ଅନ୍ତର୍ଜାତୀୟ

ଚାଇନାକୁ ବଡ଼ ଝଟକା ଦେଲା ଭାରତ, ଏହି ଜିନିଷ ଉପରେ ଲାଗୁ କଲା ୩ ବର୍ଷର ଟାରିଫ୍‌, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ମଙ୍ଗଳବାର ଚାଇନା ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨ ପ୍ରତିଶତ ଆମଦାନୀ ଟାରିଫ୍‌ ଲାଗୁ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ଟାରିଫ୍‌ ପ୍ରଥମ...

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା ଯୁଦ୍ଧବିରତିରେ ମଧ୍ୟସ୍ଥତା କରିଥିବା ଦାବି କରିଛନ୍ତି। କିନ୍ତୁ ଭାରତ ଉଭୟ ଦାବିକୁ ସ୍ପଷ୍ଟ...

ମୋଦିଙ୍କ ଏହି କଥା ଶୁଣି ପ୍ରବଳ ରାଗିଗଲେ ଜେଲେନସ୍କି: ସାଂଘାତିକ ଅଭିଯୋଗ ଆଣି କହିଲେ…

ନୂଆଦିଲ୍ଲୀ,୩୧।୧୨: ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ ରିପୋର୍ଟ ଉପରେ ଚିନ୍ତା ପ୍ରକାଶ କରିଥିଲେ। ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଏବେ ଏଥିପାଇଁ ଭାରତକୁ ସମାଲୋଚନା କରିଛନ୍ତି। ୟୁକ୍ରେନୀୟ ଅଭିଯୋଗକୁ ପ୍ରତ୍ୟାଖ୍ୟାନ କରି...

ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୧ା୧୨: ବାଂଲାଦେଶର ମିମେନସିଂ ଜିଲା ଅନ୍ତର୍ଗତ ଏକ ପୋଷାକ କାରଖାନା ଭିତରେ ସହକର୍ମୀଙ୍କ ଗୁଳିମାଡ଼ରେ ଜଣେ ହିନ୍ଦୁ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଉକ୍ତ ବ୍ୟକ୍ତି ଜଣକ କାରଖାନାରେ ସୁରକ୍ଷା କର୍ମୀ ଭାବେ କାର୍ଯ୍ୟ କରୁଥିଲେ। ବାଂଲାଦେଶରେ ୨ ସପ୍ତାହ ମଧ୍ୟରେ...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ ସୀମାରେ ପହଞ୍ଚିଛି। ୟେମେନର ମୁକାଲ୍ଲା ବନ୍ଦରରେ ଠିଆ ହୋଇଥିବା UAE ର ଦୁଇଟି...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ ହୋଇପାରେ। “2026 ରେ ଦେଖିବା ପାଇଁ କନଫ୍ଲିକ୍ଟସ” ଶୀର୍ଷକ ଏହାର ରିପୋର୍ଟରେ, ଥିଙ୍କ...

ସଲମାନଙ୍କ ଗାଲୱାନ ଟ୍ରେଲର ଦେଖି ରାଗିଗଲା ଚାଇନା, ଏପରି କହିଲା ଭାରତ

ନୂଆଦିଲ୍ଲୀ,୩୦।୧୨: ସଲମାନଙ୍କ ଉପରେ ରାଗିଗଲା ଡ୍ରାଗନ। ‘ବ୍ୟାଟେଲ ଅଫ୍ ଗାଲୱାନ’ର ଟିଜର ମୁକ୍ତିଲାଭ କରିବା ପରେ ଚାଇନା ଏଥିରେ କ୍ଷୁବ୍ଧ ହୋଇଛି। ଚାଇନାର ସରକାରୀ ଗଣମାଧ୍ୟମ ଏହି ଚଳଚ୍ଚିତ୍ର “ତଥ୍ୟକୁ ବିକୃତ କରୁଛି” ବୋଲି ଅଭିଯୋଗ କରି ଏକ ନୂଆ...

କେତେ ସମ୍ପତ୍ତି ଛାଡି ଦେଇ ଗଲେ ଖାଲେଦା ଜିଆ, ଜାଣନ୍ତୁ ତାଙ୍କର ନେଟ୍‌ ଓ୍ବର୍ଥ

ଢାକା,୩୦।୧୨: ବାଂଲାଦେଶୀ ରାଜନୀତିର ଜଣେ ପ୍ରବୀଣ ବ୍ୟକ୍ତିତ୍ୱ, ପୂର୍ବତନ ପ୍ରଧାନମନ୍ତ୍ରୀ ଏବଂ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷା ଖାଲେଦା ଜିଆଙ୍କ ମୃତ୍ୟୁ ପରେ, ଏକ ପ୍ରଶ୍ନ ନିରନ୍ତର ଆସୁଛି: ସେ କେତେ ସମ୍ପତ୍ତି ଛାଡି ଯାଇଥିଲେ? କ୍ଷମତାର ଶୀର୍ଷରେ...

ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ ଯୋଗୁ ହଠାତ୍‌ ସ୍ଥଗିତ ରହିଲା ୨ଟି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌

ଢାକା,୩୦।୧୨: ଆଜି ସକାଳେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ପରଲୋକ ଯୋଗୁ ବାଂଲାଦେଶ କ୍ରିକେଟ ବୋର୍ଡ ମଙ୍ଗଳବାର, ଡିସେମ୍ବର ୩୦, ୨୦୨୫ରେ ହେବାକୁ ଥିବା ଉଭୟ ବାଂଲାଦେଶ ପ୍ରିମିୟର ଲିଗ ମ୍ୟାଚ ବାତିଲ କରିଛି। ସିଲହଟ ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ...

ମୃତ୍ୟୁର ଗୋଟିଏ ଦିନ ପୂର୍ବରୁ ଖାଲେଦା ଜିଆ କରିଥିଲେ ନାମାଙ୍କନ, ଏବେ ଆଲୋଚନା ପୁଅଙ୍କୁ ମିଳିବକି ସହାନୁଭୁତି? ଜାଣନ୍ତୁ ବାଂଲାଦେଶ ରାଜନୀତିର…

ଢାକା,୩୦।୧୨: ଆସନ୍ତା ବର୍ଷ ଫେବୃଆରୀରେ ବାଂଲାଦେଶରେ ସାଧାରଣ ନିର୍ବାଚନ ହେବାକୁ ଯାଉଛି। ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ମୃତ୍ୟୁକୁ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ପାଇଁ ଏକ ବଡ଼ ଧକ୍କା ବୋଲି ବିବେଚନା କରାଯାଉଛି। BNPର ଦୀର୍ଘକାଳୀନ ନେତା...

ଏହି ଦେଶଗୁଡ଼ିକରେ ନାଗରିକତା ପାଇବା ବହୁତ କଷ୍ଟକର, ଅପେକ୍ଷା କରିବାକୁ ପଡେ ୨୦ରୁ ୨୫ ବର୍ଷ

ନୂଆଦିଲ୍ଲୀ,୩୦।୧୨: ପ୍ରତିବର୍ଷ, ଭାରତରୁ ଲକ୍ଷ ଲକ୍ଷ ଲୋକ ସେମାନଙ୍କର ନାଗରିକତା ପରିତ୍ୟାଗ କରି ବିଦେଶରେ ବସବାସ କରନ୍ତି। ସରକାର ନିକଟରେ ଏହି ବିଷୟରେ ତଥ୍ୟ ପ୍ରକାଶ କରିଛନ୍ତି। ବିଦେଶରେ ବସବାସ କରୁଥିବା ଲୋକଙ୍କ ମଧ୍ୟରୁ ଅଧିକାଂଶ ଧନୀ ହୋଇଥିଲେ ମଧ୍ୟ...

ଖାଲେଦା ଜିଆଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୋଦି

ନୂଆଦିଲ୍ଲୀ,୩୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଏବଂ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷା ବେଗମ ଖାଲେଦା ଜିଆଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି। ତାଙ୍କ ଅବଦାନକୁ ମନେ ପକାଇ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ ବାଂଲାଦେଶର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri