କ୍ରିକେଟ ବିଶ୍ୱକପ୍‌

ଭାରତକୁ ପ୍ରାରମ୍ଭିକ ଝଟ୍‌କା

ମାଞ୍ଚେଷ୍ଟର,୧୦।୭- ୨୪୦ ରନ୍‌ ବିଜୟ ଲକ୍ଷ୍ୟର ପିଛା କରୁଥିବା ଭାରତୀୟ ଦଳକୁ ପ୍ରାରମ୍ଭିକ ଝଟ୍‌କା ଲାଗିଛି। ଫୁଲ ଫର୍ମରେ ଥିବା ରୋହିତ ଶର୍ମା ମାତ୍ର ୧ ରନ୍‌ ଆଉଟ୍‌ ହୋଇଛନ୍ତି। ମ୍ୟାଟ ହେନ୍‌ରୀଙ୍କ ବଲରେ ରୋହିତ ଉଇକେଟକିପର ଟମ ଲଥାମଙ୍କ...

ଭାରତ ଆଗରେ ୨୪୦ ରନ୍‌ର ବିଜୟଲକ୍ଷ୍ୟ

ଭାରତ ଆଗରେ ୨୪୦ ରନ୍‌ର ବିଜୟ ଲକ୍ଷ୍ୟ ମାଞ୍ଚେଷ୍ଟର,୧୦।୭- ଭାରତୀୟ ଦଳକୁ ଚଳିତ ଆଇସିସି ବିଶ୍ୱକପ୍‌ ଫାଇନାଲରେ ପ୍ରବେଶ କରିବା ପାଇଁ ୨୪୦ ରନ୍‌ ଦରକାର। ସ୍ଥାନୀୟ ଓଲ୍ଡ ଟ୍ରାଫୋର୍ଡ ଗ୍ରାଉଣ୍ଡରେ ଖେଳାଯାଉଥିବା ସେମିଫାଇନାଲରେ ନ୍ୟୁଜିଲାଣ୍ଡ ପ୍ରଥମେ ବ୍ୟାଟିଂ କରି...

ଭାରତ-ନ୍ୟୁଜିଲାଣ୍ଡ ସେମିଫାଇନାଲ ସମ୍ଭବ ନ ହେଲେ ହେବ କ’ଣ

ନୂଆଦିଲ୍ଲୀ,୧୦।୭- ଚଳିତ ଆଇସିସି ଦିନିକିଆ ବିଶ୍ୱକପରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଥିବା ପ୍ରଥମ ସେମିଫାଇନାଲରେ ବର୍ଷା ବାଧକ ସାଜିଛି। ନକ୍‌ଆଉଟ ମ୍ୟାଚ୍‌ ଥିବାରୁ ଏହି ମୁକାବିଲା ଲାଗି ଏକ ରିଜର୍ଭ ଡେ’ ରଖାଯାଇଛି। ଅର୍ଥାତ୍‌ ମଙ୍ଗଳବାର ନ୍ୟୁଜିଲାଣ୍ଡ ଯେଉଁଠାରେ...

ପ୍ରଥମଥର ପାଇଁ କେନ୍ଦ୍ରୀୟ ଚୁକ୍ତିରେ ପୁରାନ, ଆଲେନ, ଥୋମାସ

ସେଣ୍ଟ ଜୋନ୍ସ (ଆଣ୍ଟିଗୁଆ), ୯।୭(ପି.ଟି.)- ବିଶ୍ୱକପ୍‌ ସେମିଫାଇନାଲରେ ପ୍ରବେଶ କରିବାରେ ବିଫଳ ହୋଇଥିବା ଓ୍ବେଷ୍ଟଇଣ୍ଡିଜ କ୍ରିକେଟ୍‌ ପକ୍ଷରୁ ମଙ୍ଗଳବାର ନୂତନ କେନ୍ଦ୍ରୀୟ ଖେଳାଳି ଚୁକ୍ତି ତାଲିକା ପ୍ରକାଶ ପାଇଛି। ଯେଉଁଥିରେ ବିଶ୍ୱକପ୍‌ରେ ପ୍ରଭାବୀ ପ୍ରଦର୍ଶନ କରିଥିବା ଫାବିଆନ୍‌ ଆଲେନ, ନିକୋଲାସ...

ଶ୍ରୀଲଙ୍କା କ୍ରିକେଟ ଦଳର କୋଚ୍‌ ପଦ ଛାଡ଼ିବାକୁ ମନାକଲେ ହାଥୁରାସିଙ୍ଘେ

କଲମ୍ବୋ,୮।୭(ଏଏଫ୍‌ପି)- ବାହାର ଚାପ ସତ୍ତ୍ୱେ ଚନ୍ଦିକା ହାଥୁରାସିଙ୍ଘେ ଶ୍ରୀଲଙ୍କା କ୍ରିକେଟ ଦଳର କୋଚ୍‌ ପଦରୁ ଇସ୍ତଫା ଦେବାକୁ ମନା କରିଦେଇଛନ୍ତି। ବିଶ୍ୱର ୯ମ ର଼୍ୟାଙ୍କ୍‌ ଦଳ ଭାବେ ଅଭିଯାନ ଆରମ୍ଭ କରିଥିବା ଶ୍ରୀଲଙ୍କା ବିଶ୍ୱକପ୍‌ରେ ୬ଷ୍ଠ ସ୍ଥାନରେ ରହିଥିଲା। ଶୀର୍ଷ...

ବିଶ୍ୱକପରୁ ବିଦା ହୋଇ ଘରେ ପହଞ୍ଚିଲା ପାକିସ୍ତାନ ଦଳ: ଏମିତି କରାଗଲା ସ୍ବାଗତ

ଇସଲମାବାଦ, ୮।୭: ବିଶ୍ୱକପରୁ ବିଦା ହେବାପରେ ପାକିସ୍ତାନ ଦଳର ଖେଳାଳିମାନେ ନିଜ ଦେଶରେ ପହଞ୍ଚିଛନ୍ତି। କଡ଼ା ସୁରକ୍ଷା ବଳୟ ମଧ୍ୟରେ ଖେଳାଳିଙ୍କୁ ସେମାନଙ୍କ ଘରେ ଛଡାଯାଇଥିଲା। ଭାରତଠାରୁ ପରାସ୍ତ ହେବା ପରେ ପାକିସ୍ତାନ ଦର୍ଶକ ଯେଉଁଭଳି ଭାବରେ ସୋସିଆଲ ମିଡିଆରେ...

କୋହଲି- ଓ୍ବିଲିୟମସନ ଲଢ଼େଇ: ୧୧ ବର୍ଷପରେ ଏକ ବିରଳ ସଂଯୋଗ

ମାଞ୍ଚେଷ୍ଟର, ୮।୭(ପି.ଟି.)- ଚଳିତ ବିଶ୍ୱକପ୍‌ରେ ଭାରତ ଓ ନ୍ୟୁଜିଲାଣ୍ଡ ପ୍ରଥମ ସେମିଫାଇନାଲରେ ମଙ୍ଗଳବାର ମାଞ୍ଚେଷ୍ଟରରେ ପରସ୍ପରକୁ ଭେଟିବା ସ୍ପଷ୍ଟ ହୋଇଛି। ପଏଣ୍ଟ ଟେବୁଲରେ ଭାରତ ଶୀର୍ଷ ସ୍ଥାନରେ ରହିଥିବା ବେଳେ ନ୍ୟୁଜିଲାଣ୍ଡ ଚତୁର୍ଥ ସ୍ଥାନରେ ରହିଛି। ସେହିପରି ଦ୍ୱିତୀୟ ଓ...

ଆଇସିସି ଦିନିକିଆ ର଼୍ୟାଙ୍କିଙ୍ଗ୍‌: କୋହଲିଙ୍କ ଶୀର୍ଷ ସ୍ଥାନର ନିକଟତର ରୋହିତ

ଲଣ୍ଡନ, ୮।୭(ପି.ଟି.)- ଚଳିତ ବିଶ୍ୱକପ୍‌ରେ ଜବରଦସ୍ତ ପ୍ରଦର୍ଶନ କରି ଭାରତୀୟ ତାରକା ଓପନର ରୋହିତ ଶର୍ମା ଏବେ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଦିନିକିଆ ର଼୍ୟାଙ୍କିଙ୍ଗ୍‌ରେ ଅଧିନାୟକ ବିରାଟ କୋହଲିଙ୍କ ଶୀର୍ଷ ସ୍ଥାନର ନିକଟତର ହୋଇଛନ୍ତି। କୋହଲି ବ୍ୟାଟିଂ ତାଲିକାର...

ଓ୍ବାଦେ, ମାର୍ଶଙ୍କୁ ଡକାରା

ମାଞ୍ଚେଷ୍ଟର,୭।୭(ପିଟି)- ଉଇକେଟକିପର ବ୍ୟାଟ୍ସମ୍ୟାନ ମାଥ୍ୟୁ ଓ୍ବାଦେ ଓ ମିଚେଲ ମାର୍ଶଙ୍କୁ ଅଷ୍ଟ୍ରେଲିଆ ବିଶ୍ୱକପ୍‌ ଦଳରେ ଯୋଗଦେବାକୁ ଡାକରା ଦିଆଯାଇଛି। ଏମାନେ ଅଷ୍ଟ୍ରେଲିଆ ଦଳର ଉସ୍ମାନ ଖ୍ବାଜା ଓ ମାର୍କସ ଷ୍ଟୋଇନିସଙ୍କ ସ୍ଥାନ ନେଇପାରନ୍ତି। ଖ୍ବାଜା ଓ ଷ୍ଟୋଇନିସ ଆହତ ସମସ୍ୟା...

ଭାରତ-ନ୍ୟୁଜିଲାଣ୍ଡ ମ୍ୟାଚ୍‌ ଅମ୍ପାୟର ଇଲିଂଓ୍ବର୍ଥ, କେଟିଲବର୍ଗ

ଲିଡ୍ସ,୭।୭(ପିଟି)- ଚଳିତ ବିଶ୍ୱକପ୍‌ର ପ୍ରବଳ ଦାବୀଦାର ଭାରତ ଓ ଗତ ଥରର ଉପବିଜେତା ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ୯ ତାରିଖରେ ମାଞ୍ଚେଷ୍ଟରଠାରେ ପ୍ରଥମ ସେମିଫାଇନାଲ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌କୁ ଇଂଲିଶ ଅମ୍ପାୟର ରିଚାର୍ଡ ଇଲିଂଓ୍ବର୍ଥ ଓ ରିଚାର୍ଡ କେଟିଲବର୍ଗ...

ରୋହିତ-ରାହୁଲଙ୍କ ରେକର୍ଡ ଓପନିଂ ଭାଗୀଦାରି

ଲିଡ୍ସ,୭।୭- ଭାରତୀୟ ଦଳ ତା’ର ଅନ୍ତିମ ଲିଗ୍‌ ପର୍ଯ୍ୟାୟ ମ୍ୟାଚ୍‌ରେ ଶ୍ରୀଲଙ୍କାକୁ ୭ ଉଇକେଟରେ ହରାଇ ପଏଣ୍ଟ ତାଲିକାରେ ଶୀର୍ଷ ସ୍ଥାନ ଅଧିକାର କରିଛି। ଏହି ବିଜୟରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲା ରୋହିତ ଶର୍ମା ଓ ଲୋକେଶ ରାହୁଲଙ୍କ...

ତାହିର, ଡୁମିନିଙ୍କ ଅବସର

ମାଞ୍ଚେଷ୍ଟର,୭।୭- ଭେଟେରାନ ସ୍ପିନର ଇମ୍ରାନ ତାହିର ଓ ଜେପି ଡୁମିନି ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟରୁ ସନ୍ନ୍ୟାସ ନେଇଛନ୍ତି। ଏଠାରେ ଖେଳାଯାଇଥିବା ଚଳିତ ବିଶ୍ୱକପ୍‌ର ଅନ୍ତିମ ଲିଗ୍‌ ମ୍ୟାଚ୍‌ରେ ଅଷ୍ଟ୍ରେଲିଆକୁ ୧୦ ରନ୍‌ରେ ହରାଇ ଦକ୍ଷିଣ ଆଫ୍ରିକା ସାନ୍ତ୍ୱନାମୂଳକ ବିଜୟ ହାସଲ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri