ଅନ୍ତର୍ଜାତୀୟ

ଟ୍ରକ୍‌ ଭିତରୁ ମିଳିଲା ୪୬ ମୃତଦେହ

ୱାଶିଂଟନ,୨୮।୬: ଆମେରିକାର ଟେକ୍ସାସ ଆଣ୍ଟୋନିଓରେ ଏକ ଅଭାବନୀୟ ଘଟଣା ଘଟିଛି। ଏକ ଟ୍ରକ ଭିତରୁ ୪୬ ମୃତେଦହ ମିଳିଛି। ଏନେଇ ସ୍ଥାନୀୟ ପୁଲିସ ସୂଚନା ଦେଇଛି। ଅଧିକାଂଶ…

2 years ago

ପାକିସ୍ତାନର ୪ ଦୂତାବାସର ଟୁଇଟର ଆକାଉଣ୍ଟକୁ ବ୍ୟାନ କଲା ଭାରତ

ନୂଆଦିଲ୍ଲୀ,୨୮ ।୬: ଭାରତ ପକ୍ଷରୁ ପାକିସ୍ତାନର ୪ ଦୂତାବାସର ଟୁଇଟର ଆକାଉଣ୍ଟକୁ ବ୍ୟାନ କରାଯାଇଥିବା ସୂଚନା ମିଳିଛି । ମିଳିଥିବା ସୂଚନା ଅନୁଯାୟୀ, ପାକିସ୍ତାନ ଉପରେ ଅଭିଯୋଗ…

2 years ago

ରୁଷିଆ ମିଶାଇଲ ମାଡରେ ଜନଗହଳି ପୂର୍ଣ୍ଣ ମଲରେ ଲାଗିଲା ନିଆଁ, ୧୬ ଲୋକଙ୍କ ମୃତ୍ୟୁ ଆଶଙ୍କା

କ୍ୱିଭ,୨୮ ।୬: ପୂର୍ବ ୟୁକ୍ରେନରେ ଥିବା ଏକ ଜନଗଳହି ପୂର୍ଣ୍ଣ ମଲକୁ ଟାର୍ଗେଟ କରିଛି ରୁଷିଆ । ଏଏଫପି ନ୍ୟୁଜର ସୂଚନା ଅନୁଯାୟୀ, ୟୁକ୍ରେନର ମଲ ଉପରେ…

2 years ago

ଆମେରିକାରେ ଭାରତୀୟ ବଂଶୋଦ୍ଭବଙ୍କୁ ହତ୍ୟା

ନ୍ୟୁୟର୍କ, ୨୮ା୬: ଆମେରିକାର ନ୍ୟୁୟର୍କସ୍ଥିତ ସାଉଥ ଓଜୋନ୍‌ ପାର୍କ ନିକଟରେ ଶନିବାର ଜଣେ ଭାରତୀୟ ବଂଶୋଦ୍ଭବଙ୍କୁ ଗୁଳି କରି ହତ୍ୟା କରାଯାଇଛି। ସତନମ୍‌ ସିଂ(୩୧) ଏକ ଜିପ୍‌ରେ…

2 years ago

ରେ-ବ୍ୟାନ୍‌ ମାଲିକ ଡେଲ୍‌ ଭେକିଓଙ୍କ ପରଲୋକ

ରୋମ, ୨୭ା୬: ଚଷମା କମ୍ପାନୀ ରେ-ବ୍ୟାନ୍‌ ମାଲିକ ଲିଓନାର୍ଡୋ ଡେଲ୍‌ ଭେକିଓ(୮୭)ଙ୍କ ପରଲୋକ ହୋଇଛି। ଏ ନେଇ ତାଙ୍କ କମ୍ପାନୀ ପକ୍ଷରୁ ସୋମବାର ସୂଚନା ଦିଆଯାଇଛି। ଫୋର୍ବସ…

2 years ago

ମହାକାଶରେ ଚାଇନାର ସୌରଶକ୍ତି ପ୍ରକଳ୍ପ ଯୋଜନା

ବେଜିଂ,୨୮।୬: ମହାକାଶରେ ଚାଇନା ସୋଲାର ପାଓ୍ବାର ପ୍ଲାଣ୍ଟ ସ୍ଥାପନ କରିବା ପାଇଁ ପ୍ରସ୍ତୁତି ଚଳାଇଛି। ୨୦୨୮ ସୁଦ୍ଧା ପ୍ଲାଣ୍ଟ କାର୍ଯ୍ୟ ସମ୍ପୂର୍ଣ୍ଣ ହେବ ବୋଲି ଚାଇନା ଆଶା…

2 years ago

ଜି-୭ ନେତାଙ୍କୁ ଭେଟିଲେ ମୋଦି

ବର୍ଲିନ, ୨୮ା୬: ଜର୍ମାନୀର ଏଲ୍‌ମାଉଠାରେ ଆୟୋଜିତ ହେଉଥିବା ଜି-୭ ସମ୍ମିଳନୀରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଅତିଥି ଭାବେ ନିମନ୍ତ୍ରଣ କରାଯାଇଛି। ରବିବାରଠାରୁ ଜର୍ମାନୀ ଗସ୍ତରେ ଥିବା…

2 years ago

ଯୁଦ୍ଧ ବନ୍ଦ ପାଇଁ ଜେଲେନ୍‌ସ୍କିଙ୍କ ନିବେଦନ

କିଭ୍‌, ୨୮ା୬: ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ସୋମବାର ଭର୍ଚୁଆଲ ମାଧ୍ୟମରେ ଜି-୭ ସମ୍ମିଳନୀକୁ ଉଦ୍‌ବୋଧନ ଦେଇଛନ୍ତି। ସେ ଜି-୭ ଦେଶଗୁଡ଼ିକୁ ଅଧିକ ସହାୟତା ମାଗିବା ସହ…

2 years ago

ଚାଇନାର ବିଆର୍‌ଆଇକୁ ଝଟକା

ଏଲମାଉ, ୨୮।୬: ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗଙ୍କ ଡ୍ରିମ୍‌ ପ୍ରୋଜେକ୍ଟ ବେଲ୍ଟ ଆଣ୍ଡ୍‌ ରୋଡ୍‌ ଇନିସିଏଟିଭ୍‌ (ବିଆର୍‌ଆଇ)କୁ ପ୍ରତିହତ କରିବା ପାଇଁ ଜି-୭ ରାଷ୍ଟ୍ର ମୁଖ୍ୟମାନେ ୬୦୦…

2 years ago

ଆମେରିକାରେ ଟ୍ରେନ୍ ଦୁର୍ଘଟଣା: ୨ ମୃତ, ୫୦ରୁ ଅଧିକ ଆହତ

ୱାଶିଂଟନ,୨୮ ।୬: ଆମେରିକାର ମିସୌରିରେ ଏକ ବଡ ଧରଣର ଟ୍ରେନ୍ ଦୁର୍ଘଟଣା ହୋଇଛି । ଗଣମାଧ୍ୟମର ସୂଚନା ଅନୁଯାୟୀ, ମିସୌରିରେ ଏକ ଟ୍ରେନ୍ ଲାଇନଚ୍ୟୁତ ହେବାରୁ ଦୁର୍ଘଟଣାର…

2 years ago