପାଇଁ ବିଶ୍ୱରେ ପରିଚିତ। ପୂର୍ବତନ ଅଧିନାୟକ ଏଠାରେ...

ଇଂଲଣ୍ଡ ବିଶ୍ୱକପ୍‌ ଦଳରେ ୫ ଅଣବ୍ରିଟିଶ୍‌ ଖେଳାଳି

ଲଣ୍ଡନ,୨୭।୫- ଆସନ୍ତା ୩୦ ତାରିଖଠାରୁ ଆଇସିସି ବିଶ୍ୱକପ୍‌ ଆରମ୍ଭ ହେବାକୁ ଯାଉଛି। ଏହି ବିଶ୍ୱକପ୍‌ ଲାଗି ଫେଭରାଇଟ ଗଣାଯାଉଥିବା ଇଂଲଣ୍ଡ ଦଳରେ ଅଣ ବ୍ରିଟିଶ୍‌ ଖେଳାଳି ସ୍ଥାନ ପାଇଛନ୍ତି। ସେମାନେ ହେଲେ ଇଆନ ମୋର୍ଗାନ, ଜୋଫ୍ରା ଆର୍ଚର, ବେନ୍‌ ଷ୍ଟୋକ୍ସ,...

ଆଇସିସି ବିଶ୍ୱକପ୍‌: ଅଭିଜ୍ଞ ମାଲିଙ୍ଗା ଶ୍ରୀଲଙ୍କାର ଆଶା ଭରସା

କଲମ୍ବୋ,୨୭।୫(ଏଏଫ୍‌ପି)- ଆଗାମୀ ଆନ୍ତର୍ଜାତିକ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍‌ରେ ଅଭିଜ୍ଞ ଦ୍ରୁତ ବୋଲର ଲସିଥ ମାଲିଙ୍ଗା ଅନ୍ୟତମ ବୟୋଜ୍ୟୋଷ୍ଠ ଖେଳାଳିଭାବେ ମ୍ୟାଚ୍‌ରେ ଅବତୀର୍ଣ୍ଣ ହେବେ। ବୟସ ବଢୁଥିଲେ ମଧ୍ୟ ତାଙ୍କ ବୋଲିଂରେ ଚମକ ଏବେ ବି ଦେଖିବାକୁ ମିଳୁଛି। ଏହି...

ଦ୍ୱନ୍ଦ୍ୱରେ ଇଂଲଣ୍ଡ

ସାଉଥମ୍ପଟନ,୨୬।୫(ଏଏଫ୍‌ପି)- ପେସର ମାର୍କ ଉଡ୍‌ ଆହତ ସମସ୍ୟା ନେଇ ଇଂଲଣ୍ଡ ଦଳ ଦ୍ୱନ୍ଦ୍ୱରେ ରହିଛି। ଅଷ୍ଟ୍ରେଲିଆ ବିପକ୍ଷରେ ଏଠାରେ ଖେଳାଯାଇଥିବା ପ୍ରଥମ ଅଭ୍ୟାସ ମ୍ୟାଚ୍‌ରେ ତାଙ୍କ ପାଦରେ ଆଘାତ ଲାଗିଥିଲା। ଏହାପରେ ସେ ଆଉ ମ୍ୟାଚ୍‌ରେ ବୋଲିଂ କିମ୍ବା ଫିଲ୍ଡିଂ...

କାର୍ତ୍ତିକଙ୍କୁ ଉଇକେଟକିପିଂ ଦାୟିତ୍ୱ ଦେଇ ଫିଲ୍ଡିଂ କଲେ ଧୋନୀ

ଲଣ୍ଡନ,୨୬।୫- ବର୍ତ୍ତମାନ କ୍ରିକେଟର ଶ୍ରେଷ୍ଠ ତଥା ଦ୍ରୁତତମ ଉଇକେଟକିପର ମହେନ୍ଦ୍ର ସିଂ ଧୋନୀ, ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳର ଗୁରୁତ୍ୱପୂର୍ଣ୍ଣ ଅଂଶ। ଏଠାରେ ନ୍ୟୁଜିଲାଣ୍ଡ ବିପକ୍ଷରେ କେଳାଯାଇଥିବା ପ୍ରଥମ ଓ୍ବାର୍ମଅପ୍‌ ମ୍ୟାଚ୍‌ରେ ଧାନୀଙ୍କୁ ଉଇକେଟ କିପିଂ କରିବା ପରିବର୍ତ୍ତେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri