କେନ୍ଦୁଝରରେ ପତାକା ଉତ୍ତୋଳନ କଲେ ଜିଲାପାଳ
କେନ୍ଦୁଝର,୧୫ା୮: ଗୁରୁବାର ଜିଲା ପ୍ରଶାସନ ପକ୍ଷରୁ ସ୍ଥାନୀୟ କେନ୍ଦୁଝର ଷ୍ଟାଡିୟମଠାରେ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ଜିଲାପାଳ ବିଶାଲ ସିଂହ ଯୋଗ ଦେଇ ସମ୍ମିଳିତ ପରେଡ୍କୁ ଉଦ୍ବୋଧନ ଦେବା ସହ ଜାତୀୟ ପତାକା ଉତ୍ତୋଳନ କରିଥିଲେ।...