କ୍ରିକେଟ ବିଶ୍ୱକପ୍‌

ବିଶ୍ୱକପରେ ପାକିସ୍ତାନର ନୈରାଶ୍ୟଜନକ ପ୍ରଦର୍ଶନ, ମୁଖ୍ୟ ଚୟନକର୍ତ୍ତା ପଦବୀରୁ ଇସ୍ତଫା ଦେଲେ ଇଞ୍ଜାମାମ

ନୂଆଦିଲ୍ଲୀ,୩୦।୧୦: ଚଳିତ ଆଇସିସି ଦିନିକିଆ ବିଶ୍ୱକପରେ ପାକିସ୍ତାନର ନୈରାଶ୍ୟଜନକ ପ୍ରଦର୍ଶନ ପରେ ମୁଖ୍ୟ ଚୟନକର୍ତ୍ତା ପଦରୁ ଇସ୍ତଫା ଦେଇଛନ୍ତି ବରିଷ୍ଠ ଖେଳାଳି ଇଞ୍ଜାମାମ୍-ଉଲ୍-ହକ୍। ବିଶ୍ୱକପରେ ଦଳ ଆଶାଜନକ ପ୍ରଦର୍ଶନ କରିବାରେ ବିଫଳ ହେବା ପରେ ଅନେକ ଦିଗରୁ ସମାଲୋଚନାର ଶିକାର...

ଇଂଲଣ୍ଡ ବିପକ୍ଷରେ ଶୂନରେ ଆଉଟ୍ ହୋଇ ପ୍ୟାଭିଲିୟନ ଫେରିଲେ ବିରାଟ, ରାଗରେ ସୋଫାକୁ ପିଟିଲେ, ଦେଖନ୍ତୁ ଭିଡିଓ

ଲକ୍ଷ୍ନୌ,୨୯।୧୦ : ଦିନିକିଆ ବିଶ୍ୱକପରେ ରବିବାର ଭାରତ ଏବଂ ଇଂଲଣ୍ଡ ମୁହାଁମୁହିଁ ହୋଇଛନ୍ତି। ଏହି ମ୍ୟାଚରେ ବାହାରଟା ନୈରାଶ୍ୟଜନକ ବ୍ୟାଟିଂ ପ୍ରଦର୍ଶନ କରିଛି। ଅଧିନାୟକ ରୋହିତ ଶର୍ମା, ଉପ-ଅଧିନାୟକ କେଏଲ. ରାହୁଲ ଏବଂ ବ୍ୟତୀତ ଅନ୍ୟକେହି ବ୍ୟାଟର ଇଂଲଣ୍ଡ ବୋଲରଙ୍କ...

ICC World Cup 2023: ଭାରତ ବିପକ୍ଷରେ ଟସ୍ ଜିତି ଇଂଲଣ୍ଡର ବୋଲିଂ ନିଷ୍ପତ୍ତି, ଜାଣନ୍ତୁ ଭାରତର ପ୍ଲେଇଂ ଇଲେଭେନ

ଲକ୍ଷ୍ନୌ,୨୯।୧୦: ଆଇସିସି ଦିନିକିଆ ବିଶ୍ୱକପର ଏକ ହାଇଭୋଲ୍ଟେଜେ ମ୍ୟାଚରେ ରବିବାର ଭାରତ-ଇଂଲଣ୍ଡ ଉତ୍ତର ପ୍ରଦେଶର ଏକନା ଷ୍ଟାଡିୟମରେ ମୁହାଁମୁହିଁ ହେଉଛନ୍ତି। ଇଂଲଣ୍ଡ ମ୍ୟାଚରେ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତି ନେଇଛି। ଚଳିତ ବିଶ୍ୱକପରେ ସମସ୍ତ ପାଞ୍ଚ ମ୍ୟାଚରେ...

ଇଂଲଣ୍ଡ ବିପକ୍ଷରେ ଶ୍ରୀଲଙ୍କାର ସହଜ ବିଜୟ, ସେମିଫାଇନାଲ ଦୌଡରୁ ବାଦ ପଡ଼ିଲା ଚମ୍ପିୟନ ଟିମ୍!

ବେଙ୍ଗାଲୁରୁ,୨୬/୧୦: ଶ୍ରୀଲଙ୍କା ଟିମ୍ ଆଇସିସି ବିଶ୍ୱକପରେ ଏହାର ଦ୍ୱିତୀୟ ବିଜୟ ହାସଲ କରିଛି। ଗୁରୁବାର ବେଙ୍ଗାଳୁରୁର ଏମ. ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଖେଳାଯାଉଥିବା ମୁକାବିଲାରେ ଶ୍ରୀଲଙ୍କା ଟିମ୍ ଇଂଲଣ୍ଡକୁ ୮ ଉଇକେଟରେ ପରାସ୍ତ କରିଛି। ମ୍ୟାଚରେ ଶ୍ରୀଲଙ୍କାକୁ ବିଜୟ ପାଇଁ ଇଂଲଣ୍ଡ...

ଦିନିକିଆ ବିଶ୍ୱକପରେ ଦ୍ରୁତତମ ଶତକ ହାସଲ କଲେ ଗ୍ଲେନ୍ ମ୍ୟାକ୍ସୱେଲ୍

ନୂଆଦିଲ୍ଲୀ,୨୫/୧୦: ଦିନିକିଆ କ୍ରିକେଟ ବିଶ୍ୱକପରେ ଦ୍ରୁତତମ ଶତକ ହାସଲ କରିଛନ୍ତି ଅଷ୍ଟ୍ରେଲିଆ ବ୍ୟାଟର ଗ୍ଲେନ୍ ମ୍ୟାକ୍ସୱେଲ୍। ବୁଧବାର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ଅଷ୍ଟ୍ରେଲିଆ ଟିମ୍ ନେଦରଲ୍ୟାଣ୍ଡସ୍ ଆଗରେ ୩୯୯ ରନର ବିଶାଳ ବିଜୟ ଲକ୍ଷ୍ୟ ଧାର୍ଯ୍ୟ...

ଶେଷ ଶେଷ ବିଶ୍ୱକପକୁ ସ୍ମରଣୀୟ କରୁଛନ୍ତି କ୍ୱିଣ୍ଟନ୍ ଡି କକ୍, ୫ ମ୍ୟାଚରେ ହାସଲ କଲେ ତୃତୀୟ ଶତକ

ମୁମ୍ବାଇ,୨୪/୧୦: ବିଶ୍ୱକପ୍ ୨୦୨୩ ର ପଞ୍ଚମ ମ୍ୟାଚ୍ ରେ କ୍ୱିଣ୍ଟନ୍ ଡି କକ୍ ନିଜ ଟିମ୍ ପାଇଁ ତୃତୀୟ ଶତକୀୟ ଇନିଂସ ଖେଳିଛନ୍ତି। ତାଙ୍କର ଶେଷ ଦିନିକିଆ ବିଶ୍ୱକପ୍ ଖେଳୁଥିବା ଡି କକ୍ ଉତ୍କୃଷ୍ଟ ଫର୍ମ ପ୍ରଦର୍ଶନ କରୁଛନ୍ତି। ମୁମ୍ବାଇରେ...

ବିଶ୍ୱକପ ୨୦୨୩: ଶ୍ରୀଲଙ୍କା ଦଳକୁ ଫେରିଲେ ଏଞ୍ଜୋଲା ମାଥ୍ଯୁସ୍, ଆହତ ହୋଇ ବାଦ ପଡ଼ିଲେ ଜୁନିଅର ମାଲିଙ୍ଗା

ନୂଆଦିଲ୍ଲୀ,୨୪।୧୦: ଶ୍ରୀଲଙ୍କାର ଜୁନିଅର ମାଲିଙ୍ଗା ମଥିଶା ପାଥିରାନା କାନ୍ଧରେ ଆଘାତ ପାଇ ବିଶ୍ୱକପ ୨୦୨୩ ରୁ ବାଦ ପଡ଼ିବା ପରେ ତାଙ୍କ ସ୍ଥାନରେ ବରିଷ୍ଠ ଖେଳାଳି ଏଞ୍ଜୋଲା ମାଥ୍ଯୁସଙ୍କୁ ଦଳରେ ସ୍ଥାନ ମିଳିଛି। ଅକ୍ଟୋବର ୧୦ ତାରିଖରେ ପାକିସ୍ତାନ ବିପକ୍ଷ...

‘ଦିନକୁ ୮ କେଜି ମଟନ୍ ଖାଉଛନ୍ତି’: ଆଫଗାନିସ୍ତାନଠାରୁ ହାରିବା ପରେ ପାକିସ୍ତାନ ଖେଳାଳିଙ୍କ ଫିଟନେସକୁ ନେଇ ପ୍ରଶ୍ନ ଉଠାଇଲେ ୱାସିମ ଆକ୍ରାମ

ନୂଆଦିଲ୍ଲୀ,୨୪/୧୦: ସୋମବାର ଦିନ ଚେନ୍ନାଇରେ ଅନୁଷ୍ଠିତ ବିଶ୍ୱକପ ୨୦୨୩ ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଆଫଗାନିସ୍ତାନ ପୂର୍ବତ୍ତନ ଚାମ୍ପିୟାନକୁ ୨ ଉଇକେଟରେ ପରାସ୍ତ କରିଛି। ଯାହାକୁ ପ୍ରଶଂସକ ଏବଂ ପାକିସ୍ତାନର ପୂର୍ବତ୍ତନ ଖେଳାଳିମାନେ ସହଜରେ ଗ୍ରହଣ କରି ପାରୁନାହାନ୍ତି। ଏହି ପରାଜୟ ପରେ...

ବିଶ୍ୱକପ ୨୦୨୩: ଇତିହାସ ରଚିଲା ଆଫଗାନିସ୍ତାନ, ପାକିସ୍ତାନକୁ ୮ ୱିକେଟ ହରାଇଲା

ଚେନ୍ନାଇ: ଆଇସିସି ଦିନିକିଆ ବିଶ୍ୱକପ ୨୦୨୩ ରେ ଆଫଗାନିସ୍ତାନ ଟୁର୍ଣ୍ଣାମେଣ୍ଟରେ ଦ୍ୱିତୀୟ ବିଜୟକୁ ହାସଲ କରିଛି। ଲଗାତାର ପରାଜୟ ପରେ ପାକିସ୍ତାନର ବିଶ୍ୱକପ ଅଭିଯାନ ବର୍ମାନ ଅତ୍ୟନ୍ତ କଷ୍ଟସାଧ୍ୟ ହୋଇପଡିଛି। ପ୍ରଥମେ ବ୍ୟାଟିଂ କରି ପାକିସ୍ତାନ ୨୮୩ ରନ୍‌ର ଟାର୍ଗେଟକୁ...

ରେକର୍ଡ ବର୍ଷା କଲେ ବିରାଟ କୋହଲି

ପୁନେ,୨୦।୧୨: ପୁନେର ମହାରାଷ୍ଟ୍ର କ୍ରିକେଟ ଆସୋସିଏସନ ଷ୍ଟାଡିୟମରେ ବିଶ୍ୱକପ୍‌ର ୧୭ତମ ମ୍ୟାଚ୍‌ରେ ଭାରତ ଏବଂ ବାଂଲାଦେଶ ଦଳ ମୁହାଁମୁହିଁ ହୋଇଥିଲେ। ଟିମ ଇଣ୍ଡିଆ ଟୁର୍ନାମେଣ୍ଟରେ କ୍ରମାଗତ ଚତୁର୍ଥ ବିଜୟ ହାସଲ କରି ଏହାକୁ ୭ ଉଇକେଟରେ ପରାସ୍ତ କରିଛି। ଭେଟେରାନ...

ଚର୍ଚ୍ଚାରେ ଦକ୍ଷିଣ ଆଫ୍ରିକାର ହିନ୍ଦୁ କ୍ରିକେଟର, ‘ଓଁ’ ଲେଖାଥିବା ବ୍ୟାଟ ନେଇ ଆସିଲେ ବ୍ୟାଟିଂ ଆଉ…

ଧର୍ମଶାଳା, ୧୮/୧୦: ଭାରତରେ ଚାଲିଥିବା ଆଇସିସି କ୍ରିକେଟ ବିଶ୍ୱକପରେ ମଙ୍ଗଳବାର ଦେଖିବାକୁ ମିଳିଛି ଆଉ ଏକ ବଡ଼ ବିପର୍ଯ୍ୟୟ। ଟୁର୍ଣ୍ଣାମେଣ୍ଟର ୧୫ ତମ ମ୍ୟାଚରେ ନେଦରଲ୍ୟାଣ୍ଡସ୍ ଶକ୍ତିଶାଳୀ ଦକ୍ଷିଣ ଆଫ୍ରିକାକୁ ୩୮ ରନରେ ପରାସ୍ତ କରିଛି। ତେବେ ଏହି ମ୍ୟାଚରେ...

ଭାରତର ସର୍ବଶ୍ରେଷ୍ଠ ମ୍ୟାଚ୍‌ ବିଜେତା ଭାବେ କେଉଁ ଖେଳାଳିଙ୍କ ନାମ କହିଲେ ଗାଭାସ୍କର

ନୂଆଦିଲ୍ଲୀ, ୨୫।୩- କପିଳ ଦେବଙ୍କ ନେତୃତ୍ୱରେ ଭାରତ ପ୍ରଥମଥର ଲାଗି ୧୯୮୩ ମସିହାରେ ଦିନିକିଆ ବିଶ୍ୱକପ୍‌ ଜିତିବାର ସୌଭାଗ୍ୟ ଲାଭ କରିଥିଲା। ଏହି ସ୍ମରଣୀୟ ବିଶ୍ୱକପ୍‌ ଜିତିବାର ୩୭ ବର୍ଷ ପୂର୍ତ୍ତି ପାଳନ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri